ପୁଣି ତୁମ୍ଭମାନେେ ଆମ୍ଭକୁ ଅନ୍ବଷେଣ କରିବ। ଆଉ ସର୍ବାନ୍ତଃକରଣ ରେ ଯେତବେେଳେ ତୁମ୍ଭମାନେେ ଆମ୍ଭକୁ ଖାଜେିବ ସେତବେେଳେ ଆମ୍ଭକୁ ପାଇବ।
Cross references
ମାତ୍ର ଲୋକମାନେ ସମାନଙ୍କେର ପାପ ସ୍ବକାର କରି ପାରନ୍ତି ଓ ସମାନେେ ସମାନଙ୍କେ ପୂର୍ବପୁରୁଷମାନଙ୍କର ଅପରାଧ ସ୍ବୀକାର କରିପାରନ୍ତି ଓ ସମାନେେ ଆମ୍ଭ ବିରୁଦ୍ଧ ରେ ପାପ କରିଛନ୍ତି ବୋଲି ସ୍ବୀକାର କରି ପାରନ୍ତି।
କିନ୍ତୁ ସହେି ସ୍ଥାନ ରେ ଯବେେ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଅନ୍ବଷେଣ କରିବ। ତବେେ ତୁମ୍ଭମାନେେ ଯଦି ହୃଦଯତାର ସହାକା ରେ ତାଙ୍କୁ ଅନ୍ବଷେଣ କର ତବେେ ତୁମ୍ଭେ ତାଙ୍କୁ ପାଇପାରିବ।
ମୁ ତୁମ୍ଭକୁ ଯେଉଁସବୁ କଥା କହିଲି ତାହାସବୁ ଘଟିବ। ତୁମ୍ଭମାନଙ୍କର ଉତ୍ତମ କାର୍ୟ୍ଯପାଇଁ ଆଶୀର୍ବାଦ ଓ ମନ୍ଦ କାର୍ୟ୍ଯ ପାଇଁ ଅଭିଶାପ। ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭଙ୍କକ୍ସ୍ଟ ଅନ୍ୟ ଜାତୀଯମାନଙ୍କ ମଧିଅରେ ପଠାଇବେ। ସଠାେରେ ତୁମ୍ଭମାନେେ ସ୍ମରଣ କରିବ।
ଯଦି ତୁମ୍ଭେ ସଦାପ୍ରଭୁଙ୍କର ଏହି ନିଯମ ପାଳନ କରିବ, ତବେେ ସଦାପ୍ରଭୁ ମାେ ବିଷଯ ରେ ଯାହା ପ୍ରତିଜ୍ଞା କରିଛନ୍ତି ତାହା ନିଶ୍ଚଯ ହବେ। ସଦାପ୍ରଭୁ କହିଥିଲେ, 'ଯଦି ତୁମ୍ଭର ସନ୍ତାନମାନେ ସମସ୍ତ ମନ ଓ ପ୍ରାଣ ସହିତ ମୁଁ ଦଇେଥିବା ଆଜ୍ଞାନୁସା ରେ ଜୀବନ ଧାରଣ କରିବେ, ତବେେ ଇଶ୍ରାୟେଲର ସିଂହାସନ ରେ ତୁମ୍ଭ ବଂଶରୁ ବସିବ। ସଦାପ୍ରଭୁ ତାଙ୍କର ଏହି ବାକ୍ଯ ପୂରଣ କରିବେ।'
ସହେି ଦୂର ଦେଶ ରେ ବନ୍ଦୀରୂପେ ଥିବା ବେଳେ, ଯଦି ସମାନେେ ସମାନଙ୍କେର କୁକର୍ମ ପାଇଁ ସଠାେରେ ଅନୁତାପ କରନ୍ତି ଏବଂ ସ୍ବୀକାର କରନ୍ତି, 'ଆମ୍ଭେ ପାପ କଲୁ, ବିପଥଗାମୀ ହେଲୁ ଓ ଦୁଷ୍ଟ ହେଲୁ।'
ଯଦି ସହେି ବନ୍ଦୀମାନେ ସହେି ଦୂର ଦେଶ ରେ ସମାନଙ୍କେର ହୃଦଯ ସହକା ରେ ତୁମ୍ଭ ପ୍ରତି ଫରନ୍େତି। ପୁଣି ତୁମ୍ଭେ ସମାନଙ୍କେର ପୂର୍ବପୁରୁଷଗଣଙ୍କୁ ଦଇେଥିବା ଦେଶକୁ, ତୁମ୍ଭର ମନୋନୀତ ନଗରକୁ ତୁମ୍ଭ ସମ୍ମାନାର୍ଥେ ମୁଁ କରିଥିବା ମନ୍ଦିରକୁ ଫରେି ଆସନ୍ତି।
ଏଥି ରେ ରାଜା ସ୍ତମ୍ଭ ସମ୍ମୁଖ ରେ ଠିଆ ହେଲେ। ସଦାପ୍ରଭୁଙ୍କ ସହିତ ଗୋଟିଏ ୟୁକ୍ତି କଲେ ଏବଂ ସଦାପ୍ରଭୁଙ୍କୁ ଅନୁକରଣ କରିବାକୁ ତାଙ୍କର ଆଜ୍ଞାମାନ, ସାକ୍ଷକଥା ଓ ନିଯମମାନ ତାଙ୍କ ସମସ୍ତ ହୃଦଯ ଓ ମନ ସହିତ ପ୍ରତିଜ୍ଞା କଲେ ଏବଂ ପ୍ରେତ୍ୟକକ ଲୋକ ଏହା କରିବାକୁ ରାଜି ହେଲେ।
