ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ଯ ପାଇବାକୁ ଦବୋ। ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀ ଅବସ୍ଥା ପରିବର୍ତ୍ତନ କରିଥିଲୁ, କିନ୍ତୁ ଆମ୍ଭେ ସଠାରୁେ ତୁମ୍ଭମାନଙ୍କୁ ପୁନଃ ଏକତ୍ରୀତ କରିବା। ପୁଣି ସଦାପ୍ରଭୁ କହନ୍ତି, ଆମ୍ଭେ ପୁନର୍ବାର ତୁମ୍ଭମାନଙ୍କୁ ନିର୍ବାସନ ସ୍ଥାନରୁ ଫରୋଇ ଆଣିବା।
Cross references
ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଆମ୍ଭମାନଙ୍କ ସ୍ମରଣ ରେ ଯେପରି ସର୍ବଦା ଆମ୍ଭମାନଙ୍କର ନିକଟବର୍ତ୍ତୀ ହକ୍ସ୍ଟଅନ୍ତି। ଅନ୍ୟ ଓ କୌଣସି ଗୋଷ୍ଠୀଯମାନଙ୍କ ପ୍ରତି ଏପରି ପ୍ରଦର୍ଶନ କରନ୍ତି ନାହିଁ।
ତବେେ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭ ପ୍ରତି ଦୟାବାନ ହବେେ। ସଦାପ୍ରଭୁ ପକ୍ସ୍ଟନ୍ନରାଯ ମକ୍ସ୍ଟକ୍ତ କରିବେ। ସେ ତୁମ୍ଭମାନଙ୍କୁ ସଠାେରକ୍ସ୍ଟ ଫରୋଇ ଆଣିବେ,
ସଦାପ୍ରଭୁ ତୁମ୍ଭମାନଙ୍କୁ ଆପଣା ପୂର୍ବପୁରୁଷମାନଙ୍କ ଦେଶକକ୍ସ୍ଟ ଫରୋଇ ଆଣି ସହେି ଦେଶସବୁ ତୁମ୍ଭମାନଙ୍କୁ ଦବେେ। ସଦାପ୍ରଭୁ ତୁମ୍ଭର ମଙ୍ଗଳ କରି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭମାନଙ୍କର ଏତେ ଲୋକ ବୃଦ୍ଧି ହବେେ ଯେ, କବେବେି ଏତେ ନଥିଲା।
ଏବଂ ତୁମ୍ଭେ ମାରେ ପୁତ୍ର ଶଲୋମନ, ତୁମ୍ଭ ପିତାର ପରମେଶ୍ବରଙ୍କୁ ଜାଣିଅଛ। ଶୁଦ୍ଧ ହୃଦଯ ରେ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ହୃଦଯ ରେ ଆନନ୍ଦିତ ହୁଅ। କାହିଁକି ? କାରଣ ପ୍ରତିଟି ବ୍ଯକ୍ତିର ହୃଦଯ ରେ କ'ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦଯର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାୟ୍ଯ ମାଗବା ନିମନ୍ତେ ୟିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫରେି ଦୂରକୁ ଚାଲିୟିବ, ତବେେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ଯାଗ କରିବେ।
