ତୁମ୍ଭେ ସହସ୍ର ସହସ୍ର ଲୋକମାନଙ୍କ ପ୍ରତି ଦୟା ପ୍ରକାଶ କରୁଅଛ। ପୁଣି ପିତୃଗଣଙ୍କ ଅପରାଧର ପ୍ରତିଫଳ ସମାନଙ୍କେ ପିଲାମାନଙ୍କ ଉପ ରେ ଦେଉଅଛ। ତୁମ୍ଭେ ମହାନ୍ ପରାକ୍ରାନ୍ତ ପରମେଶ୍ବର, ସୈନ୍ଯାଧିପତି ସଦାପ୍ରଭୁ ତୁମ୍ଭର ନାମ।
Cross references
କିନ୍ତୁ ତାହାର ଧନୁ ଦୃଢ଼ ଥିଲା ଏବଂ ତାହାର ବାହୁ ଯାକୁବର ଶକ୍ତିଶାଳି ପରମେଶ୍ବର ଇଶ୍ରାୟେଲର ମଷେପାଳକଠାରୁ କୌଶଳ ପ୍ରାପ୍ତ ହାଇେଥିଲା।
କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସବୋ କରିବ ନାହିଁ। କାହିଁକି? କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ। ମୁଁ ଇର୍ଷାପରାଯଣ ପରମେଶ୍ବର। ଯେଉଁମାନେ ମାେତେ ଘୃଣା କରନ୍ତି ସମାନେେ ମାରେ ଶତୃ ରେ ଗଣାୟାନ୍ତି ଏବଂ ମୁଁ ସମାନଙ୍କେୁ ସମାନଙ୍କେର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ୟ୍ଯନ୍ତ ଶାସ୍ତି ବିଧାନ କରିବି।
ସଦାପ୍ରଭୁ ତାଙ୍କର ହଜାର ହଜାର ବଂଶଧରଙ୍କୁ ଦୟା ଦଖାଇେଛନ୍ତି। ସଦାପ୍ରଭୁ ସମାନଙ୍କେର ସମସ୍ତ ଦୋଷ କ୍ଷମା କରିଛନ୍ତି। କିନ୍ତୁ ସଦାପ୍ରଭୁ ଦୋଷୀକୁ ଦଣ୍ଡ ଦଇେଛନ୍ତି।
'ସଦାପ୍ରଭୁ କୋରଧ ରେ ଧୀର ଓ ଦୟା ରେ ପରିପୂର୍ଣ ଓ ଅପରାଧୀ ଓ ବ୍ଯବସ୍ଥା ଲଘଂନକାରୀର କ୍ଷମାକାରୀ। ତଥାପି ଦୋଷୀର ଦଣ୍ତଦାତା, ପୁଣି ତୃତୀୟ ଓ ଚତୁର୍ଥ ପୁରୁଷ ପର୍ୟ୍ଯନ୍ତ ସନ୍ତାନଗଣ ଉପରେ ପିତୃଗଣର ଅପରାଧର ଫଳ ସେ ଦଇେଥାନ୍ତି।'
ତକ୍ସ୍ଟମ୍ଭମାନେ ସମାନଙ୍କେର ପୂଜା କରିବ ନାହିଁ, କି ସମାନଙ୍କେର ସବୋ କରିବ ନାହିଁ। ଯେ ହତେକ୍ସ୍ଟ ଆମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ସ୍ବ ଗୌରବ ରକ୍ଷଣ ରେ ଉଦ୍ୟୋଗୀ ପରମେଶ୍ବର ଅଟକ୍ସ୍ଟ। ଯେଉଁମାନେ ଆମ୍ଭକକ୍ସ୍ଟ ଘୃଣା କରନ୍ତି, ଆମ୍ଭେ ସମାନଙ୍କେର ତୃତୀୟ ଓ ଚତକ୍ସ୍ଟର୍ଥ ପୁରୁଷ ପର୍ୟ୍ଯନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳ ଦାତା।
ତେଣୁ ମନରେଖ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର କବଳେ ଏକମାତ୍ର ପରମେଶ୍ବର ଅଟନ୍ତି। ସେ ବିଶ୍ବସ୍ତ ଅଟନ୍ତି। ସେ ତାଙ୍କର ନିଯମ ରକ୍ଷା କରନ୍ତି। ଯେଉଁମାନେ ତାଙ୍କୁ ପ୍ ରମେ କରନ୍ତି ଓ ତାଙ୍କର ଆଜ୍ଞା ମାନନ୍ତି, ସଦାପ୍ରଭୁ ସମାନଙ୍କେ ଉପରେ କୃପା କରନ୍ତି। ଲୋକମାନଙ୍କ ପ୍ରତି ତାଙ୍କର କରୁଣା ଓ ତାଙ୍କର ଚକ୍ସ୍ଟକ୍ତି ପ୍ରତି ବିଶ୍ବସନୀଯତା ସହସ୍ର ପୁରୁଷ ପର୍ୟ୍ଯନ୍ତ ଲାଗିରହେ।
ଏହି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ପରମେଶ୍ବର ତୁମ୍ଭମାନଙ୍କ ସହିତ ରହିଛନ୍ତି। ସେ ମହାନ ଓ ଭୟୟକ୍ସ୍ଟକ୍ତ।
କାରଣ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର, ସେ ଦବଗେଣର ଦବେ ଓ ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ବର, ସେ ମନକ୍ସ୍ଟଷ୍ଯର ମକ୍ସ୍ଟଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।
ଏହାପରେ ଯିହାଶୂେୟ ଓ ସମଗ୍ର ଇଶ୍ରାୟେଲ ସରହରେ ପକ୍ସ୍ଟତ୍ର ଆଖନକକ୍ସ୍ଟ ଓ ତା'ର ପକ୍ସ୍ଟତ୍ର ଓ କନ୍ଯାମାନଙ୍କୁ ଓ ତା'ର ଗୋରୁଗାଈ, ଗଧ ଓ ମେଣ୍ତା ଓ ତମ୍ବୁ ସର୍ବସ୍ବ ଯଥା ରୂପା, ସକ୍ସ୍ଟନା ଓ କୋଟକକ୍ସ୍ଟ ଆଖୋର ଉପତ୍ୟକାକକ୍ସ୍ଟ ଆଣିଲେ।
ଦାଉଦଙ୍କ ରାଜତ୍ବ ସମୟରେ କ୍ରମାଗତ ତିନିବର୍ଷ ଧରି ଦକ୍ସ୍ଟର୍ଭିକ୍ଷ ହେଲା। ଏହି ସମୟରେ ରାଜା ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କରନ୍ତେ ସଦାପ୍ରଭୁ ଉତ୍ତର ଦଇେ କହିଲେ, ଶାଉଲ ଓ ତା'ର ହତ୍ଯାକାରୀ ବଂଶ ଯୋଗକ୍ସ୍ଟ ଏପରି ହେଉଛି। ଯେ ହତେକ୍ସ୍ଟ ସେ ଗିବିଯୋନୀଯମାନଙ୍କୁ ହତ୍ଯା କରିଥିଲା।
କିନ୍ତୁ ତୁମ୍ଭେ ମହା କୁକର୍ମ ଓ ପାପ କରିଅଛ। ତୁମ୍ଭ ପୂର୍ବର ଶାସକମାନଙ୍କ ଅପେକ୍ଷା ତୁମ୍ଭେ ଅଧିକ ପାପ କଲ। ତୁମ୍ଭେ ମାେତେ ଅନୁସରଣ କରିବା ବନ୍ଦ କଲ, ମାେତେ ବିରକ୍ତି କରିବା ପାଇଁ ନିଜ ସକାେଶ ଅନ୍ୟ ଦବେତାଗଣ ଓ ପ୍ରତିମାମାନ ନିର୍ମାଣ କରିଅଛ ଓ ମାେତେ ତୁମ୍ଭର ପଛକୁ ପକାଇ ଦଇେଛ।
