ପୁଣି ଲୋକମାନେ ଯିହୁଦାର ନଗର ସମୂହରୁ, ୟିରୁଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ଯାବୀନ ଦେଶରୁ ନିମ୍ନ ଭୂମିରୁ, ପାର୍ବତ୍ଯ ଦେଶରୁ ଓ ଦକ୍ଷିଣ ଦେଶରୁ ହାମବେଳି, ନବୈେଦ୍ଯ ଓ ସୁଗନ୍ଧି ଧୂପ ଆଉ ଧନ୍ଯବାଦାର୍ଥକ ବଳି ଘନେି ସଦାପ୍ରଭୁଙ୍କ ଗୃହକୁ ଆସିବେ।
Cross references
ସଦାପ୍ରଭୁ ପୃଥିବୀର ପରମେଶ୍ବର ସମାଗମ-ତମ୍ବୁରୁ ମାଶାଙ୍କେୁ ଡାକି କହିଲେ,
ନଗଭରେ ଦକ୍ଷିଣାଞ୍ଚଳର ଇଦୋମ ସୀମା ନିକଟରେ ୟିହକ୍ସ୍ଟଦା ସନ୍ତାନମାନଙ୍କ ପରିବାରବର୍ଗ ପ୍ରାନ୍ତ ଭାଗସ୍ଥ ଏହିସବୁ ନଗର ଥିଲା, କବ ସେଲ ଓ ଏଦର ଓ ୟାଗକ୍ସ୍ଟର ମଧ୍ଯ।
ସହେି ଲୋକମାନେ ଅନ୍ୟ ଦେଶୀଯ ଲୋକମାନଙ୍କୁ ଭୟ କରୁଥିଲେ ଯେଉଁମାନେ ସମାନଙ୍କେ ନିକଟରେ ବାସ କରୁଥିଲେ। କିନ୍ତୁ ତାହା ସମାନଙ୍କେୁ ଏହା କରିବାରୁ ନିବୃତ୍ତ କରିପାରି ନଥିଲା। ସମାନେେ ସହେି ପୁରୁଣା ୟଜ୍ଞବଦେୀ ଆଧାର ଉପରେ ନୂତନ ୟଜ୍ଞବଦେୀ ନିର୍ମାଣ କଲେ। ସମାନେେ ସକାଳେ ଓ ସନ୍ଧ୍ଯା ସମୟରେ ସଦାପ୍ରଭୁଙ୍କର ଉଦ୍ଦେଶ୍ଯ ରେ ହାମବେଳି ଉତ୍ସର୍ଗ କଲେ।
ସମାନେେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ଯବାଦ ଦଇେ ଏକ ଆ ରକେ ପ୍ରତି ଗାନକରି କହିଲେ, ସେ ମଙ୍ଗଳମଯ, ଯେ ହତେୁ ଇଶ୍ରାୟେଲ ପ୍ରତି ତାଙ୍କର କରୁଣା ଅନନ୍ତକାଳସ୍ଥାଯୀ ଆଉ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାୟିବା ସକାଶୁ ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ବର ରେ ଜଯଧ୍ବନି କଲେ।
ସମାନେେ ଧନ୍ଯବାଦାର୍ଥକ ବଳି ଉତ୍ସର୍ଗ କରନ୍ତୁ ଓ ଗାନକରି ତାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।
ମୁଁ ତୁମ୍ଭକୁ ଏକ ଧନ୍ଯବାଦାର୍ଥକ ବଳି ଦବେି। ମୁଁ ସଦାପ୍ରଭୁଙ୍କର ନାମକୁ ଡ଼ାକିବି।
ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ ଆମ୍ଭ ପବିତ୍ର ଦିନ ରେ ନିଜ ଅଭିଳାଷ ଚେଷ୍ଟାରୁ ନିଜ ପାଦ ଫରୋଅ, ପୁଣି ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀଯ ବୋଲି କୁହ, ଆଉ ନିଜ କାର୍ୟ୍ଯ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ ;
ଲୋକମାନେ ବିନ୍ଯାମୀନ ପ୍ରଦେଶ ରେ, ୟିରୁଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନ ରେ, ଯିହୁଦାର ନଗର ସମୂହ ରେ, ପାର୍ବତୀଯ, ପ୍ରଦେଶସ୍ଥ ନାନା ନଗର ରେ, ନିମ୍ନ ଭୂମିସ୍ଥ ନଗରମାନଙ୍କ ରେ ଓ ଦକ୍ଷିଣ ଦିଗସ୍ଥ ନଗରଗୁଡ଼ିକରେ ମୂଲ୍ଯଦଇେ କ୍ଷେତ୍ର କ୍ରଯ କରିବେ ଓ ଦଲିଲ ସ୍ବାକ୍ଷର କରି ମୁଦ୍ରାଙ୍କିତ କରିବେ। ଆଉ ସାକ୍ଷୀ ରଖିବେ। କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ସମାନଙ୍କେୁ ବନ୍ଦୀତ୍ବ ଅବସ୍ଥାରୁ ମୁକ୍ତ କରିବା।