ସମାନେେ ସମାନଙ୍କେର ସମସ୍ତ ହୃଦଯ ଓ ସମସ୍ତ ଆତ୍ମା ସହିତ ସଦାପ୍ରଭୁ ପରମେଶ୍ବରଙ୍କର ସବୋ କରିବେ ବୋଲି ଏକ ଚୁକ୍ତି କଲେ। ସମାନଙ୍କେର ପୂର୍ବପୁରୁଷମାନେ ସହେି ପରମେଶ୍ବରଙ୍କର ହିଁ ସବୋ ଆରାଧନା କରୁଥିଲେ।
ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି। ୟଦିଓ ସମାନଙ୍କେର ବନ୍ଯାପରି ବହୁତ ବିପଦ ଅଛି, ତଥାପି ସମାନେେ ନିରାପଦରେ ରହିବେ।
ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।
ଯେତବେେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି। ଏହା ଏକ ସ୍ବପ୍ନ ତୁଲ୍ଯ ଥିଲା।
ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର, ୟପରେି ମରୁଭୂମିରେ ଝରଣାରୁ ଜଳଷୋର୍ତ ବ ହେ।
ଭବିଷ୍ଯତ ରେ ସଦାପ୍ରଭୁ ପୁନର୍ବାର ଯାକୁବକୁ ପ୍ ରମେ କରିବେ। ସେ ପୁଣି ଇଶ୍ରାୟେଲ ଲୋକଙ୍କୁ ମନୋନୀତ କରିବେ। ସହେି ସମୟରେ ସମାନଙ୍କେୁ ସମାନଙ୍କେ ଦଇେ ଫରୋଇ ଦବେେ। ତା'ପ ରେ ବିଦେଶୀମାନେ ସମାନଙ୍କେ ସହିତ ସଂୟୁକ୍ତ ହବେେ। ଉଭୟେ ଯାକୁବଙ୍କ ପ୍ରତି ଆକୃଷ୍ଟ ହବେେ।
ଆମ୍ଭେ ଗୋପନ ରେ କରି ନାହୁଁ କିମ୍ବା ଅନ୍ଧକାରମଯ ଦେଶର କୌଣସି ସ୍ଥାନ ରେ କହି ନାହୁଁ। ଏହା ଆମ୍ଭେ ଯାକୁବ ପରିବାରକୁ କହି ନାହୁଁ ; ତୁମ୍ଭେ ମାେତେ ନଗଣ୍ଯ ଭାବରେ ଅନୁସରଣ କର। ମୁଁ ସଦାପ୍ରଭୁ, ମୁଁ ସତ୍ଯ କ ହେ, ମୁଁ ନ୍ଯାଯ କ ହେ ଏବଂ ସରଳ କଥା କ ହେ।
ତେଣୁ ତୁମ୍ଭମାନେେ ସଦାପ୍ରଭୁଙ୍କର ଅନ୍ବଷେଣ କର, ଯେ ହତେୁ ତାଙ୍କର ଅର୍ଥାତ୍ ସଦାପ୍ରଭୁଙ୍କର ଉଦ୍ଦେଶ୍ଯ ମିଳିଅଛି। ଯେ ପର୍ୟ୍ଯନ୍ତ ସେ ନିକଟରେ ଅଛନ୍ତି, ସେ ପର୍ୟ୍ଯନ୍ତ ତାଙ୍କୁ ପ୍ରାର୍ଥନା କର।
ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ, କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ବାମୀ। ଆମ୍ଭେ ପ୍ରତି ନଗରରୁ ଏକ ଜଣ ଓ ପ୍ରତି ଗୋଷ୍ଠୀ ମଧ୍ଯରୁ ଦୁଇଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା।
ଏଣୁ ସଦାପ୍ରଭୁ କହନ୍ତି, ' ଦେଖ, ଇଶ୍ରାୟେଲ ସନ୍ତାନଗଣକୁ ଯେ ମିଶର ଦେଶରୁ ବାହାର କରି ଆଣିଲେ,' ସହେି ସମୟ ଆସୁଛି। ସହେି ଜୀବିତ ସଦାପ୍ରଭୁଙ୍କ ବିଷଯ ରେ, ଲୋକମାନେ ଏହି କଥା କହିବେ ନାହିଁ।
