Home Bibles ☰ Books ଯିରିମିୟ 27:6 · ଓଡ଼ିଆ ବାଇବେଲ
ଯିରିମିୟ 27:6 · ଓଡ଼ିଆ ବାଇବେଲ

ବର୍ତ୍ତମାନ ଆମ୍ଭେ ଏହିସବୁ ଦେଶ ମାରେ ଦାସ ବାବିଲର ରାଜା ନବୂଖଦନିତ୍ସରର ହସ୍ତ ରେ ଦଇେଅଛୁ। ଆମ୍ଭେ କ୍ଷେତ୍ରସ୍ଥ ସମସ୍ତ ପଶୁମାନଙ୍କୁ ତାହାର ସବୋ କରିବାକୁ ଦଇେଅଛୁ।

Cross references

ଦିତୀୟ ରାଜାବଳୀ 25:28

ଇବିଲ-ମରୋଦକ୍ ଯିହାୟୋଦାରଖୀନ୍ଙ୍କ ପ୍ରତି ଅତ୍ଯନ୍ତ ଦୟାଳୁ ଥିଲେ। ସେ ବାବିଲ ରେ ତାଙ୍କ ସହିତ ଥିବା ଅନ୍ୟ ରାଜାମାନଙ୍କ ଆସନଠାରୁ ସେ ୟିହୋଯାଖୀନ୍ଙ୍କୁ ଉଚ୍ଚସ୍ଥାନ ଦଇେଥିଲେ।

ଦିତୀୟ ବଂଶାବଳୀ 36:23

ପାରସ୍ଯର ରାଜା କୋରସ୍ କହନ୍ତି, ସଦାପ୍ରଭୁ, ସ୍ବର୍ଗର ପରମେଶ୍ବର, ମାେତେ ସାରା ପୃଥିବୀ ଉପରେ ରାଜା କରିଛନ୍ତି। ସେ ମାେତେ ଯିହୁଦାସ୍ଥିତ ୟିରୁଶାଲମ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାର ଦାଯିତ୍ବ ଦଇେଅଛନ୍ତି। ବର୍ତ୍ତମାନ, ତୁମ୍ଭେ ଯେଉଁମାନେ ପରମେଶ୍ବରଙ୍କ ଲୋକ ଅଟ, ୟିରୁଶାଲମକୁ ଫରେି ୟିବା ନିମନ୍ତେ ସ୍ବାଧୀନ ଅଟ ଏବଂ ସଦାପ୍ରଭୁ ପରମେଶ୍ବର ତୁମ୍ଭ ପ୍ରେତ୍ୟକକଙ୍କ ସହିତ ରେ ରୁହନ୍ତୁ।

ଗୀତସଂହିତା 50:10

ମୁଁ ସହେି ପଶୁମାନଙ୍କୁ ଚା ହେଁ ନାହିଁ। ଜଙ୍ଗଲରେ ଥିବା ସମସ୍ତ ପଶୁମାନେ ମାରେ ଅଟନ୍ତି। ହଜାର ହଜାର ପଶୁ ଯେଉଁମାନେ ପର୍ବତରେ ଥାଆନ୍ତି ସମାନଙ୍କେର ମାଲିକ ମୁଁ ଅଟେ।

ଯିଶାଇୟ 44:28

ଆମ୍ଲଭସକାରସ ବିଷଯସର କହୁ, ତୁମ୍ଲଭ ଆମ୍ଭସମଷପାଳକ, ତୁମ୍ଲଭ ଆମ୍ଭର ମଙ୍ଗଳ କରିବ। ତୁମ୍ଲଭ ୟିରୁଶାଲମ ପୁନଃନିର୍ମିତସହବସବାଲି କହିବ।' ପୁଣି ମନ୍ଦିରର ମୂଳଦୁଆ ସ୍ଥାପିତସହବସବାଲି ତୁମ୍ଲଭ କହିବ।'

ଯିରିମିୟ 21:7

ଏସବୁ ଘଟିଲା ପ ରେ ସଦାପ୍ରଭୁ କହନ୍ତି, ଆମ୍ଭେ ଯିହୁଦା ରାଜା ସିଦିକିଯଙ୍କୁ, ତାହାର ଦାସଗଣଙ୍କୁ ଓ ତାହାର ଲୋକମାନଙ୍କୁ ଯେଉଁମାନେ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସମାନଙ୍କେୁ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ହସ୍ତ ରେ, ସମାନଙ୍କେ ଶତ୍ରୁଗଣ ହସ୍ତ ରେ ଓ ସମାନଙ୍କେ ପ୍ରାଣନାଶକାରୀଙ୍କ ହସ୍ତ ରେ ସମର୍ପଣ କରିବା। ଆଉ ସମାନେେ ସମାନଙ୍କେୁ ଦୟା, କରୁଣା ଓ କ୍ଷମା ନ କରି ଖଡ୍ଗ ରେ ବଧ କରିବେ।'

