ଆଉ ଅନ୍ୟ ଦବଗେଣର ପଶ୍ଚାତଧାବନ କର ନାହିଁ କିଅବା ସମାନଙ୍କେୁ ସବୋ ଓ ପ୍ରଣାମ କର ନାହିଁ। ପୁଣି ଆପଣା ହସ୍ତକୃତ ପ୍ରତିମାଗଣକୁ ପୂଜା କରି ଆମ୍ଭକୁ ବିରକ୍ତ କର ନାହିଁ। ତାହା ହେଲେ ଆମ୍ଭେ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବା ନାହିଁ।
Cross references
ତୁମ୍ଭମାନେେ ମାେ ବ୍ଯତୀତ ଆଉ କୌଣସି ଦବେତାଗଣକୁ ଉପାସନା କରିବ ନାହିଁ।
ତେଣୁ ତୁମ୍ଭମାନେେ ଆମ୍ଭର ପ୍ରତିୟୋଗୀ ଅନ୍ୟ ଦବେତାଗଣ ପ୍ରତିଷ୍ଠା କରିବ ନାହିଁ। ଆପଣାମାନଙ୍କ ପାଇଁ ରେ ୗପ୍ୟମୂର୍ତ୍ତି କିମ୍ବା ସୁନାର ମୂର୍ତ୍ତୀ ନିର୍ମାଣ କରିବ ନାହିଁ।
ତୁମ୍ଭମାନେେ ଅନ୍ୟ ଦବଗେଣର, ତୁମ୍ଭମାନଙ୍କ ଚତକ୍ସ୍ଟର୍ଦ୍ଦିଗସ୍ଥ ଅନ୍ୟ ଦେଶୀଯ ଲୋକଙ୍କ ଦବଗେଣର ପଶ୍ଚାଦଗାମୀ ହବେ ନାହିଁ।
କବେେ ବି ତୁମ୍ଭେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶଓରଙ୍କୁ ଭକ୍ସ୍ଟଲିବ ନାହିଁ। ଅନ୍ୟ ଦବେତାଗଣଙ୍କକ୍ସ୍ଟ ମାନିବ ନାହିଁ କି ତାଙ୍କର ସବୋ କରିବ ନାହିଁ। ଯଦି ତୁମ୍ଭମାନେେ ଏପରି କର, ତବେେ ମୁ ତୁମ୍ଭମାନଙ୍କୁ ସତର୍କ କରାଇଦେଉଛି ତୁମ୍ଭମାନେେ ନିଶ୍ଚିତ ରେ ବିନଷ୍ଟ ହବେ।
ଆଉ ସହେି ଚିହ୍ନ ଓ ଆଶ୍ଚର୍ୟ୍ଯକର୍ମ ଯଦି ସଫଳ ହକ୍ସ୍ଟଏ, ତୁମ୍ଭେ ସମାନଙ୍କେୁ ଜାଣି ନାହିଁ, ଏପରି ଅନ୍ୟ ଦବଗେଣଙ୍କ ବିଷଯ ରେ କ ହେ, 'ଆସ ଆମ୍ଭମାନେେ ସମାନଙ୍କେର ପଶ୍ଚାଦ୍ଗାମି ହବୋ ଓ ସମାନଙ୍କେ ସବୋ କରିବା।'
ଆଜି ମୁ ତୁମ୍ଭକୁ ସଦାପ୍ରଭୁଙ୍କର ଯେଉଁ ଶିକ୍ଷା ଦେଉଅଛି ସେଥିରକ୍ସ୍ଟ କବେେ ବିମକ୍ସ୍ଟଖ ହକ୍ସ୍ଟଅ ନାହିଁ। ତୁମ୍ଭେ ଦକ୍ଷିଣ କି ବାମକକ୍ସ୍ଟ ଫରେିବ ନାହିଁ। ତୁମ୍ଭମାନେେ ଅନ୍ୟ ଦବେତାମାନଙ୍କୁ ଅନକ୍ସ୍ଟସରଣ କିଅବା ଉପାସନା କରିବ ନାହିଁ।
