Home Bibles ଯିରିମିୟ 30:1 · ଓଡ଼ିଆ ବାଇବେଲ
ଯିରିମିୟ 30:1 · ଓଡ଼ିଆ ବାଇବେଲ

ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ଯ ଉପସ୍ଥିତ ହେଲା।

Cross references

ଯିରିମିୟ 1:1

ଏହା ହେଉଛି ଭବିଷ୍ଯଦବକ୍ତା ଯିରିମିୟଙ୍କ ବାକ୍ଯ। ହିଲବିଯଙ୍କର ପୁତ୍ର ଯିରିମିୟ ଯାଜକମାନଙ୍କ ମଧ୍ଯରୁ ଜଣେ ୟିଏ କି ଅନାେଥାତ୍ ପ୍ରଦେଶର ବିନ୍ଯାମୀନଙ୍କର ଗୋଷ୍ଠୀର ଥିଲେ।

ଯିରିମିୟ 26:15

ତୁମ୍ଭମାନେେ ଯଦି ମାେତେ ବଧ କରିବ, ତବେେ ଏହା ନିଶ୍ଚିତ ରୂପେ ଜାଣ ଯେ ତୁମ୍ଭମାନଙ୍କ ଉପ ରେ, ଏହି ନଗର ଉପ ରେ ଓ ତଦନିବାସୀମାନଙ୍କ ଉପ ରେ ନିର୍ଦ୍ ଦୋଷର ରକ୍ତପାତର ଅପରାଧ ଲାଗିବ। କାରଣ ଏହିସବୁ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚର ରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମାେତେ ପ୍ ରରଣେ କରିଅଛନ୍ତି, ଏହା ସତ୍ଯ।

Interlinear

Choose Theme