Home Bibles ☰ Books ଯିରିମିୟ 31:29 · ଓଡ଼ିଆ ବାଇବେଲ
ଯିରିମିୟ 31:29 · ଓଡ଼ିଆ ବାଇବେଲ

ଲୋକେ ଆଉ ଏପରି କଥା କବେେ କହିବେ ନାହିଁ। ଯେ ପିତୃଗଣ ଅମ୍ଲ ଦ୍ରାକ୍ଷା ଫଳ ଖାଇଲେ, ସନ୍ତାନଗଣର ଦାନ୍ତ ଖଟା ହବେ।

Cross references

ଦିତୀୟ ବିବରଣ 24:16

ପିଲାମାନଙ୍କର ପାପ ପାଇଁ ତାଙ୍କର ପିତାମାତାଙ୍କୁ ଦଣ୍ତ ଦବେ ନାହିଁ। କିମ୍ବା ପିତାମାତାଙ୍କ ପାଇଁ ପକ୍ସ୍ଟତ୍ରକକ୍ସ୍ଟ ମଧ୍ଯ ଦଣ୍ତ ଦବେ ନାହିଁ। ପ୍ରେତ୍ୟକକ ଲୋକ ନିଜର ପାପ ପାଇଁ ଦଣ୍ତ ଭୋଗ କରିବ।

ଯିରିମିୟ 31:30

ସଦାପ୍ରଭୁ କହନ୍ତି, ପ୍ରେତ୍ୟକକ ଲୋକ ନିଜର ପାପ ଯୋଗୁଁ ମରିବେ। କାରଣ ଅମ୍ଲ ଦ୍ରାକ୍ଷା ଫଳ ଖାଇବା ଲୋକର ଦାନ୍ତ କବଳେ ଖଟା ହବେ।

ଯିରିମିୟଙ୍କ ବିଳାପ 5:7

ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଥିଲେ, ଏବଂ ଏବେ ସମାନେେ ନାହାନ୍ତି। ମାତ୍ର ସମାନଙ୍କେର ପାପର ଭାର ଆମ୍ଭମାନେେ ବହନ କରିଛୁ ଏବଂ ଦୁଃଖ ଭୋଗ କରୁଅଛୁ।

ଯିହିଜିକଲ 18:2

ତୁମ୍ଭମାନେେ ଇଶ୍ରାୟେଲ ଦେଶ ବିଷଯ ରେ ଯେତବେେଳେ ଏହି ପ୍ରବାଦଟି ବ୍ଯବହାର କର ଏହାର ଅର୍ଥ କ'ଣ ?

Interlinear

Choose Theme