Home Bibles ☰ Books ଯିରିମିୟ 29:4 · ଓଡ଼ିଆ ବାଇବେଲ
ଯିରିମିୟ 29:4 · ଓଡ଼ିଆ ବାଇବେଲ

ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କହନ୍ତି, ଆମ୍ଭେ ୟିରୁଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସହେି ସମସ୍ତ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି।

Cross references

ଯିଶାଇୟ 5:5

ବର୍ତ୍ତମାନ ମୁଁସମାର ଦ୍ରାକ୍ଷାକ୍ଷଲତ ପାଇଁ କ'ଣ କରିବି ତାହା ତୁମ୍ଭମାନଙ୍କୁ କହିବି।

ଯିଶାଇୟ 10:5

ପରମେଶ୍ବର କହିବେ, ମୁଁ ଅଶୂରକୁ ଏକ ୟଷ୍ଟିରୂପେ ବ୍ଯବହାର କରିବି। ଏହି କୋର୍ଧରୂପକ ଦଣ୍ଡ ଇଶ୍ରାୟେଲକୁ ଶାସ୍ତି ଦବେେ।

ଯିଶାଇୟ 45:7

ଆମ୍ଭେ ଆଲୋକ ସୃଷ୍ଟିକରୁ ଓ ଆମ୍ଭେ ଅନ୍ଧକାର ମଧ୍ଯ ସୃଷ୍ଟି କରୁ। ଆମ୍ଭେ ଶାନ୍ତି ରଚନା କରୁ ଓ ଅନିଷ୍ଟ ମଧ୍ଯ ସୃଷ୍ଟି କରୁ। ଆମ୍ଭେ ସଦାପ୍ରଭୁ ଏ ସମସ୍ତ ସାଧନ କରୁ।

ଯିଶାଇୟ 59:1

ମୁଁ ଏଠା ରେ ଦେଖୁଛି, ଦେଖ ! ସଦାପ୍ରଭୁଙ୍କର ହସ୍ତ ଏତେ େଛାଟ ହାଇୟୋଇ ନାହିଁ, ଯାହାକି ତୁମ୍ଭକୁ ପରିତ୍ରାଣ କରି ନ ପାରିବ। ତାଙ୍କର କର୍ଣ୍ଣ ତୁମ୍ଭକୁ ଶୁଣିବାକୁ ଏତେ ଭାରୀ ହାଇେ ନାହିଁ।

ଯିରିମିୟ 24:5

ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କହନ୍ତି, ଯେଉଁମାନେ ଯିହୁଦାର ବନ୍ଦୀରୂପେ ନିଆଗେଲ, ଏହିସବୁ ଉତ୍ତମ ଡ଼ିମିରି ତୁଲ୍ଯ। ମୁଁ ସମାନଙ୍କେୁ ଉତ୍ତମ ବୋଲି ବିବଚେନା କରିବି। ଯେଉଁମାନଙ୍କୁ ମୁଁ ଏହି ସ୍ଥାନରୁ କଲଦୀଯମାନଙ୍କ ଭୂମିକୁ ତଡ଼ି ଦଇେଛି।

ଆମୋଷ 3:6

ଯଦି ନଗର ରେ ତୂରୀ ବାଜି ଉଠିବ ତବେେ ଲୋକମାନେ ଭୟ ରେ ଥରହର ହବେେ। ସଦାପ୍ରଭୁ ନ ଗ୍ଭହିଁଲା ପର୍ୟ୍ଯନ୍ତ ନଗର ମଧିଅରେ କୌଣସି ଅସୁବିଧା ଘଟିବ ନାହିଁ।

Interlinear

Choose Theme