ସହେି ମନ୍ଦ ବ୍ଯକ୍ତି ମରୁଭୂମିସ୍ଥିତ ଝାଉଁବୃକ୍ଷ ତୁଲ୍ଯ ହବେ। ସେ ମଙ୍ଗଳ ଉପସ୍ଥିତ ହବୋ ଦେଖିବ ନାହିଁ। ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନ ରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବେ।
Cross references
ସଦାପ୍ରଭୁ ଆପଣା କୋର୍ଧ ଓ କୋପରେ ଯେଉଁ ସଦୋମ ଓ ହ ମାରୋ, ଅଦ୍ମା ଓ ସବୋଯିମ ନଗରମାନ ଉତ୍ପାଟନ କରିଥିଲେ, ତାହାପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ ଓ ଲବଣ ଓ ଦହନ ରେ ପରିପୂର୍ଣ୍ଣ ହାଇେଅଛି। ତହିଁରେ କିଛି ବକ୍ସ୍ଟଣାୟାଏ ନାହିଁ, କି ଫଳ ଉତ୍ପନ୍ନ ହକ୍ସ୍ଟଏ ନାହିଁ ଏବଂ ତହିଁରେ କୌଣସି ତୃଣ ବଢେ ନାହିଁ।
ଅବୀମଲେକ୍ ସହେିଦିନ ୟାକ ନଗର ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ ଓ ନଗର ହସ୍ତଗତ କରି ନଗର ରେ ବସବାସ କରୁଥିବା ଲୋକମାନଙ୍କୁ ହତ୍ଯା କଲେ। ପକ୍ସ୍ଟଣି ସେ ନଗରକକ୍ସ୍ଟ ସମଭୂମି କରି ତହିଁ ଉପରେ ଲବଣ ଗ୍ଭଷ କଲେ।
ସନୋପତି ୟିଏ ରାଜା ଙ୍କର ନିକଟର ଥିଲେ ପରମେଶ୍ବର ଲୋକଙ୍କୁ ଉତ୍ତର ଦେଲେ। ଦେଖ, ଯବେେ ସଦାପ୍ରଭୁ ସ୍ବର୍ଗ ରେ ଦ୍ବାର ଖୋଲନ୍ତି ତବେେ ମଧ୍ଯ ସମ୍ଭବ ହାଇେ ପାରିବ ନାହିଁ?
ମାତ୍ର ସହେି ସନୋପତି ପରମେଶ୍ବରଙ୍କ ଲୋକକୁ ଉତ୍ତର କରି କହିଥିଲା, ଦେଖ, ଯଦି ସଦାପ୍ରଭୁ ସ୍ବର୍ଗ ରେ ଦ୍ବାର ଖୋଲନ୍ତି, ଏପରି ଘଟିବ ନାହିଁ? ସେତବେେଳେ ଇଲୀଶାୟ ସନୋପତିକୁ ଉତ୍ତର ଦେଲେ, ତୁମ୍ଭେ ନିଜେ ସ୍ବଚକ୍ଷୁ ରେ ଏହା ଦେଖିବ, ମାତ୍ର ତୁମ୍ଭେ ସେଥିରୁ ଭୋଜନ କରିବ ନାହିଁ।
ବିଲଦଦ୍ ଉତ୍ତର ଦଲୋ, ଶୁଖିଲା ଭୂମିରେ କ'ଣ ନଳବଣ ବଢ଼ିପା ରେ ? ଜଳବିନା କ'ଣ ସନ୍ତରା ବଢ଼ିପା ରେ।
ଦୁଷ୍ଟଲୋକ ଅନ୍ଧକାରରୁ ରକ୍ଷାପାଇ ପାରିବ ନାହିଁ। ସେ ଏକ ବୃକ୍ଷ ସଦୃଶ, ଯାହାର ପତ୍ର ରୋଗିଣା ହାଇେ ଶୁଖିୟାଏ ଏବଂ ପବନ ତାକୁ ଉଡ଼ାଇ ନିଏ।