ତକ୍ସ୍ଟମ୍ଭମାନେ ଯଦି ସଦାପ୍ରଭୁଙ୍କୁ ପରିତ୍ଯାଗ କରି ବିଦେଶୀଯ ଦବେତାମାନଙ୍କୁ ସବୋ କର, ତବେେ ସଦାପ୍ରଭୁ ତୁମ୍ଭର ଅମଙ୍ଗଳ କରିବେ। ସେ ତୁମ୍ଭର ମଙ୍ଗଳ କରିଥିଲେ ହେଁ ସେ ତୁମ୍ଭକୁ ସଂହାର କରିବେ।
ଶଲୋମନ ଯେତବେେଳେ ବୃଦ୍ଧ ହେଲେ ତାଙ୍କର ପତ୍ନୀମାନେ ଅନ୍ୟ ଦବେତାଗଣଙ୍କୁ ଅନୁସରଣ କରିବା ପ୍ରଭାବ ପକାଇଲେ। ତାଙ୍କର ପିତା ଦାଉଦଙ୍କ ପରି ସେ ସର୍ବାନ୍ତଃକରଣ ରେ ସଦାପ୍ରଭୁଙ୍କୁ ଅନୁସରଣ କଲେ ନାହିଁ।
ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ଦୃଷ୍ଟି ରେ ପାପ କର୍ମ ରେ ଲିପ୍ତ ରହିଲେ। ସମାନେେ ସମାନଙ୍କେର ପୂର୍ବପୁରୁଷମାନଙ୍କ ଅପେକ୍ଷା ଅଧିକ ପାପକାର୍ୟ୍ଯ କରି ସଦାପ୍ରଭୁଙ୍କୁ କୋପାନ୍ବିତ କରାଇଲେ।
ଇଶ୍ରାୟେଲର ସନ୍ତାନମାନଙ୍କ ସହିତ ସଦାପ୍ରଭୁ ଚୁକ୍ତି କଲେ ଏବଂ ସମାନଙ୍କେୁ ଆଜ୍ଞା ଦେଲେ, ତୁମ୍ଭମାନେେ ଅନ୍ୟ ଦବେତାମାନଙ୍କୁ ନିଶ୍ଚଯ ପୂଜା କରିବ ନାହିଁ କିମ୍ବା ସମାନଙ୍କେର ସବୋ କରିବ ନାହିଁ। ତୁମ୍ଭେ ସମାନଙ୍କେୁ ନିଶ୍ଚଯ ଭୟ କରିବ ନାହିଁ କିମ୍ବା ସମାନଙ୍କେର ସମ୍ମାନାର୍ଥେ ବଳିଦାନ ଉତ୍ସର୍ଗ କରିବ ନାହିଁ।
ତୁମ୍ଭମାନେେ ଯଦି ବିଦେଶୀ, ଅନାଥ ଓ ବିଧବା ପ୍ରତି ଉଚିତ୍ ବ୍ଯବହାର କରିବ, ଯଦି ତୁମ୍ଭମାନେେ ଏ ସ୍ଥାନ ରେ ନିର୍ଦ୍ ଦୋଷ ମାନଙ୍କୁ ହତ୍ଯା ନ କରିବ, ଯଦି ତୁମ୍ଭମାନେେ ଆପଣାର କ୍ଷତି ନିମନ୍ତେ ଅନ୍ୟ ଦବେତାମାନଙ୍କୁ ଅନୁସରଣ ନ କର,
ତୁମ୍ଭମାନେେ କ'ଣ ଚୋରି, ନରହତ୍ଯା, ବ୍ଯଭିଚାର, ମିଥ୍ଯାଶପଥ, ବାଲଦବେ ଉଦ୍ଦେଶ୍ଯ ରେ ଧୂପଦାନ ଓ ତୁମ୍ଭମାନେେ ଜାଣି ନ ଥିବା ଅନ୍ୟ ଦବଗେଣର ପଶ୍ଚାତଗମନ କରିବ ?
