Home Bibles ☰ Books ଯିରିମିୟ 22:8 · ଓଡ଼ିଆ ବାଇବେଲ
ଯିରିମିୟ 22:8 · ଓଡ଼ିଆ ବାଇବେଲ

ଆଉ ଦେଶୀଯମାନେ ଏହି ନଗର ଦଇେ ଗଲା ବେଳେ ପ୍ରେତ୍ୟକକ ଆପଣା ଆପଣା ସଙ୍ଗୀକି ପଚାରିବେ, 'ସଦାପ୍ରଭୁ କେଉଁଥିପାଇଁ ଏହି ବିଶାଳ ୟିରୁଶାଲମ ନଗରକୁ ଏପରି କଲେ ?

Cross references

ଦିତୀୟ ବିବରଣ 29:23

ସଦାପ୍ରଭୁ ଆପଣା କୋର୍ଧ ଓ କୋପରେ ଯେଉଁ ସଦୋମ ଓ ହ ମାରୋ, ଅଦ୍ମା ଓ ସବୋଯିମ ନଗରମାନ ଉତ୍ପାଟନ କରିଥିଲେ, ତାହାପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ ଓ ଲବଣ ଓ ଦହନ ରେ ପରିପୂର୍ଣ୍ଣ ହାଇେଅଛି। ତହିଁରେ କିଛି ବକ୍ସ୍ଟଣାୟାଏ ନାହିଁ, କି ଫଳ ଉତ୍ପନ୍ନ ହକ୍ସ୍ଟଏ ନାହିଁ ଏବଂ ତହିଁରେ କୌଣସି ତୃଣ ବଢେ ନାହିଁ।

ଦିତୀୟ ବିବରଣ 29:25

ତହିଁରେ ଲୋକମାନେ କହିବେ: 'ସଦାପ୍ରଭୁ ସମାନଙ୍କେ ପରମେଶ୍ବର ମିଶର ଦେଶରକ୍ସ୍ଟ ସମାନଙ୍କେ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସମାନଙ୍କେ ସହିତ ଯେଉଁ ନିଯମ କରିଥିଲେ ତାହା ସମାନେେ ତ୍ଯାଗ କରିଅଛନ୍ତି।

ପ୍ରଥମ ରାଜାବଳୀ 9:8

ଏହି ମନ୍ଦିର ଧ୍ବଂସ ହବେ। ପ୍ରେତ୍ୟକକ ଲୋକ ଏହା ଦେଖି ଆଶ୍ଚର୍ୟ୍ଯ ହବେେ ଓ କହିବେ, 'ସଦାପ୍ରଭୁ କାହିଁକି ଏହି ଭୂମି ଓ ଏହି ମନ୍ଦିର ପ୍ରତି ଏପରି ଭୟଙ୍କର କାର୍ୟ୍ଯ କଲେ?'

ପ୍ରଥମ ରାଜାବଳୀ 9:9

ତହିଁରେ ଲୋକମାନେ ଉତ୍ତର ଦଇେ ଥାଆନ୍ତେ, 'ଏହା ଘଟିଲା କାରଣ ସମାନେେ ସଦାପ୍ରଭୁ ସମାନଙ୍କେର ପରମେଶ୍ବରଙ୍କୁ ପରିତ୍ଯାଗ କଲେ, ୟିଏ କି ସମାନଙ୍କେର ପୂର୍ବପୁରୁଷଗଣଙ୍କୁ ମିଶରରୁ ବାହାର କରି ଆଣିଥିଲେ। ତାହାଙ୍କୁ ସମାନେେ ତ୍ଯାଗ କଲେ ଓ ଅନ୍ୟ ଦବେତାଗଣଙ୍କୁ ଉପାସନା ଓ ପ୍ରଣାମ କଲେ। ଏହି କାରଣ ଯୋଗୁଁ ସଦାପ୍ରଭୁ ସମାନଙ୍କେ ଉପରେ ଏହିସବୁ ଅମଙ୍ଗଳ କାର୍ୟ୍ଯ ଘଟାଇଲେ।'

