ତୁମ୍ଭମାନେେ ପ୍ରେତ୍ୟକକ ଆପଣା ପ୍ରତିବେଶୀକି ଓ ଆପଣା ଭ୍ରାତାକୁ ପଚାରିବ, 'ସଦାପ୍ରଭୁ କି ଉତ୍ତର ଦଇେଅଛନ୍ତି ?' 'ସଦାପ୍ରଭୁ କି କଥା କହିଅଛନ୍ତି ?'
Cross references
ପରମେଶ୍ବର ତାଙ୍କର ଅନୁସରଣକାରୀଙ୍କୁ ଶୀଘ୍ର ରକ୍ଷା କରିବେ। ଆମ୍ଭେ ଖୁବ୍ ଶୀଘ୍ର ଆମ୍ଭ ଦେଶରେ ସମ୍ମାନର ସହ ବାସ କରିବୁ।
ପରମେଶ୍ବରଙ୍କୁ ଜାଣିବାକୁ ସମାନେେ ଆପଣା ଆପଣା ପ୍ରତିବେଶୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦବେେ ନାହିଁ। କାରଣ ସଦାପ୍ରଭୁ କହନ୍ତି େଛାଟଠାରୁ ବଡ଼ ପର୍ୟ୍ଯନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେ ହତେୁ ଆମ୍ଭେ ସମାନଙ୍କେର ଅପରାଧ କ୍ଷମା କରିବା ଓ ସମାନଙ୍କେର ପାପ ଆଉ ସ୍ମରଣ କରିବା ନାହିଁ।
ହେ ଯିହୁଦା, ତୁମ୍ଭେ ଆମ୍ଭକୁ ପ୍ରାର୍ଥନା କର ଏବଂ ଆମ୍ଭେ ତୁମ୍ଭକୁ ଉତ୍ତର ଦବୋ। ଆମ୍ଭେ ତୁମ୍ଭକୁ ଗୁପ୍ତ ଓ ମହତ୍ ବିଷଯ ଶୁଣାଇବା, ଯାହା ତୁମ୍ଭେ ଜାଣି ନାହଁ।
ତା'ପ ରେ ଯିରିମିୟ ଭବିଷ୍ଯଦବକ୍ତା ସମାନଙ୍କେୁ କହିଲେ, ମୁଁ ତୁମ୍ଭମାନଙ୍କର କଥା ଶୁଣିଲି। ଆଉ ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସା ରେ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହାବି ଉତ୍ତର ଦବେେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି। ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ ରଖିବି ନାହିଁ।
ଏହାପରେ ପୁନର୍ବାର କହେି ନଜ ଭାଇ ବା ପରମେଶ୍ବରଙ୍କ ଅନ୍ଯଲୋକମାନଙ୍କୁ ଶିକ୍ଷା ଦବେେ ନାହିଁ କିମ୍ବା ପ୍ରଭୁଙ୍କୁ ଜାଣିବା ନିମନ୍ତେ କିଛି କହିବା ଆବଶ୍ଯକ ହବେ ନାହିଁ, କାହିଁକି ? କାରଣ ସାନଠାରୁ ବଡ଼ ପର୍ୟ୍ଯନ୍ତ ସମାନେେ ସମସ୍ତେ ମାେତେ ଜାଣିବେ।