Home Bibles ଯିରିମିୟ 21:1 · ଓଡ଼ିଆ ବାଇବେଲ
ଯିରିମିୟ 21:1 · ଓଡ଼ିଆ ବାଇବେଲ

ରାଜା ସିଦିକିଯ ମଲ୍କିଯର ପୁତ୍ର ପଶ୍ହୂରକୁ ଓ ମା ସଯରେ ପୁତ୍ର ସଫନିଯ ଯାଜକକୁ ସଦାପ୍ରଭୁଙ୍କର ବାକ୍ଯ ଦଇେ ଯିରିମିୟ ନିକଟକୁ ପଠାଇଲେ।

Cross references

ଦିତୀୟ ରାଜାବଳୀ 22:13

ରାଜା ଯୋଶିୟଯ କହିଲେ, ତୁମ୍ଭମାନେେ ୟାଅ, ସଦାପ୍ରଭୁଙ୍କୁ ପଗ୍ଭର ମାେ ପାଇଁ, ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ କ'ଣ କରୁବୁ। ଏହି ପୁସ୍ତକ ବିଷଯ ରେ ପଗ୍ଭର। ପରମେଶ୍ବର ଆମ୍ଭ ଉପରେ ଅତ୍ଯନ୍ତ କୋର୍ଧିତ ହାଇେଛନ୍ତି। କାରଣ ଏହି ପୁସ୍ତକରେ ଆମ୍ଭ ପାଇଁ ଯେପରି ଲଖାେ ଥିଲା, ଆମ୍ଭର ପୁର୍ବପୁରୁଷ ସଦାପ୍ରଭୁଙ୍କ ବାକ୍ଯ ପ୍ରତି ଧ୍ଯାନ୍ଯ ଦଇେ ନଥିଲେ।

ଦିତୀୟ ରାଜାବଳୀ 24:17

ପୁଣି ବାବିଲର ରାଜା ଯିହାୟୋଦାରଖୀନର ମାମୁଁ ମତ୍ତନିଯଙ୍କୁ ତାଙ୍କ ପଦ ରେ ରାଜା କଲେ ଓ ତାଙ୍କ ନାମ ବଦଳାଇ ସିଦିକିଯ ରଖିଲେ।

ଦିତୀୟ ରାଜାବଳୀ 25:18

ପୁଣି ନବୂସରଦନ୍ ପ୍ରଧାନ ଯାଜକ ସରାଯ ଦ୍ବିତୀୟ ଯାଜକ ସଫନିଯ ଓ ତିନି ଜଣ ଦ୍ବାରପାଳଙ୍କୁ ନଇେ ଗଲା।

ପ୍ରଥମ ବଂଶାବଳୀ 3:15

ଯୋଶିୟଯଙ୍କ ପୁତ୍ରମାନଙ୍କର ତାଲିକା ଏହି : ପ୍ରଥମ ପୁତ୍ର ୟୋହାନନ୍, ଦ୍ବିତୀୟ ପୁତ୍ର, ଯିହାୟୋଦାରକୀମ୍, ତୃତୀୟ ପୁତ୍ର ସିଦିକିଯ, ଚତୁର୍ଥ ପୁତ୍ର ଶଲ୍ଲୁମ୍।

ପ୍ରଥମ ବଂଶାବଳୀ 9:12

ପଶ୍ହୂର ମଲକିଯଙ୍କ ପୁତ୍ର ଥିଲେ। ଆହୁରି ମଧ୍ଯ ସଠାେରେ ଅଦୀଯଲଙ୍କେ ପୁତ୍ର ମାସଯ ଥିଲେ। ଅଦୀଯଲେ ୟହ ସରୋଙ୍କ ପୁତ୍ର ଥିଲେ। ୟହ ସରୋ ମଶୁଲ୍ଲମଙ୍କ ପୁତ୍ର ଥିଲେ। ମଶୁଲ୍ଲମ୍ ମଶିଲ୍ଲମାେତ୍ଙ୍କ ପୁତ୍ର ଥିଲେ। ମଶିଲ୍ଲମାେତ୍ ଇମ୍ମରଙ୍କେ ପୁତ୍ର ଥିଲେ।

ଦିତୀୟ ବଂଶାବଳୀ 36:10

ବସନ୍ତ ଋତୁ ରେ, ରାଜା ନବୂଖଦ୍ନିତ୍ସର ୟିହୋଯାଖୀନ୍ଙ୍କୁ ଆଣିବା ନିମନ୍ତେ କେତକେ ଭୃତ୍ଯଙ୍କୁ ପଠାଇଲେ। ସମାନେେ ଯିହାୟୋଦାରଖୀନ୍ ଓ ସଦାପ୍ରଭୁଙ୍କ ମନ୍ଦିରରୁ ବହୁମୂଲ୍ଯ ଧନ ସମ୍ପତ୍ତିରୁ କିଛି ବାବିଲକୁ ନଇଗେଲେ। ନବୂଖଦ୍ନିତ୍ସରର ସିଦିକିଯଙ୍କୁ ଯିହୁଦା ଓ ୟିରୁଶାଲମର ନୂତନ ରାଜା ରୂପେ ମନୋନୀତ କଲେ। ସିଦିକିଯ ଯିହାୟୋଦାରଖୀନ୍ଙ୍କର ଜଣେ ଆତ୍ମୀଯ ଥିଲେ।