କିନ୍ତୁ ସମୟ ଆସୁଛି, ଯେତବେେଳେ ସମାନେେ କହିବେ, 'ନିଶ୍ଚିତ ଭାବରେ ସଦାପ୍ରଭୁ ଅଛନ୍ତି, ୟିଏ କି ଇଶ୍ରାୟେଲୀୟମାନଙ୍କୁ ଉତ୍ତରରୁ ଓ ଯେଉଁଠା ରେ ସମାନେେ ଥିଲେ ସଠାରୁେ ଫରୋଇ ଆଣିଥିଲେ।' ସେତବେେଳେ ମୁଁ ସମାନଙ୍କେର ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦଇେଥିଲି, ସହେି ଦେଶକୁ ସମାନଙ୍କେୁ ପୁନର୍ବାର ଫରୋଇ ଦବେି।'
ଆମ୍ଭେ ଯେଉଁ ଯେଉଁ ଦେଶକୁ ଆମ୍ଭର ପଲକୁ ତଡ଼ି ଦଇେଅଛୁ, ସହେିସବୁ ଦେଶରୁ ସମାନଙ୍କେର ଅବଶିଷ୍ଟାଂଶ ସଂଗ୍ରହ କରିବା। ଆଉ ପୁନର୍ବାର ସମାନଙ୍କେୁ ସମାନଙ୍କେର ବାସ ସ୍ଥାନକୁ ଫରୋଇ ଆଣିବା। ସେତବେେଳେ ସମାନେେ ପ୍ରଜାବନ୍ତ ଓ ବହୁ ସଂଖ୍ଯକ ହବେେ।
ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କହନ୍ତି, ଯେଉଁମାନେ ଯିହୁଦାର ବନ୍ଦୀରୂପେ ନିଆଗେଲ, ଏହିସବୁ ଉତ୍ତମ ଡ଼ିମିରି ତୁଲ୍ଯ। ମୁଁ ସମାନଙ୍କେୁ ଉତ୍ତମ ବୋଲି ବିବଚେନା କରିବି। ଯେଉଁମାନଙ୍କୁ ମୁଁ ଏହି ସ୍ଥାନରୁ କଲଦୀଯମାନଙ୍କ ଭୂମିକୁ ତଡ଼ି ଦଇେଛି।
କାରଣ ସଦାପ୍ରଭୁ କହନ୍ତି, ସମୟ ଆସିବ ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇଶ୍ରାୟେଲର ଓ ଯିହୁଦାର ବନ୍ଦୀତ୍ବ ଅବସ୍ଥା ପରିବର୍ତ୍ତନ କରିବା। ପୁଣି ସଦାପ୍ରଭୁ କହନ୍ତି, ଏପରି ସମୟ ଆସିବ ଯେଉଁ ସମୟରେ ଆମ୍ଭେ ସମାନଙ୍କେ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦଇେଅଛୁ, ସହେି ଦେଶକୁ ସମାନଙ୍କେୁ ଫରୋଇ ଆଣିବା ଓ ସମାନେେ ତାହା ଅଧିକାର କରିବେ।
ଏରୁ ସଦାପ୍ରଭୁ କହନ୍ତି, ହେ ଯାକୁବ, ତୁମ୍ଭେ ଆମ୍ଭର ଦାସ, ତୁମ୍ଭେ ଭୟ କର ନାହିଁ। ଆଉ ହେ ଇଶ୍ରାୟେଲ, ତୁମ୍ଭେ ନିରାଶ ହୁଅ ନାହିଁ। କାରଣ ଆମ୍ଭେ ବହୁ ଦୂର ଦେଶରୁ ଓ ତୁମ୍ଭକୁ ବନ୍ଦୀତ୍ବ ଦେଶରୁ ଉଦ୍ଧାର କରିଅଛୁ। ପୁଣି ଯାକୁବ ଫରେିଆସି ଶାନ୍ତି ରେ ଓ ନିରାପଦ ରେ ରହିବ। କହେି ତାହାକୁ ଭୟ ଦଖାଇବେେ ନାହିଁ।
