ସହେି ସମୟରେ ସମାନଙ୍କେୁ କହିବ, 'ସୈନ୍ଯାଧିପତି ସଦାପ୍ରଭୁ ଏହିକଥା କହନ୍ତି, ଯେପରି କହେି ଏହି ମାଟିପାତ୍ର ଭାଙ୍ଗିଲେ ତାହା ଆଉ ୟୋଡ଼ା ହୁଏ ନାହିଁ। ସହେିପରି ଆମ୍ଭେ ଯିହୁଦାକୁ ଭାଙ୍ଗି ପକାଇବା। ମୃତ ଲୋକମାନଙ୍କ କବରମାନ ମିଳିବ ନାହିଁ। ସମାନେେ ସମସ୍ତେ ତୋଫାତ ରେ କବର ନବେେ।
Cross references
ତୁମ୍ଭେ ସହେି ରାଜ୍ଯସବୁକୁ ମାଟିପାତ୍ରକୁ ଲୁହାଛଡ଼ରେ ଖଣ୍ଡ ଖଣ୍ଡ କରି ଗୁଣ୍ଡ କଲାଭଳି ଧ୍ବଂସ କରିଦଇେ ପାରିବ।
ତୁମ୍ଭମାନେେ ଗୋଟିଏ ମାଟିର ପାତ୍ର ପରି ଭାଙ୍ଗି ଚୂର୍ଣ୍ଣ ବିଚୂର୍ଣ୍ଣ ହାଇଯେିବ। ତାହା ଏପରି ଅଦରକାରୀ ହବେ ଯେ ସେଥିରୁ ଖଣ୍ଡେ ହେଲେ ଖପରା ମିଳିବ ନାହିଁ ଯେଉଁଥି ରେ ଚୂଲୀରୁ ନିଆଁ ଆଣି ହବେ ନାହିଁ କି କୁଣ୍ଡରୁ ପାଣି ନଇେ ହବେ ନାହିଁ।'
ସମାନେେ ନିଜ ନିଜର ପୁତ୍ରକନ୍ଯାମାନଙ୍କୁ ଅଗ୍ନି ରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକା ରେ ତୋଫତର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି। ଏହା ଆମ୍ଭେ କବେେ ଆଜ୍ଞା କରି ନାହୁଁ କିଅବା ଆମ୍ଭ ମନ ରେ ସେ ଭାବ କବେେ ଉଦଯ ହାଇେ ନାହିଁ।
ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଏପରି ଏକ ସମୟ ଆସୁଛି ଯେତବେେଳେ ତାହା ତୋଫାତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମ ରେ ଆଉ ଖ୍ଯାତ ନ ହାଇେ ହତ୍ଯା ଉପତ୍ୟକା ବୋଲି ଖ୍ଯାତ ହବେ। କାରଣ ଲୋକମାନେ ଆଉ ସ୍ଥାନ ନ ପାଇ ତୋଫତ ରେ କବର ଦବେେ।
ପୁଣି ଆମ୍ଭେ ସମାନଙ୍କେର ଜଣକୁ ଅନ୍ୟ କିଛି ଉପ ରେ କଚାଡ଼ିବା। ଏପରିକି ପିତୃଗଣକୁ ପୁତ୍ରମାନଙ୍କ ଉପ ରେ ଏକ ସଙ୍ଗେ କଚାଡ଼ିବା।' ଏହା ସଦାପ୍ରଭୁ କହନ୍ତି, 'ଆମ୍ଭେ ସମାନଙ୍କେ ପ୍ରତି ଦୟା, ଅନୁକମ୍ପା ଓ କରୁଣା ନ ଦଖାଇେ ସମାନଙ୍କେୁ ବିନଷ୍ଟ କରିବା।'
ଏହି ସଦାପ୍ରଭୁ କହନ୍ତି, ଦେଖ, ଏହିସ୍ଥାନ ତୋଫାନ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ଯାତ ନ ହାଇେ ହତ୍ଯା ଉପତ୍ୟକା ବୋଲି ଖ୍ଯାତ ହବେ, ଏପରି ସମୟ ଆସୁଅଛି।
ହେ ମଷେପାଳକଗଣ, ତୁମ୍ଭମାନେେ ହାହାକାର ଓ କ୍ରନ୍ଦନ କର। ହେ ମଷଗେଣର ଅଧିପତିମାନେ, ତୁମ୍ଭମାନେେ ଭୂମିରେ ଗଡ଼। କାରଣ ତୁମ୍ଭମାନଙ୍କର ହତ୍ଯା ସମୟ ବର୍ତ୍ତମାନ ଆଗତ ହେଲା। ତୁମ୍ଭମାନଙ୍କୁ ଆମ୍ଭେ ଖଣ୍ଡ ଖଣ୍ଡ କରିବା। ତୁମ୍ଭମାନେେ ଭଗ୍ନପାତ୍ର ତୁଲ୍ଯ ବିକ୍ଷିପ୍ତ ହାଇପେଡ଼ିବ।
ଶୁଦ୍ଧ ସୁବର୍ଣ୍ଣ ତୁଲ୍ଯ ସିୟୋନର ସନ୍ତାନଗଣ ଥିଲେ। ମାତ୍ର ଶତ୍ରୁମାନେ ସମାନଙ୍କେୁ କୁମ୍ଭକାରର ହସ୍ତକୃତ ମାଟି କଳସ ତୁଲ୍ଯ ଗଣନା କରିଛନ୍ତି।
ସେ ଲୌହଦଣ୍ଡ ରେ ସମାନଙ୍କେୁ ଶାସନ କରିବ। ସେ ସମାନଙ୍କେୁ ମାଟିପାତ୍ର ଭଳି ଭାଙ୍ଗି ଖଣ୍ଡ-ଖଣ୍ଡ କରିଦବେ। ଗୀତସଂହିତା 2:9