ଯେତବେେଳେ ତୁମ୍ଭେ ହଠାତ୍ ଦଳେ ଚଢ଼ଉକାରୀ ସମାନଙ୍କେ ବିରୁଦ୍ଧ ରେ ଆଣ, ସମାନଙ୍କେର ଗୃହରୁ କ୍ରନ୍ଦନର ସ୍ବର ଶୁଣାଯାଉ। କାରଣ ସମାନେେ ମାେତେ ଧରିବା ପାଇଁ ଗର୍ତ୍ତ ଖାେଳି ଅଛନ୍ତି ଓ ମାେ ଚରଣ ପାଇଁ ଗୋପନ ରେ ଫାନ୍ଦ ବସାଇ ଅଛନ୍ତି।
Cross references
ମାରେ ଶତ୍ରୁମାନେ ମାେ ବିଷଯରେ ଖରାପ କଥା କହନ୍ତି। ସମାନେେ ମିଛ ଓ ଗୁଜବ ସୃଷ୍ଟି କରନ୍ତି। ସମାନେେ ସବୁବେଳେ ମାେ ବିଷଯରେ ଆଲୋଚନା କରନ୍ତି।
ମାରେ ଶତ୍ରୁମାନେ ମାରେ କଥାକୁ ରୂପ ବଦଳାଇ ବିପରୀତ ଅର୍ଥ କରୁଛନ୍ତି। ସମାନେେ ମାେତେ ସର୍ବଦା କୁମନ୍ତ୍ରଣାରେ ଅନିଷ୍ଟ କରୁଛନ୍ତି।
ହଠାତ୍ ଭାବରେ ସମାନଙ୍କେର ଲୁଚିବା ସ୍ଥାନରୁ ସମାନେେ ସମାନଙ୍କେର ତୀରଗୁଡ଼ିକ ଉତ୍ତମ ନିଷ୍ଠାପର ଲୋକମାନଙ୍କ ଉପରକୁ ବିନା ଭୟରେ ନିକ୍ଷପେ କରନ୍ତି।
ସହେି ଗର୍ବୀ ଲୋକମାନେ ମାେ ପାଇଁ ଫାନ୍ଦ ବିଛାଇଛନ୍ତି। ସମାନେେ ମାେତେ ଧରିବା ପାଇଁ ଜାଲ ବିଛାଇଛନ୍ତି। ସମାନେେ ମାେ ପଥରେ ୟନ୍ତା ବିଛାଇଛନ୍ତି।
ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମାରେ ପରମେଶ୍ବର। ହେ ସଦାପ୍ରଭୁ, ମାରେ ପ୍ରାର୍ଥନାକୁ ଗ୍ରହଣ କର।
ମାରେ ଚତୁଃପାଶର୍ବରେ କୌଣସି ବନ୍ଧୁଙ୍କୁ ପାଉ ନାହିଁ। ମାେତେ କେଉଁଠାକୁ ରକ୍ଷା ପାଇବାକୁ ଦୌଡ଼ି ୟିବାକୁ ସ୍ଥାନ ନାହିଁ। କୌଣସି ଲୋକ ମାେତେ ରକ୍ଷା କରିବା ପାଇଁ ଚେଷ୍ଟା କରନ୍ତି ନାହିଁ।
ହେ ଶଲ୍ଲୀମର କନ୍ଯା, ଉଚ୍ଚସ୍ବର ରେ ପାଟି କର। ହେ ଲଯିଶ, ଶୁଣ। ଅନାଥୋଡ୍ ତାକୁ ଉତ୍ତର ଦିଅ।
ଦର୍ଶନ ଉପତ୍ୟକା ସମ୍ବନ୍ଧୀଯ ଏକ ଦୁଃଖବାର୍ତ୍ତା : ତୁମ୍ଭମାନଙ୍କର କ'ଣ ହାଇେଛି ? ତୁମ୍ଭମାନେେ କାହିଁକି ଛାତ ଉପରକୁ ୟାଇଅଛ?
