ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କହନ୍ତି, ଯେଉଁମାନେ ଯିହୁଦାର ବନ୍ଦୀରୂପେ ନିଆଗେଲ, ଏହିସବୁ ଉତ୍ତମ ଡ଼ିମିରି ତୁଲ୍ଯ। ମୁଁ ସମାନଙ୍କେୁ ଉତ୍ତମ ବୋଲି ବିବଚେନା କରିବି। ଯେଉଁମାନଙ୍କୁ ମୁଁ ଏହି ସ୍ଥାନରୁ କଲଦୀଯମାନଙ୍କ ଭୂମିକୁ ତଡ଼ି ଦଇେଛି।
Cross references
ସମାନେେ ପ୍ରକୃତ ରେ ପାପୀ, ମାତ୍ର ଯଦି ସମାନେେ ସାହାୟ୍ଯ ନିମନ୍ତେ ଆମ୍ଭ ନିକଟକୁ ଆସନ୍ତି, ଆମ୍ଭେ ସମାନଙ୍କେ ପ୍ରତି ବିମୁଖ ହବୋ ନାହିଁ, ସମାନେେ ଶତୃଗଣଙ୍କ ଦେଶ ରେ ଥିଲେ ମଧ୍ଯ ଆମ୍ଭେ ସମାନଙ୍କେ କଥା ଶୁଣିବା, ଆମ୍ଭେ ସମାନଙ୍କେୁ ସମ୍ପୂର୍ଣ୍ଣ ବିନାଶ କରିବା ନାହିଁ କି ସମାନଙ୍କେ ସହିତ ଆପଣା ନିଯମ ଭଙ୍ଗ ନିମନ୍ତେ ସମାନଙ୍କେୁ ଅଗ୍ରାହ୍ଯ କରିବା ନାହିଁ। କିମ୍ବା ସମାନଙ୍କେୁ ଘୃଣା କରିବା ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ଅଟୁ।
ସେ ତକ୍ସ୍ଟମ୍ଭ ପୁର୍ବପୁରୁଷମାନଙ୍କ ମାନ୍ନାଦ୍ବାରା ଅଜ୍ଞାତ ପ୍ରାନ୍ତର ରେ ତୁମ୍ଭକୁ ପ୍ରତିପାଳନ କଲେ। ଏହିପରି ଭାବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କୁ ତୁମ୍ଭେ ସ୍ମରଣ କର।
ହେ ସଦାପ୍ରଭୁ ଯେଉଁ ଲୋକମାନଙ୍କୁ ତୁମ୍ଭେ ଶାସନ କର, ସମାନେେ ଆଶୀର୍ବାଦ ପ୍ରାପ୍ତ ହବେେ। ତୁମ୍ଭେ ଆପଣା ନିଯମରେ ସମାନଙ୍କେୁ ବଞ୍ଚିବାର ଠିକ୍ ମାର୍ଗ ଶିକ୍ଷା ଦିଅ।
ମୁଁ ଦୁଃଖ ଭୋଗିବା ପୂର୍ବରୁ ବହୁତ କୁକର୍ମମାନ କଲି। ମାତ୍ର ମୁଁ ବର୍ତ୍ତମାନ ତୁମ୍ଭର ନିର୍ଦ୍ଦେଶ ଯତ୍ନରେ ମାନୁଅଛି।
ଏହି ୟନ୍ତ୍ରଣା ଭୋଗ କରିବା ମାେ ପାଇଁ ଉତ୍ତମ ଥିଲା, ୟପରେିକି ମୁଁ ତୁମ୍ଭ ବ୍ଯବସ୍ଥା ଶିକ୍ଷା କରିପାରେ।
ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପାଇଁ ଆମ୍ଭେ ଯେଉଁ ସଙ୍କଳ୍ପ କରିଛୁ ତାହା ମଙ୍ଗଳକର ଅଟେ। ମୁଁ ତୁମ୍ଭମାନଙ୍କର ଭବିଷ୍ଯଦ ପୁନଃସ୍ଥାପନ ପାଇଁ ଯୋଜନା କରୁଛି ଏବଂ ତୁମ୍ଭମାନଙ୍କୁ ପୁଣି ନୂଆ ଆଶା ଦବେି।
ତହିଁରେ ସମାନେେ ଆମ୍ଭର ବିଧି ମାନିବେ ଏବଂ ଆମ୍ଭର ନିଯମସବୁ ରଖିବା ପାଇଁ ୟନ୍ତ୍ରବାନ୍ ହବେେ ଏବଂ ସମାନେେ ମଧ୍ଯ ଆମ୍ଭର ଲୋକ ହବେେ ଓ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ।'
ସଦାପ୍ରଭୁ ସର୍ବମଙ୍ଗଳମଯ। ଦୁଃଖ ସମୟରେ ସେ ହେଉଛନ୍ତି ଏକମାତ୍ର ନିରାପଦ ସ୍ଥାନ। ୟିଏ ତାଙ୍କଠା ରେ ଆଶ୍ରଯ ନିଏ, ସେ ତା'ର ଯତ୍ନ ନିଅନ୍ତି।
ତା'ପ ରେ ଆମ୍ଭେ ସହେି ଏକ ତୃତୀଯାଂଶ ଲୋକଙ୍କୁ ଅଗ୍ନି ରେ ପରୀକ୍ଷା କରିବା। ଆମ୍ଭେ ସମାନଙ୍କେୁ ରୂପା ଯେପରି ନିର୍ମଳ ହୁଏ ସହେିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସହେି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସମାନେେ ଡାକିବେ ଏବଂ ଆମ୍ଭେ ସମାନଙ୍କେୁ ଉତ୍ତର ଦବୋ, 'ଏମାନେ ଆମ୍ଭର ଲୋକ', ଆଉ ସମାନେେ କହିବେ, 'ସଦାପ୍ରଭୁ ଆମ୍ଭର ପରମେଶ୍ବର ଅଟନ୍ତି।'
କିନ୍ତୁ ବର ଉତ୍ତର ଦେଲେ, 'ମୁଁ ତୁମ୍ଭକୁ ସତ୍ଯ କହୁଛି, ମୁଁ ତୁମ୍ଭକୁ ଚିହ୍ନିନାହିଁ।'
ମାେ ସ୍ବର ମାେ ମଷେମାନେ ଶୁଣନ୍ତି। ମୁଁ ସମାନଙ୍କେୁ ଜାଣେ ଓ ସମାନେେ ମାେତେ ଅନୁସରଣ କରନ୍ତି।
ଆମ୍ଭେ ଜାଣୁ ଯେ, ଯେଉଁ ମାନେ ତାହାଙ୍କୁ ପ୍ ରମେ କରନ୍ତି ସମାନଙ୍କେ ପାଇଁ ପରମେଶ୍ବର ପ୍ରତକେ ବିଷୟ ରେ ମଙ୍ଗଳ ଜନ୍ମାନ୍ତି।ପରମେଶ୍ବର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହାହିଁ ତାଙ୍କର ଯୋଜନା ଥିଲା।
କିନ୍ତୁ ୟିଏ ପରମେଶ୍ବରଙ୍କୁ ପ୍ ରମେ କରେ, ପରମଶ୍ବର ତାହାର ପରିଚୟ ନିଅନ୍ତି।