ହେ ଦାଉଦବଂଶ, ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭମାନେେ ପ୍ରଭାତ ରେ ସୁବିବଚେନା କର। ଅପରାଧୀଙ୍କ ହସ୍ତରୁ ଲୁଣ୍ଠିତ ଲୋକମାନଙ୍କୁ ଉଦ୍ଧାର କର। ତାହା ନ ହେଲେ ତୁମ୍ଭମାନେେ ତୁମ୍ଭମାନଙ୍କର ଦୁଷ୍ଟାଚରଣ ଯୋଗୁଁ ଆମ୍ଭ ପ୍ରଚଣ୍ଡ କୋର୍ଧାଗ୍ନି ରେ ଭସ୍ମୀଭୂତ ହବେ ଓ କହେି ତାହାକୁ ନିର୍ବାଣ କରିପାରିବେ ନାହିଁ।
Cross references
ତା'ପରଦିନ ମାଶାେ ଲୋକଙ୍କର ବିଚାର କରିବାକୁ ବସିଲେ। ତେଣୁ ବହୁତ ଲୋକ ତାଙ୍କ ସମ୍ମୁଖ ରେ ସନ୍ଧ୍ଯା ପର୍ୟ୍ଯନ୍ତ ଠିଆ ହାଇେ ରହିଲେ।
ତବେେ ଆମ୍ଭେ କୋର୍ଧ ରେ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବା ଓ ତୁମ୍ଭମାନଙ୍କ ପାପ ଯୋଗୁଁ ତୁମ୍ଭମାନଙ୍କୁ ସାତଗୁଣ ଶାସ୍ତି ଦବୋ।
ମାେ କୋର୍ଧ ରେ ଅଗ୍ନି ପ୍ରଜ୍ବଳିତ ହବେ, ଯାହା ପାତାଳ ପର୍ୟ୍ଯନ୍ତ ଜଳକ୍ସ୍ଟଛି। ପୃଥିବୀର ଏହା ସମସ୍ତ ଦେଶକକ୍ସ୍ଟ ଓ ସମସ୍ତ ଉତ୍ପନ ବସ୍ତକ୍ସ୍ଟକକ୍ସ୍ଟ ଗ୍ରାସ କରିବ। ଏହା ପର୍ବତର ମୂଳଦକ୍ସ୍ଟଆକକ୍ସ୍ଟ ମଧ୍ଯ ପୋଡି଼ ପକାଇବ।
ଦାଉଦ ସମଗ୍ର ଇଶ୍ରାୟେଲ ଉପରେ ରାଜତ୍ବ କଲେ। ଦାଉଦ ମଧ୍ଯ ନିଜର ସମସ୍ତ ଲୋକମାନଙ୍କ ପ୍ରତି ସକ୍ସ୍ଟବିଗ୍ଭର କଲେ।
ଦୁଷ୍ଟ ଲୋକର କ୍ଷମତାର ଅପବ୍ଯବହାରରୁ ନିରୀହ ଲୋକଙ୍କୁ ଉଦ୍ଧାର କରୁଥିଲି।
ହେ ପରମେଶ୍ବର, ରାଜାଙ୍କୁ ସାହାୟ୍ଯ କର, ୟାହାଫଳରେ ସେ ତୁମ୍ଭ ପରି ବିବକବୋନ ନ୍ଯାଯ ପ୍ରଦାନ କରିବେ। ତୁମ୍ଭର ନ୍ଯାଯ ପରାଯଣ ରାଜପୁତ୍ରମାନଙ୍କୁ ଦିଅ।
ଆମ୍ଭର ରାଜା ସାହାୟ୍ଯ କରନ୍ତି, ଯେଉଁମାନେ ତାଙ୍କୁ ଡ଼ାକନ୍ତି, ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।
ପରମେଶ୍ବର କହନ୍ତି, ତୁମ୍ଭମାନେେ କେତକୋଳ ପର୍ୟ୍ଯନ୍ତ ଅନ୍ଯାଯ ବିଚାର କରିବ ? ତୁମ୍ଭେ କେତକୋଳ ପର୍ୟ୍ଯନ୍ତ ଦୁଷ୍ଟ ଲୋକମାନଙ୍କୁ ବିନା ଦଣ୍ଡରେ ମୁକ୍ତି କରିବ ?
