Home Bibles ☰ Books ଯିରିମିୟ 29:15 · ଓଡ଼ିଆ ବାଇବେଲ
ଯିରିମିୟ 29:15 · ଓଡ଼ିଆ ବାଇବେଲ

ତୁମ୍ଭମାନେେ କହିବ, ସଦାପ୍ରଭୁ ଆମ୍ଭମାନଙ୍କ ନିମନ୍ତେ ବାବିଲକୁ ଭବିଷ୍ଯଦବକ୍ତାମାନଙ୍କୁ ପଠାଇ ଅଛନ୍ତି।

Cross references

ଯିରିମିୟ 28:1

ଅନନ୍ତର ଯିହୁଦାର ରାଜା ସିଦିକିଯର ରାଜତ୍ବର ଚତୁର୍ଥବର୍ଷର ପଞ୍ଚମ ମାସ ରେ ଗିବିଯୋନ ନିବାସୀ ଅସୂରର ପୁତ୍ର ହନାନିଯ ଭବିଷ୍ଯଦବକ୍ତା ସଦାପ୍ରଭୁଙ୍କ ଗୃହ ରେ ଯାଜକମାନଙ୍କର ଓ ସମସ୍ତ ଲୋକଙ୍କର ସାକ୍ଷାତ ରେ ମାେତେ ଏହି କଥା କହିଲେ।

ଯିରିମିୟ 29:8

ସୈନ୍ଯଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ତୁମ୍ଭମାନେେ ଭବିଷ୍ଯଦବକ୍ତା ଓ ଗଣକମାନଙ୍କ କଥା ରେ ଭୁଲ ନାହିଁ। ସମାନେେ ଯେଉଁ ଗୁପ୍ତ ଦର୍ଶନ କଥା କହୁଛନ୍ତି, ତାହା ପ୍ରତି ମନୋୟୋଗ କର ନାହିଁ।

ଯିହିଜିକଲ 1:1

ମୁଁ ବୂଷିର ପୁତ୍ର ଯାଜକ ଯିହିଜିକଲ।

ଯିହିଜିକଲ 1:3

ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନ ରେ ବାବିଲ ରେ ମୁଁ ପରମେଶ୍ବରଙ୍କ ଦର୍ଶନ ପାଇଲି।

Interlinear

Choose Theme