Home Bibles ☰ Books ଯିରିମିୟ 19:15 · ଓଡ଼ିଆ ବାଇବେଲ
ଯିରିମିୟ 19:15 · ଓଡ଼ିଆ ବାଇବେଲ

ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ' ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧ ରେ ଯେଉଁ ଦଣ୍ଡାଜ୍ଞା କହିଅଛୁ, ସେସବୁ ସମାନଙ୍କେ ପ୍ରତି ଘଟାଇବା କାରଣ ସମାନେେ ମାରେ ବାକ୍ଯ ନ ମାନି ଅବାଧ୍ଯ ହାଇେଅଛନ୍ତି।'

Cross references

ଦିତୀୟ ବଂଶାବଳୀ 36:16

କିନ୍ତୁ ଲୋକମାନେ ପରମେଶ୍ବରଙ୍କ ଦୂତମାନଙ୍କୁ ପରିହାସ କଲେ। ସମାନେେ ପରମେଶ୍ବରଙ୍କ ବାର୍ତ୍ତାକୁ ଘୃଣା କଲେ। ସମାନେେ ପରମେଶ୍ବରଙ୍କର ଭବିଷ୍ଯତ୍ବକ୍ତାଙ୍କୁ ଏପରି ପରିହାସ କଲେ, ଯେପର୍ୟ୍ଯନ୍ତ ପରମେଶ୍ବର ତାହାଙ୍କ ଲୋକମାନଙ୍କ ପ୍ରତି କୋରଧ କରି ନାହାନ୍ତି। ତାକୁ ପ୍ରଶମିତ କରିବା ନିମନ୍ତେ କୌଣସି ବିଷଯ ନ ଥିଲା।

ନିହିମିୟା 9:17

ସମାନେେ ନିଯମମାନ ପାଳନ କରିବା ପାଇଁ ଅସମ୍ମତ ହେଲେ ଏବଂ ସମାନେେ, ସମାନଙ୍କେ ପାଇଁ କରିଥିବା ଆଶ୍ଚର୍ୟ୍ଯ କର୍ମମାନ ମନେ ରଖିଲେ ନାହିଁ। ସମାନେେ ଜିଦ୍ଖୋର ଥିଲେ। ଦାସତ୍ବ ଅବସ୍ଥାକୁ ଫରେିୟିବା ନିମନ୍ତେ ବିଦ୍ରୋହ ଭାବରେ ଜଣଙ୍କୁ ପ୍ରଧାନ କରି ନିୟୁକ୍ତି କଲେ।

ନିହିମିୟା 9:29

ପୁନର୍ବାର ତୁମ୍ଭେ ସମାନଙ୍କେୁ ସତର୍କ କଲ। ତୁମ୍ଭେ ସମାନଙ୍କେୁ, ତୁମ୍ଭ ବ୍ଯବସ୍ଥା ନିକଟକୁ ଫରେିବା ପାଇଁ କହିଲି। କିନ୍ତୁ ସମାନେେ ବହୁତ ଗର୍ବୀ ଥିଲେ। ସମାନେେ ତୁମ୍ଭର ଆଜ୍ଞା ଶୁଣିଲେ ନାହିଁ। ଯଦି ଲୋକମାନେ ତୁମ୍ଭର ବ୍ଯବସ୍ଥା ମାନନ୍ତି, ତବେେ ସମାନେେ ବାସ୍ତବ ରେ ବଞ୍ଚି ପାରିବେ। କିନ୍ତୁ ଆମ୍ଭର ପୂର୍ବପୁରୁଷଗଣ ତୁମ୍ଭର ବ୍ଯବସ୍ଥା ଭଙ୍ଗ କଲେ। ସମାନେେ ବହୁତ ଜିଦ୍ଖୋର ଥିଲେ ଏବଂ ତୁମ୍ଭକୁ ପ୍ରତ୍ଯାଖାନ କଲେ। ସମାନେେ ତୁମ୍ଭର ଆଜ୍ଞା ମାନିଲେ ନାହିଁ।

ଗୀତସଂହିତା 58:2

ନା, ତୁମ୍ଭେ କବଳେ ମନ୍ଦକାର୍ୟ୍ଯ କରିବା ପାଇଁ ଚିନ୍ତା କରୁଛ। ତୁମ୍ଭମାନେେ ନିଜେ ଏହି ଦେଶରେ ଅପରାଧ କରୁଛି।

