Home Bibles ☰ Books ଯିରିମିୟ 26:20 · ଓଡ଼ିଆ ବାଇବେଲ
ଯିରିମିୟ 26:20 · ଓଡ଼ିଆ ବାଇବେଲ

ଆହୁରି ସଦାପ୍ରଭୁଙ୍କ ନାମ ରେ ଭବିଷ୍ଯଦବାକ୍ଯ ପ୍ରଚାରକାରୀ ଅନ୍ୟ ଏକ ବ୍ଯକ୍ତି ଥିଲା। ସେ କିରିଯତ୍-ସିଯାରୀମସ୍ଥ ସମଯିଯର ପୁତ୍ର ଉରିଯ ; ସେ ଯିରିମିୟର ସମସ୍ତ ବାକ୍ଯପରି ଏହି ନଗର ଓ ଏହି ଦେଶ ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କରିଥିଲା।

Cross references

ଯିହୋଶୂୟ 9:17

ତେଣୁ ଇଶ୍ରାୟେଲର ଲୋକମାନେ ସେ ଲୋକମାନେ ଯେଉଁଠା ରେ ବାସ କରୁଥିଲେ, ସହେି ସ୍ଥାନକକ୍ସ୍ଟ ଗଲେ ଏବଂ ତୃତୀୟ ଦିନ, ଗିବିଯୋନ, କଫୀରା, ବରେୋତ୍ ଓ କରିଯତ ୟିଆରିମ୍ ନଗରମାନଙ୍କୁ ଆସିଲେ।

ଯିହୋଶୂୟ 15:60

ସମାନଙ୍କେୁ ଆଉ ଦକ୍ସ୍ଟଇଟି ସହର ଦିଆ ୟାଇଥିଲା। ସଗେକ୍ସ୍ଟଡିକ ହେଲା ରଦ୍ଦା ଏବଂ କିରିଯଥ୍ ବୈଥ।

ଯିହୋଶୂୟ 18:14

ସଠାେରକ୍ସ୍ଟ ସେ ସୀମା ଲାଗି ରହିଲା। ପଶ୍ଚିମ ରେ ବୈଥୋରୋଣ ଦକ୍ଷିଣାସ୍ଥିତ ପର୍ବତଠାରକ୍ସ୍ଟ ଦକ୍ଷିଣ ଆଡେ ୟିହକ୍ସ୍ଟଦା ସନ୍ତାନଗଣର କିରିଯଥବାଲ୍ ବା କିରିଯଥ ୟିଯାରୀମ୍ ନାମକ ଏକ ନଗର ପର୍ୟ୍ଯନ୍ତ। ଏହାଥିଲା ସମାନଙ୍କେର ପଶ୍ଚିମ ସୀମା।

ପ୍ରଥମ ଶାମୁୟେଲ 6:21

ତହକ୍ସ୍ଟଁ ସମାନେେ କିରିଯଥ୍-ୟିଯାରୀମୀଯ ନିକଟକକ୍ସ୍ଟ ଦୂତଗଣଙ୍କକ୍ସ୍ଟ ପଠାଇ କହିଲେ, ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ଫରୋଇ ଦଇେଛନ୍ତି। ତୁମ୍ଭମାନେେ ଆସ ଓ ତୁମ୍ଭମାନଙ୍କ ସହିତ ଏହାକକ୍ସ୍ଟ ତୁମ୍ଭମାନଙ୍କର ନଗରକକ୍ସ୍ଟ ନଇୟୋଅ।

ପ୍ରଥମ ଶାମୁୟେଲ 7:2

ସଦାପ୍ରଭୁଙ୍କ ସିନ୍ଦକ୍ସ୍ଟକ କିରିଯଥ୍-ୟିଯାରୀମ ରେ କୋଡିଏ ବର୍ଷ ରହିଲା।

ପ୍ରଥମ ରାଜାବଳୀ 18:10

ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶ୍ବର ଅଛନ୍ତି। ମୁଁ ପରମେଶ୍ବରଙ୍କ ନାମ ରେ ପ୍ରତିଜ୍ଞା କରି କହୁଛି, ଦେଶ ମଧିଅରେ ଏପରି କୌଣସି ଗୋଷ୍ଠୀ ବା ରାଜ୍ଯ ନାହିଁ ଯେଉଁସ୍ଥାନକୁ ମାରେ ପ୍ରଭୁ ତୁମ୍ଭକୁ ଅନ୍ବଷେଣ କରିବାକୁ ପଠାଇ ନାହାଁନ୍ତି। ତୁମ୍ଭକୁ ଖାଜେିବାକୁ ରାଜା ପ୍ରେତ୍ୟକକ ଦେଶକୁ ଲୋକ ପଠାଇ ଅଛନ୍ତି। ସହେି ଦେଶର ଶାସକମାନଙ୍କୁ ଶପଥ କରିବା ପାଇଁ ବାଧ୍ଯ କରିଛନ୍ତି ଯେ, ସମାନେେ ତୁମ୍ଭକୁ ସମାନଙ୍କେ ଦେଶ ରେ ପାଇ ନାହାନ୍ତି।

ଦିତୀୟ ରାଜାବଳୀ 23:37

ଏହି ଯିହାୟୋଦାରକୀମ୍ ସମାନ ତାଙ୍କ ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ ରେ ଲିପ୍ତ ହେଲେ।

Interlinear

Choose Theme