Home Bibles ☰ Books ଯିରିମିୟ 18:20 · ଓଡ଼ିଆ ବାଇବେଲ
ଯିରିମିୟ 18:20 · ଓଡ଼ିଆ ବାଇବେଲ

ଲୋକେ ମଙ୍ଗଳ ପରିଶାଧେର କ'ଣ ଅମଙ୍ଗଳ କରିବେ ? ତୁମ୍ଭେ ସ୍ମରଣ କର, ମୁଁ କିପରି ସମାନଙ୍କେର ମଙ୍ଗଳ ନିମନ୍ତେ ତୁମ୍ଭ ସମ୍ମୁଖ ରେ ଛିଡ଼ା ହାଇେଥିଲି ଓ ସମାନଙ୍କେୁ ଦଣ୍ଡ ନ ଦବୋ ପାଇଁ କହିଥିଲି। ମାତ୍ର ସମାନେେ ମାରେ ବିନାଶ ନିମନ୍ତେ ଗର୍ତ୍ତ ଖାେଳି ଅଛନ୍ତି।

Cross references

ଆଦି ପୁସ୍ତକ 18:22

ଦୁଇ ଜଣ ଲୋକ ସଦୋମ ଆଡ଼କୁ ଗଲେ, ଯେତବେେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ରହିଲେ।

ପ୍ରଥମ ଶାମୁୟେଲ 24:17

ଶାଉଲ କହିଲେ, ତୁମ୍ଭେ ମାେ ଅପେକ୍ଷା ସତ୍ ବ୍ଯକ୍ତି ଅଟ। ତୁମ୍ଭେ ମାେ ପ୍ରତି ଭଲ ବ୍ଯବହାର ଦଖାଇେଛ। କିନ୍ତୁ ମୁ ଏହା ତକ୍ସ୍ଟମ୍ଭ ପ୍ରତି ଖରାପ ବ୍ଯବହାର କରିଥିଲି।

ଆୟୁବ ପୁସ୍ତକ 6:27

ତୁମ୍ଭ ଅନାଥଙ୍କର ଜିନିଷ ଜିତିବା ପାଇଁ ମଧ୍ଯ ଗୁଳାବାଣ୍ଟ କରିବ, ତୁମ୍ଭେ ନିଜର ବନ୍ଧୁକୁ ମଧ୍ଯ ବିକ୍ରି କରିଦବେ।

ଗୀତସଂହିତା 7:15

ସେମାନେ ସବୁବେଳେ ଅନ୍ୟକୁ ଆଘାତ ଦେଇ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି। କିନ୍ତୁ ଶେଷରେ ସେମାନେ ନିଜ ଯନ୍ତାରେ ପଡ଼ି ଆଘାତ ପାଇବେ।

ଗୀତସଂହିତା 35:7

ମୁଁ କୌଣସି ଭୁଲ କାର୍ୟ୍ଯ କରି ନାହିଁ। ତଥାପି ସେ ଲୋକମାନେ ବିନା କାରଣରେ ମାେତେ ୟନ୍ତାରେ ପକାଇବାକୁ ଚେଷ୍ଟା କରିଥିଲେ। ସମାନେେ ମାେତେ ୟନ୍ତାରେ ପକାଇବାକୁ ଉଦ୍ଯମ କରିଥିଲେ।

ଗୀତସଂହିତା 35:12

ମୁଁ କବଳେ ଭଲ କାର୍ୟ୍ଯ କରିଛି। କିନ୍ତୁ ସହେି ଲୋକମାନେ ମାେ ବିରୁଦ୍ଧରେ କବଳେ ମନ୍ଦ କାର୍ୟ୍ଯ କରିଛନ୍ତି। ସଦାପ୍ରଭୁ ଦୟାକରି ମାେତେ କବଳେ ଭଲ ଜିନିଷ ଦିଅ, ୟାହା ମାରେ ପ୍ରାପ୍ଯ ଅଟେ।