ହାୟ, ହାୟ, ମାରେ ଦୁଃଖ ଓ ମାରେ ବ୍ଯସ୍ତତା ମାରେ ଅନ୍ତନାଡ଼ିକୁ ବ୍ଯଥିତ କରୁଛି। ମୁଁ ହୃଦଯ ରେ ଅସ୍ଥିରତା ଅନୁଭବ କରୁଛି। ମୁଁ ସ୍ଥିର ରହିପାରୁ ନାହିଁ, କାରଣ ମୁଁ ସହେି ତୂରୀ ଶବ୍ଦ ଓ ୟୁଦ୍ଧର ନାଦ ଶୁଣିପାରୁଛି।
ପ୍ରସବକାରିଣୀ ସ୍ତ୍ରୀର ରବପରି ଓ ପ୍ରଥମ ସନ୍ତାନ ପ୍ରସବକାଳୀନ ବଦନୋ ପରି ସିୟୋନ୍ କନ୍ଯାର ରବ ଆମ୍ଭେ ଶୁଣିଅଛୁ। ସେ ଦୀର୍ଘନିଶ୍ବାସ ଛାଡ଼ି ଓ ଆପଣା ହସ୍ତ ପ୍ରସାରଣ କରି କହୁଅଛି, ହାୟ, ହାୟ ! ହତ୍ଯାକାରୀମାନଙ୍କ ଆଗ ରେ ମାରେ ପ୍ରାଣ ମୂର୍ଚ୍ଛିତ ହେଲା।
ହେ ମାରେ ଲୋକମାନେ, ତୁମ୍ଭମାନେେ ଚଟବସ୍ତ୍ର ପରିଧାନ କର, ଭସ୍ମ ରେ ଗଡ଼, ଏକମାତ୍ର ପୁତ୍ରର ମୃତ୍ଯୁ ରେ ଶୋକ କଲାପରି ଶୋକ କର। ଅତିଶଯ ବିଳାପ କର। କାରଣ ଆମ୍ଭମାନଙ୍କୁ ବିନାଶକାରୀ ଅକସ୍ମାତ ଆକ୍ରମଣ କରିବ।
ତେଣୁ ହେ ଯିହୁଦାର ରମଣୀଗଣ, ସଦାପ୍ରଭୁଙ୍କର ବାକ୍ଯ ଶୁଣ, ତୁମ୍ଭମାନଙ୍କର କର୍ଣ୍ଣ ତାଙ୍କର ମୁଖ ନିଃସୃତ ବାକ୍ଯ ଗ୍ରହଣ କରୁ। ଆଉ ତୁମ୍ଭମାନେେ ନିଜ ନିଜ କନ୍ଯାମାନଙ୍କୁ ହାହାକାର କରିବାକୁ ଓ ପ୍ରେତ୍ୟକକ ନିଜ ପ୍ରତିବେଶୀନୀକୁ ବିଳାପ କରିବାକୁ ଶିକ୍ଷା ଦିଅ।
ଲୋକେ ମଙ୍ଗଳ ପରିଶାଧେର କ'ଣ ଅମଙ୍ଗଳ କରିବେ ? ତୁମ୍ଭେ ସ୍ମରଣ କର, ମୁଁ କିପରି ସମାନଙ୍କେର ମଙ୍ଗଳ ନିମନ୍ତେ ତୁମ୍ଭ ସମ୍ମୁଖ ରେ ଛିଡ଼ା ହାଇେଥିଲି ଓ ସମାନଙ୍କେୁ ଦଣ୍ଡ ନ ଦବୋ ପାଇଁ କହିଥିଲି। ମାତ୍ର ସମାନେେ ମାରେ ବିନାଶ ନିମନ୍ତେ ଗର୍ତ୍ତ ଖାେଳି ଅଛନ୍ତି।
ମୁଁ ବହୁବାର ଅପବାଦ ଶୁଣିଅଛି। ମାରେ ଚତୁର୍ଦ୍ଦିଗ ରେ ଆଶଙ୍କା ଅଛି। ଏପରିକି ମାରେ ମିତ୍ରମାନେ ମଧ୍ଯ ମାରେ ଦୋଷ ଦେଖନ୍ତି ଓ ଲୋକମାନେ ମାରେ ତ୍ରୁଟିକୁ ଅପେକ୍ଷା କରନ୍ତି। ସମାନେେ ଅଭିଯୋଗ କରି କହନ୍ତି, ଆମ୍ଭମାନେେ ଯିରିମିୟଙ୍କ ବିରୁଦ୍ଧ ରେ ମିଥ୍ଯା ଓ ମନ୍ଦକଥା କହିବା, ତୁମ୍ଭମାନେେ ମଧ୍ଯ ତାହା କହିବ। ତାହା ହେଲେ ଆମ୍ଭମାନେେ ତାକୁ ପରାସ୍ତ କରିବା ଓ ତା' ଉପ ରେ ପ୍ରତିଶାଧେ ନଇେପାରିବା।
