Home Bibles ☰ Books ଯିରିମିୟ 25:8 · ଓଡ଼ିଆ ବାଇବେଲ
ଯିରିମିୟ 25:8 · ଓଡ଼ିଆ ବାଇବେଲ

ତେଣୁ ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଆମ୍ଭ ବାକ୍ଯ ପ୍ରତି ଧ୍ଯାନ ଦେଉ ନାହଁ।

Cross references

ଦିତୀୟ ବଂଶାବଳୀ 24:19

ଲୋକମାନଙ୍କୁ ସଦାପ୍ରଭୁଙ୍କ ପ୍ରତି ଫରୋଇ ଆଣିବାକୁ ପରମେଶ୍ବର ସମାନଙ୍କେ ନିକଟକୁ ଭବିଷ୍ଯତ୍ବକ୍ତାମାନଙ୍କୁ ପ୍ ରରଣେ କଲେ। ଭବିଷ୍ଯତ୍ବକ୍ତାମାନେ ଲୋକମାନଙ୍କୁ ସାବଧାନ କରାଇ ଦେଲେ। କିନ୍ତୁ ଲୋକମାନେ ଶୁଣିବାକୁ ମନା କଲେ।

ଯିଶାଇୟ 42:24

ଯାକୁବକୁ ଲୁଣ୍ଠିତ ହବୋ ପାଇଁ ଇଶ୍ରାୟେଲକୁ ଅପହରଣ କରିବା ପାଇଁ କିଏ ଅପହରଣକାରୀଙ୍କ ହସ୍ତ ରେ ସମର୍ପଣ କଲେ ? ଏସବୁ ସଦାପ୍ରଭୁ ହିଁ କରାଇଲେ। କାରଣ ଆମ୍ଭମାନେେ ତାଙ୍କ ବିରୁଦ୍ଧ ରେ ପାପ କରିଅଛୁ ଓ ତାଙ୍କ ଦର୍ଶିତ ପଥରେ ଗମନ କରି ନାହୁଁ। ଇଶ୍ରାୟେଲର ଲୋକମାନେ ମଧ୍ଯ ତାଙ୍କ ବାକ୍ଯ ଶୁଣି ନାହାଁନ୍ତି।

ଯିରିମିୟ 19:15

ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ' ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧ ରେ ଯେଉଁ ଦଣ୍ଡାଜ୍ଞା କହିଅଛୁ, ସେସବୁ ସମାନଙ୍କେ ପ୍ରତି ଘଟାଇବା କାରଣ ସମାନେେ ମାରେ ବାକ୍ଯ ନ ମାନି ଅବାଧ୍ଯ ହାଇେଅଛନ୍ତି।'

ଯିରିମିୟ 22:21

ଆମ୍ଭେ ତୁମ୍ଭର ସୌଭାଗ୍ଯ ସମୟରେ ତୁମ୍ଭକୁ କଥା କହିଲୁ ଓ ତୁମ୍ଭକୁ ସାବଧାନ କଲୁ। ମାତ୍ର ତୁମ୍ଭେ ଶୁଣିବ ନାହିଁ ବୋଲି କହିଲ। ଆମ୍ଭ ବାକ୍ଯ ପ୍ରତି ତୁମ୍ଭେ ବାଲ୍ଯାବସ୍ଥାରୁ ଅବଧାନ କରି ନାହଁ।

ଯିରିମିୟ 29:19

କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରଭାତ ରେ ଉଠି ଆମ୍ଭର ଭବିଷ୍ଯଦବକ୍ତାଗଣଙ୍କୁ ସମାନଙ୍କେ ନିକଟକୁ ପଠାଇ ଯାହା କହିଲୁ, ସମାନେେ ତାହା ପ୍ରତି କର୍ଣ୍ଣପାତ କଲେ ନାହିଁ। ପୁଣି ସଦାପ୍ରଭୁ କହନ୍ତି, ସମାନଙ୍କେ ନିକଟକୁ ବାରମ୍ବାର ଆମ୍ଭର ଦାସକୁ ପଠାଇ ଯାହା କହିଲୁ, ସମାନେେ ଆମ୍ଭର ବାକ୍ଯ ଶୁଣିଲେ ନାହିଁ।

ଯିଖରିୟ 1:4

ସଦାପ୍ରଭୁ ପୁଣି କହିଲେ, ତୁମ୍ଭମାନେେ ତୁମ୍ଭ ପୂର୍ବପୁରୁଷଗଣଙ୍କ ପରି ବ୍ଯବହାର କର ନାହିଁ। ପୂର୍ବ ଭବିଷ୍ଯଦ୍ବକ୍ତାଗଣ ସମାନଙ୍କେୁ କହିଛନ୍ତି, 'ସର୍ବଶକ୍ତିମାନ ସଦାପ୍ରଭୁ ଇଚ୍ଛା କରନ୍ତି ତୁମ୍ଭମାନେେ ଡୀବନଧାରଣର କୁପଥ ବଦଳାଅ ଓ କୁକର୍ମରୁ ନିବୃତ୍ତ ହୁଅ।' କିନ୍ତୁ ତୁମ୍ଭର ସହେି ପୂର୍ବପୁରୁଷଗଣ ଆମ୍ଭେ ବାକ୍ଯ ଶୁଣିଲେ ନାହିଁ। ସଦାପ୍ରଭୁ ଏହିସବୁ କହନ୍ତି।

Interlinear

Choose Theme