ଦୁଷ୍ଟ ଲୋକ ଜଳଷୋର୍ତ ଓ ନଦୀ ପରି ବହି ଯାଉଥିବା ମହୁ ଓ ଦୁଧସରକୁ ଉପ ଭୋଗ କରି ପାରନ୍ତି ନାହିଁ।
ମୁଁ ସହେି ବଣୁଆ ଗଧ ପାଇଁ ମରୁଭୂମିକୁ ତା'ର ବାସସ୍ଥାନ କରିଛି। ମୁଁ ସହେି ଲୁଣିଆ ସ୍ଥାନକୁ ସମାନଙ୍କେ ବ୍ଯବହାର ପାଇଁ ଛାଡ଼ି ଦଇେଛି।
ଦୁଷ୍ଟ ଲୋକମାନେ ସପରେି ନୁହଁନ୍ତି। ଦୁଷ୍ଟ ଲୋକମାନେ କବଳେ ଚୋପା' ବା ତୁଷ' ଭଳି ୟାହାକୁ କି ସହଜରେ ପବନ ଉଡ଼ାଇ ନଇେପାରେ।
ଯେତବେେଳେ ଦୁଷ୍ଟଗଣ ତୃଣପରି ଅଙ୍କୁରିତ ହୁଅନ୍ତି ଓ ଅଧର୍ମାଚାରୀମାନେ ଫୁଲ-ଫଳ ଗଛ ସଦୃଶ ବଢ଼ି ସମୃଦ୍ଧଶାଳୀ ହାଇପୋରନ୍ତି। ସେତବେେଳେ ସମାନେେ କରୁଥିବା ମୂଲ୍ଯହୀନ କାର୍ୟ୍ଯ ଚିରଦିନ ପାଇଁ ନଷ୍ଟ ହବେ।
ସମାନେେ ଗୃହର ଛାତ ଉପରିସ୍ଥ ତୃଣତୁଲ୍ଯ ବଢ଼ିବା ପୂର୍ବରୁ ଶୁଖି ୟାଆନ୍ତୁ।
ଏହା ଘଟିବ କାରଣ ତୁମ୍ଭମାନେେ ଶୁଷ୍କ ପତ୍ର ବିଶିଷ୍ଟ ଆଲୋନଗଛ ଓ ନିର୍ଜନ ଉଦ୍ୟାନ ସଦୃଶ ହବେ।
ପଳାଯନ କର। ପଳାଇ ୟାଇ ଆପଣା ଆପଣା ପ୍ରାଣ ରକ୍ଷା କର। ଆଉ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ଯ ଉଡ଼ିୟାଅ।
ମାତ୍ର ସେ ସ୍ଥାନ ରେ ପଙ୍କ ଓ ଝିଲ ଭୂମିସବୁ ଉତ୍ତମ ହବେ ନାହିଁ, ସହେିସବୁ ଲବଣ ପାଇଁ ସମର୍ପିତ ହବେ।
ତେଣୁ ଆମ୍ଭେ ପ୍ରତିଜ୍ଞା କରୁଛୁ, ମାୟୋବ ଓ ଅମ୍ମାନରେ ଲୋକମାନେ ସଦୋମ ଓ ହ ମାରୋ ପରି ଧ୍ବଂସ ହବେେ। ଆମ୍ଭେ ସର୍ବଶକ୍ତିମାନ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ପ୍ରତିଜ୍ଞା କରୁଅଛୁ ଚିରକାଳ ପାଇଁ ସମାନଙ୍କେର ଭୂମି ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ହବେ। ସମାନଙ୍କେର ଭୂମିରେ ଅନାବନା ଗଛ ବ୍ଯାପିୟିବ। ମରୁସାଗର ପରି ସମାନଙ୍କେର ଭୁମି ଲବଣାକ୍ତ ହବେ। ଆମ୍ଭର ବଞ୍ଚିତ ଲୋକମାନେ ତାଙ୍କ ଦେଶ ଅଧିକାର କରିବେ ଓ ତାଙ୍କର ସମ୍ପତ୍ତି ଫରେିପାଇବେ।