Home Bibles ☰ Books ଯିରିମିୟ 29:9 · ଓଡ଼ିଆ ବାଇବେଲ
ଯିରିମିୟ 29:9 · ଓଡ଼ିଆ ବାଇବେଲ

ପୁଣି ସମାନେେ ଆମ୍ଭ ନାମ ରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି। କିନ୍ତୁ ଆମ୍ଭେ ସମାନଙ୍କେୁ ପ୍ ରରଣେ କରି ନାହୁଁ। ସଦାପ୍ରଭୁ କହନ୍ତି।

Cross references

ଯିରିମିୟ 23:21

ଆମ୍ଭେ ସହେି ଭବିଷ୍ଯଦବକ୍ତାମାନଙ୍କୁ ପଠାଇ ନ ଥିଲୁ। ତଥାପି ସମାନେେ ଆପେ ଆପେ ଧାଇଁଲେ। ଆମ୍ଭେ ସମାନଙ୍କେୁ କିଛି ବାକ୍ଯ ପ୍ରଦାନ କରି ନ ଥିଲୁ। ମାତ୍ର ସମାନେେ ଆମ୍ଭ ନାମ ରେ ଭବିଷ୍ଯଦବାକ୍ଯ ପ୍ରଚାର କଲେ।

ଯିରିମିୟ 27:15

ପୁଣି ସଦାପ୍ରଭୁ କହନ୍ତି, ମୁଁ ସହେି ଭବିଷ୍ଯଦବକ୍ତାମାନଙ୍କୁ ପଠାଇବି ନାହିଁ। ସମାନେେ ମିଥ୍ଯା ପ୍ରଚାର କରନ୍ତି ଓ ମାେ ନାମ ରେ ତାହା ପ୍ରଚାର କରନ୍ତି। ତେଣୁ ମୁଁ ତୁମ୍ଭମାନଙ୍କୁ ତଡ଼ି ଦବେି ଓ ତୁମ୍ଭମାନେେ ବିନଷ୍ଟ ହବେ, ତୁମ୍ଭମାନେେ ଓ ସହେି ପ୍ରଚାରକ ଭବିଷ୍ଯଦବକ୍ତାଗଣ ବିନଷ୍ଟ ହବେ।

ଯିରିମିୟ 29:21

କୋଲାଯର ପୁତ୍ର ଆହାବ ଓ ମା ସଯରେ ପୁତ୍ର ସିଦିକିଯ ଆମ୍ଭ ନାମ ରେ ତୁମ୍ଭମାନଙ୍କ ନିକଟରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି। ତେଣୁ ସମାନଙ୍କେ ବିଷଯ ରେ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ଆମ୍ଭେ ବାବିଲର ରାଜା ନବୂଖଦନିତ୍ସର ନିକଟକୁ ସମାନଙ୍କେୁ ପଠାଇବୁ। ଆଉ ସେ ସମସ୍ତ ଲୋକଙ୍କ ସମ୍ମୁଖ ରେ ସମାନଙ୍କେୁ ବଧ କରିବ।

ଯିରିମିୟ 29:23

ସମାନେେ ଇଶ୍ରାୟେଲ ରେ ଅତି ମନ୍ଦ ଆଚରଣ କରିଛନ୍ତି, ସମାନେେ ଆପଣା ଆପଣା ପ୍ରତିବେଶୀ ସ୍ତ୍ରୀ ସହିତ ବ୍ଯଭିଚାର କରିଅଛନ୍ତି। ଆମ୍ଭେ ଆଜ୍ଞା କରି ନାହୁଁ, କିନ୍ତୁ ସମାନେେ ଆମ୍ଭ ନାମ ରେ ମିଥ୍ଯା କଥା କହି ଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଏହା ଜାଣୁ ଓ ଆମ୍ଭେ ଏଥିପାଇଁ ସାକ୍ଷୀ ଅଛୁ।

ଯିରିମିୟ 29:31

ହେ ଯିରିମିୟ, ତୁମ୍ଭେ ନିର୍ବାସିତ ସମସ୍ତ ଲୋକଙ୍କୁ ଏହି ସମ୍ବାଦ ଦିଅ, 'ନିହିଲାମୀଯ ଶମଯିଯର ବିଷଯ ରେ ସଦାପ୍ରଭୁ ଏହି କଥା କହନ୍ତି ; ଆମ୍ଭେ ଶମଯିଯଙ୍କୁ ଭବିଷ୍ଯଦବକ୍ତା ପ୍ରଚାର ପାଇଁ ପଠାଇ ନାହୁଁ। ମାତ୍ର ସେ ମିଥ୍ଯା କହି ତୁମ୍ଭମାନଙ୍କର ବିଶ୍ବାସ ଜନ୍ମାଇଅଛି।

ଯିରିମିୟଙ୍କ ବିଳାପ 2:14

ତୁମ୍ଭର ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭ ପାଇଁ ଦର୍ଶନ ପାଇଛନ୍ତି। ମାତ୍ର ତାହା ଅସାର ଓ ମିଥ୍ଯା ରେ ପରିପୂର୍ଣ୍ଣ। ସମାନେେ ତୁମ୍ଭର ଭଲ ପାଇଁ ଓ ତୁମ୍ଭର ଅଧର୍ମ ମାଚେନ ପାଇଁ ପ୍ରଚାର କରିନାହାଁନ୍ତି। ମାତ୍ର ଅସାର ଭାରୋକ୍ତି ଓ ତୁମ୍ଭ ନିର୍ବାସିତ ହବୋର ଦେଖି ପ୍ରଚାର କରିଅଛନ୍ତି।

Interlinear

Choose Theme