ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନେେ କ୍ରନ୍ଦନରୁ ନିବୃତ୍ତ ହୁଅ ଓ ଚକ୍ଷୁରୁ ଲୋତକ ବନ୍ଦ କର। କାରଣ ତୁମ୍ଭେ ତୁମ୍ଭର କର୍ମାନୁସା ରେ ପୁରସ୍କୃତ ହବେ। ଆଉ ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଶତ୍ରୁ ଦେଶରୁ ଫରେିଆସିବ।
Cross references
ତା'ପରେ ସେ ନିଜକୁ ନିଯନ୍ତ୍ରଣ ରେ ରଖିଲେ ଓ ମୁହଁ ଧୋଇ ବାହାରକୁ ଆସିଲେ ଓ ତା'ପରେ କହିଲେ, ବର୍ତ୍ତମାନ ଖାଇବାର ସମୟ।
ଯୋଷଫେ ନିଜକୁ ବେଶି ଦିନ ନିଯନ୍ତ୍ରଣ ରେ ରଖି ପାରି ନଥିଲେ। ଯୋଷଫେ ସମସ୍ତ ଲୋକଙ୍କୁ ସମ୍ମୁଖ ରେ ଡ଼ାକି କହିଲେ, ସମସ୍ତେ ଏଠାରୁ ଚାଲିୟାଅ। ତେଣୁ କହେି ନଥିଲା ବେଳେ ଯୋଷଫେ ନିଜକୁ ଭାଇମାନଙ୍କ ସମ୍ମୁଖ ରେ ପରିଚିତ କରାଇଲେ।
ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଏହି ଭଲକାମ ପାଇଁ ପକ୍ସ୍ଟରସ୍କାର ଦବେେ। ତୁମ୍ଭକୁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ପୂର୍ଣ ମାତ୍ରା ରେ ପକ୍ସ୍ଟରସ୍କୃତ କରନ୍ତକ୍ସ୍ଟ। ତୁମ୍ଭେ ନିରାପତ୍ତା ପାଇଁ ସଦାପ୍ରଭୁଙ୍କ ପାଖକକ୍ସ୍ଟ ଫରେିଆସିଲ ଏବଂ ସେ ତକ୍ସ୍ଟମ୍ଭଙ୍କକ୍ସ୍ଟ ରକ୍ଷା କରିବେ।
କିନ୍ତୁ ଆସ, ତୁମ୍ଭେ ଓ ଯିହୁଦା ଏବଂ ବିନ୍ଯାମୀନର ଲୋକ ସମସ୍ତେ ଦୃଢ଼ ହୁଅ। ଦୁର୍ବଳ ହୁଅ ନାହିଁ, କାରଣ ତୁମ୍ଭମାନେେ ତୁମ୍ଭମାନଙ୍କର ଉତ୍ତମ କାର୍ୟ୍ଯ ନିମନ୍ତେ ପୁରସ୍କାର ପାଇବ।
ଯିହୁଦା ଏବଂ ବିନ୍ଯାମୀନ ପରିବାରବର୍ଗର ମୁଖିଆମାନେ, ଯାଜକଗଣ ଓ ଲବେୀୟମାନେ ୟିରୁଶାଲମକୁ ୟିବାପାଇଁ ପ୍ରସ୍ତୁତ ହେଲ। ସମାନେେ ସଠାେକୁ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବା ପାଇଁ ଗଲେ। ପରମେଶ୍ବର ଯେଉଁମାନଙ୍କ ମନ ରେ ପ୍ରବୃତ୍ତ ଦଇେଥିଲେ, ସମାନଙ୍କେ ସହିତ ପ୍ରେତ୍ୟକକ ଲୋକ ୟିବାପାଇଁ ପ୍ରସ୍ତୁତ ହେଲେ।
ପରମେଶ୍ବର କୋର୍ଧିତ ହୁଅନ୍ତି। ତଣେୁ ତାଙ୍କର ନିଷ୍ପତ୍ତି ହିଁ ମୃତ୍ଯୁ। କିନ୍ତୁ ସେ ମାେ ପ୍ରତି କରୁଣା ପ୍ରଦର୍ଶନ କରି ମାେତେ ଜୀବନଦାନ ଦଇେଛନ୍ତି। ସାରା ରାତି ମୁଁ କାନ୍ଦୁଥିଲି। ତା'ପରଦିନ ସକାଳୁ ଦେଖିଲି, ମୁଁ ଖୁସିରେ ଗୀତ ବୋଲୁଛି।
