ଯିରିମିୟ 25:37 · ଓଡ଼ିଆ ବାଇବେଲ
ପୁଣି ସଦାପ୍ରଭୁଙ୍କର ପ୍ରଚଣ୍ଡ କୋର୍ଧ ଯୋଗୁଁ ଶାନ୍ତିପୂର୍ଣ୍ଣ ଖୁଆଡ଼ସବୁ ଶୂନ୍ଯ ମରୁ ହାଇେଅଛି।
Cross references
ଯିଶାଇୟ 27:10
ସଦେିନ ସହେି ସୁଦୃଢ଼ ପ୍ରାନ୍ତର ତୁଲ୍ଯ ଜନଶୂନ୍ଯ ହବେ। ଏହା ଏକ ମରୁଭୂମିରେ ପରିଣତ ହବେ। ନିର୍ଜନ ଓ ପରିତ୍ଯକ୍ତ ବସତି ସ୍ଥାନ ହବେ। ସେ ସ୍ଥାନ ରେ ଗୋରୁପଲ ଚରିବେ ଓ ଶଯନ କରିବେ ଏବଂ ଦ୍ରାକ୍ଷାର ଶାଖା ଭାଙ୍ଗି ଖାଇବେ।
ଯିଶାଇୟ 32:14
ମାରେ ଲୋକମାନେ ରାଜନଗରୀ ପରିତ୍ଯାଗ କରିବେ ଓ ଜନାକୀର୍ଣ୍ଣ ନଗର ଜନଶୂନ୍ଯ ହବେ। ଗିରି ଓ ପ୍ରହରି ଦୁର୍ଗ ଚିରିକାଳ ଗୁହାମଯ, ବନ୍ଦ ଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହବେ।
ଯିରିମିୟ 12:10
ଅନକେ ମଷେପାଳକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରି ଅଛନ୍ତି। ସମାନେେ ଆମ୍ଭର ଭୂମିକୁ ପଦଦଳିତ କରିଛନ୍ତି। ସମାନେେ ଆମ୍ଭର ମନୋରମ ଭୂମିକୁ ଧ୍ବଂସକରି ପ୍ରାନ୍ତର ରେ ପରିଣତ କରିଅଛନ୍ତି।