ଅନନ୍ତର ବାଶାଙ୍କ ବିରୁଦ୍ଧ ରେ ସଦାପ୍ରଭୁ ହନାନିର ପୁତ୍ର ଯହେୂଙ୍କୁ କହିଲେ,
ତେଣୁ ସଦାପ୍ରଭୁ କହନ୍ତି, 'ମୁଁ ତୁମ୍ଭକୁ ଓ ତୁମ୍ଭ ପରିବାରର ଫୁ ସନ୍ତାନମାନଙ୍କୁ ନିଃଶଷେ କରିବି।
ସଦାପ୍ରଭୁ କହିଥିଲେ, 'ଆମ୍ଭେ ଗତକାଲି ନାବୋତର ରକ୍ତ ଓ ତା'ର ପୁତ୍ରମାନଙ୍କ ରକ୍ତ ଦେଖିଲୁ। ତେଣୁ ମୁଁ ଆହାବ୍କୁ ଏହି ଭୂମିରେ ପ୍ରତିଫଳ ଦବେି।' ସଦାପ୍ରଭୁ ଏହା କହିଥିଲେ। ତେଣୁ ସଦାପ୍ରଭୁଙ୍କ ବାକ୍ଯାନୁସା ରେ ୟୋରାମଙ୍କୁ ନଇେ ସହେି କ୍ଷେତ୍ର ଭୁମି ରେ ପକାଅ।
ତା'ପରେ ମୁଁ ଏହିପରି ପ୍ରାର୍ଥନା କଲି:
ସଦାପ୍ରଭୁ ପରମେଶ୍ବରଙ୍କର ବାକ୍ଯଗୁଡ଼ିକ ବିଷଯରେ କହିଛନ୍ତି। ସେ ପୃଥିବୀର ସମସ୍ତ ଲୋକମାନଙ୍କୁ ଏକତ୍ରୀତ କରନ୍ତି ଏବଂ ସକାଳରୁ ସନ୍ଧ୍ଯା ପର୍ୟ୍ଯନ୍ତ ସମାନଙ୍କେୁ କହନ୍ତି।
ତୁମ୍ଭେ ଅହଙ୍କାରୀ ସମୁଦ୍ରର ଉପରେ କତ୍ତୃର୍ତ୍ବ କରୁଅଛ। ତୁମ୍ଭେ ତା'ର ଅଶାନ୍ତ ତରଙ୍ଗକୁ ଶାନ୍ତ କରୁଅଛି।
ସଦାପ୍ରଭୁ ହେଉଛନ୍ତି ମହାନ୍ ଏବଂ ସେ ଅତ୍ଯନ୍ତ ପ୍ରଶଂସନୀଯ। ଆମ୍ଭମାନେେ ତାଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।
ଯେତବେେଳେ ଏକ ସ୍ବତନ୍ତ୍ର ବାଳକ ଜନ୍ମ ନବେେ ସତେିକି ବେଳେ ଏହା ଘଟିବ। ପରମେଶ୍ବର ଆମ୍ଭମାନଙ୍କୁ ଏକ ପୁତ୍ର ଦବେେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ ଆଶ୍ଚର୍ୟ୍ଯ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ବର, ୟିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହବେେ।'
ଯାକୁବ ପରିବାର ଅବଶିଷ୍ଟାଂଶ ଲୋକ ମଧ୍ଯ ପୁଣି ପରାକ୍ରାନ୍ତ ପରମେଶ୍ବରଙ୍କୁ ଅନୁସରଣ କରିବେ।
କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ବର, ସହେି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି ; ଆମ୍ଭେ ଉର୍ଦ୍ଧ୍ବ ଓ ପବିତ୍ର ସ୍ଥାନ ରେ ବାସ କରୁ। ଆଉ ମଧ୍ଯ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନିମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।
ମାତ୍ର ଯାକୁବଙ୍କର ପରମେଶ୍ବର ସମାନଙ୍କେ ପରି ନୁହଁନ୍ତି। କାରଣ ସେ ସମସ୍ତ ବସ୍ତୁର ନିର୍ମାଣକର୍ତ୍ତା ଓ ଇଶ୍ରାୟେଲର ଲୋକମାନେ ତାଙ୍କର ନିଜର ବୋଲି ଦାବୀ କରନ୍ତି। ପରମେଶ୍ବରଙ୍କ ନାମ ସୈନ୍ଯାଧିପତି ସଦାପ୍ରଭୁ।
ସଦାପ୍ରଭୁ କହନ୍ତି, ୟିଏ ଦିବସ ରେ ଆଲୋକ ଦବୋ ପାଇଁ ସୂର୍ୟ୍ଯ ଓ ରାତ୍ରି ରେ ଜ୍ଯୋତି ପ୍ରଦାନ କରିବା ପାଇଁ ଚନ୍ଦ୍ର ଓ ନକ୍ଷତ୍ରାଦି ସୃଷ୍ଟି କରନ୍ତି, ଆଉ ଯଦି, ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜନ କରାନ୍ତି, ସହେି ହେଉଛନ୍ତି ସୈନ୍ଯାଧିପତି ସଦାପ୍ରଭୁ।
ୟିଏ ଏହି ପୃଥିବୀର ସୃଷ୍ଟିକର୍ତ୍ତା ଏବଂ ସେ ଏହାକୁ ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଛନ୍ତି। ସଦାପ୍ରଭୁ ତାଙ୍କର ନାମ। ସହେି ସଦାପ୍ରଭୁ ଏହା କହନ୍ତି।
ତା'ପ ରେ ହବକୂକ୍ କହିଲେ, ହେ ସଦାପ୍ରଭୁ, ତୁମ୍ଭେ ପୁରାତନ କାଳର ସଦାପ୍ରଭୁ ଅଟ। ତୁମ୍ଭ ଏକମାତ୍ର ପବିତ୍ର ଅଟ, ୟିଏ କବେେ ଅନ୍ତର୍ହିତ କରିବ ନାହିଁ। ହେ ସଦାପ୍ରଭୁ, ତୁମ୍ଭେ ସମାନଙ୍କେୁ ବିଗ୍ଭର କରିବା ପାଇଁ ନିୟୁକ୍ତି କଲ କି? ହେ ଶୈଳ, ଲୋକମାନଙ୍କୁ ଦଣ୍ତ ଦବୋ ପାଇଁ ତୁମ୍ଭେ ସମାନଙ୍କେୁ ପଠାଇଲ କି?
ତୁମ୍ଭର ପୂର୍ବପୁରୁଷ ଯେଉଁ ପାପ ଆରମ୍ଭ କରି ଦଇେଥିଲେ, ତୁମ୍ଭେ ତାହାକୁ ଶଷେ କରିବ।
ସବୁ ଲୋକ ଉତ୍ତର ଦେଲେ, ଆମ୍ଭେ ତାହାଙ୍କ ମୃତ୍ଯୁ ପାଇଁ ଦାଯୀ ରହିବୁ। ତାହାଙ୍କ ମୃତ୍ଯୁ ପାଇଁ ଯେ କୌଣସି ଦଣ୍ଡ ପାଇବାକୁ ଯୋଗ୍ଯ, ଆମ୍ଭ ନିଜ ପାଇଁ ଓ ଆମ୍ଭ ପିଲାମାନଙ୍କ ପାଇଁ ସେଥି ରେ ରାଜି ଅଛୁ।