ତୁମ୍ଭମାନେେ ପୁଣି ଉଲ୍ଲେଖ କରିବା ଉଚିତ୍ ନୁହଁ ଯେ, 'ସଦାପ୍ରଭୁଙ୍କର ବାର୍ତ୍ତା' ବୋଝ ବୋଲି। କାରଣ ତୁମ୍ଭମାନେେ ପ୍ରେତ୍ୟକକ ନିଜକୁ ଯାହା କହୁଛ ତାହା ବୋଝ। ତୁମ୍ଭେ ଜୀବିତ ପରମେଶ୍ବରଙ୍କ ବାକ୍ଯକୁ କଦର୍ଥ କରିଅଛ।
Cross references
ଅଗ୍ନି ମଧ୍ଯରକ୍ସ୍ଟ ଜୀବନ୍ତ ପରମେଶ୍ବର କାହିବାର କହେି ଶକ୍ସ୍ଟଣି ନାହାନ୍ତି। ଯେପରି ଆମ୍ଭମାନେେ ଶକ୍ସ୍ଟଣିଛକ୍ସ୍ଟ ଓ ବଞ୍ଚିଛକ୍ସ୍ଟ।
ଦାଉଦ ସଠାେରେ ଠିଆ ହାଇେଥିବା ଲୋକମାନଙ୍କୁ ପଚାରିଲେ, ସେ କ'ଣ କହିଲା? ଯେଉଁଲୋକ ଏହି ପଲେଷ୍ଟୀୟକକ୍ସ୍ଟ ବଧ କରି ଏବଂ ଇଶ୍ରାୟେଲର ଏହି ଅପମାନ ଦୂର କରିବ, ତାହାପ୍ରତି କ'ଣ କରାୟିବ? କିଏ ଏହି ଅସକ୍ସ୍ଟନ୍ନତ ପଲେଷ୍ଟୀୟ ୟିଏ ଜୀବିତ ପରମେଶ୍ବରଙ୍କ ସୈନ୍ଯ ଛାଉଣୀକି ଅବମାନନା କରିବାକୁ ସାହାସ କରେ।
ମୁ ସିଂହ ଓ ଭାଲକ୍ସ୍ଟ ଉଭୟଙ୍କକ୍ସ୍ଟ ବଧ କରିଛି ଏବଂ ମୁ ମଧ୍ଯ ଗଲିଯାତକକ୍ସ୍ଟ ସହେିପରି ବଧ କରିବି। ଗଲିଯାତ ମରିବ କାରଣ ସେ ଜୀବିତ ପରମେଶ୍ବରଙ୍କର ସୈନ୍ଯକକ୍ସ୍ଟ ତକ୍ସ୍ଟଚ୍ଛ କରିଅଛି।
ଅଶୂରର ରାଜା ଜୀବନ୍ତ ସଦାପ୍ରଭୁଙ୍କ ବିଷଯ ରେ ମନ୍ଦକଥା କରିବାକୁ ତାଙ୍କର ସନୋଧ୍ଯକ୍ଷଙ୍କୁ ପଠାଇଲେ। ହାଇପୋ ରେ ସଦାପ୍ରଭୁ ଶୁଣିପାରନ୍ତି, ଯାହା ସନୋଧ୍ଯକ୍ଷ କହିଲା ଓ ଶତୃକୁ ଦଣ୍ତ ଦବେେ। ଏଣୁ ଦୟାକରି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେଉଁମାନେ ଏପର୍ୟ୍ଯନ୍ତ ଜୀବିତ ଅଛନ୍ତି।'
ସଦାପ୍ରଭୁ ସମାନଙ୍କେର ଓଷ୍ଠ ବନ୍ଦ କରିବେ, ୟିଏ ମିଥ୍ଯା ବାକ୍ଯ ଉଚ୍ଚାରଣ କରେ। ସଦାପ୍ରଭୁ ସମାନଙ୍କେର ଜିହ୍ବା ବନ୍ଦ କରିବେ, ୟିଏ ଗର୍ବର କାହାଣୀ ପ୍ରକାଶ କରେ।
ସମାନଙ୍କେ ନିଜ ଜିହ୍ବା ସମାନଙ୍କେୁ ଧ୍ବଂସର ବିଷଯ ଆଣିବ। ସମାନଙ୍କେୁ ୟିଏ ଦେଖିବେ ସମାନେେ ଦୁଃଖରେ ମୁଣ୍ଡ ହଲାଇବେ।
ହେ ମିଥ୍ଯାବାଦୀମାନେ, ତୁମ୍ଭଙ୍କୁ କ'ଣ ଦିଆୟିବ, ତୁମ୍ଭେ କ'ଣ ପାଇବ ? କ'ଣ ତୁମ୍ଭେ ଜାଣ ?
