Home Bibles ☰ Books ଯିରିମିୟ 24:3 · ଓଡ଼ିଆ ବାଇବେଲ
ଯିରିମିୟ 24:3 · ଓଡ଼ିଆ ବାଇବେଲ

ସଦାପ୍ରଭୁ ମାେତେ ପଚାରିଲେ, ହେ ଯିରିମିୟ, ତୁମ୍ଭେ କ'ଣ ଦେଖୁଛ ? ମୁଁ ଉତ୍ତର କଲି, ଡ଼ିମ୍ବିରି ଫଳ, ଉତ୍ତମ ଡ଼ିମ୍ବିରି ଅତି ଉତ୍ତମ ଓ ମନ୍ଦ ଡ଼ିମ୍ବିରି ଏତେ ମନ୍ଦ ଯେ ତାହା ଭୋଜନ ଯୋଗ୍ଯ ନୁହେଁ।

Cross references

ପ୍ରଥମ ଶାମୁୟେଲ 9:9

ଶାଉଲ ଗ୍ଭକରକକ୍ସ୍ଟ କହିଲେ,

ଯିରିମିୟ 1:11

ଏହାପ ରେ ସଦାପ୍ରଭୁଙ୍କର ଏହି ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ଯଥା, ହେ ଯିରିମିୟ, ତୁମ୍ଭେ କଅଣ ଦେଖୁଅଛ ?

ଯିରିମିୟ 1:12

ସଦାପ୍ରଭୁ ମାେତେ କହିଲେ, ତୁମ୍ଭେ ଠିକ୍ ଦେଖୁଅଛ କାରଣ ଆମ୍ଭେ ଦେଖୁଅଛୁ ଯେ, ଆମ୍ଭର ବାକ୍ଯ ସଫଳ କରାୟାଇଛି।

ଯିରିମିୟ 1:13

ପୁଣି ଦ୍ବିତୀୟ ଥର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ତାହା ହେଲା, ହେ ଯିରିମିୟ, ତୁମ୍ଭେ କ'ଣ ଦେଖୁଅଛ ?

ଆମୋଷ 7:8

ସଦାପ୍ରଭୁ ମାେତେ କହିଲେ, ହେ ଆମାଷେ କ'ଣ ଦେଖୁଛ?

ଆମୋଷ 8:2

ସଦାପ୍ରଭୁ ମାେତେ ପଚାରିଲେ, ହେ ଆମାଷେ, ତୁମ୍ଭେ କ'ଣ ଦେଖୁଛ?

ଯିଖରିୟ 4:2

ତାହାପ ରେ ସହେି ସ୍ବର୍ଗଦୂତ ମାେତେ ପଚାରିଲେ, ତୁମ୍ଭେ କ'ଣ ଦେଖୁଛ?

ଯିଖରିୟ 5:2

ସହେି ସ୍ବର୍ଗଦୂତ ମାେତେ ପ୍ରଶ୍ନ କଲେ, ତୁମ୍ଭେ କ'ଣ ଦେଖୁଛ?

ଯିଖରିୟ 5:5

ମାେ ସହିତ ଆଳାପ କରୁଥିବା ସ୍ବର୍ଗଦୂତ ବାହାରକୁ ଆସିଲେ। ମାେତେ କହିଲେ, ଦେଖ, କ'ଣ ଆସୁଥିବାର ଦେଖୁଛ?

ମାଥିଉଲିଖିତ ସୁସମାଚାର 25:32

ମନୁଷ୍ଯପୁତ୍ରଙ୍କ ଆଗ ରେ ଜଗତର ସବୁ ଲୋକେ ଏକାଠି ହବେେ। ତାପରେ ମନୁଷ୍ଯପୁତ୍ର ସବୁ ଲୋକଙ୍କୁ ଦୁଇଟି ଦଳ ରେ ବାଣ୍ଟି ଦବେେ। ଜଣେ ଜଗୁଆଳ ଯେପରି ଛଳେିମାନଙ୍କ ଭିତରୁ ମେଣ୍ଢାମାନଙ୍କୁ ଅଲଗା କରିଦିଏ ଏହା ଠିକ୍ ସହେିପରି ଅଟେ।

Interlinear

Choose Theme