ସଦାପ୍ରଭୁ କହନ୍ତି, ଏଠା ରେ ତୁମ୍ଭମାନେେ ଆନନ୍ଦ ଧ୍ବନି ଓ ହର୍ଷନାଦ, ବର କନ୍ଯାଙ୍କର ହର୍ଷଧ୍ବନି, ସଦାପ୍ରଭୁଙ୍କର ପ୍ରଶଂସାଗାନର କୋଳାହଳ ପାଇବ। ସମାନେେ କହିବେ, 'ସଦାପ୍ରଭୁ ମଙ୍ଗଳମଯ ଓ ତାଙ୍କର କରୁଣା ସଦାକାଳ ସ୍ଥାଯୀ।' ତେଣୁ ତାଙ୍କର ଧନ୍ଯବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ଯବାଦସ୍ବରୂପ ବଳି ଆଣିବାର ଶବ୍ଦ ଶୁଣାୟିବ। ଏହା ହବେ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ଯ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସପରେି ହାଇଯେିବ।
ସଦାପ୍ରଭୁ କହନ୍ତି, ପାର୍ବତୀଯ ଦେଶର ନଗର ସମୂହ ରେ, ନିମ୍ନଭୂମିର ନଗରମାନଙ୍କ ରେ, ଦକ୍ଷିଣଦିଗସ୍ଥ ସକଳ ନଗର ରେ, ବିନ୍ଯାମୀନ ଦେଶ ରେ, ୟିରୁଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳ ରେ ଓ ଯିହୁଦାର ନଗରମାନଙ୍କ ରେ ଲୋକମାନେ ସମାନଙ୍କେର ମଷେପଲଙ୍କୁ ଗଣନା କରିବେ।
ଏହିଗୁଡିକ କ'ଣ ସହେି ବାକ୍ଯଗୁଡିକ ନୁହେଁ? ଯାହା ସଦାପ୍ରଭୁ ପୂର୍ବ ଭବିଷ୍ଯତ୍ବକ୍ତାମାନଙ୍କ ମାଧ୍ଯମ ରେ କହିଥିଲେ? ସେ ଏକଥା କହିଥିଲେ ଯେତବେେଳେ ୟିରୁଶାଲମ ବସତି ବହୁଳ ଓ ସମୃଦ୍ଧିଶାଳୀ ଥିଲା। ଏବଂ ତା'ର ଚତୁର୍ଦ୍ଦିଗର ନଗରଗୁଡିକ ନଗେଭେ ଏବଂ ସିଫଲୋ ବସତି ବହୁଳ ଥିଲା।
ଅତଏବ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବରଙ୍କୁ ଆମ୍ଭର ବଳି ଉତ୍ସର୍ଗ କରିବା ବିଷୟ ଆମ୍ଭେ କବେେ ହେଲେ ବନ୍ଦ କରିବା ଉଚିତ ନୁହେଁ। ମୁଖ ଦ୍ବାରା ପ୍ରଶଂସାପୂର୍ବକ ତାହାଙ୍କର ନାମ ଉଚ୍ଚାରଣ ସହେି 'ବଳି' ଅଟେ।
ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭମାନେେ ମଧ୍ଯ ଜୀବନ୍ତ ପଥର ଭଳି। ପରମେଶ୍ବର ଗୋଟିଏ ଆଧ୍ଯାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସହେି ମନ୍ଦିର ରେ ପରମେଶ୍ବରଙ୍କ ଦ୍ବାରା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଗୃହୀତ ହବୋ ଭଳି ଆଧ୍ଯାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହବୋ ପାଇଁ, ନିଜକୁ ନିଯୋଜିତ କର।
କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।
ଯୀଶୁ ହେଉଛନ୍ତି ବିଶ୍ବସ୍ତ ସାକ୍ଷୀ। ମୃତ୍ଯୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧିଅରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।