ସଦାପ୍ରଭୁ କହନ୍ତି, ମୁଁ ଯାକୁବର ତମ୍ବୁଗୁଡ଼ିକର ବନ୍ଦୀତ୍ବର ପରିବର୍ତ୍ତନ କରିବି ଓ ତାହାର ସମସ୍ତ ବାସସ୍ଥାନ ପ୍ରତି ଦୟା କରିବି। ସହେି ଧ୍ବଂସ୍ତ ସ୍ଥାନ ରେ ନଗର ନିର୍ମିତ ହବେ ଓ ରାଜଗୃହ ଯଥା ସ୍ଥାନ ରେ ପୁନଃନିର୍ମିତ ହବେ।
ଆଉ ଦେଖ, ଆମ୍ଭେ ସମାନଙ୍କେୁ ଉତ୍ତର ଦେଶରୁ ଆଣିବା। ପୁଣି ପୃଥିବୀର ପ୍ରାନ୍ତ ଭାଗରୁ ସମାନଙ୍କେୁ ଓ ସମାନଙ୍କେ ସହିତ ଅନ୍ଧ, େଛାଟ, ଗର୍ଭବତୀ ଓ ପ୍ରସବ ବଦନୋଗ୍ରସ୍ତା ସ୍ତ୍ରୀଙ୍କୁ ଏକତ୍ର ସଂଗ୍ରହ କରିବା। ସମାନେେ ବହୁ ସଂଖ୍ଯା ରେ ଜନଗହଳି ହାଇେ ଏ ସ୍ଥାନକୁ ଆସିବେ।
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନେେ କ୍ରନ୍ଦନରୁ ନିବୃତ୍ତ ହୁଅ ଓ ଚକ୍ଷୁରୁ ଲୋତକ ବନ୍ଦ କର। କାରଣ ତୁମ୍ଭେ ତୁମ୍ଭର କର୍ମାନୁସା ରେ ପୁରସ୍କୃତ ହବେ। ଆଉ ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଶତ୍ରୁ ଦେଶରୁ ଫରେିଆସିବ।
ତୁମ୍ଭ ଅନ୍ତିମକାଳ ବିଷଯ ରେ ପ୍ରତ୍ଯାଶ ଅଛି। ସଦାପ୍ରଭୁ କହନ୍ତି, ଆଉ ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣା ଦେଶକୁ ଫରେିଆସିବେ।
ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହା କହନ୍ତି, ଆମ୍ଭେ ପୁନର୍ବାର ଯିହୁଦାର ଲୋକମାନଙ୍କର ମଙ୍ଗଳ କରିବା। ଆମ୍ଭେ ସମାନଙ୍କେୁ ବନ୍ଦୀତ୍ବରୁ ମୁକ୍ତ କରିବା। ଯିହୁଦା ଦେଶ ରେ ଓ ତାହାର ନଗର ସକଳ ରେ ସମାନେେ ପୁନର୍ବାର ଏହା ବ୍ଯବହାର କରିବେ। ' ହେ ଧାର୍ମିକମାନଙ୍କର ବାସସ୍ଥାନ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
'ଆଉ ଦେଖ, ଆମ୍ଭେ ଆପଣା କୋରଧ ଓ ପ୍ରଚଣ୍ଡ କୋପ ରେ ଯେଉଁସବୁ ଦେଶ ରେ ସମାନଙ୍କେୁ ଚ୍ଛିନ୍ନଭିନ୍ନ କରିଦଇେଥିଲୁ, ସହେି ସହସ୍ର ଦେଶରୁ ପୁନର୍ବାର ସମାନଙ୍କେୁ ସଂଗ୍ରହ କରିବା। ସମାନଙ୍କେୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ସମାନଙ୍କେୁ ଶାନ୍ତି ଏବଂ ନିରାପଦ ରେ ଏହି ସ୍ଥାନ ରେ ବାସ କରାଇବା।
ଆମ୍ଭେ ଇଶ୍ରାୟେଲ ଓ ଯିହୁଦାର ଲୋକମାନଙ୍କର ବନ୍ଦୀତ୍ବ ଅବସ୍ଥାର ପରିବର୍ତ୍ତନ କରି ସମାନଙ୍କେ ପ୍ରତି ମଙ୍ଗଳ ବିଧାନ କରିବା। ସମାନଙ୍କେୁ ଅତୀତ ପରି ଶକ୍ତିଶାଳୀ କରିବା।
