ତା'ପ ରେ ଯାଜକମାନେ ଓ ଭବିଷ୍ଯଦବକ୍ତାମାନେ ଅଧିପତିମାନଙ୍କୁ ଓ ସମସ୍ତ ଲୋକଙ୍କୁ ଏହି କଥା କହିଲେ, ଯିରିମିୟ ପ୍ରାଣଦଣ୍ଡର ଯୋଗ୍ଯ ; କାରଣ ସେ ଏହି ନଗର ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କରିଅଛି, ଏହା ତୁମ୍ଭମାନେେ ସ୍ବକର୍ଣ୍ଣ ରେ ଶୁଣିଅଛ।
Cross references
କିନ୍ତୁ ଯେତବେେଳେ ଜଣେ ଭବିଷ୍ଯଦ୍ବକ୍ତା ମାେ ନାମ ରେ କୌଣସି ଅନକ୍ସ୍ଟଚିତ୍ କଥା କ ହେ, ଯାହା ମୁ ତାଙ୍କୁ କହିବା ପାଇଁ ନିର୍ଦ୍ଦେଶ ଦଇନୋହିଁ। ସହେି ଭବିଷ୍ଯଦ୍ବକ୍ତାର ମୃତକ୍ସ୍ଟ୍ଯଦଣ୍ତ ପାଇବା ଉଚିତ୍। ଏବଂ ଯଦି କେତକେ ଭବିଷ୍ଯଦ୍ବକ୍ତା ଅନ୍ୟ ଦବଗେଣଙ୍କ ନାମ ରେ କହନ୍ତି, ତବେେ ସହେି ଭବିଷ୍ଯଦ୍ବକ୍ତାଗଣ ନିଶ୍ଚଯ ମୃତକ୍ସ୍ଟ୍ଯଦଣ୍ତ ପାଇବେ।
ତେଣୁ ସହରର ସମସ୍ତ ଲୋକ ୟୋଯାଶ ନିକଟକକ୍ସ୍ଟ ଗଲେ ଏବଂ ତାକକ୍ସ୍ଟ କହିଲେ। ତୋର ପକ୍ସ୍ଟଅକକ୍ସ୍ଟ ବାହାର କର, ସେ ବାଲ- ଦବେତାର ୟଜ୍ଞବଦେୀକକ୍ସ୍ଟ ଧ୍ବଂସ କରିଛି ଏବଂ ଆଶରେ ସ୍ତମ୍ଭକକ୍ସ୍ଟ କାଟି ପକାଇଛି ଯାହାକି ୟଜ୍ଞବଦେୀ ନିକଟରେ ଥିଲା। ସେଥିପାଇଁ ତୁମ୍ଭର ପକ୍ସ୍ଟଅ ନିଶ୍ଚିତ ମରିବ।
ହେ ସଦାପ୍ରଭୁ, ମାରେ ବିନାଶ ପାଇଁ ସମାନଙ୍କେର ଯୋଜନା ତୁମ୍ଭେ ଜାଣୁଅଛ। ସମାନଙ୍କେର ଅଧର୍ମ କ୍ଷମା କର ନାହିଁ। ତୁମ୍ଭ ଦୃଷ୍ଟି ରେ ସମାନଙ୍କେର ପାପ ଲୋପ କର ନାହିଁ। ତୁମ୍ଭେ ସମାନଙ୍କେୁ ବିନାଶ କର। ଆପଣା କୋରଧ ସମାନଙ୍କେ ପ୍ରତି ବ୍ଯବହାର କର।
ତେଣୁ ସହେି ଅଧିପତିଗଣ ରାଜାଙ୍କୁ କହିଲେ, ଆମ୍ଭମାନେେ ଅନୁ ରୋଧ କରୁଅଛୁ, ଏହି ଯିରିମିୟକୁ ମୃତ୍ଯୁଦଣ୍ଡ ହେଉ। କାରଣ ସେ ଏହି ନଗରର ଅବଶିଷ୍ଟ ଯୋଦ୍ଧାମାନଙ୍କୁ ଏହି ପ୍ରକାର କଥା କହି ନିରୁତ୍ସାହିତ କରୁଅଛି। ପୁଣି ସେ ଏହି ଲୋକମାନଙ୍କର ମଙ୍ଗଳ ଚାହୁଁ ନାହିଁ, ବରଂ ସମାନଙ୍କେର ଅମଙ୍ଗଳ ଚାହୁଁଛି।
ସମାନେେ କହିଲେ,
ସମସ୍ତେ ଉଠି ଠିଆ ହେଲେ। ସମାନେେ ଯୀଶୁଙ୍କ ପୀଲାତଙ୍କ ପାଖକୁ ନଇଗେଲେ।
ସମାନେେ ଉତ୍ତର ଦେଲେ , ସେ ଜଣେ ମନ୍ଦ ଲୋକ। ସେଥିପାଇଁ ଆମ୍ଭେ ତାହାକୁ ତୁମ୍ଭ ନିକଟକୁ ଆଣିଛୁ।
ୟିଦୂଦୀମାନେ ଉତ୍ତର ଦେଲେ, ଆମ୍ଭର ବ୍ଯବସ୍ଥା ଅନୁସାରେ ସେ ମୃତ୍ଯୁଦଣ୍ଡ ପାଇବା ଉଚିତ କାରଣ ସେ ନିଜକୁ ପରମେଶ୍ବରଙ୍କର ପୁତ୍ର ବୋଲି କହିଅଛି।
ତା'ପରେ ସମାନେେ କେତକେ ଲୋକଙ୍କୁ ଲାଞ୍ଚ ଦଇେ ଏହା କୁହାଇଲେ, ଆମ୍ଭେ ତାହାଙ୍କୁ ପରମେଶ୍ବର ଓ ମାଶାଙ୍କେର ବିରୁଦ୍ଧ ରେ ଖରାପ କଥା କହୁଥିବାର ଶୁଣିଲୁ।
ପାଉଲ ଏକଥା କହିବା ପର୍ୟ୍ଯନ୍ତ ଯିହୂଦୀମାନେ ଶୁଣୁଥିଲେ। ତା'ପରେ ସମାନେେ ସମସ୍ତେ ମିଶି ଖୁବ୍ ଜାରେ ରେ ପାଟି କରି କହିଲେ, ଏ ଲୋକକୁ ପୃଥିବୀରୁ ଦୂର କର। କାରଣ ସେ ବଞ୍ଚିରହିବା ପାଇଁ ଯୋଗ୍ଯ ନୁହଁ।
ଏବେ ମୁଁ ଆପଣଙ୍କର ଅଧିକ ସମୟ ନଷ୍ଟ କରିବାକୁ ଇଚ୍ଛା ନକରି, ସଂକ୍ଷପରେେ ଆମ୍ଭ କଥା କହିବି। ତେଣୁ ଆପଣ ର୍ଧୈୟ୍ଯ ଧରି ଆମ୍ଭ କଥା ଶୁଣନ୍ତୁ।
ସଠାେରେ ମୁଖ୍ଯ ଯାଜକମାନେ ଓ ଅନ୍ୟ ଯିହୂଦୀ ନେତାମାନେ ତାହାଙ୍କୁ ସାକ୍ଷାତ କରି ପାଉଲଙ୍କ ବିରୁଦ୍ଧ ରେ ସମାନଙ୍କେର ଅଭିଯୋଗ ଆଗତ କଲେ।