ଯିରିମିୟ 24:1

ବାବିଲର ରାଜା ନବୂଖଦନିତ୍ସର, ଯିହାୟୋଦାରକୀମ୍ର ପୁତ୍ର, ଯିହୁଦାର ରାଜା ୟିହୋଯାଖୀନକୁ ଓ ଯିହୁଦାର ଅଧିପତିମାନଙ୍କୁ ଶିଳ୍ପକର ଓ କର୍ମକାରମାନଙ୍କ ସହିତ ୟିରୁଶାଲମରୁ ବନ୍ଦୀକରି ବାବିଲକୁ ନଇଗେଲା ଉତ୍ତା ରେ, ସଦାପ୍ରଭୁ ମାେତେ ଏକ ଦର୍ଶନ ଦଖାଇେଲେ। ଆଉ ମୁଁ ଦେଖିଲି, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖ ରେ ଦୁଇ ଡ଼ାଲା ଡ଼ିମ୍ବିରି ଫଳ ରଖା ୟାଇଅଛି।

ଯିରିମିୟ 25:9

ପୁଣି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା।ପୁଣି ଆମ୍ଭର ଦାସ ବାବିଲର ରାଜା ନବୁଖଦ୍ନିତ୍ସରକୁ ଆଣିବା। ପୁଣି ସମାନଙ୍କେୁ ନଇେ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧ ରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧ ରେ ଛିଡ଼ା କରାଇବା। ଆଉ ସମାନଙ୍କେୁ ସୂର୍ଣ୍ଣ ଭାବରେ ବିନାଶ କରିବା। ସହେି ଦେଶକୁ ଚିରକାଳ ଏକ ଶୂନ୍ଯ ପ୍ରାନ୍ତର ରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମଯ ରେ ଓ ଶୀସ୍ ଶବ୍ଦ କରିବେ।

ଯିରିମିୟ 28:14

ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, 'ଏହିସବୁ ଦେଶୀଯ ରାଜାଗଣ ବାବିଲର ରାଜା ନବୂଖଦନିତ୍ସରର ସବୋ କରିବେ। ଏଥିପାଇଁ ମୁଁ ସମାନଙ୍କେ ସ୍କନ୍ଧ ରେ ଲୁହାର ୟୁଆଳି ରଖିଅଛି। ସମାନେେ ତାହାର ସବୋ କରିବେ ଆଉ ମଧ୍ଯ କ୍ଷେତ୍ରସ୍ଥ ପଶୁଗଣ ତାହାର ସବୋ କରିବେ।

ଯିରିମିୟ 43:10

ସମାନଙ୍କେୁ କୁହ, 'ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ଦେଖ, ଆମ୍ଭେ ଆମ୍ଭର ଚାକର ବାବିଲର ରାଜା ନବୂଖଦନିତ୍ସରକୁ ଆସିବା ପାଇଁ ଆଦେଶ ଦଇେଛୁ ଓ ଆମ୍ଭେ ଯେଉଁ ପ୍ରସ୍ତରକୁ ଲୁଚାଇ ରଖିଅଛୁ, ତାହା ଉପ ରେ ଆପଣା ରାଜକୀଯ ଚନ୍ଦ୍ରାତାପ ବିସ୍ତାର କରିବ।

ଯିରିମିୟ 51:20

ସଦାପ୍ରଭୁ ପୁଣି କହନ୍ତି, ହେ ବାବିଲ, ତୁମ୍ଭେ ଆମ୍ଭର ଗଦା ଓ ୟୁଦ୍ଧର ଅସ୍ତ୍ର ସ୍ବରୂପ। ଆମ୍ଭେ ତୁମ୍ଭ ଦ୍ବାରା ନାନା ଗୋଷ୍ଠୀକୁ ଧ୍ବଂସ କଲୁ ଓ ନାନା ରାଜ୍ଯକୁ ସମ୍ପୂର୍ଣ୍ଣ ସଂହାର କଲୁ।

ଯିହିଜିକଲ 29:18

ହେ ମନୁଷ୍ଯ ପୁତ୍ର, ବାବିଲର ରାଜା ନବୂଖଦ୍ନିତ୍ସର ଆପଣା ସୈନ୍ଯସାମନ୍ତକୁ ସୋର ବିରୁଦ୍ଧ ରେ ଅତିଶଯ ପରିଶ୍ରମ କରାଇଅଛି। ପ୍ରେତ୍ୟକକ ମସ୍ତକ ଟାଙ୍ଗରା ହେଲା ଓ ପ୍ରେତ୍ୟକକ କାନ୍ଧର ଚର୍ମ ଓ ଭାର ବହନ କରି ଛିଡ଼ିଗଲା। ତଥାପି ସେ ସୋର ବିରୁଦ୍ଧ ରେ ଯେଉଁ ପରିଶ୍ରମ କରିଥିଲା ସେଥିପାଇଁ ତା'ର ସୈନ୍ଯସାମନ୍ତ କିଛି ପାରିଶ୍ରମିକ ପାଇଲେ ନାହିଁ।

ଯିହିଜିକଲ 30:24

ଏବଂ ମୁଁ ବାବିଲ ରାଜାର ଉଭୟ ବାହୁ ସବଳ କରିବି ଓ ମାରେ ଖଡ୍ଗ ଧରିବାକୁ ଦବେି। କିନ୍ତୁ ମୁଁ ଫାରୋର ବାହୁଦ୍ବଯ ଭାଙ୍ଗି ପକାଇବି। ତେଣୁ ସେ ମୁମୁର୍ଷୁ ଲୋକମାନେ କ୍ରନ୍ଦନ କଲାପରି ବିଳାପ କରିବ।

Interlinear

Choose Theme