ଗୀତସଂହିତା 38:20

ମାରେ ଶତ୍ରୁମାନେ ମାେ ପ୍ରତି ମନ୍ଦ ଆଚରଣ କରନ୍ତି। କିନ୍ତୁ ମୁଁ ସମାନଙ୍କେ ପ୍ରତି ଉତ୍ତମ ବ୍ଯବହାର କଲେ। ମୁଁ ସବୁବେଳେ ଉତ୍ତମ କାର୍ୟ୍ଯ କରିବାକୁ ଚେଷ୍ଟା କରେ। କିନ୍ତୁ ସହେି ଲୋକମାନେ ତଥାପି ମାେ ବିରୁଦ୍ଧରେ ୟାଆନ୍ତି।

ଗୀତସଂହିତା 57:6

ମାରେ ଶତ୍ରୁମାନେ ମାେତେ ଫାନ୍ଦରେ ପକାଇବାକୁ ମାେ ପାଇଁ ଜାଲ ବିସ୍ତାର କରିଛନ୍ତି। ସମାନେେ ମାେ ପାଇଁ ଏକ ବଡ଼ ଗାତ ଖାେଳିଛନ୍ତି। କିନ୍ତୁ ସମାନେେ ନିଜେ ସେଥିରେ ପଡ଼ିଛନ୍ତି।

ଗୀତସଂହିତା 106:23

ପରମେଶ୍ବର ଚାହିଁଥିଲେ ସହେି ଲୋକମାନଙ୍କୁ ସଂପୂର୍ଣ୍ଣ ଧ୍ବଂସ କରିବାକୁ କିନ୍ତୁ ମାଶାେ ତାହାଙ୍କ ମନୋନୀତ ବ୍ଯକ୍ତି ତାଙ୍କର କୋପ ଫରୋଇବା ନିମନ୍ତେ ଭଗ୍ନ ସ୍ଥାନରେ ତାଙ୍କର ସମ୍ମୁଖରେ ଠିଆ ହେଲେ, ସେଥିପାଇଁ ପରମେଶ୍ବର ସମାନଙ୍କେୁ ବିନାଶ କଲେ ନାହିଁ।

ଗୀତସଂହିତା 109:4

ମୁଁ ସମାନଙ୍କେୁ ପ୍ରମେ କଲି। କିନ୍ତୁ ସମାନେେ ମାେତେ ଦୋଷୀ କଲେ। କିନ୍ତୁ ମୁଁ କ୍ରମାଗତ ପ୍ରାର୍ଥନା କରିଚାଲିଛି।

ଗୀତସଂହିତା 109:5

ମୁଁ ସହେି ଲୋକମାନଙ୍କ ପାଇଁ ମଙ୍ଗଳ କାର୍ୟ୍ଯ କଲି। ସମାନେେ ମାେ ପ୍ରତି ଅମଙ୍ଗଳ କାର୍ୟ୍ଯ କଲେ। ମୁଁ ସମାନଙ୍କେୁ ପ୍ରମେ କଲି କିନ୍ତୁ ସମାନେେ ମାେତେ ଘୃଣା କଲେ।

ଗୀତସଂହିତା 119:95

ଦୁଷ୍ଟ ଲୋକମାନେ ମାେତେ ଧ୍ବଂସ କରିବାକୁ ଅପେକ୍ଷା କରୁଛନ୍ତି, କିନ୍ତୁ ମୁଁ ତୁମ୍ଭର ବାକ୍ଯ ବିଷଯରେ ଭାବିବି।

ହିତୋପଦେଶ 17:13

ଯେଉଁ ଲୋକ ଭଲ ବଦଳ ରେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କବେେ ଛାଡ଼ିବ ନାହିଁ।

ହିତୋପଦେଶ 26:27

ଯେ ଗାତ ଖୋଳେ, ସେ ଆପେ ହିଁ ସହେି ଗାତ ରେ ପଡ଼ିଥାଏ। ଏବଂ ଯେ ପଥର ଗଡ଼ାଏ, ତାହା ତା ଉପରକୁ ଲେଉଟି ଥାଏ।

Interlinear

Choose Theme