Home Bibles ☰ Books ଯିରିମିୟ 31:22 · ଓଡ଼ିଆ ବାଇବେଲ
ଯିରିମିୟ 31:22 · ଓଡ଼ିଆ ବାଇବେଲ

ହେ ଅବିଶ୍ବସ୍ତା କନ୍ଯା, ତୁମ୍ଭେ କେତକୋଳ ଏଣତେଣେେ ଭ୍ରମଣ କରିବ ? କାରଣ ସଦାପ୍ରଭୁ ପୃଥିବୀ ରେ ଏକ ନୂତନ ବିଷଯ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।

Cross references

ଆଦି ପୁସ୍ତକ 3:15

ମୁଁ ତୁମ୍ଭଙ୍କୁ ନାରୀର ଶତୃ କରିବି।

ଗଣନା ପୁସ୍ତକ 16:30

ମାତ୍ର ସଦାପ୍ରଭୁ ଯବେେ କୌଣସି ନୂତନ କର୍ମ କରନ୍ତି, ଆଉ ପୃଥିବୀ ଆପଣା ମୁଖ ବିସ୍ତାର କରି ସମାନଙ୍କେୁ ଓ ସମାନଙ୍କେ ସର୍ବସ୍ବ ଗ୍ରାସ କରେ, ସମାନଙ୍କେୁ ଜିଅନ୍ତା କବର ଦିଅ, ତବେେ ତୁମ୍ଭେ ମା ହୃଦବୋଧ କରିବ ଯେ, ସମାନେେ ସଦାପ୍ରଭୁଙ୍କୁ କଳୁଷିତ କରିଅଛନ୍ତି।

ଯିଶାଇୟ 7:14

ମାତ୍ରସମାର ପ୍ରଭୁ ପରଲମଶ୍ବର ଏକ ଚିହ୍ନସଦଖାଇଲବ।

ଯିରିମିୟ 2:18

ଆଉ ଏବେ ଶୀହାରରେ ଜଳପାନ କରିବାକୁ ତୁମ୍ଭେ ମିଶରର ପଥରେ କାହିଁକି ଯାଉଅଛ ? ଅଥବା ଫରାତ୍ ନଦୀର ଜଳପାନ ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ ?

ଯିରିମିୟ 2:23

ପୁଣି ହେ ଯିହୁଦା, ତୁମ୍ଭେ କିପରି କହିପାରିବ ଯେ, 'ଆମ୍ଭେ ଅଶୁଚି ହାଇେ ନାହୁଁ ଓ ବାଲ୍ଦବଗେଣର ପଶ୍ଚାଦଗାମୀ ହାଇେ ନାହୁଁ ?' ଉପତ୍ୟକା ରେ ତୁମ୍ଭେ ଯାହାସବୁ କରିଅଛ ଚିନ୍ତାକର। ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଓଟ ସଦୃଶ।

ଯିରିମିୟ 2:36

ତୁମ୍ଭେ କାହିଁକି ଆପଣା ମନ ପରିବର୍ତ୍ତନ କରିଚାଲିଛ, ଏତେ ଅବ ହଳେିତ ଭାବରେ ? ତୁମ୍ଭେ ଅଶୂରର ବିଷଯ ରେ ଯେପରି ଲଜ୍ଜିତା ହାଇେଥିଲ, ସହେିପରି ମିଶରର ବିଷଯ ରେ ଲଜ୍ଜିତା ହବେ।

ଯିରିମିୟ 3:1

ଯଦି କୌଣସି ପୁରୁଷ ତା'ର ସ୍ତ୍ରୀକୁ ପରିତ୍ଯାଗ କରେ ଓ ସେ ସ୍ତ୍ରୀ ତାକୁ ତ୍ଯାଗ କରି ଅନ୍ୟ ପୁରୁଷକୁ ବିବାହ କରେ ତବେେ ତା'ର ସ୍ବାମୀ କ'ଣ ପୁନର୍ବାର ତାହା ନିକଟକୁ ଆସିବ ? ଯଦି ସେ ଲୋକ ପୁନର୍ବାର ତାହା ନିକଟକୁ ଆସିବ ତବେେ ସହେି ଦେଶ ଅତ୍ଯନ୍ତ 'ଅଶୁଚି' ହବେ। ହେ ଯିହୁଦା, ତୁମ୍ଭେ ଅନକେ ଉପପତି ସଙ୍ଗେ ବ୍ଯଭିଚାର କରିଅଛ। ଆଉ ପୁନର୍ବାର ଆମ୍ଭ ନିକଟକୁ ଫରେି ଆସିବାକୁ ଚାହୁଁଛ। ଏହା ସଦାପ୍ରଭୁ କହନ୍ତି।

