Home Bibles ☰ Books ଯିରିମିୟ 28:12 · ଓଡ଼ିଆ ବାଇବେଲ
ଯିରିମିୟ 28:12 · ଓଡ଼ିଆ ବାଇବେଲ

ହନାନିଯ ଭବିଷ୍ଯଦବକ୍ତା ଯିରିମିୟଙ୍କ ସ୍କନ୍ଧରୁ ୟୁଆଳି ନଇେ ଭାଙ୍ଗିଲା ପ ରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ଯ ଉପସ୍ଥିତ ହେଲା।

Cross references

ଦିତୀୟ ରାଜାବଳୀ 20:4

ଯିଶାଇୟ ଗ୍ରାମର ମଧ୍ଯଭାଗକୁ ପରିତ୍ଯାଗ ପୂର୍ବରୁ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ଯ ଉପସ୍ଥିତ ହେଲା, ସଦାପ୍ରଭୁ କହିଲେ,

ପ୍ରଥମ ବଂଶାବଳୀ 17:3

କିନ୍ତୁ ସହେି ଦିନ ରାତ୍ରି ରେ ପରମେଶ୍ବରଙ୍କ ବାକ୍ଯ ନାଥନଙ୍କ ନିକଟକୁ ଆସିଲା।

ଯିରିମିୟ 1:2

ଆମାନଙ୍କେ ପୁତ୍ର, ଯିହୁଦା ଦେଶର ରାଜା ଯୋଶିୟର ରାଜତ୍ବର ତ୍ରଯୋଦଶ ବର୍ଷ ରେ ସଦାପ୍ରଭୁଙ୍କର ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।

ଯିରିମିୟ 27:2

ସଦାପ୍ରଭୁ ମାେତେ ଏହି କଥା କହିଲେ, ହେ ଯିରିମିୟ, ତୁମ୍ଭେ ସ୍ତମ୍ଭରୁ କେତକେ ୟୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧ ରେ ରଖ।

ଯିରିମିୟ 29:30

ତାହାପ ରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ଯ ଉପସ୍ଥିତ ହେଲା।

ଦାନିଏଲ 9:2

ଦାରିଯାବସଙ୍କ ରାଜତ୍ବର ପ୍ରଥମ ବର୍ଷ ରେ ମୁଁ ଦାନିୟେଲ, କେତକେ ଗ୍ରନ୍ଥ ପାଠକରି ଜାଣିଲି ଯେ, ଯିରିମିୟ ଭବିଷ୍ଯଦ୍ବକ୍ତା ସଦାପ୍ରଭୁଙ୍କଠାରୁ ବୁଝିଲେ ୟରୁଶାଲମର ପୁନଃନିର୍ମାଣ ପ୍ରଳଯର ସତୁରି ବର୍ଷ ପ ରେ ଘଟିଲା।

Interlinear

Choose Theme