ଅନାଥ ଓ ଗରିବ ଲୋକମାନଙ୍କୁ ରକ୍ଷା କର। ଅତ୍ଯାଚାରିତ ଓ ଗରିବ ଲୋକମାନଙ୍କର ପ୍ରତି ନ୍ଯାଯ ବ୍ଯବହାର କର।
ମୁଁ ଦୁଷ୍ଟମାନଙ୍କୁ ସଦାପ୍ରଭୁଙ୍କ ସହରରୁ ତଡ଼ିଦବେି, ପ୍ରେତ୍ୟକକ ଦିନ ମୁଁ ଅଧର୍ମାଚାରୀ ଲୋକମାନଙ୍କୁ ବିନାଶ କରିବି।
ଯଦି ଲୋକମାନେ ଯୋଜନା କରନ୍ତି ଏକ ଲୋକକୁ ହତ୍ଯା କରିବାକୁ, ତବେେ ତୁମ୍ଭେ ତାଙ୍କୁ ରକ୍ଷା କର।
ତୁମ୍ଭର ପାଟି ଫିଟାଅ ଓ ସମାନଙ୍କେ ପାଇଁ କୁହ, ଯେଉଁମାନେ ସମାନଙ୍କେ ପାଇଁ କହିପାରିବେ ନାହିଁ, କଷ୍ଟ ରେ ଥିବା ଲୋକମାନଙ୍କର ଅଧିକାର ପାଇଁ କୁହ।
ମୁଖ ଫିଟାଇ ଯଥାର୍ଥ ବିଚାର କର। ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।
ହେ ଦେଖ, ତୁମ୍ଭର ରାଜା ଯବେେ ବାଳକ ହୁଏ ଓ ତୁମ୍ଭର ଅଧିପତିଗଣଙ୍କ ପ୍ରଭାତ ରେ ଭୋଜନ କରନ୍ତି। ତବେେ ଏହା ତୁମ୍ଭ ପ୍ରତି ବହୁତ ଖରାପ।
ସୁକର୍ମ କରିବାକୁ ଶିକ୍ଷା କର। ଅନ୍ୟମାନଙ୍କ ପ୍ରତି ନ୍ଯାଯ ଆଚରଣ କର। ଅନ୍ୟକୁ ଆଘାତ କରୁଥିବା ବ୍ଯକ୍ତିଙ୍କୁ ଦଣ୍ଡ ଦିଅ। ପିତୃମାତୃହୀନ ସନ୍ତାନମାନଙ୍କୁ ସାହାୟ୍ଯ କର। ବିଧବାମାନଙ୍କୁ ସାହାୟ୍ଯ କର।'
ଶକ୍ତିଶାଳୀ ମାନବ ଶୁଷ୍କ କାଠି ସଦୃଶ ହବେେ ଏବଂ ସମାନଙ୍କେର କର୍ମ ଅଗ୍ନିକଣା ସଦୃଶ ହବେ। ସହେି ବଳବାନ୍ ଲୋକମାନେ ଓ ସମାନଙ୍କେର କର୍ମ ସବୁ ଅଗ୍ନି ରେ ପୋଡ଼ି ଦବେେ। ସହେି ଅଗ୍ନିକୁ କହେି ନିର୍ବାପିତ କରିପାରିବେ ନାହିଁ।
ଅନନ୍ତର ଦାଉଦ ବଂଶକୁ ଏକ ବାର୍ତ୍ତା ପଠାଗଲା।ସସହି ବାର୍ତ୍ତାଟିସହଲା, ଅରାମ ଓ ଇଶ୍ରାଲୟଲ ସୈନ୍ଯମାଲନ ଏକତ୍ରୀତସହାଇଛନ୍ତି ଏବଂସସମାଲନ ଏକତ୍ର ଶିବିର ସ୍ଥାପନ କରିଛନ୍ତି।
ତା'ପସର ଯିଶାଇୟ କହିଲଲ, ସହ ଦାଉଦଙ୍କର ବଂଶ! ସାବଧାନସହାଇ ଶୁଣ। ତୁମ୍ଲଭମାଲନ ତୁଚ୍ଛମାନବର ର୍ଧୈୟ୍ଯକୁ ପରୀକ୍ଷା କରିଛସବାଲିସମାର ପ୍ରଭୁ ପରଲମଶ୍ବରଙ୍କ ର୍ଧୈୟ୍ଯକୁ ପରୀକ୍ଷା କରିପାରିବ ନାହିଁ।
