ହେ ଯିହାୟୋଦାରକୀନ, ଯେଉଁମାନେ ତୁମ୍ଭର ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷଯ ରେ ତୁମ୍ଭେ ଭୟ କରୁଅଛ, ସମାନଙ୍କେ ହସ୍ତ ରେ ଅର୍ଥାତ୍ ବାବିଲର ରାଜା ନବୂଖଦନିତ୍ସରଙ୍କ ହସ୍ତ ରେ ଓ କଲଦୀଯମାନଙ୍କ ହସ୍ତ ରେ ଆମ୍ଭେ ତୁମ୍ଭକୁ ସମର୍ପି ଦବୋ।
Cross references
ପୁଣି ନବୂଖଦ୍ନିତ୍ସର ଯିହାୟୋଦାରଖୀନଙ୍କୁ, ତାଙ୍କ ମାତାଙ୍କୁ, ତାଙ୍କ ପତ୍ନୀମାନଙ୍କୁ, ତାଙ୍କର ନଫୁସକମାନଙ୍କୁ ଓ ତାଙ୍କର ପ୍ରଧାନ ଲୋକମାନଙ୍କୁ ବନ୍ଦୀ କର ୟିରୁଶାଲମ୍ରୁ ବାବିଲକୁ ନଇେ ଗଲେ।
ଦୁଷ୍ଟ ଲୋକ ଯାହା ଭୟ କରେ, ତାହାହିଁ ତାକୁ ଘଟେ। ମାତ୍ର ଧାର୍ମିକର ମନୋବାଞ୍ଛା ତାକୁ ଦିଆୟାଇଥାଏ।
ଏସବୁ ଘଟିଲା ପ ରେ ସଦାପ୍ରଭୁ କହନ୍ତି, ଆମ୍ଭେ ଯିହୁଦା ରାଜା ସିଦିକିଯଙ୍କୁ, ତାହାର ଦାସଗଣଙ୍କୁ ଓ ତାହାର ଲୋକମାନଙ୍କୁ ଯେଉଁମାନେ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସମାନଙ୍କେୁ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ହସ୍ତ ରେ, ସମାନଙ୍କେ ଶତ୍ରୁଗଣ ହସ୍ତ ରେ ଓ ସମାନଙ୍କେ ପ୍ରାଣନାଶକାରୀଙ୍କ ହସ୍ତ ରେ ସମର୍ପଣ କରିବା। ଆଉ ସମାନେେ ସମାନଙ୍କେୁ ଦୟା, କରୁଣା ଓ କ୍ଷମା ନ କରି ଖଡ୍ଗ ରେ ବଧ କରିବେ।'
କନିଯ ଏକ ତୁଚ୍ଛ ଭଗ୍ନପାତ୍ର ତୁଲ୍ଯ ଯାହା ବାହା ରେ ନିକ୍ଷିପ୍ତ ହବୋ ଯୋଗ୍ଯ। ସେ ଏକ ଅପ୍ରୀତିକର ପାତ୍ର। ସେ ଓ ତାହାର ବଂଶ କାହିଁକି ଦୂରିକୃତ ହାଇେ ଅଜ୍ଞାତ ଦେଶ ରେ ନିକ୍ଷିପ୍ତ ହେଲେ ?
ଆମ୍ଭେ ସମାନଙ୍କେୁ ସମାନଙ୍କେର ଶତ୍ରୁଗଣ ହସ୍ତ ରେ ଓ ସମାନଙ୍କେର ପ୍ରାଣନାଶକାରୀଙ୍କ ହସ୍ତ ରେ ସମର୍ପଣ କରିବା। ତହିଁରେ ସମାନଙ୍କେର ଶବ ଆକାଶର ପକ୍ଷୀମାନଙ୍କର ଓ ପୃଥିବୀର ବନ୍ଯ ପଶୁମାନଙ୍କର ଖାଦ୍ୟ ହବେ।
ତହୁଁ ସଦିକିଯ ରାଜା ଗୋପନ ରେ ଯିରିମିୟଙ୍କ ନିକଟରେ ଶପଥ କରି କହିଲେ, ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ନାମ ରେ ଶପଥ କରି କହୁଛି, ମୁଁ ତୁମ୍ଭକୁ ବଧ କରିବି ନାହିଁ କିଅବା ତୁମ୍ଭ ପ୍ରାଣନାଶକାରୀ ଏହି ଅଧିପତିମାନଙ୍କ ହସ୍ତ ରେ ସମର୍ପଣ କରିବି ନାହିଁ।