ଏରୁ ସଦାପ୍ରଭୁ କହନ୍ତି, ହେ ଯାକୁବ, ତୁମ୍ଭେ ଆମ୍ଭର ଦାସ, ତୁମ୍ଭେ ଭୟ କର ନାହିଁ। ଆଉ ହେ ଇଶ୍ରାୟେଲ, ତୁମ୍ଭେ ନିରାଶ ହୁଅ ନାହିଁ। କାରଣ ଆମ୍ଭେ ବହୁ ଦୂର ଦେଶରୁ ଓ ତୁମ୍ଭକୁ ବନ୍ଦୀତ୍ବ ଦେଶରୁ ଉଦ୍ଧାର କରିଅଛୁ। ପୁଣି ଯାକୁବ ଫରେିଆସି ଶାନ୍ତି ରେ ଓ ନିରାପଦ ରେ ରହିବ। କହେି ତାହାକୁ ଭୟ ଦଖାଇବେେ ନାହିଁ।
Cross references
ଏହି ସବୁ ଘଟିୟିବା ପରେ ସଦାପ୍ରଭୁଙ୍କର ବାକ୍ଯ ଦର୍ଶନ ରେ ଅବ୍ରାମ ନିକଟକୁ ଆସିଲେ। ଏହା କହି, ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ। ମୁଁ ତୁମ୍ଭକୁ ମହାପୁରସ୍କାର ଦବେି।
ତୁମ୍ଭେ ଶକ୍ତିଶାଳୀ ଓ ସାହାସୀ ହକ୍ସ୍ଟଅ। ତୁମ୍ଭମାନେେ ସହେି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କ ସହିତ ଅଛନ୍ତି। ସେ ତୁମ୍ଭକୁ ଅକୃତକାର୍ୟ୍ଯ କରିବେ ନାହିଁ କିଅବା ଛାଡିବେ ନାହିଁ।
ସେ ପଥରେ କୌଣସି ବିପଦ ନ ଥିବ। ସିଂହ କିମ୍ବା ହିଂସ୍ରକ ଜନ୍ତୁ ଆଘାତ ଦବୋକୁ ସଠାେ ରେ ନ ଥିବେ। ସମାନେେ ସଠାେ ରେ ଦଖାେଯିବେ ନାହିଁ। କବଳେ ମୁକ୍ତିପ୍ରାପ୍ତ ଲୋକମାନେ ତା'ଉପ ରେ ବିଚରଣ କରିବେ।
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବର, ତୁମ୍ଭର ଦକ୍ଷିଣ ହସ୍ତ ଧରି କହିବା ଭୟ କର ନାହିଁ। ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା।
ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସହିତ ଅଛୁ। ଆମ୍ଭେ ପୂର୍ବ ଦିଗରୁ ତୁମ୍ଭର ସନ୍ତାନଗଣଙ୍କୁ ଆଣିବା ଓ ପୂର୍ବଦିଗରୁ ତୁମ୍ଭକୁ ଆଣିବା।
ଆମ୍ଲଭ ସଦାପ୍ରଭୁସଯ କି ତୁମ୍ଭକୁ ଗଢ଼ିଲଲ ମାତୃ ଗର୍ଭରୁ ତୁମ୍ଭକୁସଯ ନିର୍ମାଣ କଲଲ। ୟିଏ ତୁମ୍ଭକୁ ସାହାୟ୍ଯ କଲଲ,ସସହି ସଦାପ୍ରଭୁ କୁହନ୍ତି,ସହ ଆମ୍ଭର ଦାସ ଯାକୁବ,ସହ ଆମ୍ଭର ମଲନାନୀତ ଶିଶୁଗଣ, ଭୟ କର ନାହିଁ।
ଆମ୍ଭେ ପୂର୍ବଦିଗସ୍ଥ ଦୂରଦେଶରୁ ଏକ ମନୁଷ୍ଯକୁ ଆହ୍ବାନ କରୁ। ସହେି ମନୁଷ୍ଯଟି ଉତ୍କ୍ରୋଶ ପକ୍ଷୀ ସଦୃଶ। ଆମ୍ଭେ ଯାହା ମନ୍ତ୍ରଣା କରୁ ସେ ତାହାହିଁ କରିବ। ଆମ୍ଭେ କଳ୍ପନା କରିଅଛୁ ଓ ଆମ୍ଭେ ତାହା ସଫଳ କରିବା।