ସମାନେେ କୁହନ୍ତି, ଆମ୍ଭମାନଙ୍କୁ ସାହାୟ୍ଯ କର, ଆମ୍ଭମାନେେ କ'ଣ କରିବୁ ମନ୍ତ୍ରଣା ଦିଅ। ଆମ୍ଭର ଶତ୍ରୁଠାରୁ ଆମ୍ଭମାନଙ୍କୁ ରକ୍ଷା କର, ଯେପରିକି ଛାଯା ମଧ୍ଯାହ୍ନ ସୂର୍ୟ୍ଯ ତାପରୁ ରକ୍ଷା କରେ। ଆମ୍ଭମାନଙ୍କୁ ଶତ୍ରୁଠାରୁ ଲୁଚାଇ ରଖ। କାରଣ ଆମ୍ଭମାନେେ ତାଙ୍କଠାରୁ ପଳାଇ ଆସିଛୁ। ତାଙ୍କ ନିକଟକୁ ଆମ୍ଭମାନଙ୍କୁ ପଠାଅ ନାହିଁ।'
ମିଶରକୁ ସାହାୟ୍ଯ ପାଇଁ ଯାଉଥିବା ଲୋକମାନଙ୍କୁ ଦେଖ। ସମାନେେ ଅଶ୍ବମାନଙ୍କ ଉପ ରେ ନିର୍ଭର କରନ୍ତି। ସମାନେେ ଆଶା କରନ୍ତି ଅଶ୍ବଗଣ ସମାନଙ୍କେୁ ରକ୍ଷା କରିବେ। ଆଉ ମଧ୍ଯ ସମାନେେ ଭାବନ୍ତି ଅତ୍ଯଧିକ ରଥ ଓ ବହୁ ବଳବାନ ଅଶ୍ବାରୋହୀ ସୈନ୍ଯ ଥିବାରୁ ସମାନେେ ସୁରକ୍ଷିତ। ସମାନେେ ଇଶ୍ରାୟେଲର ପବିତ୍ରତା ପ୍ରତି ବିଶ୍ବାସ ରଖନ୍ତି ନାହିଁ କିମ୍ବା ସଦାପ୍ରଭୁଙ୍କୁ ଅନ୍ବଷେଣ କରନ୍ତି ନାହିଁ। ତେଣୁ ସମାନେେ ସନ୍ତାପର ପାତ୍ର।
ହେ ଯିହୁଦା ଓ ୟିରୁଶାଲମର ନିବାସୀଗଣ, ତୁମ୍ଭମାନେେ ସଦାପ୍ରଭୁଙ୍କ ପାଇଁ ନିଜକୁ ସୁନ୍ନତ କର। ତୁମ୍ଭମାନଙ୍କର ହୃଦଯରୁ ଆବିଳତାକୁ ଦୂର କର। ତା' ନ ହେଲେ ତୁମ୍ଭମାନଙ୍କର ଦୁଷ୍କର୍ମ ଯୋଗୁଁ ଆମ୍ଭର କୋରଧ ଅଗ୍ନିତୁଲ୍ଯ ପ୍ରଜ୍ବଳିତ ହବେ। ଓ ସହେି କୋର୍ଧାଗ୍ନି ରେ ତୁମ୍ଭମାନେେ ଭସ୍ମୀଭୂତ ହବେ। କହେି ତାହାକୁ ଲିଭାଇ ପାରିବା ପାଇଁ ସକ୍ଷମ ହବେ ନାହିଁ।
ସୁତରାଂ ସୈନ୍ଯାଧିପତି ସଦାପ୍ରଭୁ ପରମେଶ୍ବର ଏହା କହନ୍ତି : ଯିରିମିୟ ଦେଖ, କାରଣ ଲୋକମାନେ ଏହିପରି କହିଥିଲେ, ଆମ୍ଭେ ତୁମ୍ଭ ପାଟି ରେ ଆମ୍ଭର ଶବ୍ଦସବୁ ରଖିଅଛୁ ଏବଂ ଏହା ଅଗ୍ନି ତୁଲ୍ଯ ହବେ। ଏହି ଦେଶ ପାଠ ସଦୃଶ ଅଗ୍ନି ସମାନଙ୍କେୁ ପୋଡ଼ିଦବେ।