ସଦାପ୍ରଭୁ କହନ୍ତି, ଏଠା ରେ ତୁମ୍ଭମାନେେ ଆନନ୍ଦ ଧ୍ବନି ଓ ହର୍ଷନାଦ, ବର କନ୍ଯାଙ୍କର ହର୍ଷଧ୍ବନି, ସଦାପ୍ରଭୁଙ୍କର ପ୍ରଶଂସାଗାନର କୋଳାହଳ ପାଇବ। ସମାନେେ କହିବେ, 'ସଦାପ୍ରଭୁ ମଙ୍ଗଳମଯ ଓ ତାଙ୍କର କରୁଣା ସଦାକାଳ ସ୍ଥାଯୀ।' ତେଣୁ ତାଙ୍କର ଧନ୍ଯବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ଯବାଦସ୍ବରୂପ ବଳି ଆଣିବାର ଶବ୍ଦ ଶୁଣାୟିବ। ଏହା ହବେ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ଯ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସପରେି ହାଇଯେିବ।
ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ କିଅବା ହେ ଇଶ୍ରାୟେଲ ତୁମ୍ଭେ ନିରାଶ ହୁଅ ନାହିଁ। ଆମ୍ଭେ ଦୂର ଦେଶରୁ ତୁମ୍ଭକୁ ଓ ବନ୍ଦୀ ଅବସ୍ଥାରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା। ତହିଁରେ ଯାକୁବ ଫରେି ଆସି ନିର୍ଭୟ ଓ ନିଶ୍ଚିତ ରେ ରହିଲା । ଆଉ କହେି ତାହାକୁ ଭୟ ଦଖାଇେଲେ ନାହିଁ।
ସେ ସମୟରେ ଇଶ୍ରାୟେଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହାଇଯେିବେ। ସମାନେେ କାନ୍ଦି କାନ୍ଦି ଆସିବେ, ଯେତବେେଳେ ସମାନେେ ସମାନଙ୍କେର ସଦାପ୍ରଭୁ ପରମେଶ୍ବରଙ୍କର ଅନ୍ବଷେଣ କରିବେ।
ଆମ୍ଭେ ଇଶ୍ରାୟେଲକୁ ପୁନର୍ବାର ତା'ର ଚରାସ୍ଥାନକୁ ଆଣିବା, ସେ କର୍ମିଲ ଓ ବାଶନ ଉପ ରେ ଚରିବ। ଆଉ ସେ ଇଫ୍ରଯିମର ଓ ଗିଲିଯଦର ପର୍ବତମାନଙ୍କ ଉପ ରେ ଭୋଜନ କରି ପରିତୃପ୍ତ ହବେେ।
ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଉଭୟ ଇଶ୍ରାୟେଲ ଓ ଯିହୁଦାର ପୁତ୍ରଗଣ ଅତ୍ଯାଚାରିତ ହାଇେଛନ୍ତି। ଯେଉଁ ଶତ୍ରୁଗଣ ସମାନଙ୍କେୁ ବନ୍ଦୀ କରି ନେଲେ ସମାନେେ ସମାନଙ୍କେୁ ଦୃଢ଼ ହସ୍ତ ରେ ଧରି ରଖିଲେ, ଛାଡ଼ିଲେ ନାହିଁ।
ସଦାପ୍ରଭୁ ଆମ୍ଭମାନଙ୍କର ଧାର୍ମିକତା ପ୍ରକାଶ କରିଅଛନ୍ତି। ଆସ, ଆମ୍ଭମାନେେ ସିୟୋନ ରେ କହିବା, ସଦାପ୍ରଭୁ ଯାହା କରିଛନ୍ତି।
