ଅନନ୍ତର ସଦାପ୍ରଭୁ କହନ୍ତି, ସେ ସମୟରେ ଆମ୍ଭେ ଇଶ୍ରାୟେଲର ସମସ୍ତ ଗୋଷ୍ଠୀର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।
Cross references
ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସହେି ଚୁକ୍ତି ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ ହବେ। ଏହି ଚୁକ୍ତି ଅନନ୍ତକାଳସ୍ଥାଯୀ ହବେ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କର ପରମେଶ୍ବର ହବେି।
ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧିଅରେ ଗମନା-ଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ବର ହବୋ। ଆଉ ତୁମ୍ଭମାନେ ଆମ୍ଭର ଲୋକ ହବେ।
ତୁମ୍ଭେ ଇଶ୍ରାୟେଲର ଲୋକମାନଙ୍କୁ ଚିରଦିନ ପାଇଁ ତୁମ୍ଭର ନିଜର ଲୋକ କଲ ଏବଂ ତୁମ୍ଭେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ହାଇେଅଛ।
ଏହି ପରମେଶ୍ବର ହିଁ ଆମ୍ଭର ଚିରକାଳ ଲାଗି ପରମେଶ୍ବର ଅଟନ୍ତି। ସେ ଚିରକାଳ ଲାଗି ଆମ୍ଭକୁ ପଥ ପ୍ରଦର୍ଶନ କରିବେ।
ସହେିପରି ଲୋକମାନେ ହେଉଛନ୍ତି ଧନ୍ଯ, ୟାହାର ଏହିଭଳି ଅଛି। ସହେି ଲୋକମାନେ ଧନ୍ଯ ହୁଅନ୍ତୁ, ୟାହାର ପରମେଶ୍ବର ହେଉଛନ୍ତି ସଦାପ୍ରଭୁ।
ପରମେଶ୍ବର ଏହି ଧ୍ବଜାକୁ' ସମସ୍ତ ଜାତିଗଣମାନଙ୍କ ନିମନ୍ତେ ସଙ୍କତେ ସ୍ବରୂପ ଉଠାଇବେ। ଇଶ୍ରାୟେଲ ଓ ଯିହୁଦାର ବିଚ୍ଛିନ୍ନ ହାଇେଥିବା ଲୋକମାନେ ଏକତ୍ର ହବେେ। ଯେଉଁମାନେ ପୃଥିବୀର ଲମ୍ବ ଏବଂ ପ୍ରସ୍ଥ ରେ ବିଚ୍ଛିନ୍ନ ହାଇୟୋଇଥିଲେ। କିନ୍ତୁ ପରମେଶ୍ବର ସେ ସମସ୍ତଙ୍କୁ ଏକତ୍ରୀତ କରିବେ।
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
ସେ ସମୟରେ ଯିହୁଦା ବଂଶ ଇଶ୍ରାୟେଲ ବଂଶ ସହିତ ଏକତ୍ର ଗମନ କରିବେ। ଆଉ ସମାନେେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।
ସହେି ଉତ୍ତମ ରାଜତ୍ବ କାଳ ରେ ଶାଖା 'ଉତ୍ପନ୍ନ' ହାଇେ ଯିହୁଦା ପରିତ୍ରାଣ ପାଇବ ଓ ଇଶ୍ରାୟେଲ ନିରାପଦ ରେ ବାସ କରିବ। ପୁଣି ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମ ରେ ସେ ବିଖ୍ଯାତ ହବେେ।
