ଯିରିମିୟ 29:28 · ଓଡ଼ିଆ ବାଇବେଲ
ଯିରିମିୟ ଆମ୍ଭମାନଙ୍କ ନିକଟକୁ ଏହି ବାର୍ତ୍ତା ଦଇେଅଛି, ତୁମ୍ଭମାନେେ ବାବିଲ ରେ ଦୀର୍ଘକାଳ ନିର୍ବାସିତ ହାଇେଅଛ। ତେଣୁ ତୁମ୍ଭମାନେେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଉପଭୋଗ କର।
Cross references
ଯିରିମିୟ 29:1
ଯିରିମିୟ ନିର୍ବାସିତମାନଙ୍କ ମଧିଅରେ ଥିବା ପ୍ରାଚୀନମାନଙ୍କ ପାଖକୁ ଯାଜକଗଣଙ୍କ ପାଖକୁ ଭବିଷ୍ଯତ୍ ବକ୍ତାଗଣଙ୍କ ପାଖକୁ ଓ ଅନ୍ୟ ସମସ୍ତ ବାବିଲ ନିବାସୀମାନଙ୍କ ନିକଟକୁ ଏକ ପତ୍ର ପ୍ ରରଣେ କଲେ ଏବଂ ଏହିସବୁ ଲୋକମାନଙ୍କୁ ନବୂଖଦନିତ୍ସର ୟିରୁଶାଲମରୁ ବାବିଲୋନକୁ ନିର୍ବାସିତ ରୂପେ ନଇୟୋଇଥିଲେ।
ଯିରିମିୟ 29:5
ତୁମ୍ଭମାନେେ ଗୃହ ନିର୍ମାଣ କରି ତହିଁରେ ବାସ କର ; ଉଦ୍ୟାନ ପ୍ରସ୍ତୁତ କରି ତାହାର ଫଳ ଉପ ଭୋଗ କର।
ଯିରିମିୟ 29:10
ତା'ପ ରେ ସଦାପ୍ରଭୁ କହନ୍ତି, ମାତ୍ର ବାବିଲ ରେ ସତୁରି ବର୍ଷ ସୂର୍ଣ୍ଣ ହେଲାପ ରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ବାନୁସନ୍ଧାନ କରିବା। ତୁମ୍ଭମାନଙ୍କୁ ପୁନର୍ବାର ୟିରୁଶାଲମକୁ ଫରୋଇ ଆଣି ଆମ୍ଭେ ଆପଣା ମଙ୍ଗଳ ବାକ୍ଯ ପୂରଣ କରିବା।