ହେ ଇଶ୍ରାୟେଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା। ତୁମ୍ଭେ ପୁନର୍ବାର ଏକ ଦେଶ ହବେ। ତୁମ୍ଭେ ପୁଣି ଆପଣା ତବଲା ରେ ବିଭୂଷିତା ହାଇେ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ଯ କରି ଗମନ କରିବ।
Cross references
ଏହାପରେ ହାରୋଣର ଭଉଣୀ, ଭବିଷ୍ଯଦ୍ବକ୍ତୀ ମରିଯମ ଦ୍ବାରା ନେଲେ ଏବଂ ସମସ୍ତ ସ୍ତ୍ରୀ ଲୋକମାନେ ଦାରା ବଜାଇଲେ ଓ ନାଚିଲେ। ମରିଯମ ସମାନଙ୍କେୁ ଗାଇବା ରେ ଅନୁସରଣ କଲେ।
ୟିଲ୍ଗହ ମିସ୍ପୀକକ୍ସ୍ଟ ଗଲେ, ସେ ତାଙ୍କ ଘ ରେ ପହଞ୍ଚିବା ମାତ୍ ରେ ତାଙ୍କର ଝିଅ ତାଙ୍କୁ ଦେଖିବାକକ୍ସ୍ଟ ପ୍ରଥମେ ବାହାରି ଆସିଲା। ତାଙ୍କର ଝିଅ ଦାରାଦଇେ ନାଚି ନାଚି କରି ଆସିଥିଲା। ସେ ଥିଲା ୟିଲ୍ଗହଙ୍କର ଏକମାତ୍ର ଅଲିଅଳି କନ୍ଯା। ଯାହାଙ୍କକ୍ସ୍ଟ ସେ ଅତ୍ଯନ୍ତ ଭଲ ପାଉଥିଲେ। ୟିଲ୍ଗହଙ୍କର ଏହି ଝିଅ ବ୍ଯତୀତ ଆଉ କୌଣସି ପକ୍ସ୍ଟଅଝିଅ ନ ଥିଲେ।
ଏପରି ହେଲା ଯେ, ଯେତବେେଳେ ଦାଉଦ ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ ଓ ଫରେିଲେ। ଇଶ୍ରାୟେଲର ସମସ୍ତ ନଗରର ସ୍ତ୍ରୀ ଲୋକମାନେ ରାଜା ଶାଉଲଙ୍କକ୍ସ୍ଟ ସାକ୍ଷାତ କରିବାକୁ ବାହାରି ଆସିଲେ ଏବଂ ତକ୍ସ୍ଟମ୍ଭକ୍ସ୍ଟ୍ବରା ବଜାଇ ଆନନ୍ଦ ରେ ନାଚିଲେ ଓ ଗାଇଲେ।
ଏହା ହେଉଛି ସନ୍ ହରେୀବ୍ ବିଷଯ ରେ ସଦାପ୍ରଭୁଙ୍କ ବାର୍ତ୍ତା:
ହେ ପରମେଶ୍ବର ନିଜର ଅନୁଗ୍ରହରେ ସିୟୋନର ମଙ୍ଗଳ କର। ତୁମ୍ଭେ ୟିରୁଶାଲମର ପ୍ରାଚୀରସବୁ ପୁନଃନିର୍ମାଣ କର।
ସଦାପ୍ରଭୁ ସିଯୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ପୁନଃନିର୍ମାଣ କରିବେ। ତାଙ୍କର ଲୋକମାନେ ସଠାେରେ ରହିବେ ଏବଂ ଦେଶ ପୁଣି ଥରେ ତାଙ୍କର ହବେ।
ସହେି ଲୋକମାନେ ତାଙ୍କୁ ନାଚି ନାଚି ପ୍ରଶଂସା କରନ୍ତୁ, ଦାରା ଓ ବୀଣା ବାଦନ କରି।
ତୂରୀ ଧ୍ବନିରେ ପରମେଶ୍ବରଙ୍କର ପ୍ରଶଂସା କର। ନବେଲ ଓ ବୀଣା ୟନ୍ତ୍ରରେ ତାଙ୍କର ପ୍ରଶଂସା କର !