କାରଣ ସଦାପ୍ରଭୁ କହନ୍ତି, ସମୟ ଆସିବ ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇଶ୍ରାୟେଲର ଓ ଯିହୁଦାର ବନ୍ଦୀତ୍ବ ଅବସ୍ଥା ପରିବର୍ତ୍ତନ କରିବା। ପୁଣି ସଦାପ୍ରଭୁ କହନ୍ତି, ଏପରି ସମୟ ଆସିବ ଯେଉଁ ସମୟରେ ଆମ୍ଭେ ସମାନଙ୍କେ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦଇେଅଛୁ, ସହେି ଦେଶକୁ ସମାନଙ୍କେୁ ଫରୋଇ ଆଣିବା ଓ ସମାନେେ ତାହା ଅଧିକାର କରିବେ।
ଏରୁ ସଦାପ୍ରଭୁ କହନ୍ତି, ହେ ଯାକୁବ, ତୁମ୍ଭେ ଆମ୍ଭର ଦାସ, ତୁମ୍ଭେ ଭୟ କର ନାହିଁ। ଆଉ ହେ ଇଶ୍ରାୟେଲ, ତୁମ୍ଭେ ନିରାଶ ହୁଅ ନାହିଁ। କାରଣ ଆମ୍ଭେ ବହୁ ଦୂର ଦେଶରୁ ଓ ତୁମ୍ଭକୁ ବନ୍ଦୀତ୍ବ ଦେଶରୁ ଉଦ୍ଧାର କରିଅଛୁ। ପୁଣି ଯାକୁବ ଫରେିଆସି ଶାନ୍ତି ରେ ଓ ନିରାପଦ ରେ ରହିବ। କହେି ତାହାକୁ ଭୟ ଦଖାଇବେେ ନାହିଁ।
ପୁଣି ତୁମ୍ଭମାନେେ ଆମ୍ଭର ଲୋକ ହବେ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ବର ହବୋ।
ପୁଣି ସଦାପ୍ରଭୁଙ୍କର ମନର ଅଭିପ୍ରାଯ ସଫଳ ଓ ସିଦ୍ଧ ନ ହବୋ ପର୍ୟ୍ଯନ୍ତ ତାଙ୍କର ପ୍ରଜ୍ବଳିତ କୋର୍ଧ ପଶମିତ ହବେ ନାହିଁ। ତୁମ୍ଭମାନେେ ଅନ୍ତିମ ସମୟରେ ତାହା ବୁଝିବ।
ମାତ୍ର ସଦାପ୍ରଭୁ କହନ୍ତି, ଭବିଷ୍ଯତ ରେ ଆମ୍ଭେ ଇଶ୍ରାୟେଲ ବଂଶ ସହିତ ଏହି ନିଯମ ସ୍ଥିର କରିବା। ଆମ୍ଭେ ସମାନଙ୍କେ ଅନ୍ତର ରେ ଆମ୍ଭର ବ୍ଯବସ୍ଥା ରଖିବା ଓ ସମାନଙ୍କେ ହୃଦଯ ରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।
ପୁଣି ଇଶ୍ରାୟେଲ ଓ ଯିହୁଦାର ଲୋକମାନେ ଆମ୍ଭର ହବେେ ଓ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ।
ଆମ୍ଭେ ଇଶ୍ରାୟେଲ ଓ ଯିହୁଦାର ଲୋକମାନଙ୍କର ବନ୍ଦୀତ୍ବ ଅବସ୍ଥାର ପରିବର୍ତ୍ତନ କରି ସମାନଙ୍କେ ପ୍ରତି ମଙ୍ଗଳ ବିଧାନ କରିବା। ସମାନଙ୍କେୁ ଅତୀତ ପରି ଶକ୍ତିଶାଳୀ କରିବା।
ପୁଣି ସଦାପ୍ରଭୁ କହନ୍ତି, ଆମ୍ଭେ ଇଶ୍ରାୟେଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧ ରେ ଯେଉଁ ମଙ୍ଗଳ ବାକ୍ଯ କହିଅଛୁ। ତାହାକୁ ସଫଳ କରିବାର ସମୟ ଆସୁଅଛି।
ସେ କହନ୍ତି ହେ ଯିରିମିୟ, ଲୋକେ ଯାହା କହୁଛନ୍ତି ତୁମ୍ଭେ କବେେ ତାହା ବିବଚେନା କରିଛ ? ସମାନେେ କହନ୍ତି, 'ସଦାପ୍ରଭୁ ଆପଣା ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ଯ କରିଅଛନ୍ତି। ଏହିରୂପେ ସମାନେେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି।' ସମାନଙ୍କେ ସାକ୍ଷାତ ରେ ସମାନେେ ଏକ ଗୋଷ୍ଠୀ ହାଇେ ଯେପରି ରହିବେ ନାହିଁ।
ସେ ସମୟରେ ଇଶ୍ରାୟେଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହାଇଯେିବେ। ସମାନେେ କାନ୍ଦି କାନ୍ଦି ଆସିବେ, ଯେତବେେଳେ ସମାନେେ ସମାନଙ୍କେର ସଦାପ୍ରଭୁ ପରମେଶ୍ବରଙ୍କର ଅନ୍ବଷେଣ କରିବେ।
ତହିଁରେ ସମାନେେ ଆମ୍ଭର ବିଧି ମାନିବେ ଏବଂ ଆମ୍ଭର ନିଯମସବୁ ରଖିବା ପାଇଁ ୟନ୍ତ୍ରବାନ୍ ହବେେ ଏବଂ ସମାନେେ ମଧ୍ଯ ଆମ୍ଭର ଲୋକ ହବେେ ଓ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ।'
ମୁଁ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ହବେି ଓ ମାରେ ଦାସ ଦାଉଦ ସମାନଙ୍କେ ମଧିଅରେ ପ୍ରଭୁ ହବେ। ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
ଆଉ ତୁମ୍ଭମାନେେ ଆମ୍ଭର ମଷେ ଓ ଆମ୍ଭ ତୃଣଭୂମିର ମଷେ ଅଟ। ତୁମ୍ଭମାନେେ ମନୁଷ୍ଯ ଅଟ ଓ ଆମ୍ଭେ ତୁମ୍ଭମାନଙ୍କ ପରମେଶ୍ବର ଅଟୁ। ଏହା ମାରେପ୍ରଭୁ ସଦାପ୍ରଭୁ କହନ୍ତି।
ତାହା ହେଲେ ତୁମ୍ଭମାନେେ ସହେି ଦେଶ ରେ ବାସ କରିବ ଯାହା ମୁଁ ଦଲେି ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଓ ତୁମ୍ଭମାନେେ ମାରେ ଲୋକ ହବେ ଆଉ ମୁଁ ତୁମ୍ଭମାନଙ୍କର ପରମେଶ୍ବର ହବେି।
ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଖଣ୍ଡେ ଆଶାବାଡ଼ି ନଇେ ତହିଁ ଉପ ରେ ଏହି କଥା ଲେଖ, ଏହି ଆଶାବାଡ଼ି ଯିହୁଦା ଓ ତାହାର ସାଙ୍ଗଗଣ ଇଶ୍ରାୟେଲର ଲୋକମାନଙ୍କୁ ଦର୍ଶାଏ ; ତା'ପ ରେ ଆଉ ଖଣ୍ଡେ ଆଶାବାଡ଼ି ନଇେ ତାହା ଉପ ରେ ଏହି କଥା ଲେଖ, ଏହି ଆଶାବାଡ଼ି ଇଫ୍ରଯିମର, ଇଶ୍ରାୟେଲ ବଂଶ ଯୋଷଫେ ଓ ତା'ର ସାଙ୍ଗମାନଙ୍କୁ ଦର୍ଶାଏ।'
ସହେି ଦିନଠାରୁ ଇଶ୍ରାୟେଲ ବଂଶ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ, ସମାନଙ୍କେର ପରମେଶ୍ବର ଅଟୁ।
ତା'ପ ରେ ଯିହୁଦା ଓ ଇଶ୍ରାୟେଲର ଲୋକମାନେ ଏକତ୍ରୀତ ହବେେ। ସମାନେେ ସମାନଙ୍କେ ପାଇଁ ଜଣେ ରାଜା ବାଛିବେ ଏବଂ ସମାନଙ୍କେର ଦେଶ ସବୁଠାରୁ ବଡ ହବେ। ୟିଷ୍ରିଯଲରେ ସମୟ ପ୍ରକୃତ ବଡ ହବେ।
ଆମ୍ଭେ ଯିହୁଦାର ଗୃହକୁ ଶକ୍ତିଶାଳୀ କରାଇବା ଆଉ ମଧ୍ଯ ଆମ୍ଭେ ଯୋଷଫେର ଗୃହକୁ ରକ୍ଷା କରିବା। ଆମ୍ଭେ ସମାନଙ୍କେୁ ପୁନଃସ୍ଥାପନ କରିବା କାରଣ ସମାନଙ୍କେ ପ୍ରତି ଆମ୍ଭର ଦୟା ଅଛି। ଏହା ଏପରି ହବେ ଯେପରିକି ଆମ୍ଭେ ସମାନଙ୍କେୁ କବେେ ପ୍ରତ୍ଯାଖ୍ଯାନ କରିନାହୁଁ। ଆମ୍ଭେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ଏବଂ ଆମ୍ଭେ ସମାନଙ୍କେର ପାର୍ଥନା ଶୁଣିବା।
ତା'ପ ରେ ଆମ୍ଭେ ସହେି ଏକ ତୃତୀଯାଂଶ ଲୋକଙ୍କୁ ଅଗ୍ନି ରେ ପରୀକ୍ଷା କରିବା। ଆମ୍ଭେ ସମାନଙ୍କେୁ ରୂପା ଯେପରି ନିର୍ମଳ ହୁଏ ସହେିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସହେି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସମାନେେ ଡାକିବେ ଏବଂ ଆମ୍ଭେ ସମାନଙ୍କେୁ ଉତ୍ତର ଦବୋ, 'ଏମାନେ ଆମ୍ଭର ଲୋକ', ଆଉ ସମାନେେ କହିବେ, 'ସଦାପ୍ରଭୁ ଆମ୍ଭର ପରମେଶ୍ବର ଅଟନ୍ତି।'
ଯୀଶୁ ତାହାଙ୍କୁ କହିଲେ, ମାେତେ ଧର ନାହିଁ। ମୁଁ ଏ ପର୍ୟ୍ଯନ୍ତ ପରମପିତାଙ୍କ ପାଖକୁ ଯାଇନାହିଁ। କିନ୍ତୁ ତୁମ୍ଭେ ଯାଇ ମାରେ ଭାଇମାନଙ୍କୁ କୁହ ଯେ, ମୁଁ ମାରେ ଓ ତୁମ୍ଭର ପରମପିତାଙ୍କ ପାଖକୁ ଫରେିଯାଉଛି। ମୁଁ ମାରେ ଓ ତୁମ୍ଭର ପରମେଶ୍ବରଙ୍କ ପାଖକୁ ଯାଉଅଛି।
ଏହି ଭଳି ସମଗ୍ର ଇଶ୍ରାୟେଲ ଉଦ୍ଧାର ପାଇବ। ଶାସ୍ତ୍ର ରେ ଲଖାେଅଛି:
ସାବଧାନ ରୁହ ଯେପରି କହେି ହେଲେ ୟୌନ ବ୍ଯଭିଚାର ନ କରେ। ସାବଧାନ ରୁହ ଯେପରି କହେି ଏସେ ୗ ଭଳି ନ ହେଉ। ସେ ପରମେଶ୍ବରଙ୍କ ବିଷୟ ରେ ଚିନ୍ତା କରେ ନାହିଁ। ଏସେ ୗ ଜେଷ୍ଠପୁତ୍ର ଥିଲା, ଓ ସେ ତା' ପିତାଙ୍କଠାରୁ ସବୁକିଛି ଉତ୍ତରାଧିକାରୀ ଭାବରେ ପାଇଥାନ୍ତା। କିନ୍ତୁ ଥରକର ଭୋଜନ ବଦଳ ରେ ସେ ସବୁକିଛି ବିକ୍ରି କରି ଦଲୋ।