Home Bibles ଯିରିମିୟ 32:10 · ଓଡ଼ିଆ ବାଇବେଲ
ଯିରିମିୟ 32:10 · ଓଡ଼ିଆ ବାଇବେଲ

ଆଉ ମୁଁ କ୍ରଯ ପତ୍ର ରେ ସ୍ବାକ୍ଷର କରି ମୁଦ୍ରାଙ୍କ କଲି ଓ ସାକ୍ଷୀ ରଖି ନିକିତି ରେ ରୂପା ତୌଲି ତାହାକୁ ଦଲେି।

Cross references

ଆଦି ପୁସ୍ତକ 23:16

ଅବ୍ରହାମ ବୁଝି ପାରିଲେ ଯେ ଇଫ୍ରୋଣ ଜମିର ମୂଲ୍ଯ ବିଷଯ ରେ କଥା କହୁଛନ୍ତି। ତେଣୁ ଅବ୍ରହାମ ତାଙ୍କୁ ଜମିର ମୂଲ୍ଯ ଦେଲେ। ଯାହା ହତେୀଯମାନଙ୍କର ଥିଲା। ଅବ୍ରହାମ ଅଢ଼ଇେ ପାଉଣ୍ଡ ରୂପା ଏବଂ ସମସ୍ତଙ୍କ ସମ୍ମୁଖ ରେ ଇଫ୍ରୋଣକୁ ଦେଲେ।

ଦିତୀୟ ବିବରଣ 32:34

ସଦାପ୍ରଭୁ କକ୍ସ୍ଟହନ୍ତି, 'ଆମ୍ଭେ ଏହାକକ୍ସ୍ଟ ସଞ୍ଚିତ ରଖିଛକ୍ସ୍ଟ। ଆମ୍ଭେ ଏହାକକ୍ସ୍ଟ କ'ଣ ଭଣ୍ତାର ରେ ସାଇତି ରଖି ନାହକ୍ସ୍ଟଁ।

ଯିହୋଶୂୟ 18:9

ତେଣୁ ସେ ଲୋକମାନେ ସେ ଦେଶକକ୍ସ୍ଟ ଗଲେ, ଏବଂ ସହେି ଲୋକମାନେ ଦେଶ ରେ ସମସ୍ତ ଭାଗ ବକ୍ସ୍ଟଲି ଦେଖିଲେ, ଏବଂ ସେ ବିଷଯ ରେ ଏକ ବିବରଣୀ ଲେଖି ଯିହାଶୂେୟଙ୍କକ୍ସ୍ଟ ଜଣାଇଲେ। ସମାନେେ ସଠାେରେ ଥିବା ସମସ୍ତ ସହରକକ୍ସ୍ଟ ଚିଠା ଭିତରକକ୍ସ୍ଟ ଆଣିଲେ ଓ ସଗେକ୍ସ୍ଟଡିକ ସମାନେେ ସାତ ଭାଗ ରେ ବିଭକ୍ତ କଲେ। ଏହାପରେ ସମାନେେ ଶୀଲୋଠା ରେ ଥିବା ଯିହାଶୂେୟ ନିକଟକକ୍ସ୍ଟ ଫରେି ଆସିଲେ।

ରୂତର ବିବରଣ 4:9

ଏହାପରେ ବୋୟଜ, ପ୍ରାଚୀନବର୍ଗ ଓ ସଠାେରେ ଥିବା ସମସ୍ତ ଲୋକଙ୍କକ୍ସ୍ଟ କହିଲା, ଆଜି ଆପଣମାନେ ସମସ୍ତେ ସାକ୍ଷୀ। ମୁ ଆଜି ନୟମୀଠାରକ୍ସ୍ଟ ସମସ୍ତ କିଣକ୍ସ୍ଟଅଛି। ଯାହା କି ଥିଲା ସବୁ ଏଲିମଲକେ, କିଲିୟୋନ ଏବଂ ମହଲୋନ୍ର ଥିଲା।