ଯିରିମିୟ 3:4

କିନ୍ତୁ ତୁମ୍ଭେ ଆମ୍ଭକୁ ଏହି ସମୟଠାରୁ ପ୍ରାର୍ଥନା କରି କହିବ, ହେ ମାରେ 'ପିତା', 'ତୁମ୍ଭେ ମାରେ ବାଲ୍ଯକାଳର ପଥପ୍ରଦର୍ଶକ।'

ଯିରିମିୟ 3:6

ଯିହୁଦା ରେ ଯୋଶିୟଯ ରାଜାଙ୍କ ଶାସନ କାଳ ରେ, ସଦାପ୍ରଭୁ ମାେତେ କହିଲେ, ବିପଥଗାମିନୀ ଇଶ୍ରାୟେଲ ଯାହା କରିଅଛ, ତାହା କ'ଣ ତୁମ୍ଭେ ଦେଖିଅଛ ? ସେ ପ୍ରେତ୍ୟକକ ଉଚ୍ଚ ପର୍ବତ ଉପ ରେ ଓ ପ୍ରେତ୍ୟକକ ସବୁଜ ବୃକ୍ଷ ତଳେ ୟାଇ ବ୍ଯଭିଚାର କରିଅଛି।

ଯିରିମିୟ 3:8

ଆଉ ଆମ୍ଭେ ଦେଖିଲୁ ବିପଥଗାମିନୀ ଇଶ୍ରାୟେଲ ବ୍ଯଭିଚାର କରିବା ହତେୁ ଆମ୍ଭେ ତାକୁ ଛାଡ଼ପତ୍ର ଦେଲେ ହେଁ, ତାହା ବିଶ୍ବାସଘାତିନୀ ଭଉଣୀ ଯିହୁଦା ଭୟ କଲା ନାହିଁ। ସେ ମଧ୍ଯ ୟାଇ ବ୍ଯଭିଚାର କଲା।

ଯିରିମିୟ 3:11

ଆଉ ସଦାପ୍ରଭୁ ମାେତେ କହିଲେ, ବିପଥଗାମିନୀ ଇଶ୍ରାୟେଲ ବିଶ୍ବାସଘାତିନୀ ଯିହୁଦା ଅପେକ୍ଷା ନିଜକୁ ଅଧିକ ଧାର୍ମିକା ଦଖାଇେଅଛି।

ଯିରିମିୟ 3:14

ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ, କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ବାମୀ। ଆମ୍ଭେ ପ୍ରତି ନଗରରୁ ଏକ ଜଣ ଓ ପ୍ରତି ଗୋଷ୍ଠୀ ମଧ୍ଯରୁ ଦୁଇଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା।

ଯିରିମିୟ 3:22

ଆଉମଧ୍ଯ ସଦାପ୍ରଭୁ କହନ୍ତି, ହେ ଇଶ୍ରାୟେଲ ସନ୍ତାନଗଣ, ତୁମ୍ଭମାନେେ ଆମ୍ଭପ୍ରତି ଅବିଶ୍ବସ୍ତ ହାଇେଅଛ। ମାତ୍ର ତୁମ୍ଭମାନେେ ଫରେିଆସ, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପୀ ରୋଗକୁ ଆରୋଗ୍ୟ କରିବା। ଆଉ ତୁମ୍ଭମାନେେ କହିବ, ହଁ, ଆମ୍ଭମାନେେ ତୁମ୍ଭ ନିକଟକୁ ଆସିଅଛୁ, କାରଣ ତୁମ୍ଭେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ଅଟ।

ଯିରିମିୟ 4:14

ହେ ୟିରୁଶାଲମ ନିବାସୀଗଣ ! ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦଯରୁ ଅମଙ୍ଗଳକୁ ଧୋଇ ଦିଅ। ହୃଦଯକୁ ନିର୍ମଳ ଓ ପବିତ୍ର କର, ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧିଅରେ ସ୍ଥାନ ଦିଅ ନାହିଁ।

