Home Bibles ☰ Books ଯିରିମିୟ 18:3 · ଓଡ଼ିଆ ବାଇବେଲ
ଯିରିମିୟ 18:3 · ଓଡ଼ିଆ ବାଇବେଲ

ତେଣୁ ମୁଁ କୁମ୍ଭକାର ଗୃହକୁ ଗଲି ଓ ଦେଖିଲି କୁମ୍ଭକାର ଚକ୍ର ରେ ମାଟିର କାମ କରୁଛି।

Cross references

ଯୂନସ 1:3

ୟୂନସ ପରମେଶ୍ବରଙ୍କ କଥା ମାନିବାକୁ ଗ୍ଭହିଁଲା ନାହିଁ। ତେଣୁ ସେ ସଦାପ୍ରଭୁଙ୍କଠାରୁ ଦୂ ରଇେ ୟିବାକୁ ଚେଷ୍ଟା କଲା। ସେ ୟୋଫୋକୁ ଗ୍ଭଲିଗଲା। ସେ ଦେଖିଲା ଗୋଟିଏ ନେ ୗକା ସୁଦୂର ତର୍ଶୀଶ ନଗରୀକୁ ଯାଉଥିଲା। ସେ ଅର୍ଥ ଦଇେ ସହେି ନେ ୗକା ରେ ୟାତ୍ରା କଲା। ସେ ତର୍ଶୀଶ ଯାଉଥିବା ଲୋକମାନଙ୍କ ସହିତ ଭ୍ରମଣ କରିବାକୁ ଇଚ୍ଛା କଲା ଏବଂ ସଦାପ୍ରଭୁଙ୍କଠାରୁ ଦୂ ରଇେ ଗଲା।

ଯୋହନଲିଖିତ ସୁସମାଚାର 15:14

ତୁମ୍ଭେ ଯଦି ମାେ କହିବା ଅନୁଯାଯୀ କାମ କର, ତବେେ ତୁମ୍ଭମାନେେ ମାରେ ବନ୍ଧୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:19

ପାଉଲ କହିଲେ, ହେ ମହାରାଜା ଅଗ୍ରିପ୍ପା, ମୁଁ ସହେି ସ୍ବର୍ଗୀୟ ଦର୍ଶନର ବାଧ୍ଯ ହଲିେ।

Interlinear

Choose Theme