ରୂତର ବିବରଣ 4:11

ତେଣୁ ପ୍ରାଚୀନବର୍ଗ ଏବଂ ଫାଟକ ନିକଟରେ ଉପସ୍ଥିତ ଥିବା ଅନ୍ୟ ଲୋକମାନେ ଏହାର ସାକ୍ଷୀ ରହିଲେ। ସମାନେେ କହିଲେ, ରାହେଲ ଓ ଲୟୋପରି ୟିଏ କି ଇଶ୍ରାୟେଲର ଗୃହ ନିର୍ମାଣ କଲେ, ସହେିପରି ସଦାପ୍ରଭୁ ଏହି ସ୍ତ୍ରୀ ଲୋକଟିକକ୍ସ୍ଟ ତୁମ୍ଭର ଗୃହକକ୍ସ୍ଟ ଆଣନ୍ତକ୍ସ୍ଟ। ତୁମ୍ଭେ ଏଫ୍ରାଥା ରେ ଶକ୍ତିଶାଳୀ ଓ ବୈଥଲହମେ ରେ ପ୍ରସିଦ୍ଧ ହକ୍ସ୍ଟଅ।

ଆୟୁବ ପୁସ୍ତକ 14:17

ତୁମ୍ଭେ ମାରେ ସମସ୍ତ ପାପକୁ ଏକ ଥଳି ରେ ବାନ୍ଧି ଦଇେ ନିଜର ମାହେର ଦଇେ ବାହାରକୁ ଫିଙ୍ଗି ଦବେ।

ପରମଗୀତ 8:6

ତୁମ୍ଭେ ମାେତେ ମାହେର ତୁଲ୍ଯ ଆପଣା ହୃଦଯ ରେ, ବାହୁଟି ତୁଲ୍ଯ ଆପଣା ବାହୁ ରେ ଧାରଣ କର। କାରଣ ପ୍ ରମେ ମୃତ୍ଯୁ ପରି ଶକ୍ତିଶାଳୀ ଅଟେ। ହୃଦଯର ଦହନ କବର ପରି ଦୃଢ଼ ଅଟେ। ଏହାର ଶିଖା ଏକ ଜଳନ୍ତା ନିଆଁ ପରି ଏବଂ ଏହା ଏକ ବିରାଟ ନିଆଁ ରେ ପରିଣତ ହାଇପୋ ରେ।

ଯିଶାଇୟ 8:1

ସଦାପ୍ରଭୁ ମାେତେ କହିଲେ, ତୁମ୍ଭେ ଏକ ବୃହତ ଫଳକ ନଇେ ଏକ ସ୍ବତନ୍ତ୍ର ଲେଖନୀ ସାହାୟ୍ଯ ରେ ତା'ଉପ ରେ ଏହି କଥାସବୁ ଲେଖ। ତାହା ହେଉଛି, ମ ହରେ-ଶାଲଲ-ହାଶ୍-ବସ୍।' ଏହାର ଅର୍ଥ ହେଉଛି, ଖୁବ୍ ଶୀଘ୍ର ଲୁଣ୍ଠନ ଓ ଚୋରି ହବେ।

ଯିଶାଇୟ 30:8

ଏବେ ୟାଅ, ସମାନଙ୍କେ ସାକ୍ଷାତ ରେ ଏକ ଫଳକରେ ତାହା ଲେଖ। ଏକ ପୁସ୍ତକରେ ତାହା ଲିପିବଦ୍ଧ କର ଯେପରି କି ତାହା ଆସନ୍ତାକାଲି ଓ ଅନନ୍ତକାଳ ପର୍ୟ୍ଯନ୍ତ ରହିବ।

ଯିଶାଇୟ 44:5

ଜଲଣ କହିବ, ଆମ୍ଲଭ ସଦାପ୍ରଭୁଙ୍କର,' ଅନ୍ୟ ଜଲଣ ଯାକୁବ'ସବାଲି ନିଜକୁ କହିବ ; ଆଉସକହି 'ସଦାପ୍ରଭୁଙ୍କର' ସ୍ବାକ୍ଷର ନିଜ ହାତସର କରିବ ଓ ଅନ୍ୟସକହି 'ଇଶ୍ରାଲୟଲର ନାମସର ନିଜକୁ ପରିଚଯ ଦଲବ।'

