Home Bibles ଯିରିମିୟ 32:35 · ଓଡ଼ିଆ ବାଇବେଲ
ଯିରିମିୟ 32:35 · ଓଡ଼ିଆ ବାଇବେଲ

ସମାନେେ ହିନ୍ନୋମ ପୁତ୍ରର ଉପତ୍ୟକା ରେ ବାଲ୍ଦବରେ ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି। ସମାନେେ ମାେଲକର ଉଦ୍ଦେଶ୍ଯ ରେ ଆପଣା ପୁତ୍ର କନ୍ଯାଗଣଙ୍କୁ ଅଗ୍ନି ମଧ୍ଯଦଇେ ଗମନ କରାଇବା ପାଇଁ ଏସବୁ ନିର୍ମାଣ କରିଛନ୍ତି। ମାତ୍ର ଏସବୁ ଘୃଣ୍ଯକର୍ମ କରିବା ପାଇଁ ଆମ୍ଭେ ଆଜ୍ଞା ଦଇେ ନାହୁଁ କିଅବା ଆମ୍ଭ ମନ ରେ ତାହା ଉଦଯ ହାଇେ ନାହିଁ। ଯିହୁଦାକୁ ପାପ କରାଇବା ପାଇଁ ସମାନେେ ଏହା କରିଛନ୍ତି।

Cross references

ଯାତ୍ରା ପୁସ୍ତକ 32:21

ମାଶାେ ହାରୋଣଙ୍କୁ କହିଲେ, ଏ ଲୋକମାନେ ତୁମ୍ଭ ପାଇଁ କ'ଣ କଲେ? କାହିଁକି ତୁମ୍ଭେ ତାକୁ ଏପରି ପାପ କରିବାକୁ ଆଗଇେ ନଲେ?

ଲେବୀୟ ପୁସ୍ତକ 18:21

ତୁମ୍ଭେ ନିଜ ବଂଶଜାତ କାହାକୁ ହିଁ ମାେଲକ୍ ଦବେତାର ଉଦ୍ଦେଶ୍ଯ ରେ ଉତ୍ସର୍ଗୀତ ହବୋକୁ ଦବୋ ଉଚିତ୍ ନୁହଁ, କିମ୍ବା ତୁମ୍ଭେ ତୁମ୍ଭର ପରମେଶ୍ବରଙ୍କ ପବିତ୍ର ନାମକୁ କଳିଷିତ ନିଶ୍ଚଯ କରିବ ନାହିଁ। ମୁଁ ସଦାପ୍ରଭୁ ଅଟେ।

ଲେବୀୟ ପୁସ୍ତକ 20:2

ଆଉ ମଧ୍ଯ ତୁମ୍ଭ ଇଶ୍ରାୟେଲ ସନ୍ତାନଗଣଙ୍କୁ କହିବ ଇଶ୍ରାୟେଲ ସନ୍ତାନଗଣ ମଧ୍ଯରୁ କହେି ହେଉ କିମ୍ବା ସମାନଙ୍କେ ସହିତ ସହବାସୀ ପ୍ରବାସୀ ବିଦେଶୀମାନଙ୍କ ମଧ୍ଯରୁ କହେି ଲୋକ ଯଦି ଆପଣା ବଂଶର କାହାକୁ ମାେଲକ୍ ଦବେତା ଉଦ୍ଦେଶ୍ଯ ରେ ପ୍ରଦାନ କରେ, ତବେେ ତାହାର ନିଶ୍ଚଯ ପ୍ରାଣଦଣ୍ଡ ହବେ ଓ ଦେଶୀଯ ଲୋକମାନେ ତାକୁ ପଥର ମାରି ହତ୍ଯା କରିବେ।

ଦିତୀୟ ବିବରଣ 18:10

ତୁମ୍ଭର ପକ୍ସ୍ଟତ୍ର କନ୍ଯାମାନଙ୍କୁ ୟଜ୍ଞବଦେୀ ଅଗ୍ନି ରେ ଦଗ୍ଧକରି ଉତ୍ସର୍ଗ କରିବ ନାହିଁ। ମନ୍ତ୍ରଜ୍ଞ, ଶକ୍ସ୍ଟଭାଶକ୍ସ୍ଟଭ ବାଦୀ, ଗଣକ କି ମାଯାବିଙ୍କଠାରକ୍ସ୍ଟ କିଛି ଶିକ୍ଷା କରିବ ନାହିଁ।

ଦିତୀୟ ବିବରଣ 24:4

ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଯେଉଁ ଦେଶ ତକ୍ସ୍ଟମ୍ଭମାନକକ୍ସ୍ଟ ଅଧିକାର କରିବା ପାଇଁ ଦେଉଛନ୍ତି ତାକକ୍ସ୍ଟ ପାପରେ ଦୋଷୀ କରାଅ ନାହିଁ।

ପ୍ରଥମ ରାଜାବଳୀ 11:7

ଶ ଲୋମନ ୟିରୁଶାଲମର ପରବର୍ତ୍ତୀ ପର୍ବତ ରେ ମାୟୋବର ଘୃଣାୟୋଗ୍ଯ କମାେଣ ମୂର୍ତ୍ତି ଓ ଅମ୍ମାନେ-ସନ୍ତାନଗଣର ଘୃଣା ଯୋଗ୍ଯ ମାେଲକର ଉପାସନା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।