ଭବିଷ୍ଯତ ରେ ସଦାପ୍ରଭୁ ପୁନର୍ବାର ଯାକୁବକୁ ପ୍ ରମେ କରିବେ। ସେ ପୁଣି ଇଶ୍ରାୟେଲ ଲୋକଙ୍କୁ ମନୋନୀତ କରିବେ। ସହେି ସମୟରେ ସମାନଙ୍କେୁ ସମାନଙ୍କେ ଦଇେ ଫରୋଇ ଦବେେ। ତା'ପ ରେ ବିଦେଶୀମାନେ ସମାନଙ୍କେ ସହିତ ସଂୟୁକ୍ତ ହବେେ। ଉଭୟେ ଯାକୁବଙ୍କ ପ୍ରତି ଆକୃଷ୍ଟ ହବେେ।
ସନ୍ ହରେୀବ ବିଷଯ ରେ ସଦାପ୍ରଭୁ ଏହିକଥା କୁହନ୍ତି, ସିୟୋନର କୁଆଁରୀକନ୍ଯା ତୁମ୍ଭକୁ ତୁଚ୍ଛ କରିଛି ଓ ତୁମ୍ଭକୁ ପରିହାସ କରିଛି। ୟିରୁଶାଲମର କନ୍ଯା ତୁମ୍ଭକୁ ହୀନ ଦୃଷ୍ଟି ରେ ଦେଖିଛି।
ଆଜି ଆମ୍ଭେ ତୁମ୍ଭକୁ ନାନା ଦେଶ ଓ ରାଜ୍ଯଗୁଡ଼ିକର ଦାଯିତ୍ବ ରେ ନିୟୁକ୍ତ କଲୁ। ତୁମ୍ଭେ ସେସବୁକୁ ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବ। କିନ୍ତୁ ତୁମ୍ଭେ ନିର୍ମାଣ ଓ ରୋପଣ ମଧ୍ଯ କରିବ।
ହେ ଇଫ୍ରଯିମ, ତୁମ୍ଭେ ଆମ୍ଭର ଏହି ବାର୍ତ୍ତା ଯିହୁଦାବାସୀଙ୍କୁ ଜଣାଅ, 'ଆମ୍ଭ ଚକ୍ଷୁରୁ ଦିବାରାତ୍ର ଲୋତକ ବହିବ, ତାହା କବେେ ନିବୃତ୍ତ ହବେ ନାହିଁ କାରଣ ଆମ୍ଭର ଅନୂଢ଼ା କନ୍ଯା ପାଇଁ ଆମ୍ଭ ହୃଦଯ କାନ୍ଦିବ। ଯେ ହତେୁ ତାହା ମହାଭଙ୍ଗ ରେ ଓ ମହା ଦୁଃଖଦାୟକ କ୍ଷତ ରେ ଭଗ୍ନ ହାଇେଅଛି।
ଏଣୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନେେ ଏବେ ନାନା ଦେଶୀଯ ଲୋକମାନଙ୍କୁ ପ୍ରଚାର କର। 'କିନ୍ତୁ ଏହା କିଏ ଶୁଣୁଅଛି। ଇଶ୍ରାୟେଲର କୁମାରୀ କନ୍ଯାଗଣ ଅତ୍ଯନ୍ତ ମର୍ମନ୍ତୁଦ କାର୍ୟ୍ଯ କରିଅଛନ୍ତି।'
ସଦାପ୍ରଭୁ କହନ୍ତି, ମୁଁ ଯାକୁବର ତମ୍ବୁଗୁଡ଼ିକର ବନ୍ଦୀତ୍ବର ପରିବର୍ତ୍ତନ କରିବି ଓ ତାହାର ସମସ୍ତ ବାସସ୍ଥାନ ପ୍ରତି ଦୟା କରିବି। ସହେି ଧ୍ବଂସ୍ତ ସ୍ଥାନ ରେ ନଗର ନିର୍ମିତ ହବେ ଓ ରାଜଗୃହ ଯଥା ସ୍ଥାନ ରେ ପୁନଃନିର୍ମିତ ହବେ।