ତୁମ୍ଭେ ଆପଣା ମାର୍ଗ ରେ ୟାଅ। ଆନନ୍ଦ ରେ ଆପଣା ଆହାର ଭୋଜନ କର ଓ ହୃଷ୍ଟ ଚିତ୍ତ ରେ ଆପଣା ଦ୍ରାକ୍ଷାରସ ପାନ କର। କାରଣ ପରମେଶ୍ବର ତୁମ୍ଭର କାର୍ୟ୍ଯ ଗ୍ରହଣ କରି ସାରିଲଣେି।
ମାତ୍ର ଅନନ୍ତକାଳ ପାଇଁ ଦୂରୀଭୂତ ହବେ। ମାରେ ପ୍ରଭୁ ସଦାପ୍ରଭୁ ସମସ୍ତଙ୍କ ମୁଖମଣ୍ଡଳରୁ ଲୋତକ ପୋଛି ଦବେେ। ଅତୀତ ରେ ଲୋକଙ୍କର ଯେଉଁ ଦୁଃଖ ଥିଲା, ପରମେଶ୍ବର ସେ ସମସ୍ତ ଦୁଃଖକୁ ପୃଥିବୀରୁ ପୋଛି ଦବେେ। ଏ ସମସ୍ତ ଘଟିବ କାରଣ ସଦାପ୍ରଭୁ ଏହା କହିଛନ୍ତି।
ସଦାପ୍ରଭୁଙ୍କର ସନ୍ତାନଗଣ ୟିରୁଶାଲମର ସିୟୋନ ପର୍ବତ ରେ ବାସ କରିବେ। ତୁମ୍ଭମାନେେ ଆଉ କ୍ରନ୍ଦନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ରୋଦନ ଶୁଣିବେ ଓ ତୁମ୍ଭମାନଙ୍କୁ ଅନୁଗ୍ରହ କରିବେ। ସେ ଶୁଣିବା ମାତ୍ ରେ ତୁମ୍ଭମାନଙ୍କୁ ସାହାୟ୍ଯ କରିବେ।
ଦେଖ, ମାରେପ୍ରଭୁ ସଦାପ୍ରଭୁ ସମସ୍ତ ପରାକ୍ରମ ନଇେ ଆସୁଛନ୍ତି ଓ ତାଙ୍କର ବାହୁ ବଳ ରେ ସେ କତ୍ତୃର୍ତ୍ବ କରିବେ। ଦେଖ, ତାଙ୍କ ସହିତ ତାଙ୍କର ପୁରସ୍କାର ଅଛି ଓ ତାଙ୍କ ଆଗେ ଆଗେ ତାଙ୍କର ପ୍ରତିଫଳ ଅଛି।
ଆମ୍ଭେ ଯେଉଁ ଯେଉଁ ଦେଶକୁ ଆମ୍ଭର ପଲକୁ ତଡ଼ି ଦଇେଅଛୁ, ସହେିସବୁ ଦେଶରୁ ସମାନଙ୍କେର ଅବଶିଷ୍ଟାଂଶ ସଂଗ୍ରହ କରିବା। ଆଉ ପୁନର୍ବାର ସମାନଙ୍କେୁ ସମାନଙ୍କେର ବାସ ସ୍ଥାନକୁ ଫରୋଇ ଆଣିବା। ସେତବେେଳେ ସମାନେେ ପ୍ରଜାବନ୍ତ ଓ ବହୁ ସଂଖ୍ଯକ ହବେେ।
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ଯ ପାଇବାକୁ ଦବୋ। ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀ ଅବସ୍ଥା ପରିବର୍ତ୍ତନ କରିଥିଲୁ, କିନ୍ତୁ ଆମ୍ଭେ ସଠାରୁେ ତୁମ୍ଭମାନଙ୍କୁ ପୁନଃ ଏକତ୍ରୀତ କରିବା। ପୁଣି ସଦାପ୍ରଭୁ କହନ୍ତି, ଆମ୍ଭେ ପୁନର୍ବାର ତୁମ୍ଭମାନଙ୍କୁ ନିର୍ବାସନ ସ୍ଥାନରୁ ଫରୋଇ ଆଣିବା।