ପରମେଶ୍ବରଙ୍କ ଆଦେଶ ଅନୁସାରେ ତାଙ୍କ ଲୋକମାନେ ସମାନଙ୍କେର ଶତ୍ରୁମାନଙ୍କୁ ଦଣ୍ଡ ଦବେେ। ଏହା ପରମେଶ୍ବରଙ୍କର ସମସ୍ତ ବିଶସ୍ତ ଅନୁସରଣକାରୀମାନଙ୍କୁ ସମ୍ମାନ ଆଣି ଦବେ। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।
ଯାହାର ହୃଦଯ କୁଟିଳ, ସେ ମଙ୍ଗଳ ପାଏ ନାହିଁ। ଯାହାର ବାକ୍ଯ ଖରାପ ସେ ବିପଦ ରେ ପଡ଼େ।
ଏପରି ଘଟିବାର କାରଣ ୟିରୁଶାଲମ ବିପଥଗାମୀ ହାଇେ ବିନଷ୍ଟ ହାଇେଛି। ଯିହୁଦା ପରମେଶ୍ବରଙ୍କୁ ଅବଜ୍ଞାକରି ନିପତିତ ହାଇେଛି। ସମାନଙ୍କେର ବାକ୍ଯ ଓ କାର୍ୟ୍ଯ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କରୁଛି। ସମାନେେ ସଦାପ୍ରଭୁଙ୍କ ମହିମା ରେ ଉପହାସ କରୁଛନ୍ତି।
ତେଣୁ ପରମେଶ୍ବର ବାକ୍ଯ ବିଦେଶୀ ଭାଷା ରେ କୁହାୟାଏ :
ବର୍ତ୍ତମାନ ଆଉ ତୁମ୍ଭମାନେେ ସିନ୍ଦୁକ ହୁଅ ନାହିଁ। ଯଦି ତୁମ୍ଭେ ତାହା କର, ତୁମ୍ଭ ଚାରି ପାଖ ରେ ଥିବା ବନ୍ଧନ ରଜ୍ଜୁ ଦୃଢ଼ ହବେ।
ମାତ୍ର ସଦାପ୍ରଭୁ ସତ୍ଯ ପରମେଶ୍ବର ଅଟନ୍ତି। ସେ ଜୀବନ୍ତ ପରମେଶ୍ବର ଓ ଅନନ୍ତକାଳସ୍ଥାଯୀ ରାଜା। ଯେତବେେଳେ ସେ କୋପ କରନ୍ତି ପୃଥିବୀ କିତ ହୁଏ। ବିଦେଶୀ ରାଷ୍ଟ୍ର ତାଙ୍କ କୋର୍ଧ ସହ୍ଯ କରିପାରିବେ ନାହିଁ।
କିନ୍ତୁ ମୁଁ ତୁମ୍ଭକୁ କହିଛି ଲୋକମାନେ ଅଜାଗ୍ରତ ଭାବରେ କିଛି କହିଥିବା ପ୍ରେତ୍ୟକକ ଶବ୍ଦପାଇଁ ବିଚ଼ାର ଦିନ ରେ ସମାନଙ୍କେୁ ଉତ୍ତର ଦବୋକୁ ହବେ।
ତା'ପରେ ରାଜା ସହେି ଚାକରକୁ କହିଲେ, 'ତୁମ୍ଭେ ଜଣେ ଦୁଷ୍ଟ ଚାକର। ତୁମ୍ଭେ ମାେ ପ୍ରତି ବ୍ଯବହାର କରିଥିବା ଭାଷା ରେ ମୁଁ ତୁମ୍ଭରି ବିଚାର କରିବି। ତୁମ୍ଭେ କହିଛ ଯେ, ମୁଁ ଜଣେ କଠାେର ବ୍ଯକ୍ତି। ପୁଣି କହିଛ ଯେ ମୁଁ ଅର୍ଜ୍ବନ ନକରି ଟଙ୍କା ନିଏ ଓ ଉତ୍ପନ୍ନ ନକରି ମଧ୍ଯ ଖାଦ୍ୟଶସ୍ଯ ସଂଗ୍ରହ କରେ।'
ହେ ଲୋକମାନେ ତୁମ୍ଭମାନେେ ଏପରି କାହିଁକି କରୁଛ? ଆମ୍ଭେ ତୁମ୍ଭମାନଙ୍କ ପରି କବଳେ ମଣିଷ। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚ଼ାର କହିବା ପାଇଁ ଆସିଛୁ। ତୁମ୍ଭମାନଙ୍କୁ ଏହି ମୂଲ୍ଯହୀନ ବିଷୟଗୁଡ଼ିକ ଠାରୁ ଦୂ ରଇେ ରହି ଜୀବନ୍ତ ପରମେଶ୍ବରଙ୍କ ଆଡ଼କୁ ଫରୋଇବା ପାଇଁ ଆମ୍ଭେ ଆସିଛୁ। ସହେି ପରମେଶ୍ବର ଆକାଶ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ଯସ୍ତ ବିଷୟ ସୃଷ୍ଟି କରିଛନ୍ତି।