ସମାନେେ ଅଧିକରୁ ଅଧିକ ମାଟୋ ହୁଅନ୍ତି ଏବଂ ଦୁଷ୍କର୍ମ କରିବାର ସୀମା ପାର କରି ୟାଆନ୍ତି। ସମାନେେ ଅନାଥମାନଙ୍କର ମକଦ୍ଦମା ରେ ନ୍ଯାଯୋଚିତ ବିଚାର କରନ୍ତି ନାହିଁ, କାଳେ ଅନାଥମାନେ ଉନ୍ନତି କରିପାରନ୍ତି। ସମାନେେ ଗରିବମାନଙ୍କର ଅଧିକାର ପାଇଁ ପ୍ରତିପକ୍ଷ କରନ୍ତି ନାହିଁ।
ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଏକ ସ୍ଥାନ ଉପ ରେ, ମନୁଷ୍ଯ, ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ ଉପ ରେ ଆମ୍ଭର କୋପ ଓ କୋର୍ଧ ଢ଼ଳାୟିବ। ତାହା ଅଗ୍ନି ସଦୃଶ ସବୁ ଦଗ୍ଧ କରିବ, ତାକୁ କହେି ଲିଭାଇ ପାରିବେ ନାହିଁ।
ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦଇେଥିଲୁ ତୁମ୍ଭେ ସେଥିରୁ ଆପେ କ୍ଷାନ୍ତ ହବେ। ଆଉ ତୁମ୍ଭକୁ ଏକ ଅଜ୍ଞାତ ଦେଶ ରେ ତୁମ୍ଭ ଶତ୍ରୁଗଣର ସବୋ କରାଇବା। କାରଣ ତୁମ୍ଭେ ଆମ୍ଭର କୋରଧରୂପକ ଅଗ୍ନି ପ୍ରଜ୍ବଳିତ କରିଅଛି। ଆଉ ସହେି ଅଗ୍ନି ରେ ତୁମ୍ଭେ ସଦାକାଳ ଭସ୍ମୀଭୂତ ହବେ। ସହେି ଲୋକମାନଙ୍କ ଉପ ରେ ଏପରି ଘଟିବ ଯେଉଁମାନେ ପରମେଶ୍ବରଙ୍କ ଉପ ରେ ବିଶ୍ବାସ କରି ନାହାଁନ୍ତି।
ପୁଣି ଆମ୍ଭେ ନିଜେ ବିସ୍ତୃତ ହସ୍ତ ଓ ବଳବାନ୍ ବାହୁ ସାହାୟ୍ଯ ରେ କୋର୍ଧ ରେ, ପ୍ରଚଣ୍ଡ ରୋଷ ରେ ଓ ମହା କୋପ ରେ ତୁମ୍ଭମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବା।
' ହେ ଦାଉଦଙ୍କ ସିଂହାସନ ରେ ଉପବିଷ୍ଟ ଯିହୁଦାର ରାଜା, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଫାଟକ ଦଇେ ପ୍ରବେଶ କର ଏବଂ ସଦାପ୍ରଭୁଙ୍କର ଏହିସବୁ ବାକ୍ଯ ଶୁଣ।