ସହେି ସ୍ଥାନମାନଙ୍କରୁ ଧନ୍ଯବାଦ ଓ ଆନନ୍ଦର ଧ୍ବନି ବାହାରିବ। ଆମ୍ଭେ ସମାନଙ୍କେୁ ଅସଂଖ୍ଯ କରିବା। ସମାନେେ ଅଳ୍ପ ସଂଖ୍ଯକ ହାଇେ ରହିବେ ନାହିଁ ଆଉ ଆମ୍ଭେ ସମାନଙ୍କେୁ ଗୌରବନ୍ବିତ କରିବା। କହେି ସମାନଙ୍କେୁ ଘୃଣା କରିବେ ନାହିଁ।
ସେତବେେଳେ ୟୁବତୀ ନାରୀମାନେ ଆନନ୍ଦ ରେ ନୃତ୍ଯ କରିବେ ଓ ୟୁବା ଏବଂ ବୃଦ୍ଧମାନେ ସମାନଙ୍କେ ସହିତ ୟୋଗ ଦବେେ। ଆମ୍ଭେ ସମାନଙ୍କେର ଶାେକକୁ ଆନନ୍ଦ ରେ ପରିଣତ କରିବା। ଆମ୍ଭେ ସମାନଙ୍କେୁ ସାନ୍ତ୍ବନା ଦବୋ ଓ ସମାନଙ୍କେୁ ଦୁଃଖ ବଦଳ ରେ ସୁଖ ଦବୋ।
ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥଚିହ୍ନ ରଖ ଓ ପଥ ପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର। ଯେଉଁ ରାଜପଥରେ ତୁମ୍ଭେ ଗମନ କରିଥିଲ ସହେି ପଥରେ ମନୋନିବେଶ କର। ହେ ଇଶ୍ରାୟେଲ କୁମାରୀ, ଫରେିଆସ, ତୁମ୍ଭର ନଗରଗୁଡ଼ିକୁ ଫରେିଆସ।
ଆମ୍ଭେ ଇଶ୍ରାୟେଲ ଓ ଯିହୁଦାର ଲୋକମାନଙ୍କର ବନ୍ଦୀତ୍ବ ଅବସ୍ଥାର ପରିବର୍ତ୍ତନ କରି ସମାନଙ୍କେ ପ୍ରତି ମଙ୍ଗଳ ବିଧାନ କରିବା। ସମାନଙ୍କେୁ ଅତୀତ ପରି ଶକ୍ତିଶାଳୀ କରିବା।
ସଦାପ୍ରଭୁ ମଝି ରେ ଛିଡ଼ା ହାଇେଥିବା ଯୋଦ୍ଧାମାନଙ୍କୁ ପଠଇେ ଦଇେଛନ୍ତି। ସଦାପ୍ରଭୁ ମାରେ ୟୁବକମାନଙ୍କୁ ବଧ କରିବା ପାଇଁ ଦଳେ ଲୋକ ଆଣିଛନ୍ତି। ଦ୍ରାକ୍ଷାକୁଣ୍ଡ ରେ ଦ୍ରାକ୍ଷା ମର୍ଦ୍ଦନ କଲାପରି ସଦାପ୍ରଭୁ ଯିହୁଦାର କୁମାରୀମାନଙ୍କୁ ପଷେଣ କରିଅଛନ୍ତି।
ଆଗୋ ସିୟୋନ କନ୍ଯ, ମୁଁ ତୁମ୍ଭ ଆଗ ରେ କି ସାକ୍ଷ୍ଯ ଦବେି? ତୁମ୍ଭକୁ କାହା ସହିତ ମୁଁ ତୁଳନା କରିବି? ଆଗୋ ସିୟୋନ କୁମାରୀ କନ୍ଯ, ମୁଁ ତୁମ୍ଭକୁ ସାନ୍ତ୍ବନା ଦବୋପାଇଁ ତୁମ୍ଭକୁ କାହା ସହିତ ତୁଳନା କରିବି ? କାରଣ ତୁମ୍ଭର ବିନାଶ ସମୁଦ୍ର ପରି ବିସ୍ତୃତ, ତୁମ୍ଭକୁ କିଏ ସୁସ୍ଥ କରିପାରିବା ପାଇଁ ସକ୍ଷମ ହବେ?
