ତେଣୁ ତୁମ୍ଭମାନେେ ନିଜ ନିଜ ଆଚରଣ ଓ କ୍ରିଯା ବଦଳାଅ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଆଜ୍ଞା ପାଳନ କର। ତାହା ହେଲେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ଯେଉଁ ଅମଙ୍ଗଳର କଥା କହିଛନ୍ତି, ତାହା କରିବାରୁ ସେ ନିବୃତ୍ତ ହବେେ।
Cross references
ତେଣୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଧ୍ବଂସ କରିବାରୁ ମନ ପରିବର୍ତ୍ତନ କଲେ।
ସଦାପ୍ରଭୁ ତାଙ୍କର ଲୋକମାନଙ୍କର ବିଗ୍ଭର କରିବେ। କାରଣ ସମାନେେ ତାଙ୍କର ଦାସ। ସଦାପ୍ରଭୁ ସମାନଙ୍କେୁ ବିନାଶ କରିବା ବିଷଯ ରେ ନିଜ ମନ ପରିବର୍ତ୍ତନ କରିବେ। କାରଣ ସେ ଦେଖିବେ ଯେ ତାଙ୍କର ଶକ୍ତି ଗ୍ଭଲିୟାଇଛି ଏବଂ ସମାନେେ କିଛି ନକ୍ସ୍ଟହଁ, କବଳେ ଆତ୍ମରକ୍ଷାହୀନ ଓ ଭୀତସ୍ରତ।
ସଦାପ୍ରଭୁ ଯେତବେେଳେ ସମାନଙ୍କେ ନିମନ୍ତେ ଜଣେ ବିଗ୍ଭରକର୍ତ୍ତାଙ୍କକ୍ସ୍ଟ ବାଛିଲେ, ସେ ତାଙ୍କ ସଙ୍ଗ ରେ ଥିଲେ ଓ ସେ ସମାନଙ୍କେୁ ବିଗ୍ଭରକର୍ତ୍ତାର ଜୀବନକାଳ ପର୍ୟ୍ଯନ୍ତ ସମାନଙ୍କେର ଶତୃମାନଙ୍କଠାରକ୍ସ୍ଟ ରକ୍ଷା କଲେ। ସଦାପ୍ରଭୁ ସମାନଙ୍କେ ପ୍ରତି ସଦଯ ହେଲେ, ଯେପରି ସମାନେେ ଦକ୍ସ୍ଟଃଖ ଓ ତାଡନା ରେ ଆସକ୍ତ ଥିଲେ।
ଯଦି ତୁମ୍ଭମାନେେ ମାରେ ବାକ୍ଯ ପ୍ରତି ଧ୍ଯାନ ଦବେ ଓ ମାରେ ଆଜ୍ଞାବହ ହବେ ତବେେ ତୁମ୍ଭମାନେେ ଦେଶ ରେ ଉତ୍ତମ ଫଳ ଭୋଗ କରିବ।
ଦୁଷ୍ଟାଚାରୀ ତା'ର ମନ୍ଦକାର୍ୟ୍ଯ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ଯାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫରେିଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦବେେ। ତାକୁ ପରମେଶ୍ବରଙ୍କ ପାଖକୁ ଫରେିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।
ଇଶ୍ରାୟେଲର ପରମେଶ୍ବର ସୈନ୍ଯାଧିପତି ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭମାନେେ ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ୟ୍ଯ କର। ତାହା ହେଲେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନ ରେ ବାସ କରାଇବା।
ତବେେ ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭ ଦତ୍ତ ଦେଶ ଅନନ୍ତକାଳ ପର୍ୟ୍ଯନ୍ତ ଉପ ଭୋଗ କରିବାକୁ ଦବୋ।
ମାତ୍ର ଯଦି ସହେି ଗୋଷ୍ଠୀ ଆପଣା ଆପଣା ଦୁଷ୍କର୍ମରୁ ଫରନ୍େତି ତବେେ ଆମ୍ଭେ ସମାନଙ୍କେ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନ ରେ ସ୍ଥିର କରିଥିଲୁ, ସେଥିରୁ ଆମ୍ଭେ କ୍ଷାନ୍ତ ହବୋ।