ସଦାପ୍ରଭୁ କହନ୍ତି, ନ୍ଯାଯ ବିବଚେନା କର ଏବଂ ଯାହା ଠିକ୍ ତାହା କର। ଲୁଣ୍ଠିତ ଲୋକକୁ ଉପଦ୍ରବକାରୀଠାରୁ ଉଦ୍ଧାର କର। ପୁଣି ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ଯାଯ ବା ଉପଦ୍ରବ କର ନାହିଁ କି ଏହି ସ୍ଥାନ ରେ ନିର୍ଦ୍ ଦୋଷର ରକ୍ତପାତ କର ନାହିଁ।
ହେ ଯିହାୟୋଦାରକୀମ, ତୁମ୍ଭେ ତୁମ୍ଭ ଗୃହ ରେ ବହୁ ଏରସ କାଠ ବ୍ଯବହାର କରି ବଡ଼ ରାଜା ହାଇଯେିବ ବୋଲି ଭାବୁଛ କି ? ତୁମ୍ଭର ପିତା ଧର୍ମ ରେ ଖାଦ୍ୟ ପାନୀଯ ଦଇେ ଉତ୍ତମ ରାଜା ହେଲେ ଓ ଏହି ଧର୍ମାଚରଣ ଯୋଗୁଁ ସଠାେ ରେ ଉନ୍ନତି ହେଲା।
ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଛି, ଯେଉଁ ସମୟରେ ଦାଉଦ ବଂଶ ରେ ଆମ୍ଭେ ଏକ ଧାର୍ମିକ ଶାଖା 'ଉତ୍ପନ୍ନ' କରିବା। ତହିଁରେ ସେ ରାଜା ହାଇେ ରାଜତ୍ବ କରିବେ। ସେ ନିଜର ଉତ୍ତମ ଜ୍ଞାନ ବଳ ରେ ଦେଶ ରେ ସୁବିଚାର ଓ ନ୍ଯାଯ ପ୍ରତିଷ୍ଠା କରିବେ।
ତେଣୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କୋର୍ଧ ଭୟଙ୍କର ଘୂର୍ଣ୍ଣିବାତ୍ଯା ସ୍ବରୂପ ଆସିବ ଓ ତାହା ଦୁଷ୍ଟମାନଙ୍କର ମସ୍ତକକୁ ଦଳି ପକାଇବ।
ସମାନେେ ହୁଏତ ସଦାପ୍ରଭୁଙ୍କ ସାକ୍ଷାତ ରେ ନିଜ ନିଜର ବୀନତି ଜଣାଇବେ ଓ ପ୍ରେତ୍ୟକକ ଆପଣା ଆପଣା କୁପଥରୁ ଫରେିବେ ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧ ରେ ଭୟଙ୍କର କୋରଧ ଓ ପ୍ରଚଣ୍ଡ କୋପ କଥା କହିଛନ୍ତି।
ସଦାପ୍ରଭୁ ପ୍ରଚଣ୍ଡ କୋର୍ଧ ରେ ଇଶ୍ରାୟେଲର ସମସ୍ତ ଶକ୍ତି କାଟି ପକାଇଛନ୍ତି। ସେ ଶତ୍ରୁ ସମ୍ମୁଖରୁ ତାଙ୍କର ଦକ୍ଷିଣ ହସ୍ତ ପଛକୁ ଟାଣି ନଇେଛନ୍ତି। ସେ ଅଗ୍ନିଶିଖା ପରି ଯାକୁବକୁ ଜଳାଇଛନ୍ତି ଓ ତାହା ଚତୁର୍ଦ୍ଦିଗ ରେ ଥିବା ସବୁକିଛି ଗ୍ରାସ କରିଛି।
ସଦାପ୍ରଭୁ ତାଙ୍କର ପ୍ରଚଣ୍ଡ କୋର୍ଧ ସିୟୋନ ଉପ ରେ ଢ଼ାଳି ଦେଲେ। ପୁଣି ସେ ସିୟୋନ ରେ ଯେଉଁ ଅଗ୍ନି ଲଗାଇଲେ, ତାହା ତାହାର ଭିତ୍ତିମୂଳକୁ ଗ୍ରାସ କଲା।