ଇଶ୍ରାୟେଲର କୁମାରୀ ପଡିୟାଇଛି ଏବଂ ସେ ଆଉ ଉଠିପାରିବ ନାହିଁ। ସେ ଏକାକିନୀ ପଡି ରହିଛି। ସହେି ମଇଳାରୁ ତାକୁ ଉଠାଇବାକୁ କହେି ନାହିଁ।
ଦାଉଦଙ୍କର ପତିତ ତମ୍ବୁକୁ ଆମ୍ଭେ ପୁନର୍ବାର ଉଠାଇବା। ଆମ୍ଭେ କାନ୍ଥ ରେ ଥିବା କଣାସବୁ ବନ୍ଦ କରିବା। ଆମ୍ଭେ ବିଧ୍ବସ୍ତ ହାଇେଥିବା ଅଟ୍ଟାଳିକାଗୁଡିକୁ ପୁନର୍ବାର ନିର୍ମାଣ କରିବା ଓ ସେ ଗୁଡିକ ପୂର୍ବପରି ତମ୍ବୁ ନିର୍ମିତ ହବେ।
ଆମ୍ଭର ସବୁଠାରୁ ମାଟେ ବାଛୁରୀଟିକୁ ଆଣ। ଆମ୍ଭେ ତାହାକୁ ମାରିବା। ଆମ୍ଭର ଖାଇବା ପାଇଁ ତାହା ପ୍ରଚୁର ହବେ। ଆମ୍ଭମାନେେ ଗୋଟିଏ ଭୋଜି କରିବା।
ଏହା ପରେ ମୁଁ ପୁନର୍ବାର ଫରେି ଆସିବି ଏବଂ ଦାଉଦର ଭଗ୍ନଗୃହ ପୁଣି ନିର୍ମାଣ କରିବି। ମୁଁ ଏହାର ନଷ୍ଟ ହାଇଯୋଇଥିବା ଅଂଶ ପୁଣି ଥରେ ନିର୍ମାଣ କରି ଠିକ୍ କରି ଦବେି।
ପ୍ ରରେିତ ଓ ଭବିଷ୍ଯଦ୍ବକ୍ତାମାନଙ୍କ ମୂଳଦୁଆ ଉପରେ ତୁମ୍ଭେ ନିଜେ ଏକ ଭବନ ହାଇେ ଠିଆ ହାଇେଛ। ପରମେଶ୍ବର ତା'ର ମାଲିକ ଅଟନ୍ତି। ଖ୍ରୀଷ୍ଟ ଯୀଶୁ ସହେି ଭବନର କଣର ପ୍ରଧାନ ପଥର ଅଟନ୍ତି।
ତା'ପରେ ମୁଁ ସ୍ବର୍ଗ ରେ ଅନକେ ଲୋକମାନଙ୍କର ସ୍ବର ଭଳି ଏକ ସ୍ବର ଶୁଣିଲି। ସମାନେେ କହୁଥିଲେ :
ସେ ଦୂତ ମାେତେ ଆତ୍ମା ଦ୍ବାରା ଗୋଟିଏ ବହୁତ ବଡ଼ ଓ ଉଚ୍ଚ ପର୍ବତକୁ ନଇଗେଲେ। ସେ ମାେତେ ପବିତ୍ର ନଗରୀ ୟିରୁଶାଲମ ଦଖାଇେଲେ। ମୁଁ ସହେି ନଗରୀକୁ ପରମେଶ୍ବରଙ୍କ ପାଖରୁ ସ୍ବର୍ଗରୁ ଆସିବାର ଦେଖିଲି।