ଆମ୍ଭେ ପରିତ୍ରାଣ ଓ ଧର୍ମ ଆଣିବୁ, ତାହା ବେଶି ଦୂର ନୁହେଁ। ଆମ୍ଭ ପରିତ୍ରାଣର ବିଳମ୍ବ ଘଟିବ ନାହିଁ ; ଆମ୍ଭର ଗୌରବ ସ୍ବରୂପ ଇଶ୍ରାୟେଲ ପାଇଁ ଆମ୍ଭେ ସିୟୋନ ପ୍ରତି ପରିତ୍ରାଣ ଆଣିବା।
ଦେଖ, କେତକେ ଲୋକ ଦୂର ଦେଶରୁ ଆସିବେ, କେତକେ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ ଓ ଆଉ କେତକେ ସୀନୀମ ଦେଶରୁ ଆସିବେ।
ମାତ୍ର ସଦାପ୍ରଭୁ ଏହିକଥା କୁହନ୍ତି, ବୀରଦ୍ବାରା ବନ୍ଦୀଲୋକ ଅପହୃତ ହବେେ ଓ ଭୟଙ୍କର ଲୋକର ଲୁଣ୍ଠିତ ଦ୍ରବ୍ଯ ମୁକୁଳା ୟିବ ; କାରଣ ତୁମ୍ଭର ବିରୋଧୀକାରୀଙ୍କୁ ଆମ୍ଭେ ବିରୋଧ କରିବା ଓ ତୁମ୍ଭର ସନ୍ତାନଗଣଙ୍କୁ ଆମ୍ଭେ ରକ୍ଷା କରିବା।
ଭୟ କର ନାହିଁ, କାରଣ ତୁମ୍ଭେ ଲଜ୍ଜିତ ହବେ ନାହିଁ ; କିମ୍ବା ବିଷଣ୍ଣମନା ହୁଅ ନାହିଁ ; କାରଣ ତୁମ୍ଭକୁ ଲଜ୍ଜିତ କରାୟିବ ନାହିଁ। ତୁମ୍ଭେ ୟୌବନକାଳର ଲଜ୍ଜା ଭୁଲିୟିବ ଓ ବିଧବାବସ୍ଥାର ଦୁର୍ନାମ ଆଉ ମନେ କରିବ ନାହିଁ।
ତୁମ୍ଭେ ଚତୁର୍ଦ୍ଦିଗକୁ ଦେଖ, ସମାନେେ ସମସ୍ତେ ଏକତ୍ରୀତ ହେଉଛନ୍ତି ଓ ତୁମ୍ଭ ନିକଟକୁ ଆସୁଛନ୍ତି। ତୁମ୍ଭର ପୁତ୍ରଗଣ ବହୁ ଦୂରରୁ ଆସିବେ ଓ କନ୍ଯାଗଣ ଧାଈମାନଙ୍କ କୋଳରୁ ଅଣାଯିବେ।
ସେ ସମୟରେ ଯିହୁଦା ବଂଶ ଇଶ୍ରାୟେଲ ବଂଶ ସହିତ ଏକତ୍ର ଗମନ କରିବେ। ଆଉ ସମାନେେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।
ଆମ୍ଭେ ଯେଉଁ ଯେଉଁ ଦେଶକୁ ଆମ୍ଭର ପଲକୁ ତଡ଼ି ଦଇେଅଛୁ, ସହେିସବୁ ଦେଶରୁ ସମାନଙ୍କେର ଅବଶିଷ୍ଟାଂଶ ସଂଗ୍ରହ କରିବା। ଆଉ ପୁନର୍ବାର ସମାନଙ୍କେୁ ସମାନଙ୍କେର ବାସ ସ୍ଥାନକୁ ଫରୋଇ ଆଣିବା। ସେତବେେଳେ ସମାନେେ ପ୍ରଜାବନ୍ତ ଓ ବହୁ ସଂଖ୍ଯକ ହବେେ।
ସହେି ଉତ୍ତମ ରାଜତ୍ବ କାଳ ରେ ଶାଖା 'ଉତ୍ପନ୍ନ' ହାଇେ ଯିହୁଦା ପରିତ୍ରାଣ ପାଇବ ଓ ଇଶ୍ରାୟେଲ ନିରାପଦ ରେ ବାସ କରିବ। ପୁଣି ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମ ରେ ସେ ବିଖ୍ଯାତ ହବେେ।
ମାତ୍ର ଲୋକମାନେ ଏକ ନୂଆ କଥା କହିବେ। ସମାନେେ କହିବେ, ' ସହେି ଜୀବିତ ସଦାପ୍ରଭୁ ଇଶ୍ରାୟେଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନକୁ ଆମ୍ଭେ ସମାନଙ୍କେୁ ତଡ଼ି ଦଇେଥିଲୁ, ସହେିସବୁ ଦେଶରୁ ସମାନଙ୍କେୁ ବାହାର କରି ଆଣିଲେ।' ଆଉ ସମାନେେ ଆପଣା ଦେଶ ରେ ବାସ କରିବେ। ଏପରି ସମୟ ଆସୁଅଛି।