କାରଣ ସଦାପ୍ରଭୁ କହନ୍ତି, ସମୟ ଆସିବ ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇଶ୍ରାୟେଲର ଓ ଯିହୁଦାର ବନ୍ଦୀତ୍ବ ଅବସ୍ଥା ପରିବର୍ତ୍ତନ କରିବା। ପୁଣି ସଦାପ୍ରଭୁ କହନ୍ତି, ଏପରି ସମୟ ଆସିବ ଯେଉଁ ସମୟରେ ଆମ୍ଭେ ସମାନଙ୍କେ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦଇେଅଛୁ, ସହେି ଦେଶକୁ ସମାନଙ୍କେୁ ଫରୋଇ ଆଣିବା ଓ ସମାନେେ ତାହା ଅଧିକାର କରିବେ।
ସଦାପ୍ରଭୁ କହନ୍ତି, ମୁଁ ଯାକୁବର ତମ୍ବୁଗୁଡ଼ିକର ବନ୍ଦୀତ୍ବର ପରିବର୍ତ୍ତନ କରିବି ଓ ତାହାର ସମସ୍ତ ବାସସ୍ଥାନ ପ୍ରତି ଦୟା କରିବି। ସହେି ଧ୍ବଂସ୍ତ ସ୍ଥାନ ରେ ନଗର ନିର୍ମିତ ହବେ ଓ ରାଜଗୃହ ଯଥା ସ୍ଥାନ ରେ ପୁନଃନିର୍ମିତ ହବେ।
ହେ ଇଶ୍ରାୟେଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା। ତୁମ୍ଭେ ପୁନର୍ବାର ଏକ ଦେଶ ହବେ। ତୁମ୍ଭେ ପୁଣି ଆପଣା ତବଲା ରେ ବିଭୂଷିତା ହାଇେ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ଯ କରି ଗମନ କରିବ।
ଆମ୍ଭେ ଇଶ୍ରାୟେଲ ଓ ଯିହୁଦାର ଲୋକମାନଙ୍କର ବନ୍ଦୀତ୍ବ ଅବସ୍ଥାର ପରିବର୍ତ୍ତନ କରି ସମାନଙ୍କେ ପ୍ରତି ମଙ୍ଗଳ ବିଧାନ କରିବା। ସମାନଙ୍କେୁ ଅତୀତ ପରି ଶକ୍ତିଶାଳୀ କରିବା।
ସଦାପ୍ରଭୁ କହନ୍ତି, ଏଠା ରେ ତୁମ୍ଭମାନେେ ଆନନ୍ଦ ଧ୍ବନି ଓ ହର୍ଷନାଦ, ବର କନ୍ଯାଙ୍କର ହର୍ଷଧ୍ବନି, ସଦାପ୍ରଭୁଙ୍କର ପ୍ରଶଂସାଗାନର କୋଳାହଳ ପାଇବ। ସମାନେେ କହିବେ, 'ସଦାପ୍ରଭୁ ମଙ୍ଗଳମଯ ଓ ତାଙ୍କର କରୁଣା ସଦାକାଳ ସ୍ଥାଯୀ।' ତେଣୁ ତାଙ୍କର ଧନ୍ଯବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ଯବାଦସ୍ବରୂପ ବଳି ଆଣିବାର ଶବ୍ଦ ଶୁଣାୟିବ। ଏହା ହବେ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ଯ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସପରେି ହାଇଯେିବ।
ଏଥିପାଇଁ ସମାନଙ୍କେୁ କୁହ, ସଦାପ୍ରଭୁ ମାରେ ପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ବିଭିନ୍ନ ଗୋଷ୍ଠୀ ମଧ୍ଯରୁ ଏକତ୍ରୀତ କରିବା ଏବଂ ତୁମ୍ଭମାନେେ ଛିନ୍ନଭିନ୍ନ ହାଇେଥିବା ଦେଶମାନଙ୍କରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଏବଂ ଆମ୍ଭେ ତୁମ୍ଭମାନଙ୍କୁ ଇଶ୍ରାୟେଲର ଭୂମି ଦବୋ।
