କାରଣ ସଦାପ୍ରଭୁ ଯାକୁବକୁ ଉଦ୍ଧାର କରିଅଛନ୍ତି ଓ ତାହା ଅପେକ୍ଷା ବଳବାନର ହସ୍ତରୁ ତାହାକୁ ମୁକ୍ତ କରିଅଛନ୍ତି।
Cross references
ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ। ମୁଁ ବହୁତ ଦୁର୍ବଳ ଅଟେ। ସହେି ଲୋକମାନଙ୍କଠାରୁ ମାେତେ ରକ୍ଷା କର ଯେଉଁମାନେ ମାେ ପଛରେ ଗୋଡ଼ାଇଛନ୍ତି। ସହେି ଲୋକମାନେ ମାେ ଠାରୁ ଅଧିକ ଶକ୍ତିଶାଳୀ।
ସହ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଛନ୍ତି।ସହ ପୃଥିବୀର ଭୂତଳସ୍ଥାନ ସକଳ ଆନନ୍ଦଧ୍ବନି କର।ସହ ପର୍ବତ ଗଣ,ସହ ଅରଣ୍ଯ ଓ ତନ୍ମଧ୍ଯସ୍ଥ ବୃକ୍ଷ ସମୂହ, ତୁମ୍ଲଭମାଲନ ସମସ୍ଲତ ଉଚ୍ଚ ସ୍ବରସର ପ୍ରଭୁଙ୍କର ପ୍ରଶଂସା ଗାନ କର ; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଛନ୍ତି ଓ ଇଶ୍ରାଲୟଲକୁସଗୗରବନ୍ବିତ କରିଲବ।
ହେ ମାରେ ସନ୍ତାନଗଣ, ତୁମ୍ଭମାନେେ ବାବିଲରୁ ବାହାରି ୟାଅ, କଲଦୀଯମାନଙ୍କ ମଧ୍ଯରୁ ପଳାଯନ କର ; ତୁମ୍ଭମାନେେ ଆନନ୍ଦ ଧ୍ବନି କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ୟ୍ଯନ୍ତ ଏହା ବିଖ୍ଯାତ କର ; ତୁମ୍ଭମାନେେ କୁହ, ସଦାପ୍ରଭୁ ନିଜର ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।
ଜଣେ ବୀରଠାରୁ ଲୁଣ୍ଠିତ ଦ୍ରବ୍ଯ ହରଣ କରାୟାଇ ପାରିବ କି ? କିମ୍ବା ବନ୍ଦୀ ହାଇେଥିବା ଲୋକମାନେ ମୁକ୍ତ ହାଇେ ପାରିବେ କି ?
ମାତ୍ର ସଦାପ୍ରଭୁ ଏହିକଥା କୁହନ୍ତି, ବୀରଦ୍ବାରା ବନ୍ଦୀଲୋକ ଅପହୃତ ହବେେ ଓ ଭୟଙ୍କର ଲୋକର ଲୁଣ୍ଠିତ ଦ୍ରବ୍ଯ ମୁକୁଳା ୟିବ ; କାରଣ ତୁମ୍ଭର ବିରୋଧୀକାରୀଙ୍କୁ ଆମ୍ଭେ ବିରୋଧ କରିବା ଓ ତୁମ୍ଭର ସନ୍ତାନଗଣଙ୍କୁ ଆମ୍ଭେ ରକ୍ଷା କରିବା।
ପୁଣି ଆମ୍ଭେ ତୁମ୍ଭକୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରିବା ଓ ଆମ୍ଭେ ତୁମ୍ଭକୁ ଭୟଙ୍କର ଲୋକମାନଙ୍କ ହସ୍ତରୁ ମୁକ୍ତ କରିବା।
ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଉଭୟ ଇଶ୍ରାୟେଲ ଓ ଯିହୁଦାର ପୁତ୍ରଗଣ ଅତ୍ଯାଚାରିତ ହାଇେଛନ୍ତି। ଯେଉଁ ଶତ୍ରୁଗଣ ସମାନଙ୍କେୁ ବନ୍ଦୀ କରି ନେଲେ ସମାନେେ ସମାନଙ୍କେୁ ଦୃଢ଼ ହସ୍ତ ରେ ଧରି ରଖିଲେ, ଛାଡ଼ିଲେ ନାହିଁ।
ହେ ସଦାପ୍ରଭୁ, ତୁମ୍ଭେ ମାେ' ପ୍ରାଣର ସପକ୍ଷ ରେ ପ୍ରତିବାଦ କରିଅଛ, ତୁମ୍ଭେ ମାହେର ଜୀବନ ମୁକ୍ତ କରିଅଛ।
ଆମ୍ଭେ ସମାନଙ୍କେୁ ମୃତ୍ଯୁଠାରୁ ରକ୍ଷା କରିବା ଉଚିତ୍ କି? ଆମ୍ଭେ ସେ ମାନଙ୍କୁ ମହାମାରୀ ଠାରୁ ରକ୍ଷା କରିବା ଉଚିତ୍ କି? ହେ ମୃତ କେଉଁଠା ରେ ତୁମ୍ଭର ମହାମାରୀ ଅଛି? ହେ କବର, ତୁମ୍ଭର ଶକ୍ତି କେଉଁଠା ରେ ଅଛି? ଦୟା ଆମ୍ଭଠାରୁ ଗୁପ୍ତ ରହିବ।
ଜଣେ ଲୋକ କୌଣସି ବଳବାନ ଲୋକ ଘ ରେ ପଶି ତା'ର ସମ୍ପତ୍ତି ଚେ଼ା ରଇନବେୋକୁ ଚାହିଁଲେ, ସେ ବଳବାନ ଲୋକଟିକୁ ପ୍ରଥମେ ବାନ୍ଧି ପକାଇବ। ତା'ପରେ ସେ ବଳବାନ ଲୋକର ଘରୁ ସବୁ ଲୁଟି କରି ନଇେ ଯାଇ ପାରିବ।
ମନୁଷ୍ଯପୁତ୍ରଙ୍କ କ୍ଷେତ୍ର ରେ ତାହା ଏକାଭଳି। ମନୁଷ୍ଯପୁତ୍ର ଅନ୍ୟମାନଙ୍କଠାରୁ ସବୋ ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସବୋ କରିବା ପାଇଁ ଆସି ଅଛନ୍ତି। ମନୁଷ୍ଯପୁତ୍ର ଅନକେ ଲୋକଙ୍କ ମୁକ୍ତିର ମୂଲ୍ଯଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।
ଯୀଶୁ କହିଲେ, ଏ କଥା ତୁମ୍ଭେ ବୁଝିପାରୁନ। କାରଣ ଶାସ୍ତ୍ର କଣ କୁ ହେ ଜାଣ ନାହିଁ। ଏବଂ ପରମେଶ୍ବରଙ୍କ ଶକ୍ତି ବିଷୟ ରେ ତୁମ୍ଭମାନେେ କିଛି ଜାଣିନାହଁ।
ଯେତବେେଳେ ଜଣେ ଶକ୍ତିଶାଳୀ ଲୋକ ଅନକେ ଅସ୍ତ୍ରଶସ୍ତ୍ର ଧରି ନିଜ ଘରକୁ ଜଗିରହେ, ସେତବେେଳେ ତା'ର ସମସ୍ତ ସମ୍ପତ୍ତି ସୁରକ୍ଷିତ ରହେ।
ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।
ସହେି ସନ୍ତାନମାନେ ରକ୍ତମାଂସ ବିଶିଷ୍ଟ ଶରୀର ଧାରଣ କରିଛନ୍ତି। ଅତଏବ ଯୀଶୁ ସମାନଙ୍କେ ଭଳି ରକ୍ତ ମାଂସର ଶରୀର ଧାରଣ କଲେ। ସପରେି କରିବା ଦ୍ବାରା, ଯୀଶୁ ମୃତ୍ଯୁ ଶକ୍ତିର ନିଦାନ ଶୟତାନକୁ ବିନଷ୍ଟ କଲେ।