ଯିରିମିୟ 7:24

ମାତ୍ର ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଆମ୍ଭ କଥା ଶୁଣିଲେ ନାହିଁ। ସମାନେେ ସେଥିପ୍ରତି ଧ୍ଯାନ ଦେଲେ ନାହିଁ। ସମାନେେ ଅବାଧ୍ଯ ହାଇେ ନିଜ ନିଜ ମନ୍ତ୍ରଣା ରେ ଚାଳିତ ହେଲେ। ସମାନେେ ନିଜର ଦୁଷ୍ଟ ଅନ୍ତଃକରଣ ଯୋଗୁଁ ପଶ୍ଚାତବର୍ତ୍ତୀ ହେଲେ, ଅଗ୍ରଗାମୀ ହେଲେ ନାହିଁ।

ଯିରିମିୟ 8:4

ହେ ଯିରିମିୟ, ଯିହୁଦାର ଲୋକମାନଙ୍କୁ ସଦାପ୍ରଭୁଙ୍କର ଏହି ବାକ୍ଯ କୁହ, ମନୁଷ୍ଯ ପଡ଼ିଲେ କ'ଣ ଆଉ ଉେଠ ନାହିଁ ? ବିପଥରେ ଗଲେ କ'ଣ ଆଉ ଫେ ରେ ନାହିଁ ?

ଯିରିମିୟ 13:27

ଆମ୍ଭେ ପର୍ବତଗୁଡ଼ିକ ଉପ ରେ ତୁମ୍ଭର ଘୃଣ୍ଯକର୍ମ, ବ୍ଯଭିଚାର, ହିଁ ହିଁ ହବୋର ଶବ୍ଦ ଓ ବେଶ୍ଯାବୃତ୍ତିର ଦୁଷ୍ଟତା ଦେଖିଅଛୁ। ୟିରୁଶାଲମ, ଦୁଃଖ ପାଉ। ତୁମ୍ଭେ ସୁପଥକୁ ଆସିବାକୁ ଚେଷ୍ଟା କରୁ ନାହଁ। କେତକୋଳ ଏହି ପାପକର୍ମ କରିଚାଲିବ ?

ଯିରିମିୟ 14:7

ହେ ସଦାପ୍ରଭୁ, ଆମ୍ଭମାନେେ ଜାଣୁଛୁ ଆମ୍ଭର ଅଧର୍ମ ଯୋଗୁଁ ଆମ୍ଭମାନେେ ଦୁଃଖଭୋଗ କରୁଅଛୁ। ତଥାପି ତୁମ୍ଭେ ଆପଣା ନାମ ସକାେଶ କାର୍ୟ୍ଯ କର ଓ ଆମ୍ଭମାନଙ୍କୁ ସାହାୟ୍ଯ କର। କାରଣ ଆମ୍ଭମାନେେ ବହୁବାର ତୁମ୍ଭକୁ ପରିତ୍ଯାଗ କରିଅଛୁ ଓ ତୁମ୍ଭ ବିରୁଦ୍ଧ ରେ ପାପ କରିଅଛୁ।

ଯିରିମିୟ 49:4

ତୁମ୍ଭମାନେେ ତୁମ୍ଭମାନଙ୍କର ଶକ୍ତି ଓ ଧନ ସଦ ଉପ ରେ ଦର୍ପ କରୁଅଛ। ଏଥିପାଇଁ ତୁମ୍ଭମାନେେ କହୁଅଛ ଆମ୍ଭମାନଙ୍କ ପାଖକୁ କହେି ଆସିବେ ନାହିଁ।

ହୋଶେୟ 4:16

ଇଶ୍ରାୟେଲ ଏକ ଜିଦ୍ଖୋର ବାଛୁରୀ ତୁଲ୍ଯ ବିଦ୍ରୋହ କରେ। ତେଣୁ ସଦାପ୍ରଭୁ ତାକୁ ଖାେଲା ପଡିଆ ରେ ଥିବା ଗୋଟିଏ ମେଣ୍ତାଛୁଆ ପରି ଗ୍ଭରଣ ଭୂମିକୁ ନଇେ ଗଲେ।

Interlinear

Choose Theme