ପ୍ରକୃତ ରେ ଆଉ ଅନ୍ୟ କୌଣସି ସୁସମାଚାର ନାହିଁ। କିନ୍ତୁ କେତକେ ଲୋକ ତୁମ୍ଭମାନଙ୍କୁ ବିଭ୍ରାନ୍ତ କରାଇ ଖ୍ରୀଷ୍ଟଙ୍କ ସୁସମାଚାରକୁ ପରିବର୍ତ୍ତନ କରିବା ପାଇଁ ଚେଷ୍ଟା କରୁଛନ୍ତି।
ପ୍ରେତ୍ୟକକ ଲୋକ ନିଜ ନିଜର ଦାଯିତ୍ବ ବହନ କରିବା ଉଚିତ୍।
ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ, ଯେପରି ଭଲ ଭାବରେ ତୁମ୍ଭମାନେେ ଆମ୍ଭମାନଙ୍କୁ ଗ୍ରହଣ କରିଥିଲ, ସେ ବିଷୟ ରେ ସର୍ବତ୍ର ଲୋକମାନେ କଥାବାର୍ତ୍ତା ହେଉଛନ୍ତି। ତୁମ୍ଭମାନେେ କିପରି ମୂର୍ତ୍ତିପୂଜା ବନ୍ଦ କରି, ଜୀବିତ ଓ ପ୍ରକୃତ ପରମେଶ୍ବରଙ୍କ ସବୋ କରିବା ପାଇଁ ପରିବର୍ତ୍ତିତ ହେଲ, ସେ ବିଷୟ ରେ ସମାନେେ କହନ୍ତି।
ଏହି ଭଣ୍ଡ ଶିକ୍ଷକମାନେ ପାଣି ନ ଥିବା ନଈ ଭଳି, ସମାନେେ ପ୍ରଚଣ୍ଡ ଝଡ଼ ରେ ଉଡ଼ୁଥିବା ମେଘଗୁଡ଼ାକ ଭଳି, ସମାନଙ୍କେ ନିମନ୍ତେ ଘାରେ ଅନ୍ଧକାର ସ୍ଥାନ ରଖା ଯାଇଅଛି।
ନିଜର ସମସ୍ତ ପତ୍ରଗୁଡ଼ିକରେ ପାଉଲ ଏହିକଥା ଲେଖନ୍ତି। େ ବେଳବେଳେ ପାଉଲଙ୍କ ପତ୍ର ରେ କେତକେ କଥା ବୁଝିବା ପାଇଁ କଷ୍ଟକର ହୁଏ। େକେତେଲାକ ସହେି କଥାଗୁଡ଼ିକୁ ଭୁଲ ଭାବରେ ବ୍ଯାଖ୍ଯା କରନ୍ତି। ସମାନେେ ମୂର୍ଖ ଓ ବିଶ୍ବାସ ରେ ଦୁର୍ବଳ। ସହେି ଲୋକମାନେ ଅନ୍ୟ ଶାସ୍ତ୍ରଗୁଡ଼ିକୁ342 ମଧ୍ଯ ଭୁଲଭାବେ ବୁଝାଇଥାନ୍ତି। କିନ୍ତୁ ଏପରି କରିବା ଦ୍ବାରା ସମାନେେ ନିଜର ଅନିଷ୍ଟ କରୁଛନ୍ତି।
ପ୍ରଭୁ ପ୍ରେତ୍ୟକକ ଲୋକଙ୍କର ବିଚାର କରିବେ। ସେ ପରମେଶ୍ବରଙ୍କ ବିରୋଧୀ ପ୍ରେତ୍ୟକକ ଲୋକଙ୍କୁ ବିଚାର କରିବାକୁ ଓ ଦଣ୍ଡ ଦବୋକୁ ଆସୁଛନ୍ତି। ସେ ପରମେଶ୍ବରଙ୍କର ବିରୁଦ୍ଧ ରେ ଦୁଷ୍କର୍ମ କରିଥିବା ପ୍ରେତ୍ୟକକ ଲୋକଙ୍କୁ ଦଣ୍ଡ ଦବେେ। ଯେଉଁମାନେ ପରମେଶ୍ବରଙ୍କ ବିରୋଧୀ, ସହେି ପାପୀମାନଙ୍କୁ ପରମେଶ୍ବର ଦଣ୍ଡ ଦବେେ। ପରମେଶ୍ବରଙ୍କ ବିରୁଦ୍ଧ ରେ ମନ୍ଦକଥା କହିବା ହତେୁ ସେ ସମାନଙ୍କେୁ ଦଣ୍ଡ ଦବେେ।