ଯିରିମିୟ 32:12

ପୁଣି ମାେ ପିତୃବ୍ଯର ପୁତ୍ର ହନନଲରେ ସାକ୍ଷାତ ରେ, କ୍ରଯପତ୍ରର ସ୍ବାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତ ରେ ମୁଁ ସହେି କ୍ରଯପତ୍ର ମହ ସଯରେ ପୌତ୍ର ନରେିଯର ପୁତ୍ର ବାରୂକର ହସ୍ତ ରେ ସମର୍ପଣ କଲି।

ଯିରିମିୟ 32:25

ପୁଣି ହେ ସଦାପ୍ରଭୁ ମାରେ ପ୍ରଭୁ, ତୁମ୍ଭେ ନିଜେ ମାେତେ କହିଲ, ମୂଲ୍ଯ ଦଇେ କ୍ଷେତ୍ର କିଣ ଓ ସାକ୍ଷୀ ରଖ।' ମାତ୍ର ଯେତବେେଳେ ଏହି ଭୂମି କଲଦୀଯମାନଙ୍କ ହସ୍ତ ରେ ଦତ୍ତ ହେଉଅଛି, ମୁଁ କାହିଁକି ମାରେ ଅର୍ଥ ନଷ୍ଟ କରିବି ?

ଯିରିମିୟ 32:44

ଲୋକମାନେ ବିନ୍ଯାମୀନ ପ୍ରଦେଶ ରେ, ୟିରୁଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନ ରେ, ଯିହୁଦାର ନଗର ସମୂହ ରେ, ପାର୍ବତୀଯ, ପ୍ରଦେଶସ୍ଥ ନାନା ନଗର ରେ, ନିମ୍ନ ଭୂମିସ୍ଥ ନଗରମାନଙ୍କ ରେ ଓ ଦକ୍ଷିଣ ଦିଗସ୍ଥ ନଗରଗୁଡ଼ିକରେ ମୂଲ୍ଯଦଇେ କ୍ଷେତ୍ର କ୍ରଯ କରିବେ ଓ ଦଲିଲ ସ୍ବାକ୍ଷର କରି ମୁଦ୍ରାଙ୍କିତ କରିବେ। ଆଉ ସାକ୍ଷୀ ରଖିବେ। କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ସମାନଙ୍କେୁ ବନ୍ଦୀତ୍ବ ଅବସ୍ଥାରୁ ମୁକ୍ତ କରିବା।

ଦାନିଏଲ 8:26

ସେ ସମୟରେ ଦର୍ଶନ ବିଷଯ ରେ ମୁଁ ଯାହା କହିଲି ସେସବୁ ସତ୍ଯ, ମାତ୍ର ତୁମ୍ଭେ ସହେି ଦର୍ଶନ ମୁଦ୍ରାଙ୍କିତ କର। କାରଣ ତାହା ଆଗାମୀ ବହୁଦିନ ପର୍ୟ୍ଯନ୍ତ ଘଟିବ ନାହିଁ।

ଯୋହନଲିଖିତ ସୁସମାଚାର 3:33

ସେ କହୁଥିବା କଥା ଗୁଡିକୁ ଯେଉଁ ଲୋକ ଗ୍ରହଣ କରେ, ସେ ପ୍ରମାଣ ଦିଏ ଯେ ପରମେଶ୍ବର ଯାହା କହନ୍ତି ତାହା ସତ୍ଯ।

ଯୋହନଲିଖିତ ସୁସମାଚାର 6:27

ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହାଇଯୋଏ। ତେଣୁ ତୁମ୍ଭେ ସହେିଭଳି ଖାଦ୍ୟ ପାଇବା ପାଇଁ କାର୍ୟ୍ଯ କର ନାହିଁ, ବରଂ ତୁମ୍ଭମାନେେ ଏଭଳି କର ଯାହା ଭଲ ହାଇେ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦବେ। ମନୁଷ୍ଯ ପୁତ୍ର ସହେିପରି ଖାଦ୍ୟ ତୁମ୍ଭକୁ ଦବେେ। ପରମେଶ୍ବର ଦଖାଇେଛନ୍ତି ଯେ, ସେ ମନୁଷ୍ଯ ପୁତ୍ରଙ୍କ ସହିତ ଅଛନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:22