ଏଥିପାଇଁ ସଦାପ୍ରଭୁ ଆମ୍ଭମାନଙ୍କର ପ୍ରଭୁ ଏହି କଥା କହନ୍ତି, 'ୟଦ୍ଯପି ଆମ୍ଭେ ସମାନଙ୍କେୁ ନାନା ଜାତିଗଣ ମଧ୍ଯକୁ ଦୂରୀକୃତ କରିଅଛୁ ଓ ୟଦ୍ଯପି ଆମ୍ଭେ ସମାନଙ୍କେୁ ନାନା ଦେଶ ମଧିଅରେ ଛିନ୍ନଭିନ୍ନ କରିଅଛୁ, ଆମ୍ଭେ ଅଳ୍ପ ସମୟ ପାଇଁ ସମାନଙ୍କେର ମନ୍ଦିର ସ୍ଥଳ ହବେ।
ଅନନ୍ତର ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
ହେ ମନୁଷ୍ଯ ପୁତ୍ର, ଇଶ୍ରାୟେଲର ପର୍ବତଗଣ ପାଇଁ ଭବିଷ୍ଯଦବାକ୍ଯ ପ୍ରଚାର କରି କୁହ, ସମାନଙ୍କେୁ କୁହ : ହେ ଇଶ୍ରାୟେଲ ପର୍ବତଗଣ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ।
ତେଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ଏବେ ମୁଁ ଯାକୁବକୁ ବନ୍ଦୀତ୍ବରୁ ମୁକ୍ତ କରି ଆଣିବି ଓ ସମୁଦାଯ ଇଶ୍ରାୟେଲ ବଂଶ ପ୍ରତି ଦୟା କରିବି। ଏବଂ ମୁଁ ପବିତ୍ର ନାମ ସକାେଶ ଇର୍ଷାପରାଯଣ ହବେି।
ଆମ୍ଭେ ଇଶ୍ରାୟେଲକୁ ବନ୍ଦୀରୁ ମୁକ୍ତ କରିବା ଏବଂ ସମାନଙ୍କେୁ ସମାଙ୍କେର ଭୂମିକୁ ଫରୋଇ ଆଣିବା। ସମାନେେ ଧ୍ବଂସ ବିଧ୍ବଂସ ନଗରଗୁଡିକୁ ପୁନଃନିର୍ମାଣ କରିବେ ଏବଂ ସହେି ନଗରୀ ରେ ବାସ କରିବେ। ସମାନେେ ଦ୍ରାକ୍ଷାବୃକ୍ଷ କ୍ଷତେ ରେ ରୋପଣ କରିବେ ଏବଂ ଦ୍ରାକ୍ଷାରସ ପିଇବେ, ଯାହା ସଠାେକାର ଦ୍ରାକ୍ଷାଫଳରୁ ପ୍ରସ୍ତୁତ ହୁଏ। ସମାନେେ ମଧ୍ଯ ଗ୍ଭଷ କରିବେ ଓ ଉତ୍ପାଦିତ ଶସ୍ଯକୁ ଭକ୍ଷଣ କରିବେ।
ସହେି ଲୋକମାଙ୍କର ନିଜର ମନ୍ତ୍ରଣା ଅଛି। କିନ୍ତୁ ସମାନେେ ସଦାପ୍ରଭୁଙ୍କର ମନ୍ତ୍ରଣା ଜାଣନ୍ତି ନାହିଁ। ସଦାପ୍ରଭୁ ସମାନଙ୍କେୁ ଏକ ସ୍ବତନ୍ତ୍ର ଉଦ୍ଦେଶ୍ଯ ରେ ଏଠାକୁ ଆଣିଛନ୍ତି, ସମାନଙ୍କେୁ ଶସ୍ଯ ଖଳା ରେ ଶସ୍ଯ ପେଶିଲା ପରି ଦଳି ଦବେେ।
ସେତବେେଳେ ଆମ୍ଭେ ତୁମ୍ଭ ସମସ୍ତଙ୍କୁ ଏକତ୍ର ଫରୋଇ ଆଣିବା। ଆମ୍ଭେ ତୁମ୍ଭମାନଙ୍କୁ ଏପରି ସୁନାମଶାଳୀ କରାଇବା ଯାହା ଫଳ ରେ ସବୁଲୋକ ତୁମ୍ଭମାନଙ୍କର ପ୍ରଶଂସା କରିବେ। ତାହା ଘଟିବ ଯେତବେେଳେ ଆମ୍ଭେ ସମସ୍ତ ବନ୍ଦୀମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣି ମୁକ୍ତ କରିବା, ସଦାପ୍ରଭୁ ଏହି ସମସ୍ତ କହିଥିଲେ।
ଏହା ପରେ ୟିଶାଇୟ ନିର୍ଭୟ ହାଇେ କହନ୍ତି: