Home Bibles ଯିରିମିୟ 31:10 · ଓଡ଼ିଆ ବାଇବେଲ
ଯିରିମିୟ 31:10 · ଓଡ଼ିଆ ବାଇବେଲ

ହେ ଗୋଷ୍ଠୀସମୂହ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ। ଆଉ ଦୂରସ୍ଥ ଦ୍ବୀପ ସମୂହ ରେ ତାହା ପ୍ରଚାର କରି କୁହ ଯେ, 'ଇଶ୍ରାୟେଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ। ଆଉ ପାଳକ ଯେପରି ତାହାର ମଷେପଲକୁ ରକ୍ଷା କରେ, ସପରେି ସେ ତାହାକୁ ସୁରକ୍ଷା ଦବେେ।'

Cross references

ଆଦି ପୁସ୍ତକ 10:5

ଏମାନଙ୍କଠାରୁ ଅନ୍ୟଦେଶୀଯମାନଙ୍କର ଦ୍ବୀପ ନିବାସୀଗଣ ଆପଣାମାନଙ୍କ ପାଇଁ ଦେଶ ବିଦେଶ ରେ ନିଜ ନିଜ ଭାଷାନୁୟାଯୀ ବ୍ଯାପ୍ତ ହାଇେ ନିଜ ନିଜ ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲ!

ଦିତୀୟ ବିବରଣ 30:4

ଏପରିକି ତୁମ୍ଭମାନଙ୍କୁ ପୃଥିବୀର ବହକ୍ସ୍ଟତ ଦୂରକକ୍ସ୍ଟ ପଠାଇଥିଲେ। ମଧ୍ଯ ସେ ତୁମ୍ଭମାନଙ୍କୁ ଏକତ୍ର କରି ଫରୋଇ ଆଣିବେ।

ଦିତୀୟ ବିବରଣ 32:26

ଆମ୍ଭେ ଚିନ୍ତା କଲକ୍ସ୍ଟ ଇଶ୍ରାୟେଲୀୟମାନଙ୍କୁ ଧ୍ବଂସ କରିବା ପାଇଁ। ତେଣୁ ଲୋକମାନେ ସମାନଙ୍କେୁ ସଐୂର୍ଣ ଭାବେ ଭକ୍ସ୍ଟଲିଯିବେ।

ଗୀତସଂହିତା 72:10

ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ। ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭଟେି ଆଣନ୍ତୁ।

ଗୀତସଂହିତା 147:2

ସଦାପ୍ରଭୁ ହେଉଛନ୍ତି ଜଣେ ୟିଏ ୟିରୁଶାଲମକୁ ପୁନଃନିର୍ମାଣ କରନ୍ତି। ସେ ହିଁ ଜଣେ ଇଶ୍ରାୟେଲର ନିର୍ବସିତମାନଙ୍କୁ ଏକତ୍ରୀତ କରନ୍ତି।

ଯିଶାଇୟ 24:14

ଏହି ଅବଶିଷ୍ଟ ପୃଥିବୀବାସୀ ସମୁଦ୍ର ଗର୍ଜନଠାରୁ ଅଧିକ ଉଚ୍ଚ ସ୍ବର ରେ ଆନନ୍ଦ ଧ୍ବନି କରିବେ। କାରଣ ସଦାପ୍ରଭୁଙ୍କ ମହିମା ହତେୁ ସମାନେେ ଏହା କରିବେ।

ଯିଶାଇୟ 27:12

ସଦେିନ ସଦାପ୍ରଭୁ ଅନ୍ୟମାନଙ୍କଠାରୁ ତାଙ୍କର ଦାସମାନଙ୍କୁ ଅଲଗା କରିବେ। ଫରାତ୍ ନଦୀଠାରୁ ଆରମ୍ଭକରି ମିଶର ନଦୀ ପର୍ୟ୍ଯନ୍ତ ସେ ଲୋକମାନଙ୍କୁ ଏକତ୍ରୀତ କରିବେ।

ଯିଶାଇୟ 40:11

ମଷେଶାବକ ମଷେମାନଙ୍କୁ ଚରାଇଲା ପରି ସେ ଆପଣା ଲୋକମାନଙ୍କର ଯତ୍ନ ନବେେ। ମଷେ ଛୁଆମାନଙ୍କୁ ସେ ନିଜର ବାହୁ ବଳ ରେ ସଂଗ୍ରହ କରିବେ ଓ ନିଜର କୋଳ ରେ ସମାନଙ୍କେୁ ବହି ନବେେ। ସମାନଙ୍କେର ମାଆମାନେ ପେଛ ପେଛ ଯିବେ।

ଯିଶାଇୟ 41:1

ସଦାପ୍ରଭୁ କୁହନ୍ତି, ହେ ଦ୍ବୀପ ସମୂହ, ନୀରବ ହୁଅ। ମାେ ନିକଟକୁ ଆସ, ଲୋକମାନେ ବଳପ୍ରାପ୍ତ ହୁଅନ୍ତୁ, କଥା କୁହନ୍ତୁ। ଆମ୍ଭମାନେେ ଏକତ୍ରୀତ ବିଚାର କରୁ।

ଯିଶାଇୟ 42:4

ସେ ପୃଥିବୀ ରେ ନ୍ଯାଯ ବିଚାର ପ୍ରତିଷ୍ଠା ନ କରିବା ପର୍ୟ୍ଯନ୍ତ ନିସ୍ତଜେ କିମ୍ବା ହୀନବଳ ହବେେ ନାହିଁ। ଆଉ ଦ୍ବୀପନିବାସୀ ତାଙ୍କର ପ୍ରଚାର ରେ ବିଶ୍ବାସ ରଖିବେ।'

ଯିଶାଇୟ 42:10

ହେ ଦ୍ବୀପଗଣ ଓ ତନ୍ନିବାସୀଗଣ, ହେ ସମୁଦ୍ରଗାମୀମାନେ ଓ ସମୁଦ୍ରବାସୀମାନେ ଏବଂ ପୃଥିବୀସ୍ଥ ଦୂରଦେଶୀଯ ଲୋକମାନେ, ତୁମ୍ଭମାନେେ ସମସ୍ତେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର। ଏକ ନୂତନ ସଙ୍ଗୀତ ତାଙ୍କ ବିଷଯ ରେ ଗାନ କର।

ଯିଶାଇୟ 54:7

ଆମ୍ଭେ ଅଳ୍ପକ୍ଷଣ ପାଇଁ ତୁମ୍ଭକୁ ପରିତ୍ଯାଗ କରିଅଛୁ, ମାତ୍ର ମହାକରୁଣା ରେ ତୁମ୍ଭକୁ ପୁନର୍ବାର ସଂଗ୍ରହ କରିବା।

ଯିଶାଇୟ 60:9

ପ୍ରକୃତ ରେ ଦ୍ବୀପସମୂହ ଆମ୍ଭକୁ ଅପେକ୍ଷା କରିବେ। ପୁଣି ତର୍ଶୀଶର ଜାହାଜସବୁ ସର୍ବପ୍ରଥମେ ନିଜ ନିଜ ରେ ୗପ୍ୟ ଓ ସୁବର୍ଣ୍ଣ ନଇେ, ତୁମ୍ଭର ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ବର ସଦାପ୍ରଭୁଙ୍କ ସୁନାମ ନିମିତ୍ତ ଓ ଇଶ୍ରାୟେଲର ପବିତ୍ରସ୍ବରୂପଙ୍କ ନିମିତ୍ତ ଆସିବେ କାରଣ ସେ ତୁମ୍ଭକୁ ଗୌରବାନ୍ବିତ କରିଛନ୍ତି।

ଯିଶାଇୟ 66:19

ଆମ୍ଭେ ସମାନଙ୍କେ ମଧିଅରେ ଏକ ସଙ୍କତେ ସ୍ଥାପନ କରିବା ଓ ସମାନଙ୍କେ ମଧ୍ଯରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା - ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ୟବନ ତଥା ଦୂରସ୍ଥ ଦ୍ବୀପଗଣ ଆମ୍ଭର ସୁଖ୍ଯାତି ବିଷଯ ରେ କବେେ ଶୁଣି ନାହାଁନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖିନାହାଁନ୍ତି, ସହେିମାନଙ୍କ ନିକଟକୁ ପ୍ ରରଣେ କରିବା ଓ ସମାନେେ ବିଭିନ୍ନ ଦେଶୀଯମାନଙ୍କ ମଧିଅରେ ଆମ୍ଭର ମହିମା ପ୍ରକାଶ କରିବେ।

ଯିରିମିୟ 25:22

ଆଉ ସୋରର ସମସ୍ତ ରାଜାଙ୍କୁ, ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ବୀପର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି।

ଯିରିମିୟ 50:17

ଇଶ୍ରାୟେଲ ଚ୍ଛିନ୍ନଭିନ୍ନ ହାଇେଥିବା ମଷେ ସ୍ବରୂପ ସେ ସିଂହମାନଙ୍କ ଦ୍ବାରା ବିତାଡ଼ିତ ହାଇେଅଛି। ପ୍ରଥମେ ଅଶୂରର ରାଜା ତାକୁ ଗ୍ରାସ କଲା। ଆଉ ଶଷେ ରେ ବାବିଲର ରାଜା ନବୂଖଦନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଲା।

ଯିରିମିୟ 50:19

ଆମ୍ଭେ ଇଶ୍ରାୟେଲକୁ ପୁନର୍ବାର ତା'ର ଚରାସ୍ଥାନକୁ ଆଣିବା, ସେ କର୍ମିଲ ଓ ବାଶନ ଉପ ରେ ଚରିବ। ଆଉ ସେ ଇଫ୍ରଯିମର ଓ ଗିଲିଯଦର ପର୍ବତମାନଙ୍କ ଉପ ରେ ଭୋଜନ କରି ପରିତୃପ୍ତ ହବେେ।

ଯିହିଜିକଲ 5:2

ଆଉ ଏକ ତୃତୀଯାଂଶ ଖଡ୍ଗ ରେ କାଟ ଓ ନଗର ଚତୁର୍ଦ୍ଦିଗ ରେ ଭିଣି ଦିଅ। ଆଉ ଏକ ତୃତୀଯାଂଶ କେଶ ପବନର ମୁହଁକୁ ଫୋପାଡ଼ି ଦିଅ କାରଣ ଆମ୍ଭେ ସମାନଙ୍କେୁ ଦୂର ଦେଶ ପର୍ୟ୍ଯନ୍ତ ଅନୁସରଣ କରିବା ଓ ଖଣ୍ଡା ରେ ସମାନଙ୍କେୁ ହତ୍ଯା କରିବା।

ଯିହିଜିକଲ 5:10

ୟିରୁଶାଲମର ଲୋକମାନେ ଏପରି କ୍ଷୁଧାର୍ତ୍ତ ହବେ ଯେ ସମାନଙ୍କେ ମଧ୍ଯରୁ ପିତାମାତା ନିଜର ସନ୍ତାନମାନଙ୍କୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାମାତାଙ୍କୁ ଭୋଜନ କରିବେ। ଏବଂ ଆମ୍ଭେ ତୁମ୍ଭର ବିଚାର କରିବା ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ପୃଥିବୀର ଶଷେ ସୀମା ରେ ଛିନ୍ନଭିନ୍ନ କରିବା।

ଯିହିଜିକଲ 11:16

ଏଥିପାଇଁ ସଦାପ୍ରଭୁ ଆମ୍ଭମାନଙ୍କର ପ୍ରଭୁ ଏହି କଥା କହନ୍ତି, 'ୟଦ୍ଯପି ଆମ୍ଭେ ସମାନଙ୍କେୁ ନାନା ଜାତିଗଣ ମଧ୍ଯକୁ ଦୂରୀକୃତ କରିଅଛୁ ଓ ୟଦ୍ଯପି ଆମ୍ଭେ ସମାନଙ୍କେୁ ନାନା ଦେଶ ମଧିଅରେ ଛିନ୍ନଭିନ୍ନ କରିଅଛୁ, ଆମ୍ଭେ ଅଳ୍ପ ସମୟ ପାଇଁ ସମାନଙ୍କେର ମନ୍ଦିର ସ୍ଥଳ ହବେ।

ଯିହିଜିକଲ 20:34

ପୁଣି ଆମ୍ଭେ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପ ବର୍ଷଣ ଦ୍ବାରା ତୁମ୍ଭମାନଙ୍କୁ ଗୋଷ୍ଠୀଗଣ ମଧ୍ଯରୁ ବାହାର କରିଆଣିବୁ ଓ ଛିନ୍ନ ଭିନ୍ନ ହାଇେ ରହିଥିବା ଦେଶମାନଙ୍କରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବୁ।

ଯିହିଜିକଲ 34:12

ଯେପରି ଜଣେ ମଷେପାଳକ ନିଜର ଛିନ୍ନଭିନ୍ନ ମଷେମାନଙ୍କର ଅନୁସନ୍ଧାନ କରେ, ସହେିପରି ମୁଁ ମାରେ ମଷେମାନଙ୍କର ତତ୍ତ୍ବାବଧାନ କରିବି। ଆଉ ମଘାେଚ୍ଛନ୍ନ ଓ ଅନ୍ଧକାର ଦିନ ରେ ସମାନେେ ଯେଉଁ ଯେଉଁ ସ୍ଥାନ ରେ ଛିନ୍ନଭିନ୍ନ ହାଇେଅଛନ୍ତି, ସେସବୁ ସ୍ଥାନରୁ ସମାନଙ୍କେୁ ଉଦ୍ଧାର କରିବି।

ଯିହିଜିକଲ 37:24

'ପୁଣି ମାରେ ଦାସ ଦାଉଦ ସମାନଙ୍କେ ଉପ ରେ ରାଜା ହବେେ। କବଳେ ସେ ହିଁ ଜଣେ ସମସ୍ତଙ୍କ ଉପ ରେ ମଷେପାଳକ ହବେେ। ଆଉ ସମାନେେ ମାରେ ବ୍ଯବସ୍ଥା ମାନି ଚଳିବେ ଓ ମାରେ ବିଧିସବୁ ରକ୍ଷାକରି ପାଳନ କରିବେ।

ମୀଖା 2:12

ହେ ଯାକୁବର ଲୋକମାନେ, ଆମ୍ଭେ ତୁମ୍ଭର ସମସ୍ତ ଲୋକମାନଙ୍କୁ ଏକତ୍ରୀତ କରିବା। ଆଉ ମଧ୍ଯ ଇଶ୍ରାୟେଲର ଅବଶିଷ୍ଟ ଲୋକମାନଙ୍କୁ ଏକାଠି କରିବା। ପଶୁମାନଙ୍କୁ ଖୁଆଡ ରେ ଓ ଗ୍ଭରଣ ଭୂମିରେ ମଷେମାନଙ୍କୁ ଏକତ୍ରୀତ କଲାପରି ସମାନଙ୍କେୁ ସମବତେ କରାଇବା। ସେତବେେଳେ ସେ ସ୍ଥାନଟି ଲୋକ ଗହଳି ରେ ମୁଖରିତ ଓ କୋଳାହଳପୂର୍ଣ୍ଣ ହବେ।

ମୀଖା 4:6

ସଦାପ୍ରଭୁ କୁହନ୍ତି, ଆଘାତପ୍ରାପ୍ତ, ପଙ୍ଗୁ, ବିତାଡିତ ଓ ଦଣ୍ତିତ ୟିରୁଶାଲମକୁ ଆମ୍ଭେ ପୁନର୍ବାର ଫରୋଇ ଆଣିବା।

ମୀଖା 5:4

ତା'ପ ରେ ଇଶ୍ରାୟେଲର ଶାସକ ସଦାପ୍ରଭୁଙ୍କ ଶକ୍ତି ରେ ଓ ତାଙ୍କ ସଦାପ୍ରଭୁ ପରମେଶ୍ବରଙ୍କ ଅପୂର୍ବ ମହିମା ରେ ଦଣ୍ତାଯମାନ ହାଇେ ତାଙ୍କ ପଲଙ୍କୁ ଚରାଇବେ। ସମାନେେ ଶାନ୍ତି ରେ ବାସ କରିବେ କାରଣ ସେ ସମୟରେ ତାଙ୍କର ମହାନତା ପୃଥିବୀର ଶଷେ ପ୍ରାନ୍ତ ପର୍ୟ୍ଯନ୍ତ ବିସ୍ତୃତ ହବେ।

ସିଫନିୟ 2:11

ସହେି ଲୋକମାନେ ସଦାପ୍ରଭୁଙ୍କୁ ଭୟ କରିବେ, କାରଣ ସଦାପ୍ରଭୁ ଧ୍ବଂସ କରିବେ। ତା'ପ ରେ ସବୁ ଦେଶ ରେ ଲୋକମାନେ ସଦାପ୍ରଭୁଙ୍କୁ ଉପାସନା କରିବେ।

ସିଫନିୟ 3:19

ସେତବେେଳେ ତୁମ୍ଭକୁ ଆଘାତ କରୁଥିବା ଲୋକଙ୍କୁ ଆମ୍ଭେ ଦଣ୍ତ ଦବୋ, ଆମ୍ଭର ଆଘାତପ୍ରାପ୍ତ ଲୋକମାନଙ୍କୁ ରକ୍ଷା କରିବା। ପଳାତକମାନଙ୍କୁ ଆମ୍ଭେ ପୁନର୍ବାର ଫରୋଇ ଆଣିବା। ସମାନଙ୍କେୁ ଆମ୍ଭେ ଏପରି ବିଖ୍ଯାତ କରାଇବା ସବୁଲୋକ ସମାନଙ୍କେୁ ପ୍ରଶଂସା କରିବେ।

ଯିଖରିୟ 9:16

ସଦାପ୍ରଭୁ ସମାନଙ୍କେର ପରମେଶ୍ବର ସମାନଙ୍କେୁ ରକ୍ଷା କରିବେ, ସହେିଦିନ ତାଙ୍କର ଲୋକମାନେ ମଷେପରି ହବେେ। ସମାନେେ ତାଙ୍କ ଦେଶ ରେ ମୁକୁଟର ରତ୍ନ ସ୍ବରୂପ ଝକ୍ମକ କରିବେ।

ଯିଖରିୟ 10:8

ଆମ୍ଭେ ତୂରି ବଜାଇବା ଏବଂ ସମାନଙ୍କେୁ ଏକତ୍ରୀତ କରାଇବା। ଆମ୍ଭେ ସମାନଙ୍କେୁ ଦାସତ୍ବରୁ ମୁକ୍ତ କରିଅଛୁ ଓ ସମାନେେ ଯେପରି ବହୁ ସଂଖ୍ଯା ରେ ଥିଲେ ସହେିପରି ବହୁ ସଂଖ୍ଯା ରେ ପୂର୍ଣ୍ଣ ହବେେ।

ଲୂକଲିଖିତ ସୁସମାଚାର 12:32

ହେ ସାନ ମଷେପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସହେି ସ୍ବର୍ଗ ରାଜ୍ଯ ଦବୋକୁ ଚାହାଁନ୍ତି।

ଯୋହନଲିଖିତ ସୁସମାଚାର 10:27

ମାେ ସ୍ବର ମାେ ମଷେମାନେ ଶୁଣନ୍ତି। ମୁଁ ସମାନଙ୍କେୁ ଜାଣେ ଓ ସମାନେେ ମାେତେ ଅନୁସରଣ କରନ୍ତି।

ଯୋହନଲିଖିତ ସୁସମାଚାର 11:52

ହଁ, ଯୀଶୁ ଯିହୂଦୀ ଲୋକମାନଙ୍କ ପାଇଁ ନିଜ ଜୀବନ ଦବେେ। କିନ୍ତୁ ସେ ପରମେଶ୍ବରଙ୍କ ଅନ୍ୟ ସନ୍ତାନମାନଙ୍କ ପାଇଁ ମଧ୍ଯ ଜୀବନ ଦବେେ, ଯେଉଁମାନେ ଜଗତର ଚାରିଆଡେ ଚ୍ଛିନ୍ନ ଭିନ୍ନ ହାଇେ ରହିଛନ୍ତି। ସମାନଙ୍କେୁ ଏକାଠି କରିବା ପାଇଁ ଓ ସମସ୍ତଙ୍କୁ ଏକ କରିବା ପାଇଁ ଯୀଶୁ ମୃତ୍ଯୁ ଭୋଗ କରିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:28

ତେଣୁ ତୁମ୍ଭମାନେେ ସମସ୍ତେ ନିଜେ ନିଜେ ସାବଧାନ ରୁହ। ପୁଣି ପବିତ୍ର ଆତ୍ମା ଯେଉଁ ମଷେପଲ ଉପରେ ତୁମ୍ଭମାନଙ୍କୁ ମଷେପାଳକ ରୂପେ ନିୟୁକ୍ତ କରିଅଛନ୍ତି, ସମାନଙ୍କେ ବିଷୟ ରେ ସତର୍କ ରୁହ; ଓ ଯେଉଁ ମଣ୍ଡଳୀକୁ ପରମେଶ୍ବର ଆପଣା ରକ୍ତ ରେ କ୍ରୟ କରିଅଛନ୍ତି ତାହାର ଯତ୍ନ ନିଅ।

Interlinear

Choose Theme