ଯିରିମିୟ ଭବିଷ୍ଯଦବକ୍ତା ହନାନିଯକୁ ଏହା କହିଲେ, ଆମେନ୍ ! ସଦାପ୍ରଭୁ ସପରେି କରନ୍ତୁ, ସଦାପ୍ରଭୁଙ୍କ ଗୃହର ପାତ୍ର ଓ ସମସ୍ତ ନିର୍ବାସିତ ଲୋକଙ୍କୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ଯଦବାକ୍ଯ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସହେି ବାକ୍ଯସବୁ ସିଦ୍ଧ କରନ୍ତୁ।
Cross references
ତହିଁରେ 'ଏହି ଶାପଜନକ ଜଳ ତୁମ୍ଭ ଉଦର ଭିତରକୁ ୟିବ ଏବଂ ତୁମ୍ଭର ପ୍ରଜନନ ଅଙ୍ଗକୁ ଫୁଲାଇ ପଡିୟିବାର କାରଣ ହବେ, ଏବଂ ସହେି ସ୍ତ୍ରୀ କହିବ ଆମେନ୍! ଆମେନ୍!
' ଯେଉଁ ମନକ୍ସ୍ଟଷ୍ଯ କୌଣସି ଖାଦେିତ କିଅବା ଛାଞ୍ଚଢଳା ମୂର୍ତ୍ତୀ ନିର୍ମାଣ କରେ ଯାହା ସଦାପ୍ରଭୁ ଘୃଣା କରନ୍ତି ଏବଂ ଏହାକକ୍ସ୍ଟ ଏକ ଗୋପନ ସ୍ଥାନ ରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହବୋ ଉଚିତ୍।'
ଏଥି ରେ ଯିହାୟୋଦାରଦାର ପୁତ୍ର ବନାଯ ରାଜାଙ୍କୁ ଉତ୍ତର କରି କହିଲା, ଏମନ୍ତ ହେଉ, ମାେ ମହାରାଜାଙ୍କୁ ସଦାପ୍ରଭୁ ପରମେଶ୍ବର ମଧ୍ଯ ଏପରି କୁହନ୍ତୁ।
ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କୁ ୟୁଗେ ୟୁଗେ ପ୍ରଶଂସା କର।
ହେ ସଦାପ୍ରଭୁ, ତୁମ୍ଭେ ଇଶ୍ରାୟେଲର ପରମେଶ୍ବର। ତୁମ୍ଭେ ଅନାଦିକାଳରୁ ଥିଲ ଓ ଅନନ୍ତକାଳ ଧରି ରହିବ। ତୁମ୍ଭେ ଧନ୍ଯ। ଆମେନ୍, ଆମେନ୍।
ତାଙ୍କର ଗୌରବାନ୍ବିତ ନାମର ମହିମା ଅନନ୍ତକାଳ ପର୍ୟ୍ଯନ୍ତ ଗାନ କର। ତାହାଙ୍କ ଗୌରବରେ ସମୁଦାଯ ପୃଥିବୀ ପରିପୂର୍ଣ୍ଣ ହେଉ! ଆମେନ୍, ଆମେନ୍।
ସଦାପ୍ରଭୁ ଅନନ୍ତକାଳ ଧନ୍ଯ ହେଉନ୍ତୁ। ଆମେନ୍ !ଆମେନ୍ !
ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅନାଦିକାଳରୁ ଅନନ୍ତକାଳ ପର୍ୟ୍ଯନ୍ତ ଧନ୍ଯ ହୁଅନ୍ତୁ। ପରମେଶ୍ବର ସର୍ବଦା ଜୀବିତ ରହି ଆସୁଛନ୍ତି ଏବଂ ସେ ସର୍ବଦା ଜୀବିତ ରହିବେ। ସମସ୍ତ ଲୋକ କହନ୍ତୁ ଆମେନ୍ !ସଦାପ୍ରଭୁଙ୍କର ପ୍ରଶଂସା କର।
ଆମ୍ଭେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ଶପଥ କରି କହିଥିଲୁ, ଆମ୍ଭେ ତୁମ୍ଭମାନଙ୍କୁ ଏକ ଦୁଗ୍ଧ, ମଧୁର ଉର୍ବର ଦେଶ ଦବୋ ଓ ତାହା ତୁମ୍ଭମାନେେ ଆଜି ସୁଦ୍ଧା ଉପଭୋଗ କରୁଛ। ଯେ କହେି ଏହି ନିଯମ ପାଳନ ନ କରିବ ସେ ଶାପଗ୍ରସ୍ତ ହବେ।