ନିହିମିୟା 11:12

ସମାନଙ୍କେର ଆତ୍ମୀଯମାନଙ୍କ ସହିତ ଏକାଠି ହାଇେ ଯେଉଁମାନେ ପରମେଶ୍ବରଙ୍କ ମନ୍ଦିର ରେ କାମ କରୁଥିଲେ ସମାନେେ 822 ଜଣ ଥିଲେ। ୟିରୋହମର ପୁତ୍ର ଅଦାଯା, ପଲଲିଯର ୟିରୋହମ ପୁତ୍ର, ଅମ୍ସିର ପୁତ୍ର ପଲଲିଯ, ଜିଖରିଯର ପୁତ୍ର ଅମସି, ପଶ୍ହୂରର ପୁତ୍ର ଜିଖରିଯ, ମଲ୍ଲିଯଲରେ ପୁତ୍ର ପଶ୍ହୂର।

ଯିରିମିୟ 29:25

ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ହେ ଶମଯିଯ, ତୁମ୍ଭେ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ମା ସଯରେ ପୁତ୍ର ସଫନିଯ ଯାଜକକୁ ଓ ଅନ୍ଯାନ୍ଯ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମ ରେ ଏହି ପତ୍ର ପଠାଅ।

ଯିରିମିୟ 32:1

ଯିହୁଦାର ରାଜା ସିଦିକିଯର ଦଶମ ବର୍ଷ ରେ ଅର୍ଥାତ୍ ନବୂଖଦନିତ୍ସରର ଶାସନର ଅଷ୍ଟାଦଶ ବର୍ଷ ରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।

ଯିରିମିୟ 35:4

ସମାନଙ୍କେୁ ସଦାପ୍ରଭୁଙ୍କ ଗୃହକୁ ନଇଗେଲି। ମୁଁ ପରମେଶ୍ବରଙ୍କ ଲୋକ ୟିଗଦଲିଯର ପୁତ୍ର ହାନନର ପୁତ୍ରମାନଙ୍କର କୋଠରୀକୁ ଗଲି। ସହେି କଠାେରୀ ଉଲ୍ଲମର ପୁତ୍ର ମା ସଯେ ନାମକ ଦ୍ବାରପାଳର କଠାେରୀ ଉପ ରେ, ଅଧିପତିଗଣର କୋଠରୀ ନିକଟରେ ଥିଲା।

ଯିରିମିୟ 37:1

ଅନନ୍ତର ଯିହାୟୋଦାରକୀମର ପୁତ୍ର କୀଯର ପଦ ରେ ଯୋଶିୟଯର ପୁତ୍ର ସିଦିକିଯ ରାଜା ହାଇେ ରାଜତ୍ବ କଲା। ବାବିଲର ରାଜା ନବୂଖଦନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।

ଯିରିମିୟ 37:3

ପୁଣି ସିଦିକିଯ ରାଜା ଶଲେିମିଯର ପୁତ୍ର ୟିହୁଖଲକୁ ଓ ମା ସଯରେ ପୁତ୍ର ସଫନିଯ ଯାଜକକୁ ଯିରିମିୟ ଭବିଷ୍ଯଦବକ୍ତା ନିକଟକୁ ଏକ ବାର୍ତ୍ତା ଦଇେ ପଠାଇଲେ। ସମାନେେ ଯିରିମିୟଙ୍କୁ ବିନଯ କରି କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।

ଯିରିମିୟ 38:1

ଯିରିମିୟଙ୍କ ପ୍ରଚାରିତ ବାକ୍ଯ ମତ୍ତନର ପୁତ୍ର ଶଫଟିଯ, ପଶହୂର ପୁତ୍ର ଗଦଲିଯ, ଶଲେିମିଯର ପୁତ୍ର ୟିହଖଲ ଓ ମଲିଯର ପୁତ୍ର ପଶହୂର ଏବଂ ଅନ୍ୟ ସମସ୍ତ ଲେଖକ ଶୁଣିଲେ।

ଯିରିମିୟ 52:1

ସିଦିକିଯ ଏକୋଇଶ ବର୍ଷ ବଯସ ରେ ଯିହୁଦାର ରାଜା ହେଲେ। ସେ ୟିରୁଶାଲମ ରେ ଏଗାର ବର୍ଷ ରାଜତ୍ବ କଲେ। ତାହାର ମାତାର ନାମ ହମୂଟଲ ଓ ସେ ଲିବ୍ନା ନିବାସୀ ଯିରିମିୟଙ୍କ କନ୍ଯା ଥିଲା।

ଯିରିମିୟ 52:24

ପୁଣି ପ୍ରହରୀବର୍ଗର ସନୋପତି ପ୍ରଧାନ ଯାଜକ ସରାଯକୁ ଓ ଦ୍ବିତୀୟ ଯାଜକ ସଫନିଯକୁ ଏବଂ ଆଉ ତିନିଜଣ ଦ୍ବାରପାଳକୁ ବନ୍ଦୀ କରି ନଲୋ।

Interlinear

Choose Theme