ପୁଣି ଆମ୍ଭ ଦୃଷ୍ଟି ରେ ଯାହା ମନ୍ଦ, ଇଶ୍ରାୟେଲ ଓ ଯିହୁଦାର ସନ୍ତାନଗଣ ତାହା ସମାନଙ୍କେ ବାଲ୍ଯକାଳରୁ କରି ଆସୁଛନ୍ତି। ଇଶ୍ରାୟେଲ ସନ୍ତାନଗଣ ନିଜ ହସ୍ତକୃତ ପ୍ରତିମା ପୂଜା କରି କବଳେ ଆମ୍ଭକୁ ବିରକ୍ତ କରିଛନ୍ତି। ଏହା ସଦାପ୍ରଭୁ କହନ୍ତି।
ଆଉ ମଧ୍ଯ ଆମ୍ଭେ ଆମ୍ଭର ସମସ୍ତ ଦାସ ଓ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭ ନିକଟକୁ ପଠାଇଅଛୁ। ଆଉ ସମାନେେ ତୁମ୍ଭମାନଙ୍କୁ ବାରମ୍ବାର କହି ଅଛନ୍ତି, 'ତୁମ୍ଭମାନେେ ନିଜ ନିଜ କୁପଥରୁ ନିବୃତ୍ତ ହୁଅ, ନିଜ ନିଜ ଆଚରଣ ସଂ ଶାଧେନ କର ଓ ଅନ୍ୟ ଦବଗେଣର ସବୋ କରି ସମାନଙ୍କେୁ ଅନୁସରଣ କର ନାହିଁ। ତାହା ହେଲେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭେ ଯେଉଁ ଦେଶ ଦଇେଅଛୁ ତହିଁରେ ତୁମ୍ଭମାନେେ ବାସ କରିବ।' ମାତ୍ର ତୁମ୍ଭମାନେେ ତାହା କର୍ଣ୍ଣପାତ କରି ନାହଁ କିଅବା ଆମ୍ଭ ବାକ୍ଯ ରେ ଅବଧାନ କରି ନାହଁ।
ତେଣୁ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ତୁମ୍ଭମାନେେ କାହିଁକି ଏହି ମହାପାପ କରି ନିଜ ନିଜ ଜୀବନକୁ ଆଘାତ କରୁଛ ? ଏହାଦ୍ବାରା ତୁମ୍ଭମାନେେ ନିଜ ନିଜ ସର୍କୀଯ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ଯପାଯୀ ଶିଶୁମାନଙ୍କୁ ଯିହୁଦା ପରିବାରରୁ ବିଚ୍ଛିନ୍ନ କରୁଅଛ। ଆଉ କାହାରିକୁ ଯିହୁଦାର ଅବଶିଷ୍ଟ ରଖୁ ନାହଁ।
ତୁମ୍ଭମାନେେ ଏହି ଯେ ମିଶର ଦେଶ ରେ ପ୍ରବାସ କରିବା ପାଇଁ ଆସିଅଛ, ଏ ସ୍ଥାନ ରେ ଅନ୍ୟ ଦବଗେଣ ଉଦ୍ଦେଶ୍ଯ ରେ ଧୂପ ଜଳାଇ କାହିଁକି ଆପଣା ଆପଣା ହସ୍ତକୃତ କର୍ମଦ୍ବାରା ଆମ୍ଭକୁ ବିରକ୍ତ କରୁଅଛ ? ତୁମ୍ଭମାନେେ ବିନଷ୍ଟ ହବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ମଧିଅରେ ଅଭିଶପ୍ତ ଓ ନିନ୍ଦାର ପାତ୍ର ହବେ।