ସମାନେେ ହୁଏତ ଆମ୍ଭର କଥାପ୍ରତି ଧ୍ଯାନ ଦବେେ ଓ ଆମ୍ଭର ଆଜ୍ଞା ପାଳନ କରିବେ। ହାଇପୋ ରେ ସମାନେେ କୁପଥରୁ ଫରେିବେ। ତାହା ହେଲେ ଆମ୍ଭେ ସମାନଙ୍କେର ଦୁଷ୍ଟତା ଯୋଗୁଁ ସମାନଙ୍କେ ପ୍ରତି ଯେଉଁ ଦଣ୍ଡ ଦବୋକୁ ମନସ୍ଥ କରିଅଛୁ, ସେଥିରୁ ନିବୃତ୍ତ ହବୋ।
ଯିହୁଦାର ରାଜା ହିଜକିଯ ଓ ଯିହୁଦାର ସମସ୍ତ ଲୋକ ମୀଖାକୁ ବଧ କରି ନ ଥିଲେ। ହିଜକିଯ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ। ତେଣୁ ସଦାପ୍ରଭୁ ସମାନଙ୍କେ ବିରୁଦ୍ଧ ରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ ସେ ନିବୃତ୍ତ ହେଲେ। ଯଦି ଆମ୍ଭମାନେେ ଯିରିମିୟଙ୍କ ପ୍ରତି କିଛି କରୁ, ତବେେ ଆମ୍ଭମାନଙ୍କ ପ୍ରାଣର ପ୍ରତିକୂଳ ରେ ଅମଙ୍ଗଳ କରୁଅଛୁ।
ଆଉ ମଧ୍ଯ ଆମ୍ଭେ ଆମ୍ଭର ସମସ୍ତ ଦାସ ଓ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭ ନିକଟକୁ ପଠାଇଅଛୁ। ଆଉ ସମାନେେ ତୁମ୍ଭମାନଙ୍କୁ ବାରମ୍ବାର କହି ଅଛନ୍ତି, 'ତୁମ୍ଭମାନେେ ନିଜ ନିଜ କୁପଥରୁ ନିବୃତ୍ତ ହୁଅ, ନିଜ ନିଜ ଆଚରଣ ସଂ ଶାଧେନ କର ଓ ଅନ୍ୟ ଦବଗେଣର ସବୋ କରି ସମାନଙ୍କେୁ ଅନୁସରଣ କର ନାହିଁ। ତାହା ହେଲେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭେ ଯେଉଁ ଦେଶ ଦଇେଅଛୁ ତହିଁରେ ତୁମ୍ଭମାନେେ ବାସ କରିବ।' ମାତ୍ର ତୁମ୍ଭମାନେେ ତାହା କର୍ଣ୍ଣପାତ କରି ନାହଁ କିଅବା ଆମ୍ଭ ବାକ୍ଯ ରେ ଅବଧାନ କରି ନାହଁ।
ମୁଁ ତାଙ୍କ ଉପରକୁ ବିପର୍ୟ୍ଯଯ ଆଣିବାର ଯୋଜନା ଶୁଣିଲା ପ ରେ ଏହା ଏପରି ହାଇପୋ ରେ, ସମାନେେ ଭୁଲ ରାସ୍ତାରୁ ଫରେି ପାରନ୍ତି ଏବଂ ତା'ପ ରେ ମୁଁ ସମାନଙ୍କେୁ କ୍ଷମା କରି ଦବେି।
କିନ୍ତୁ ଯିରିମିୟ କହିଲେ, ସମାନେେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ମୁଁ ବିନଯ କରୁଛି, ମାେ ଦ୍ବାରା କଥିତ ସଦାପ୍ରଭୁଙ୍କର ବାକ୍ଯ ଆପଣ ମାନନ୍ତୁ। ତହିଁରେ ଆପଣଙ୍କର ମଙ୍ଗଳ ହବେ ଓ ଆପଣଙ୍କ ପ୍ରାଣ ରହିବ।
ଯଦି ତୁମ୍ଭମାନେେ ଯିହୁଦା ରେ ବାସ କର, ତବେେ ଆମ୍ଭେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବା ଓ ବିନଷ୍ଟ କରିବା ନାହିଁ। ଆମ୍ଭେ ତୁମ୍ଭମାନଙ୍କର ବୀଜ ବୁଣିବା ଓ ତୁମ୍ଭକୁ ଧ୍ବଂସ କରିବା ନାହିଁ। କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଦୁର୍ଭାଗ୍ଯ ଆଣିଥିବାରୁ ଦୁଃଖିତ।
ତବେେ ତୁମ୍ଭେ ସମାନଙ୍କେୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣ ରେ ଆମ୍ଭର ସନ୍ତାଷେ ନାହିଁା କିନ୍ତୁ ଦୁଷ୍ଟ ଯେପରି ନିଜ ପାପ ପଥରୁ ନିବୃତ୍ତ ହାଇେ ବଞ୍ଚେ, ସେଥି ରେ ଆମ୍ଭେ ସନ୍ତାଷେ ଲାଭ କରୁ। ତେଣୁ ତୁମ୍ଭମାନେେ ନିଜ ନିଜ କୁପଥରୁ ଫରେ ଓ ମାରେ ନିକଟବର୍ତ୍ତୀ ହୁଅ। ହେ ଇଶ୍ରାୟେଲ ବଂଶ ତୁମ୍ଭେ କାହିଁକି ମରିବ ?'