ଯିରିମିୟ 7:26

ମାତ୍ର ସମାନେେ ଆମ୍ଭ କଥା ଶୁଣିଲେ ନାହିଁ କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ। ସମାନେେ ଅବାଧ୍ଯ ହାଇେ ତାଙ୍କର ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ଦୁରାଚାରୀ ହେଲେ।

ଯିରିମିୟ 11:11

ଏଣୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ ଆମ୍ଭେ ସମାନଙ୍କେ ପ୍ରତି ଅମଙ୍ଗଳ ଘଟାଇବା। ସମାନେେ ସେଥିରୁ ରକ୍ଷା ପାଇପାରିବେ ନାହିଁ। ସମାନେେ ସାହାୟ୍ଯ ପାଇଁ ଆର୍ତ୍ତ ଚିତ୍କାର କଲେ ମଧ୍ଯ ଆମ୍ଭେ ସମାନଙ୍କେର କଥା ଶୁଣିବା ନାହିଁ।

ଯିରିମିୟ 13:11

କାରଣ ସଦାପ୍ରଭୁ କହନ୍ତି, ମନୁଷ୍ଯର କଟି ଦେଶ ରେ ପଟୁକା ଯେପରି ସଂଲଗ୍ନ ଥାଏ, ସହେିପରି ଆମ୍ଭେ ସମୁଦାଯ ଇଶ୍ରାୟେଲ ଓ ସମୁଦାଯ ଯିହୁଦା ବଂଶକୁ ଆମ୍ଭର ଲୋକ ହାଇେ ଆମ୍ଭ ପାଇଁ କୀର୍ତ୍ତି, ପ୍ରଶଂସା ଓ ଗୌରବ ଆଣିବା ପାଇଁ ଆମ୍ଭଠା ରେ ସଂଲଗ୍ନ କରାଇଲୁ। ମାତ୍ର ସମାନେେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।

ଯିରିମିୟ 17:23

ମାତ୍ର ତୁମ୍ଭ ପୂର୍ବପୁରୁଷଗଣ ଆମ୍ଭ କଥାପ୍ରତି ଅବଧାନ କଲେ ନାହିଁ କି କର୍ଣ୍ଣପାତ କଲେ ନାହିଁ। ସମାନେେ ଅତି ଅବାଧ୍ଯ। ତେଣୁ ସମାନେେ ଦଣ୍ଡିତ ହେଲେ। ସମାନଙ୍କେର କିଛି ମଙ୍ଗଳ ହେଲା ନାହିଁ।

ଯିରିମିୟ 18:11

ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ୟିରୁଶାଲମ ନିବାସୀଙ୍କୁ କୁହ, 'ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ସଂକଳ୍ପ କରିଅଛୁ। ଏବେ ତୁମ୍ଭମାନେେ ପ୍ରେତ୍ୟକକ ଆପଣା ଆପଣା କୁପଥରୁ ଫରେ ଓ ଆପଣା ଆପଣା ପଥ ସଂ ଶାଧେନ କରି ସୁକର୍ମ କର।'

ଯିରିମିୟ 25:3

ଆମାନରେ ପୁତ୍ର ଯିହୁଦାର ରାଜା ଯୋଶିୟଯର ଅଧିକାରର ତ୍ରଯୋଦଶ ବର୍ଷଠାରୁ ଆଜି ପର୍ୟ୍ଯନ୍ତ ଏହି ତଇେଶ ବର୍ଷକାଳ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହାଇେଅଛି। ଆଉ ମୁଁ ପ୍ରତ୍ଯୁଷରୁ ଉଠି ତାହା ତୁମ୍ଭମାନଙ୍କୁ କହିଅଛି ମାତ୍ର ତୁମ୍ଭମାନେେ ତାହା ଶୁଣି ନାହିଁ।

ଯିରିମିୟ 25:4

ପୁଣି ସଦାପ୍ରଭୁ ପ୍ରତ୍ଯୁଷ ରେ ଉଠି ବାରମ୍ବାର ଆପଣାର ସମସ୍ତ ଦାସ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି। ମାତ୍ର ତୁମ୍ଭମାନେେ ତାହା ଶୁଣି ନାହଁ, କିଅବା ସେ କଥାପ୍ରତି କର୍ଣ୍ଣପାତ କରି ନାହଁ।

