Home Bibles ଯିରିମିୟ 32:12 · ଓଡ଼ିଆ ବାଇବେଲ
ଯିରିମିୟ 32:12 · ଓଡ଼ିଆ ବାଇବେଲ

ପୁଣି ମାେ ପିତୃବ୍ଯର ପୁତ୍ର ହନନଲରେ ସାକ୍ଷାତ ରେ, କ୍ରଯପତ୍ରର ସ୍ବାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତ ରେ ମୁଁ ସହେି କ୍ରଯପତ୍ର ମହ ସଯରେ ପୌତ୍ର ନରେିଯର ପୁତ୍ର ବାରୂକର ହସ୍ତ ରେ ସମର୍ପଣ କଲି।

Cross references

ଯିରିମିୟ 32:16

ନରେିଯର ପୁତ୍ର ବାରୂକକୁ ସହେି କ୍ରଯପତ୍ର ସମର୍ପି ଦଲୋ ପ ରେ ମୁଁ ସଦାପ୍ରଭୁଙ୍କ ନିକଟରେ ଏହି ପ୍ରାର୍ଥନା କଲି।

ଯିରିମିୟ 36:4

ତେଣୁ ଯିରିମିୟ ନରେିଯର ପୁତ୍ର ବାରୂକକୁ ଡାକିଲେ। ଆଉ ଯିରିମିୟ ବାରୂକକୁ ସଦାପ୍ରଭୁଙ୍କର ଯେଉଁସବୁ ବାକ୍ଯ କହିଲେ, ବାରୂକ ସେସବୁ ଏକ ନଳାକାର ପୁସ୍ତକରେ ଲେଖିଲେ।

ଯିରିମିୟ 36:16

ସେତବେେଳେ ସହେି ଅଧିପତିଗଣ ସବୁକଥା ଶୁଣି ଭୟଭୀତ ହେଲେ ଓ ପରସ୍ପର ମୁହଁକୁ ଅନାଇଲେ। ସମାନେେ ବାରୂକକୁ କହିଲେ, ଆମ୍ଭମାନେେ ନିଶ୍ଚିତଭାବରେ ନଳାକାର ପୁସ୍ତକ ଲିଖିତ ଏହିସବୁ ବାକ୍ଯ ରାଜା ଯିହାୟୋଦାରକୀମ୍ଙ୍କୁ ଜଣାଇବୁ।

ଯିରିମିୟ 36:26

ପୁଣି ରାଜା ବାରୂକ ଲେଖକକୁ ଓ ଯିରିମିୟ ଭବିଷ୍ଯତବକ୍ତାକୁ ଗିରଫ କରିବାକୁ ରାଜପୁତ୍ର ୟିରହମଲକେୁ, ଅସ୍ରୀଯଲରେ ପୁତ୍ର ସରାଯକୁ ଓ ଅବଦିଯଲରେ ପୁତ୍ର ଶଲେିମିଯକୁ ଆଜ୍ଞା କଲେ। ମାତ୍ର ସମାନେେ ବାରୂକ ଓ ଯିରିମିୟକୁ ପାଇଲେ ନାହିଁ କାରଣ ସଦାପ୍ରଭୁ ସମାନଙ୍କେୁ ଲୁଚାଇ ରଖିଥିଲେ।

ଯିରିମିୟ 36:32

ତା'ପ ରେ ଯିରିମିୟ ଆଉ ଖଣ୍ଡେ ନଳାକାର ପୁସ୍ତକ ନଇେ ନରେିଯର ପୁତ୍ର ବାରୂକକୁ ଦେଲେ। ଯିହାୟୋଦାରକୀମ୍ ଯେଉଁ ନଳାକାର ପୁସ୍ତକ ଅଗ୍ନି ରେ ଦଗ୍ଧ କରିଥିଲେ, ସହେି ନଳାକାର ପୁସ୍ତକ ଲିଖିତ ସମସ୍ତ ବାକ୍ଯ ଯିରିମିୟଙ୍କ ମୁଖରୁ ଶୁଣି ପୁଣି ସହେି ନଳାକାର ପୁସ୍ତକରେ ଲେଖିଲା। ଆଉ ମଧ୍ଯ ଅନକେ ସହେି ପ୍ରକାର କଥା ଏହି ଦ୍ବିତୀୟ ନଳାକାର ପୁସ୍ତକରେ ୟୋଗ କରାଇଲେ।

ଯିରିମିୟ 43:3

କିନ୍ତୁ ନରେିଯର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧ ରେ ତୁମ୍ଭକୁ ପ୍ରବର୍ତ୍ତାଇ ଅଛି। କଲଦୀଯମାନେ ଯେପରି ଆମ୍ଭମାନଙ୍କୁ ବଧ କରିପାରିବେ ଓ ବନ୍ଦୀ କରି ଆମ୍ଭମାନଙ୍କୁ ବାବିଲକୁ ନଇେଯିବେ।

ଯିରିମିୟ 45:1

ଯୋଶିୟଯର ପୁତ୍ର ଯିହୁଦାର ରାଜା ଯିହାୟୋକୀମର ରାଜତ୍ବର ଚତୁର୍ଥ ବର୍ଷ ରେ ନରେିଯର ପୁତ୍ର ବାରୂକ, ଯିରିମିୟଙ୍କ ମୁଖରୁ ଏହି ସମସ୍ତ କଥା ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମିୟ ଭବିଷ୍ଯଦବକ୍ତା ତାକୁ ଏହି କଥା କହିଲେ।

ଯିରିମିୟ 51:59

ଯିହୁଦାର ଶାସକ ସିଦିକିଯଙ୍କ ରାଜତ୍ବର ଚତୁର୍ଥ ବର୍ଷ ରେ ମହ ସଯରେ ପୌତ୍ର, ନେଶଯର ପୁତ୍ର ସରାଯ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମିୟ ସରାଯକୁ ଏହି ବାର୍ତ୍ତା ଦଇେଥିଲା। ସରାଯ ଜଣେ ପଦାଧିକାରୀ ଥିଲେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:21

ଯାହା ଠିକ୍, ଆମ୍ଭେ ତାହା କରିବା ପାଇଁ ଯତ୍ନଶୀଳ। ଯାହା ସବୁ ପ୍ରଭୁ ଠିକ୍ ବୋଲି ଧରନ୍ତି, ଓ ଲୋକେ ଠିକ ବୋଲି ଭାବନ୍ତି, ଆମ୍ଭେ ତାହା କରୁ।

Interlinear

Choose Theme