Home Bibles ☰ Books ଯିରିମିୟ 30:17 · ଓଡ଼ିଆ ବାଇବେଲ
ଯିରିମିୟ 30:17 · ଓଡ଼ିଆ ବାଇବେଲ

କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘା'ସବୁ ସୁସ୍ଥ କରିବା। କାରଣ ସମାନେେ ତୁମ୍ଭକୁ ବାସନ୍ଦ ବା ଦୂରୀକୃତା ବୋଲି କହନ୍ତି। 'ଆଉ ସିୟୋନକୁ କହେି ଚାହାଁନ୍ତି ନାହିଁ।

Cross references

ଯାତ୍ରା ପୁସ୍ତକ 15:26

ତା'ପରେ ସେ କହିଲେ, ତୁମ୍ଭେ ଯବେେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ବାକ୍ଯ ରେ ମନୋୟୋଗ କର ଏବଂ ତାଙ୍କ ଦୃଷ୍ଟି ରେ ଯାହା ଉଚିତ୍ ତାହା କର, ତାଙ୍କର ଆଜ୍ଞା ପାଳନ କର ଏବଂ ତାଙ୍କର ବ୍ଯବସ୍ଥାସବୁ ପାଳନ କର, ତବେେ ମିଶରୀଯମାନେ ଯେଉଁ ସବୁ ରୋଗ ରେ ପିଡୀତ ହେଲେ, ତୁମ୍ଭମାନେେ ସହେି ରୋଗ ରେ ପିଡୀତ ହବେ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।

ନିହିମିୟା 4:1

ସନ୍ବଲ୍ଲଟ ଯେତବେେଳେ ଶୁଣିଲା ଯେ ପ୍ରାଚୀର ଗଢା ହାଇଚେି, ସେ ଅତିଶଯ କୋପିତ ହାଇେ ୟିହୁଦୀଯଙ୍କୁ ପରିହାସ କଲା।

ଆୟୁବ ପୁସ୍ତକ 5:18

ପରମେଶ୍ବରଙ୍କ ଦଣ୍ଡ ରେ ଯେଉଁ କ୍ଷତ ହୁଏ ପୁଣି ସେ ନିଜେ ସମାନଙ୍କେର କ୍ଷତ ରେ ପଟି ବାନ୍ଧନ୍ତି। ପରମେଶ୍ବର ହୁଏତ ଜଣକୁ ଆଘାତ କରନ୍ତି କିନ୍ତୁ ତାଙ୍କ ହାତ ସୁସ୍ଥତା ମଧ୍ଯ ଆଣେ।

ଗୀତସଂହିତା 12:5

କିନ୍ତୁ ସଦାପ୍ରଭୁ କହନ୍ତି, ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଚୋରାଇ ନିଅନ୍ତି। ସମାନେେ ଅସହାୟ ଲୋକଙ୍କଠାରୁ ଜିନିଷ ନଇୟୋଆନ୍ତି। କିନ୍ତୁ ମୁଁ ସମାନଙ୍କେ ଉଦ୍ଦେଶ୍ଯ ସଫଳ ହବୋକୁ ଦବେି ନାହିଁ ଓ ମୁଁ ସହେି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।

ଗୀତସଂହିତା 23:3

ସେ ମାରେ ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି। ସେ ମାେତେ ଧର୍ମପଥରେ କଢ଼ାଇ ନିଅନ୍ତି। ଏହାଦ୍ବାରା ପ୍ରମାଣିତ ହୁଏ ୟେ, ସେ ପ୍ରକୃତରେ ପରମେଶ୍ବର ଅଟନ୍ତି।

ଗୀତସଂହିତା 44:13

ତୁମ୍ଭେ ଆମ୍ଭମାନଙ୍କୁ ଆମ୍ଭର ପଡ଼ୋଶୀମାନଙ୍କ ନିକଟରେ ପରିହାସର ପାତ୍ର କରିଛ। ସମାନେେ ଆମ୍ଭକୁ ଦେଖି ହସନ୍ତି ଓ ଥଟ୍ଟା କରନ୍ତି।

ଗୀତସଂହିତା 79:9

ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ବର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାୟ୍ଯ କର ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର ଏବଂ ପାପସବୁ କ୍ଷମା କର।

ଗୀତସଂହିତା 103:3

ହେ ମାରେ ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି। ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।

ଗୀତସଂହିତା 107:20

ପରମେଶ୍ବର ଆପଣା ଆଦେଶ ପଠାଇ ତାଙ୍କୁ ସୁସ୍ଥ କଲେ। ଏବଂ ସେ ବିନାଶରୁ ସମାନଙ୍କେୁ ମୁକ୍ତ କଲେ।

ଯିଶାଇୟ 11:12

ପରମେଶ୍ବର ଏହି ଧ୍ବଜାକୁ' ସମସ୍ତ ଜାତିଗଣମାନଙ୍କ ନିମନ୍ତେ ସଙ୍କତେ ସ୍ବରୂପ ଉଠାଇବେ। ଇଶ୍ରାୟେଲ ଓ ଯିହୁଦାର ବିଚ୍ଛିନ୍ନ ହାଇେଥିବା ଲୋକମାନେ ଏକତ୍ର ହବେେ। ଯେଉଁମାନେ ପୃଥିବୀର ଲମ୍ବ ଏବଂ ପ୍ରସ୍ଥ ରେ ବିଚ୍ଛିନ୍ନ ହାଇୟୋଇଥିଲେ। କିନ୍ତୁ ପରମେଶ୍ବର ସେ ସମସ୍ତଙ୍କୁ ଏକତ୍ରୀତ କରିବେ।

ଯିଶାଇୟ 30:26

ଯେଉଁଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର କ୍ଷତ ସ୍ଥାନ ରେ ପଟି ବାନ୍ଧିବେ ଓ ପ୍ରହାର ଜନିତ ଆଘାତରୁ ସୁସ୍ଥ କରିବେ। ସହେିଦିନ ଚନ୍ଦ୍ରର ଦୀପ୍ତି ସୂର୍ୟ୍ଯର ଦୀପ୍ତିପରି ଉଜ୍ଜ୍ବଳ ହବେ। ପୁଣି ସୂର୍ୟ୍ଯର ଦୀପ୍ତି ସାତଦିନର ଦୀପ୍ତିତୁଲ୍ଯ ସାତଗୁଣ ଉଜ୍ଜ୍ବଳ ଦଖାୟିବେ।

ଯିଶାଇୟ 54:6

କାରଣ ତୁମ୍ଭ ପରମେଶ୍ବର କୁହନ୍ତି, ତ୍ଯକ୍ତା ଓ ମନୋଦୁଃଖିନୀ ଭାର୍ୟ୍ଯା କିମ୍ବା ୟୌବନକାଳୀନ ପରିତ୍ଯକ୍ତା ଭାର୍ୟ୍ଯାପରି ସଦାପ୍ରଭୁ ତୁମ୍ଭକୁ ଆହ୍ବାନ କରିଅଛନ୍ତି।

Interlinear

Choose Theme