ଏବଂ ନଗେଭେ ଅରଣ୍ଯକୁ କୁହ, 'ସଦାପ୍ରଭୁଙ୍କର ବାକ୍ଯ ଶୁଣ, ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭ ମଧିଅରେ ଅଗ୍ନି ସଂୟୋଗ କରିବା। ତାହା ତୁମ୍ଭ ମଧ୍ଯସ୍ଥିତ ପ୍ରେତ୍ୟକକ ସତଜେ ଓ ଶୁଷ୍କବୃକ୍ଷକୁ ଗ୍ରାସ କରିବ। ସହେି ଜ୍ବଳନ୍ତ ଅଗ୍ନିଶିଖା ନିର୍ବାପିତ ହବେ ନାହିଁ। ଦକ୍ଷିଣରୁ ଉତ୍ତର ପର୍ୟ୍ଯନ୍ତ ସମସ୍ତ ଦେଶ ସହେି ଅଗ୍ନି ରେ ଦଗ୍ଧିଭୂତ ହବେ।
ହେ ମନୁଷ୍ଯ ପୁତ୍ର, ଇଶ୍ରାୟେଲ ବଂଶ ଆମ୍ଭ ନିକଟରେ ଖାଦ ସ୍ବରୂପ ହାଇେଅଛନ୍ତି। ସେ ସମସ୍ତ ଉହ୍ନଇେ ମଧିଅରେ ପିତ୍ତଳ, ଦସ୍ତା, ଲୁହା ଓ ସୀସା ସ୍ବରୂପ ହାଇେଅଛନ୍ତି। ସମାନେେ ରୂପାର ଖାଦ ସ୍ବରୂପ।
ଏଣୁ ଆମ୍ଭେ ସମାନଙ୍କେ ଉପ ରେ ଆପଣା କୋରଧ ପ୍ରକାଶ କରିଅଛୁ ଓ ଆପଣା କୋପାଗ୍ନି ରେ ସମାନଙ୍କେୁ ସଂହାର କରିଅଛୁ। ସମାନଙ୍କେର ନିଜ କର୍ମର ଫଳ ସମାନେେ ନିଜେ ଭୋଗିଛନ୍ତି। ଏହା ମାରେ ପ୍ରଭୁ ସଦାପ୍ରଭୁ କହନ୍ତି
ସେ ରକ୍ତ ପ୍ରତି ଶାଧେ ନବୋ ପାଇଁ ଯେପରି ଲୋକମାନଙ୍କର କୋର୍ଧ ଜାଗ୍ରତ କରିବ, ଏଥିପାଇଁ ତାକୁ ଆଚ୍ଛାଦିତ ନ କରି ଶୁଷ୍କ ତୈଳ ଉପ ରେ ତାହା ରଖିଅଛୁ।
ସଦାପ୍ରଭୁଙ୍କ କୋର୍ଧ ବିରୁଦ୍ଧ ରେ କହେି ତିଷ୍ଠି ପାରିବେ ନାହିଁ। ତାଙ୍କର ଭୟଙ୍କର କୋର୍ଧକୁ କହେି ସହ୍ଯ କରିପାରିବେ ନାହିଁ। ତାଙ୍କର କୋରଧ ଅଗ୍ନି ସଦୃଶ ଜଳି ଉଠିବ। ତାଙ୍କର ଆଗମନ ରେ ପଥରଗୁଡିକ ଖଣ୍ତ ଖଣ୍ତ ହାଇଯେିବ।
ସମାନଙ୍କେର ସୁନାରୂପା ସମାନଙ୍କେୁ ରକ୍ଷା କରିପାରିବ ନାହିଁ। ସହେି ସମୟରେ ସଦାପ୍ରଭୁ ଅତ୍ଯନ୍ତ ବିବ୍ରତ ଓ କ୍ରୋଧୀ ହାଇେ ପଡିବେ। ସଦାପ୍ରଭୁ ସମଗ୍ର ବିଶ୍ବକୁ ଧ୍ବଂସ କରିବେ। ସଦାପ୍ରଭୁ ସମ୍ପୂର୍ଣ୍ଣ ଭାବରେ ବିଶ୍ବ ରେ ସମସ୍ତଙ୍କୁ ବିନାଶ କରିବେ।