ଦିତୀୟ ବଂଶାବଳୀ 7:20

ତବେେ ଆମ୍ଭେ ଇଶ୍ରାୟେଲର ଲୋକଙ୍କୁ ଯେଉଁ ଦେଶ ଦଇେଅଛୁ, ଆମ୍ଭର ସହେି ଦେଶରୁ ସମାନଙ୍କେୁ ବାହାର କରିଦବୋ। ଆଉ ଆମ୍ଭେ ଆମ୍ଭର ନାମ ନିମନ୍ତେ ପବିତ୍ର କରିଥିବା ଏହି ମନ୍ଦିରକୁ ପରିତ୍ଯାଗ କରିବା। ଆମ୍ଭେ ଏହି ମନ୍ଦିରକୁ ଏପ୍ରକାର କରିବି ଯେ, ସବୁ ଜାତିର ଲୋକମାନେ ଏହାକୁ ତାଚ୍ଛଲ୍ଯ କରିବେ।

ଯିରିମିୟ 16:10

ହେ ଯିରିମିୟ, ତୁମ୍ଭେ ଯେତବେେଳେ ଯିହୁଦାବାସୀଙ୍କୁ ଏସବୁ କଥା ଜଣାଇବ, ସମାନେେ ସେତବେେଳେ ତୁମ୍ଭକୁ ପଚାରିବେ, 'ସଦାପ୍ରଭୁ କାହିଁକି ଆମ୍ଭ ବିରୁଦ୍ଧ ରେ ଏହି ମହା ଅମଙ୍ଗଳ କଥା କହିଅଛନ୍ତି ? ଆମ୍ଭମାନେେ କି ଅପରାଧ କରିଅଛୁ ? ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କ ବିରୁଦ୍ଧ ରେ କି ପାପ କରିଅଛୁ ?

ଯିରିମିୟ 40:3

ସଦାପ୍ରଭୁ ତାଙ୍କ କହିବାନୁସା ରେ ସବୁ ଘଟାଇ ଅଛନ୍ତି। ଏହା ଘଟିଲା, କାରଣ ତୁମ୍ଭର ଲୋକମାନେ ତାଙ୍କର କଥା ମାନିଲେ ନାହିଁ ଓ ପାପ କଲେ।

ଯିରିମିୟଙ୍କ ବିଳାପ 2:15

ପଥିକମାନେ ତୁମ୍ଭର ଦୁରାବସ୍ଥା ରେ ହାତତାଳି ଦିଅନ୍ତି। ସମାନେେ ଗ୍ରୀସ୍ ଶବ୍ଦ କରି ୟିରୁଶାଲମର କନ୍ଯା ପ୍ରତି ମସ୍ତକ ହଲାଇ କହନ୍ତି, ଏ କ'ଣ ସହେି ନଗରୀ ଯାହାକୁ ଲୋକମାନେ 'ସୌନ୍ଦର୍ୟ୍ଯମଯୀ ନଗରୀ' ଓ 'ସମଗ୍ର ପୃଥିବୀର ଆନନ୍ଦ ସ୍ବରୂପ' ବୋଲି କହୁଥିଲେ ?

ଯିରିମିୟଙ୍କ ବିଳାପ 4:12

ବିପକ୍ଷ ଲୋକ ଓ ଶତ୍ରୁ ଯେ ୟିରୁଶାଲମର ଦ୍ବାର ସମୂହ ରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜଗଣ ଓ ଜଗତବାସୀ କହେି ବିଶ୍ବାସ କରି ନ ଥିଲେ।

ଦାନିଏଲ 9:7

ହେ ସଦାପ୍ରଭୁ, ତୁମ୍ଭେ ପରମ ଧାର୍ମିକ ଓ ଧାର୍ମିକତା ତୁମ୍ଭର ଅଟେ। ମାତ୍ର ଆଜିକାର ନ୍ଯାଯ ରେ ଆମ୍ଭମାନେେ ଲଜ୍ଜାର ପାତ୍ର। ଆଉ ତୁମ୍ଭ ବିରୁଦ୍ଧ ରେ ସତ୍ଯ ଲଙ୍ଘନ ଯୋଗୁଁ ଯିହୁଦାର ଲୋକ ଓ ୟିରୁଶାଲମ ନିବାସୀ, ତୁମ୍ଭ ଦ୍ବାରା ବିତାଡିତ ସମସ୍ତ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇଶ୍ରାୟେଲ ଲୋକ ଲଜ୍ଜାର ପାତ୍ର।

Interlinear

Choose Theme