ଯେଉଁ ସମୟରେ ମୁଁ ଜାତିଗୁଡ଼ିକ ମଧ୍ଯରୁ ତୁମ୍ଭମାନଙ୍କୁ ବାହାର କରି ଆଣିବି ଓ ଛିନ୍ନଭିନ୍ନ ହାଇେ ରହିଥିବା ଦେଶମାନଙ୍କରୁ ତୁମ୍ଭମାନଙ୍କୁ ଏକତ୍ରୀତ କରିବି, ମୁଁ ତୁମ୍ଭମାନଙ୍କୁ ତୁମ୍ଭର ସୁଗନ୍ଧି ନବୈେଦ୍ଯଗୁଡ଼ିକ ଗ୍ରହଣ କରିବି ଏବଂ ସମସ୍ତ ଜାତିଗୁଡ଼ିକ ଉପସ୍ଥିତି ରେ ମୁଁ ତୁମ୍ଭମାନଙ୍କୁ ପବିତ୍ର କରିବି।
ପୁଣି ତୁମ୍ଭେ ସମାନଙ୍କେୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, 'ଇଶ୍ରାୟେଲର ଲୋକମାନେ ଯେଉଁ ବିଭିନ୍ନ ଦେଶକୁ ସମାନେେ ୟାଇ ଅଛନ୍ତି ସହେି ସ୍ଥାନର ଗୋଷ୍ଠୀଯମାନଙ୍କ ମଧ୍ଯରୁ ମୁଁ ସମାନଙ୍କେୁ ନିଜ ଦେଶକୁ ନଇେଆସିବି। ଆଉ ଚତୁର୍ଦ୍ଦିଗରୁ ସମାନଙ୍କେୁ ସଂଗ୍ରହ କରି ସମାନଙ୍କେର ନିଜ ଦେଶକୁ ଆଣିବି।
ତା'ପ ରେ ଯିହୁଦା ଓ ଇଶ୍ରାୟେଲର ଲୋକମାନେ ଏକତ୍ରୀତ ହବେେ। ସମାନେେ ସମାନଙ୍କେ ପାଇଁ ଜଣେ ରାଜା ବାଛିବେ ଏବଂ ସମାନଙ୍କେର ଦେଶ ସବୁଠାରୁ ବଡ ହବେ। ୟିଷ୍ରିଯଲରେ ସମୟ ପ୍ରକୃତ ବଡ ହବେ।
ସମାନେେ ଯିହୂଦୀ ସମାଜ ଗୃହର ଅଧିକାରୀଙ୍କ ଘରକୁ ଗଲେ। ସେ ସଠାେରେ ଲୋକମାନଙ୍କୁ ଉଚ୍ଚ ସ୍ବର ରେ ବିଳାପ କରୁଥିବାର ଦେଖିଲେ। ସଠାେରେ ବହୁତ କୋଳାହଳ ହେଉଥିଲା।
ସମାନେେ ମରିୟମଙ୍କୁ ପଚାରିଲେ, ହେ ନାରୀ, ତୁମ୍ଭେ କାହିଁକି କାନ୍ଦୁଛ?
ଆମ୍ଭେ ବିଶ୍ବାସ କରୁ ଯେ, ଯୀଶୁ ମଲେ। କିନ୍ତୁ ଆମ୍ଭେ ବିଶ୍ବାସ କରୁ ଯେ, ଯୀଶୁ ପୁନରୁତ୍ଥିତ ହେଲେ। ଅତଏବ, ଯୀଶୁଙ୍କ ହତେୁ ଯୀଶୁଙ୍କ ସହିତ ମୃତ ବ୍ଯକ୍ତିମାନଙ୍କୁ ପରମେଶ୍ବର ଏକାଠି ଆଣିବେ।
ପରମେଶ୍ବର ହେଉଛନ୍ତି ନ୍ଯାଯୀ। ତୁମ୍ଭମାନେେ ତାହାଙ୍କ ଲୋକମାନଙ୍କୁ ସାହାୟ୍ଯ କରି ଚାଲିଛ, ଏକଥା ସେ ମନେ ରଖିବେ।
ବିଶ୍ବାସ ବିନା ଜଣେ ପରମେଶ୍ବରଙ୍କୁ ପ୍ରସନ୍ନ କରି ପାରିବ ନାହିଁ। ପରମେଶ୍ବରଙ୍କ ପାଖକୁ ଆସୁଥିବା ପ୍ରେତ୍ୟକକ ଲୋକ ପରମେଶ୍ବର ଅଛନ୍ତି ବୋଲି ବିଶ୍ବାସ କରିବା ଉଚିତ୍। ୟିଏ ପରମେଶ୍ବରଙ୍କ ପାଖକୁ ଆସିବ ସେ ବିଶ୍ବାସ କରିବା ଦରକାର ଯେ ୟିଏ ପ୍ରକୃତ ରେ ତାହାଙ୍କୁ ଖୋଜେ, ପରମେଶ୍ବର ତାହାକୁ ପୁରସ୍କାର ପ୍ରଦାନ କରନ୍ତି।