ଏବଂ ତୁମ୍ଭେ ମାରେ ପୁତ୍ର ଶଲୋମନ, ତୁମ୍ଭ ପିତାର ପରମେଶ୍ବରଙ୍କୁ ଜାଣିଅଛ। ଶୁଦ୍ଧ ହୃଦଯ ରେ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ହୃଦଯ ରେ ଆନନ୍ଦିତ ହୁଅ। କାହିଁକି ? କାରଣ ପ୍ରତିଟି ବ୍ଯକ୍ତିର ହୃଦଯ ରେ କ'ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦଯର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାୟ୍ଯ ମାଗବା ନିମନ୍ତେ ୟିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫରେି ଦୂରକୁ ଚାଲିୟିବ, ତବେେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ଯାଗ କରିବେ।
କିନ୍ତୁ ତାହାପରେ ସମାନେେ ବନ୍ଦୀରୂପେ ରହିଥିବା ଦେଶ ରେ ଅନୁତାପ କରିବେ ଓ ତୁମ୍ଭ ଦୟା ପାଇଁ ପ୍ରାର୍ଥନା କରିବେ। ସମାନେେ କହିବେ, 'ଆମ୍ଭମାନେେ ପାପ କରିଅଛୁ, ଆମ୍ଭମାନେେ ଭୁଲ୍ କରିଅଛୁ ଓ ଆମ୍ଭମାନେେ ଦୁଷ୍ଟତା ପୂର୍ବକ ଆଚରଣ କରିଅଛୁ।'
ତା'ପରେ ଯହେୂ ଅହସିଯଙ୍କର ଅନ୍ବଷେଣ କଲେ। ସେ ଶମରିଯା ସହର ରେ ଲୁଚିବାକୁ ଚେଷ୍ଟା କରୁଥିବା ସମୟରେ ଯହେୂଙ୍କର ଲୋକମାନେ ତାଙ୍କୁ କାବୁ କଲେ। ସମାନେେ ଅହସିଯଙ୍କୁ ଯହେୂଙ୍କ ନିକଟକୁ ଆଣିଲେ। ସମାନେେ ଅହସିଯଙ୍କୁ ଯହେୂଙ୍କ ନିକଟକୁ ଆଣିଲେ। ସମାନେେ ଅହସିଯଙ୍କୁ ହତ୍ଯା କଲେ ଓ ତାଙ୍କୁ କବର ଦେଲେ। ସମାନେେ କହିଲେ, ଅହସିଯ ୟିହୋଶାଫଟ୍ଙ୍କ ବଂଶଧର ଥିଲେ। ଯିହାଶାଫେଟ୍ ଆପଣାର ସମସ୍ତ ହୃଦଯ ସହିତ ସଦାପ୍ରଭୁଙ୍କର ଅନୁସରଣ କରୁଥିଲେ। ଯିହୁଦା ରାଜ୍ଯକୁ ଏକତ୍ର ରଖିବା ନିମନ୍ତେ ଅହସିଯଙ୍କ ବଂଶର ଆଉ କୌଣସି କ୍ଷମତା ରହିଲା ନାହିଁ।
ଯେଉଁ ପ୍ରେତ୍ୟକକ କାର୍ୟ୍ଯ ସେ ଆରମ୍ଭ କଲେ, ଯଥା :- ପରମେଶ୍ବରଙ୍କ ମନ୍ଦିରର ସବୋକାର୍ୟ୍ଯ ଓ ବ୍ଯବସ୍ଥା ନିଯମ ଓ ଆଦେଶର ବାଧ୍ଯ ହବୋ ଏବଂ ତାଙ୍କର ପରମେଶ୍ବରଙ୍କର ଅନୁଗମନ କରିବା ରେ ସେ ସଫଳ ହେଲେ। ହିଜକିଯ ଏହି ସମସ୍ତ ବିଷଯ ତାଙ୍କର ହୃଦଯର ସହିତ କଲେ।
ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି। ୟଦିଓ ସମାନଙ୍କେର ବନ୍ଯାପରି ବହୁତ ବିପଦ ଅଛି, ତଥାପି ସମାନେେ ନିରାପଦରେ ରହିବେ।
ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାୟ୍ଯ ପାଇଁ ଡ଼ାକିବେ, ଆମ୍ଭେ ସମାନଙ୍କେର ଡ଼ାକ ଶୁଣିବା। ସମାନଙ୍କେ କଷ୍ଟ ସମଯରେ ଆମ୍ଭେ ସମାନଙ୍କେ ସହିତ ରହିବା। ଆମ୍ଭେ ସମାନଙ୍କେୁ ରକ୍ଷା କରିବା ଏବଂ ସମ୍ମାନ ଦବୋ।