ସଦାପ୍ରଭୁଙ୍କ ଦୃଷ୍ଟି ରେ ଇଶ୍ରାୟେଲର ଲୋକମାନେ ପବିତ୍ର। ସମାନେେ ସଦାପ୍ରଭୁଙ୍କର ପ୍ରଥମ ସଂଗୃହିତ ଫଳ। ଯେଉଁମାନେ ସମାନଙ୍କେୁ ଗ୍ରାସ କରନ୍ତି ସମାନେେ ଦୋଷୀ ଗଣାଯିବେ ଓ ସମାନଙ୍କେ ପ୍ରତି ଅମଙ୍ଗଳ ଘଟିବ।' ଏହା ସଦାପ୍ରଭୁ କହନ୍ତି
Cross references
ସଦାପ୍ରଭୁ କହିଲେ, ତୁମ୍ଭେ ଫାରୋଙ୍କୁ କହିବ।
ତେଣୁ ସମାନଙ୍କେୁ ମାରେ ଆଜ୍ଞା ମାନିବା ପାଇଁ କୁହ। ସମାନଙ୍କେୁ ମାରେ ନିଯମ ପାଳନ କରିବାକୁ ଦିଅ। ଯଦି ତୁମ୍ଭେ ଏପରି କର, ତବେେ ତୁମ୍ଭମାନେେ ମାରେ ଆପଣାର ରତ୍ନଭଣ୍ଡାର ହାଇେ ରହିବ ଯେ ହତେୁ ସମଗ୍ର ପୃଥିବୀ ମାରେ।
ଶସ୍ଯ ଅମଳ ସମୟରେ ତୁମ୍ଭର ପ୍ରଥମ ଶସ୍ଯ ଏବଂ ପ୍ରଥମ ଫଳର ରସ ଦବୋ ରେ କୌଣସି ବିଳମ୍ବ କରିବ ନାହିଁ।
ପ୍ରଥମ ଫସଲର ଫଳ ସଂଗ୍ରହ ଉତ୍ସବ ହେଉଛି ଦ୍ବିତୀୟ ଉତ୍ସବ। ତୁମ୍ଭମାନେେ ଏହାକୁ ଗ୍ରୀଷ୍ମ ସମୟର ଆରମ୍ଭ ରେ ପାଳନ କରିବ।
ଇଶ୍ରାୟେଲ ଲୋକମାନେ ମାେ ଉବ୍ଦେଶ୍ଯ ରେ ଯେଉଁ ପ୍ରଥମଜାତ ଉତ୍ତମ ତୈଳ, ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ଯ ଉତ୍ସର୍ଗ କରିବେ, ତାହା ସବୁ ଆମ୍ଭେ ତୁମ୍ଭକୁ ଦଲେୁ।
କାରଣ ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ପବତ୍ର ଲୋକ ଅଟ। ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ମନୋନୀତ କରିଅଛନ୍ତି।
କାହିଁକି ଜାଣ, କାରଣ ତୁମ୍ଭମାନେେ ଅନ୍ୟ ଲୋକମାନଙ୍କଠାରକ୍ସ୍ଟ ଭିନ୍ନ। ତୁମ୍ଭମାନେେ ସଦାପ୍ରଭୁଙ୍କର ପବିତ୍ର ଲୋକ। ପୃଥିବୀର ସମସ୍ତ ଲୋକମାନଙ୍କ ମଧ୍ଯରକ୍ସ୍ଟ ସେ ତୁମ୍ଭକୁ ପସନ୍ଦ କରିଛନ୍ତି।
ସଦାପ୍ରଭୁ ତୁମ୍ଭମାନଙ୍କ ସମସ୍ତ ଜାତିଙ୍କଠାରକ୍ସ୍ଟ ମହାନ୍ କରିବେ। ସେ ତୁମ୍ଭକୁ ପ୍ରଶଂସା, ଖ୍ଯାତି ଓ ସମ୍ମାନ ଦବେେ। ଏବଂ ତୁମ୍ଭମାନେେ ତାଙ୍କର ନିଜର ପବିତ୍ର ଲୋକ ହବେ। ସେ ଯେପରି ପ୍ରତିଜ୍ଞା କରିଛନ୍ତି।
ତବେେ, ଆମ୍ଭେ ସମାନଙ୍କେର ଶତ୍ରୁମାନଙ୍କୁ ପରାସ୍ତ କରିବା। ଆମ୍ଭେ ସମାନଙ୍କେର ଶତ୍ରୁଗଣକୁ ଦଣ୍ଡିତ କରିବା।
କିନ୍ତୁ ପରମେଶ୍ବର, ସମାନଙ୍କେର ଉପରେ ଉପଦ୍ରବ କରିବାକୁ କୌଣସି ମନୁଷ୍ଯକୁ ଅନୁମତି ଦେଲେ ନାହିଁ। ଆହୁରି ସେ ରାଜଗଣଙ୍କୁ ସମାନଙ୍କେର କ୍ଷତି ନ କରିବା ପାଇଁ କହିଲେ।
ମିଶରୀଯମାନେ ତାଙ୍କର ଲୋକମାନଙ୍କୁ ଘୃଣା କରିବାକୁ ଲାଗିଲେ ଏବଂ ତାଙ୍କର କ୍ରୀତଦାସଙ୍କ ବିରୁଦ୍ଧରେ ଯୋଜନା କଲେ।
ଦେଖ, କେତକେ ବ୍ଯକ୍ତି ତୁମ୍ଭ ଉପ ରେ କୋର୍ଧ ହାଇେଛନ୍ତି। ମାତ୍ର ସମାନେେ ଲଜ୍ଜିତ ଓ ଅପମାନିତ ହବେେ। ଯେଉଁମାନେ ତୁମ୍ଭ ସହିତ ବିରୋଧ କରନ୍ତି, ସମାନେେ ତୁଚ୍ଛ ବସ୍ତ୍ରଭଳି ବିନଷ୍ଟ ହବେେ।
ଆମ୍ଭେ ନିଜ ଲୋକମାନଙ୍କ ଉପ ରେ କ୍ରୋଧିତ ହେଲୁଁ। ଆପଣା ଅଧିକାରକୁ ଅପବିତ୍ର କଲୁ ଓ ତୁମ୍ଭ ହସ୍ତ ରେ ସମାନଙ୍କେୁ ସମର୍ପର କଲୁ। ତୁମ୍ଭେ ସମାନଙ୍କେ ପ୍ରତି ଦୟା ପ୍ରକାଶ କଲ ନାହିଁ। ତୁମ୍ଭେ ବୃଦ୍ଧଲୋକ ଉପ ରେ ୟୁଆଳି ବଡ଼ ଭାରି କରି ଥୋଇଲ।