ସେ ଆମ୍ଭଠା ରେ ନିଜ ଅଧିକାରର ମାହେର ଲଗାଇଛନ୍ତି, ଓ ଆମ୍ଭମାନଙ୍କ ହୃଦୟ ରେ ତାହାଙ୍କ ଆତ୍ମା ପ୍ରଦାନ କରିଛନ୍ତି। ଏହା ପ୍ରମାଣ ଦିଏ ଯେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ନିଶ୍ଚୟ ଦବେେ।

ଏଫିସୀୟଙ୍କ ପ୍ରତି ପତ୍ର 1:13

ତୁମ୍ଭମାନଙ୍କ ପାଇଁ ମୁକ୍ତି ଆଣି ଦେଉଥିବା ସୁସମାଚାରର ସତ୍ଶିକ୍ଷା ତୁମ୍ଭେ ଶୁଣିଲ। ସୁସମାଚାର ଶୁଣିଲା ପରେ ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କଲ। ପରମେଶ୍ବର ପବିତ୍ର ଆତ୍ମାଙ୍କୁ ପ୍ରଦାନ କରି ତୁମ୍ଭ ଉପରେ ତାହାଙ୍କର ବିଶଷେ ଚିହ୍ନ ଦଇେ ଚିହ୍ନିତ କଲେ। ଏହା କରିବା ଦ୍ବାରା ସେ ଆଗରୁ ଦଇେଥିବା ପ୍ରତିଶୃତି ରକ୍ଷା କରିଥିଲେ।

ଏଫିସୀୟଙ୍କ ପ୍ରତି ପତ୍ର 4:30

ପବିତ୍ର ଆତ୍ମାଙ୍କୁ ଦୁଃଖ ଦିଅ ନାହିଁ। ତୁମ୍ଭେ ଯେ ପରମେଶ୍ବରଙ୍କର ଅଟ ଏହା ସେ ଆତ୍ମା ପ୍ରମାଣ ଦିଅନ୍ତି। ଉଚିତ ସମୟ ଉପସ୍ଥିତ ହେଲ ପରମେଶ୍ବର ତୁମ୍ଭକୁ ସ୍ବାଧୀନତା ପ୍ରଦାନ କରିବେ। ଏହା ଦର୍ଶାଇବା ପାଇଁ ସେ ପବିତ୍ରଆତ୍ମାଙ୍କୁ ଦଇେଅଛନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:2

ତା'ପରେ ମୁଁ ଅନ୍ୟ ଜଣେ ସ୍ବର୍ଗଦୂତଙ୍କୁ ପୂର୍ବଦିଗରୁ ଆସିବାର ଦେଖିଲି। ଏହି ଦୂତଙ୍କ ପାଖ ରେ ଜୀବିତ ପରମେଶ୍ବରଙ୍କର ମୁଦ୍ରା ଥିଲା। ସେ ଉଚ୍ଚ ସ୍ବର ରେ ଚାରିଜଣ ସ୍ବର୍ଗଦୂତଙ୍କୁ ଡାକିଲେ, ଯେଉଁମାନଙ୍କୁ ପରମେଶ୍ବର ପୃଥିବୀ ଓ ସମୁଦ୍ରର କ୍ଷତି କରିବାକୁ କ୍ଷମତା ଦଇେଥିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:4

ପୃଥିବୀର ଘାସ କିମ୍ବା କୌଣସି ଲତା କିମ୍ବା ଗଛର କ୍ଷତି ନ କରିବା ପାଇଁ ପଙ୍ଗପାଳଙ୍କୁ କୁହାଗଲା। ଯେଉଁମାନଙ୍କର କପାଳ ରେ ପରମେଶ୍ବରଙ୍କର ମୁଦ୍ରା ନାହିଁ, କବଳେ ସହେି ଲୋକମାନଙ୍କର କ୍ଷତି କରିବାକୁ ସମାନଙ୍କେୁ କୁହାଗଲା।

Interlinear

Choose Theme