କାରଣ ସୈନ୍ଯାଧିପତି ସଦାପ୍ରଭୁ କହନ୍ତି ସ୍ତମ୍ଭ ଦ୍ବଯ, ସମୁଦ୍ର, ବୈଠକି ଓ ସମସ୍ତ ବାସନ କୁସନ ସମ୍ବନ୍ଧ ରେ କହନ୍ତି, ଯାହାକି ଏହି ନଗର ରେ ଛାଡ଼ିଛନ୍ତି।
Cross references
ହୀରମ ଦୁଇଟି ପିତ୍ତଳ ସ୍ତମ୍ଭ ନିର୍ମାଣ କଲଲ ଯାହାର ଉଚ୍ଚତା ଅଠର ହାତ ଓ ଗୋଲଲଇ ବାର ହାତ ଥିଲା। ସ୍ତମ୍ଭର ଭିତର ଫମ୍ଫା ଥିଲା ଓ ପିତ୍ତଳ ତିନି ଇଞ୍ଚି ବହଳର ଥିଲା।
ତା'ପଲରସସ ଏକ କଂସାର ଗୋଲାକାର କୁଣ୍ତ ତିଆରି କରି ତା'ର ନାମସଦଲଲ ସମୁଦ୍ର।ସସହି କୁଣ୍ତର ପରିଧି ତିରିଶ ହାତ, ବ୍ଯାସ ଦଶ ହାତ, ଗଭୀରତା ପାଞ୍ଚ ହାତ ଥିଲା।
ତା'ପଲର ହୀରମ ଦଶଟି କଂସା ଶଗଡ ନିର୍ମାଣ କଲା। ପ୍ରଲତ୍ୟକକ ଶଗଡର ର୍ଦୈଘ୍ଯ ଗ୍ଭରିହାତ, ପ୍ରସ୍ଥ ଗ୍ଭରି ହାତ ଓ ଉଚ୍ଚତା ତିନିହାତ ଥିଲା।
ବାବିଲର ସୈନ୍ଯମାନେ ସଦାପ୍ରଭୁଙ୍କ ମନ୍ଦିର ରେ ଥିବା ସମସ୍ତ ପିତ୍ତଳ ଦ୍ରବ୍ଯ ଭାଙ୍ଗି ପକାଇଲେ। ପିତ୍ତଳ ସ୍ତମ୍ଭ ବୈଠକି ସବୁ ଓ ପିତ୍ତଳମଯ ସମୁଦ୍ର ରୂପ ଦ୍ବୀପ ପାତ୍ର ଖଣ୍ତ ଖଣ୍ତ କରି ତହିଁରେ ଥିବା ପିତ୍ତଳକୁ ବାବିଲକୁ ନଇଗେଲେ।
ସଦାପ୍ରଭୁଙ୍କ ମନ୍ଦିରର ପିତ୍ତଳର ଦୁଇସ୍ତମ୍ଭ, ପ୍ରତ୍ୟେକ ସ୍ତମ୍ଭ ଆଠ ହାତ ଉଚ୍ଚର ଥିଲା ଓ ତା’ ଉପରେ ଥିବା ତିନି ହାତର ଉଚ୍ଚ ପିତ୍ତଳ ମୁଣ୍ତାଳି। ସର୍ବ ଉପରେ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା। ଉଭୟ ସ୍ତମ୍ଭ ସମାନ ଆକୃତି ଓ ସମାନ ପ୍ରକାରର ଥିଲା। ସଦାପ୍ରଭୁଙ୍କ ମନ୍ଦିର ପାଇଁ ଶଲୋମନ ବୃହତ୍ ଜଳାଶୟ ପିତ୍ତଳରେ ତିଆରି କରିଥିଲେ। ଏହି ସମସ୍ତ ପିତ୍ତଳ ନିର୍ମିତ ଜିନିଷଗୁଡ଼ିକ ବହୁତ ଭାରି ଓ ଓଜନ ଥିଲା।
ଏହାପରେ ଶଲୋମନ ତରଳ କଂସା ରେ ଏକ ବୃହତ୍ କୁଣ୍ଡ ନିର୍ମାଣ କଲେ। ଏହି ବୃହତ୍ କୁଣ୍ଡଟି ଗୋଲାକାର ଥିଲା ଏବଂ ଏହାର ଏକ ବିନ୍ଦୁରୁ ଏହାର ଠିକ୍ ବିପରୀତ ବିନ୍ଦୁ ପର୍ୟ୍ଯନ୍ତ ଦଶ ହାତ ର୍ଦୈଘ୍ଯ ବିଶିଷ୍ଟ ଥିଲା। ଏହାର ଉଚ୍ଚତା ପାଞ୍ଚ ହାତ ଏବଂ ଏହାର ପରିଧି ତିରିଶ ହାତ ଥିଲା।
ନବୂଖଦ୍ନିତ୍ସର ପରମେଶ୍ବରଙ୍କ ମନ୍ଦିରରୁ ସବୁ ପଦାର୍ଥ ବାବିଲକୁ ବୋହି ନଇଗେଲେ। ସେ ମନ୍ଦିରରୁ, ରାଜାଙ୍କ ନିକଟରୁ ଓ ରାଜାଙ୍କ ପଦାଧିକାରୀମାନଙ୍କଠାରୁ ବହୁମୂଲ୍ଯ ବସ୍ତୁ ସବୁ ନଇଗେଲେ।
ପୁଣି କଲଦୀଯମାନେ ସଦାପ୍ରଭୁଙ୍କ ମନ୍ଦିରର ପିତ୍ତଳ ସ୍ତମ୍ଭ ସଦାପ୍ରଭୁଙ୍କ ଗୃହର ବୈଠକିସବୁ ଓ ପିତ୍ତଳମଯ ସମୁଦ୍ର ରୂପା ପାତ୍ରକୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ସବୁ ବାବିଲକୁ ନଇଗେଲେ।
ତାହାର ସମସ୍ତ ବିପକ୍ଷମାନେ ସମାନଙ୍କେର ହସ୍ତ ପ୍ରସାରଣ କଲେ ଏବଂ ସମସ୍ତ ସୁନ୍ଦର ଜିନିଷ ନଇଗେଲେ। ସେ ବିଦେଶୀମାନଙ୍କୁ ତାହାର ପବିତ୍ର ମନ୍ଦିର ରେ ପ୍ରବେଶ କରିବାର ପର୍ୟ୍ଯବେକ୍ଷଣ କଲେ। ସହେି ବିଦେଶୀମାନଙ୍କୁ ସଦାପ୍ରଭୁ ଧାର୍ମିକ ସମ୍ମଳନେୀ ରେ ଯୋଗ ଦବୋକୁ ଆଦେଶ ଦଇେଥିଲେ।