ହେ ମଷେପାଳକଗଣ, ତୁମ୍ଭମାନେେ ହାହାକାର ଓ କ୍ରନ୍ଦନ କର। ହେ ମଷଗେଣର ଅଧିପତିମାନେ, ତୁମ୍ଭମାନେେ ଭୂମିରେ ଗଡ଼। କାରଣ ତୁମ୍ଭମାନଙ୍କର ହତ୍ଯା ସମୟ ବର୍ତ୍ତମାନ ଆଗତ ହେଲା। ତୁମ୍ଭମାନଙ୍କୁ ଆମ୍ଭେ ଖଣ୍ଡ ଖଣ୍ଡ କରିବା। ତୁମ୍ଭମାନେେ ଭଗ୍ନପାତ୍ର ତୁଲ୍ଯ ବିକ୍ଷିପ୍ତ ହାଇପେଡ଼ିବ।
ସଦାପ୍ରଭୁ କହନ୍ତି, ଦେଖ, ଉତ୍ତର ଦିଗରୁ ଶତ୍ରୁସୈନ୍ଯ କୂଳ ଲଙ୍ଘନ କରି ନଦୀକୂଳ ଉଚ୍ଛୁଳିଲା ପରି ଆସୁଅଛି, ତାହା ପ୍ଲାବନକାରୀ ବନ୍ଯା ସଦୃଶ ସମଗ୍ର ଦେଶ, ତନ୍ମଧ୍ଯସ୍ଥ ସମସ୍ତ ବସ୍ତ୍ର, ନଗର ଓ ତନ୍ନିବାସୀମାନଙ୍କୁ ଜଳମଗ୍ନ କରିବ। ତହିଁରେ ଲୋକମାନେ କ୍ରନ୍ଦନ କରିବେ ଓ ସାହାୟ୍ଯ ପାଇଁ ହାହାକାର କରିବେ।
ହୋରୋନଯିମଠାରୁ କ୍ରନ୍ଦନର ଓ ମହାବିନାଶର ଶବ୍ଦ ଶୁଣ।
ସଦାପ୍ରଭୁ ମଧ୍ଯ କହିଲେ, ସହେି ସମୟରେ ୟିରୁଶାଲମର ମତ୍ସ୍ଯ ଦ୍ବାରଠା ରେ ସାହାୟ୍ଯ ପାଇଁ ଡାକୁଥିବେ। ଲୋକମାନେ ସହରର ଅନ୍ୟ ପାଶର୍ବ ରେ ମଧ୍ଯ ସାହାୟ୍ଯ ପାଇଁ ଚିତ୍କାର କରୁଥିବେ। ସମାନେେ ମଧ୍ଯ ପାହାଡମାନଙ୍କରୁ ଖୁବ୍ ଜୋର୍ ରେ ଶଦ୍ଦ ଶୁଣିବେ।
ଏହା ୟୁଦ୍ଧ ସମୟ ପରି ଏକ ସମୟ ହବେ, ଯେତବେେଳେ ଲୋକମାନେ ପ୍ରତିରକ୍ଷା ଦୁର୍ଗ ଓ ସୁରକ୍ଷିତ ନଗରୀ ରେ ତୂରୀର ଓ ୟୁଦ୍ଧର କାନ୍ଦଣା ଶୁଣିବେ।
ଯୀଶୁ ଯେଉଁ ସ୍ଥାନ ରେ ଉପଦେଶ ଦେଉଥିଲେ, ଫାରୂଶୀମାନେ ସେ ସ୍ଥାନ ଛାଡ଼ି ଚ଼ାଲିଗଲେ। ସମାନେେ ଯୀଶୁଙ୍କ କଥା ଦ୍ବାରା ତାହାଙ୍କୁ କିପରି ଫାନ୍ଦ ରେ ପକାଇବେ, ସେ ବିଷୟ ରେ ଯୋଜନା କଲେ।