କାରଣ, ସେ ମାେତେ ମାତୃ ଗର୍ଭ ରେ ମାରିପାରିଲା ନାହିଁ। ତାହା କରିଥିଲେ ମାରେ ମାତୃଗର୍ଭ ମାରେ କବର ହାଇେଥାଆନ୍ତା ଓ ମୁଁ ଜନ୍ମ ନଇେଥାଆନ୍ତି।
Cross references
କାହିଁକି ? କାରଣ ସହେି ରାତ୍ରିଟି ମାରେ ଜନ୍ମ ମୁହୂର୍ତ୍ତକୁ ଅଟକାଇ ପାରିଲା ନାହିଁ। ସହେି ରାତ୍ରିଟି ମାେତେ ଏଭଳି ଦୁଃଖ ଦେଖିବାରୁ ବଞ୍ଚିତ କରିପାରିଲା ନାହିଁ।
ମୁଁ ଜନ୍ମ ସମୟରେ କାହିଁକ ନ ମଲି ? ମୁଁ କାହିଁକି ନ ମରି ବଞ୍ଚିଛି ?
ମୁଁ ଯେତବେେଳେ ଶିଶୁ ବା ପିଲାଥିଲି କାହିଁକି ନ ମରି ଭୂମିରେ କବର ନ ନଲେି ? ମୁଁ ଇଚ୍ଛା କରେ ମୁଁ ଏଭଳି ଏକ ଶିଶୁ ୟିଏ କି ପ୍ରଥମ କିରଣ ଦେଖିବାର ନ ଥିଲା।
ହେ ପରମେଶ୍ବର, ତୁମ୍ଭେ ମାେତେ କାହିଁକି ଜନ୍ମ ହବୋକୁ ଦଲେ ? ମୁଁ ଇଚ୍ଛା କରେ କହେି ମାେତେ ଦେଖିବା ପୂର୍ବରୁ ମରିୟାଇଥାନ୍ତି।
ଜଣେ ଲୋକ ଏକ ଦୀର୍ଘ ଜୀବନୟାପନ କଲେ। ଏବଂ ସେ ଶ ହେ ସନ୍ତାନ ଜନ୍ମ ଦଇପୋ ରେ। କିନ୍ତୁ ଯଦି ସେ ସମାନଙ୍କେ ଉପ ରେ ସନ୍ତୁଷ୍ଟ ନ ହୁଏ ଏବଂ ଯଦି ମୃତ୍ଯୁ ପ ରେ ତାକୁ କହେି ସ୍ମରଣ ନ କରେ, ତା ହେଲେ ସହେି ଲୋକ ଅପେକ୍ଷା ଜନ୍ମ ହବୋ ସମୟରେ ମୃତ୍ଯୁବରଣ କରିଥିବା ସହେି ଶିଶୁଟି ଉତ୍ତମ ଅଟେ।
ହେ ମାତା, ତୁମ୍ଭକୁ ଧିକ୍ ଯେ, ତୁମ୍ଭେ ମାେ ପରି ଏକ ୟୁଦ୍ଧ ଓ ବିବାଦର ମଣିଷକୁ ଜନ୍ମ ଦଇେଛ। ମୁଁ କାହାରିକୁ ଧାର ଦଇେ ନାହିଁ ଏବଂ କାହାଠାରୁ ଧାର କରି ନାହିଁ। କିନ୍ତୁ ତଥାପି ପ୍ରେତ୍ୟକକ ମାେତେ ଅଭିଶାପ ଦିଅନ୍ତି।