ମାେ ନିମନ୍ତେ ତୁମ୍ଭ ପ ରେ ଅନିଷ୍ଟ ଦେଖିବା ପାଇଁ ବଗଗୋମୀ ନ ଥିଲି କିଅବା ମୁଁ ସହେି ବିଭୀଷିକାମଯ ଦିନ ଆସୁ ବୋଲି ଚାହୁଁ ନାହିଁ। ମାେ ଓଷ୍ଠକୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖ ରେ ଥିଲା।
ଲୋକେ ମଙ୍ଗଳ ପରିଶାଧେର କ'ଣ ଅମଙ୍ଗଳ କରିବେ ? ତୁମ୍ଭେ ସ୍ମରଣ କର, ମୁଁ କିପରି ସମାନଙ୍କେର ମଙ୍ଗଳ ନିମନ୍ତେ ତୁମ୍ଭ ସମ୍ମୁଖ ରେ ଛିଡ଼ା ହାଇେଥିଲି ଓ ସମାନଙ୍କେୁ ଦଣ୍ଡ ନ ଦବୋ ପାଇଁ କହିଥିଲି। ମାତ୍ର ସମାନେେ ମାରେ ବିନାଶ ନିମନ୍ତେ ଗର୍ତ୍ତ ଖାେଳି ଅଛନ୍ତି।
ବାବିଲର ରାଜା ନବୂଖଦନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେଉଁସବୁ ପାତ୍ର ବାବିଲକୁ ନଇେ ୟାଇଅଛି, ସେସବୁ ଆମ୍ଭେ ଦୁଇବର୍ଷ ପୂର୍ର୍ଣ ହବୋ ପୂର୍ବରୁ ପୁନର୍ବାର ଏହି ସ୍ଥାନକୁ ଫରୋଇ ଆଣିବା।
ଆମ୍ଭକୁ ପରୀକ୍ଷା ରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।'
ମୁଁ ତୁମ୍ଭମାନଙ୍କୁ ଯାହା ସବୁ କହିଛି, ସେ ସବୁ କଥା ପାଳନ କରିବ ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭମାନେେ ଦୃଢ଼ ବିଶ୍ବାସ ରଖ। ଜଗତର ଶଷେ ସମୟ ପର୍ୟ୍ଯନ୍ତ ମଧ୍ଯ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।
ତୁମ୍ଭମାନେେ ଯଦି ଆତ୍ମା ଦ୍ବାରା ପରମେଶ୍ବରଙ୍କ ପ୍ରଶଂସା କର, ତବେେ ସାଧାରଣ ଲୋକ ତୁମ୍ଭକଥା ନ ବୁଝିବାରୁ କିପରି ତୁମ୍ଭ ଧନ୍ଯବାଦ ରେ ଆମେନ୍ କହିବେ ?
କାରଣ ପରମେଶ୍ବର ଯେଉଁ ସମସ୍ତ ପ୍ରତିଜ୍ଞା କରିଛନ୍ତି, ସେ ଖ୍ରୀଷ୍ଟଙ୍କଠା ରେ ସେ ସବୁଗଡ଼ିକ ହଁ ହାଇେଛି। ସେଥିପାଇଁ ଆମ୍ଭେ ପରମେଶ୍ବରଙ୍କ ମହିମା ନିମନ୍ତେ ଖ୍ରୀଷ୍ଟଙ୍କ ନାମ ରେ ଆମେନ୍ ବୋଲି କହିଥାଉ।
ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବଳେ ପାଇଁ ଜୀବିତ ହାଇେଅଛି। ମାେ ପାଖ ରେ ମୃତ୍ଯୁ ଓ ପାତାଳର ଚାବି ରହିଛି।
ଲାଅଦିକୀଆ ମଣ୍ଡଳୀର ଦୂତଙ୍କ ପାଖକୁ ଏହା ଲେଖ :
ଚାରିଜଣ ଜୀବିତପ୍ରାଣୀ କହିଲେ, ଆମେନ୍! ଏବଂ ଚବିଶଜଣ ପ୍ରାଚୀନ ବ୍ଯକ୍ତି ନଇଁପଡ଼ି ତାହାଙ୍କୁ ପ୍ରଣାମ କଲେ ଓ ଉପାସନା କଲେ।
ତା'ପରେ ଚବିଶ ଜଣ ପ୍ରାଚୀନ ଓ ଚାରିଜଣ ଜୀବିତ ପ୍ରାଣୀ ସିଂହାସନ ରେ ଉପବିଷ୍ଟ ପରମେଶ୍ବରଙ୍କ ଆଗ ରେ ନଇଁଲେ ଓ ତାହାଙ୍କର ଉପାସନା କଲେ। ସମାନେେ କହିଲେ :
ଯୀଶୁ ହିଁ ଏସବୁ ସତ୍ଯ କହନ୍ତି। ବର୍ତ୍ତମାନ ସେ କହନ୍ତି, ହଁ, ଆମ୍ଭେ ଶୀଘ୍ର ଆସୁଛୁ। ଆମେନ୍। ହେ ପ୍ରଭୁଯୀଶୁ ଆସନ୍ତୁ।