ଯିରିମିୟ 25:7

ତୁମ୍ଭମାନେେ ଆମ୍ଭ କଥାପ୍ରତି ଧ୍ଯାନ ଦଲେ ନାହିଁ। ତଥାପି ସଦାପ୍ରଭୁ କହନ୍ତି, ନିଜ ହସ୍ତକୃତ କର୍ମଦ୍ବାରା ଆମ୍ଭକୁ ବିରକ୍ତ କରିଅଛ। ତେଣୁ ତୁମ୍ଭମାନଙ୍କର ଅମଙ୍ଗଳ ହବେ।

ଯିରିମିୟ 25:8

ତେଣୁ ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଆମ୍ଭ ବାକ୍ଯ ପ୍ରତି ଧ୍ଯାନ ଦେଉ ନାହଁ।

ଯିରିମିୟ 35:15

ଆଉ ମଧ୍ଯ ଆମ୍ଭେ ଆମ୍ଭର ସମସ୍ତ ଦାସ ଓ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭ ନିକଟକୁ ପଠାଇଅଛୁ। ଆଉ ସମାନେେ ତୁମ୍ଭମାନଙ୍କୁ ବାରମ୍ବାର କହି ଅଛନ୍ତି, 'ତୁମ୍ଭମାନେେ ନିଜ ନିଜ କୁପଥରୁ ନିବୃତ୍ତ ହୁଅ, ନିଜ ନିଜ ଆଚରଣ ସଂ ଶାଧେନ କର ଓ ଅନ୍ୟ ଦବଗେଣର ସବୋ କରି ସମାନଙ୍କେୁ ଅନୁସରଣ କର ନାହିଁ। ତାହା ହେଲେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭେ ଯେଉଁ ଦେଶ ଦଇେଅଛୁ ତହିଁରେ ତୁମ୍ଭମାନେେ ବାସ କରିବ।' ମାତ୍ର ତୁମ୍ଭମାନେେ ତାହା କର୍ଣ୍ଣପାତ କରି ନାହଁ କିଅବା ଆମ୍ଭ ବାକ୍ଯ ରେ ଅବଧାନ କରି ନାହଁ।

ଯିରିମିୟ 36:31

ପୁଣି ଆମ୍ଭେ ରାଜା ଯିହାୟୋଦାରକୀମକୁ, ତାହାର ବଂଶଧରକୁ ଓ ତାହାର ସମସ୍ତ ଦାସଙ୍କୁ ସମାନଙ୍କେ ଅଧର୍ମ ସକାେଶ ଶାସ୍ତି ଦବୋ। ଆଉ ଆମ୍ଭେ ସମାନଙ୍କେ ପ୍ରତିକୂଳ ରେ ଯେଉଁସବୁ ଅମଙ୍ଗଳର କଥା କହିଅଛୁ, ସେସବୁ ସମାନଙ୍କେ ଉପ ରେ, ୟିରୁଶାଲମ ନିବାସୀମାନଙ୍କ ଉପ ରେ ଓ ଯିହୁଦାର ଲୋକମାନଙ୍କ ଉପ ରେ ଘଟାଇବା। କାରଣ ସମାନେେ ଆମ୍ଭ କଥା ଶୁଣିଲେ ନାହିଁ।'

ଯିରିମିୟଙ୍କ ବିଳାପ 2:2

ସଦାପ୍ରଭୁ ଯାକୁବର ସକଳ ବାସସ୍ଥାନ ଧ୍ବଂସ କରିଛନ୍ତି। ସେ ତାହାପ୍ରତି ଦୟା କରି ନାହାଁନ୍ତି। ସେ ଆପଣା କୋରଧ ରେ ଯିହୁଦା କନ୍ଯାର ଦୃଢ଼ ଦୁର୍ଗଗୁଡ଼ିକୁ ଉତ୍ପାଟନ କରିଛନ୍ତି। ସଦାପ୍ରଭୁ ତାହାର ରାଜ୍ଯ ଓ ତା'ର ଅଧିପତିମାନଙ୍କୁ ଭୂମିସାତ୍ କରିଛନ୍ତି।

Interlinear

Choose Theme