ଇଶ୍ରାୟେଲ, ତୁମ୍ଭର ପତନ ହେଲା ଏବଂ ତୁମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଲ। ତେଣୁ ତୁମ୍ଭର ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସ।
କିଏ ଜାଣେ ସଦାପ୍ରଭୁ ତାଙ୍କର ହୃଦଯ ପରିବର୍ତ୍ତନ କରିବେ, ଏବଂ ତୁମ୍ଭମାନଙ୍କ ପାଇଁ ଆଶୀର୍ବାଦ ରଖିଯିବେ। ତା'ପ ରେ ତୁମ୍ଭମାନେେ ତୁମ୍ଭ ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କୁ ଭକ୍ଷ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଦଇେ ପାରିବ।
ତାହା ହେଲେ ପରମେଶ୍ବର ହୁଏତ ତାଙ୍କର ମନ ପରିବର୍ତ୍ତନ କରିବେ ଓ ଯୋଜନା କରିଥିବା କାର୍ୟ୍ଯ କରିବେ ନାହିଁ। ସେ ହୁଏତ ବଦଳି ଯିବେ ଓ କୋରଧ ହବେ ନାହିଁ। ତା'ପ ରେ ସେ ହୁଏତ ଦଣ୍ତ ଦବେେ ନାହିଁ।
ୟୂନସ ସଦାପ୍ରଭୁଙ୍କ ନିକଟରେ ଅଭିଯୋଗ କରି କହିଲା, ମୁଁ ଜାଣିଥିଲି ଏହାହିଁ ଘଟିବ। ମୁଁ ମାେ ନିଜ ଦେଶ ରେ ଥିଲା ବେଳେ ତୁମ୍ଭେ ମାେତେ ସଠାେକୁ ଡାକିଥିଲା। ସେତବେେଳେ ମୁଁ ଜାଣିଥିଲି ଯେ ତୁମ୍ଭେ ସହେି କୁନଗରୀର ଲୋକମାନଙ୍କୁ କ୍ଷମା ଦବେ। ତେଣୁ ମୁଁ ତର୍ଶୀଶକୁ ଗ୍ଭଲି ୟିବାକୁ ସ୍ଥିର କଲି। ମିଁ ଜାଣିଥିଲି ତୁମ୍ଭେ ଜଣେ ଦୟାଳୁ ପ୍ରଭୁ। ମୁଁ ଜାଣିଥିଲି ତୁମେ ଦୟା ଦଖାଇେ ଲୋକମାନଙ୍କୁ ଦଣ୍ତ ଦବେ ନାହିଁ। ମୁଁ ଜାଣିଥିଲି ତୁମ୍ଭେ ଦୟା ରେ ପରିପୂର୍ଣ୍ଣ। ଯଦି ଏହି ଲୋକମାନେ ପାପ କରିବା ବନ୍ଦ କରନ୍ତି ତବେେ ତୁମ୍ଭେ ଧ୍ବଂସ କରିବ ନାହିଁ ବୋଲି ମୁଁ ଜାଣିଥିଲି।
ପୁଣି ଯୀଶୁ ନିର୍ଦ୍ ଦୋଷ ଥିଲେ। ଅତଏବ ଯେଉଁମାନେ ତାହାଙ୍କର ଆଜ୍ଞା ମାନନ୍ତି ସମାନେେ ଅନନ୍ତ ଜୀବନ ପାଇପାରିବେ।