ପ୍ରଥମ ରାଜାବଳୀ 11:33

ଆମ୍ଭେ ଶଲୋମନର ରାଜ୍ଯ କାଢି ନବୋର କାରଣ ହେଉଛି, ସେ ଆମ୍ଭର ପଶ୍ଚାତ୍ଗାମୀ ହେଲାନାହିଁ। ସେ ମାେତେ ପରିତ୍ଯାଗ କରି ସୀଦୋନୀଯମାନଙ୍କ ଅଷ୍ଟାରୋତ୍ ଦବେତା, ମାଯାେବର କମାେଶ୍ ଦବେତାକୁ ଓ ଅେମ୍ମାନୀୟମାନଙ୍କର ମିଲ୍କମ୍ ଦବେତାକୁ ପ୍ରଣାମ କରିଅଛି। ମାେ କଥିତ ମାର୍ଗ ଅନୁସାରେ ସେ ବାସ କଲା ନାହିଁ। ତା'ର ପିତା ଦାଉଦ ପରି ସେ ମାରେ ନିର୍ଦ୍ଦେଶ ଓ ନିଯମ ଆଜ୍ଞା ମାନିଲା ନାହିଁ।

ପ୍ରଥମ ରାଜାବଳୀ 14:16

ୟାରବିଯାମ ନିଜେ ପାପସବୁ କରିଛି ଓ ଇଶ୍ରାୟେଲ ଲୋକମାନଙ୍କୁ ପାପ କରାଇଲେ। ତେଣୁ ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କୁ ପରାଜିତ କରିବାକୁ ଦବେେ।

ପ୍ରଥମ ରାଜାବଳୀ 15:26

ସଦାପ୍ରଭୁଙ୍କ ଦୃଷ୍ଟି ରେ ନାଦବ୍ ବହୁ କୁକର୍ମ କଲେ। ସେ ନିଜର ପିତା ୟାରବିଯାମଙ୍କ ପରି ପାପ କଲେ, ୟିଏ ଇଶ୍ରାୟେଲର ଲୋକମାନଙ୍କର ପାପ କରିବାର କାରଣ ହେଲେ।

ପ୍ରଥମ ରାଜାବଳୀ 15:30

ଏହିସବୁ ଘଟିଗଲା କାରଣ ୟାରବିଯାମ ନିଜେ ନାନା ପାପ କଲେ ଓ ସମଗ୍ର ଇଶ୍ରାୟେଲକୁ ପାପ କରାଇଲେ। ତଦ୍ଦ୍ବାରା ସେ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କୁ ଅତ୍ଯନ୍ତ କୋରଧାନ୍ବିତ କରାଇଲେ।

ପ୍ରଥମ ରାଜାବଳୀ 16:19

ସିମ୍ରି ତା'ର ପାପ ପାଇଁ ମଲା। ସେ ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କରି ଚାଲିଲେ ଓ ୟାରବିଯାମଙ୍କ ପରି ପାପ ପଥରେ ଗଲେ ଓ ସମଗ୍ର ଇଶ୍ରାୟେଲକୁ ପାପ କରାଇଲେ। ଫଳ ରେ ସମଗ୍ର ଇଶ୍ରାୟେଲ ପାପଗ୍ରସ୍ଥ ହେଲା।

ପ୍ରଥମ ରାଜାବଳୀ 21:22

ତୁମ୍ଭର ପରିବାର ଭାଗ୍ଯ ସହେିଭଳି ହବେ, ନବାଟର ପୁତ୍ର ୟାରବିଯାମର ବଂଶ ତୁଲ୍ଯ ଓ ଅହିଯ ପୁତ୍ର ବାଶାର ବଂଶ ତୁଲ୍ଯ ସମ୍ପୂର୍ଣ୍ଣ ଧ୍ବଂସ କରିବି। କାରଣ ତୁମ୍ଭେ ତୁମ୍ଭର ପାପକର୍ମଦ୍ବାରା ମାେତେ ବିରକ୍ତ କରିଅଛ ଓ ଇଶ୍ରାୟେଲର ଲୋକମାନଙ୍କୁ ପାପ କରାଇଅଛ।'

ଦିତୀୟ ରାଜାବଳୀ 3:3

ତଥାପି ନବାଟ୍ଙ୍କ ପୁତ୍ର ୟାରବିଯାମ ଦ୍ବାରା ଇଶ୍ରାୟେଲଯମାନଙ୍କୁ ଯେଉଁ ପାପରେ ଆସକ୍ତ କରାଇଥିଲେ ସେ ମଧ୍ଯ ସହେି ପାପଗୁଡିକୁ ଆସକ୍ତି ହେଲେ। ୟାରବିଯାମ ଏହି ପାପଗୁଡିକୁ ବନ୍ଦ କଲେ ନାହିଁ।

ଦିତୀୟ ରାଜାବଳୀ 21:4

ପୁଣି ଆମ୍ଭେ ୟିରୁଶାଲମ୍ ରେ ଆପଣା ନାମ ସ୍ଥାପନ କରିବା ବୋଲି ସଦାପ୍ରଭୁ ଯେଉଁ ମନ୍ଦିର ବିଷଯ ରେ କହିଥିଲେ। ସଦାପ୍ରଭୁଙ୍କ ସହେି ମନ୍ଦିର ରେ ସେ ୟଜ୍ଞବଦେି ନିର୍ମାଣ କଲେ।

ଦିତୀୟ ରାଜାବଳୀ 21:11

ଯିହୁଦାର ରାଜା ମନଃଶି ଏହି ସମସ୍ତ ଘୃଣା ଯୋଗ୍ଯ କର୍ମ କରିଅଛ। ତାଙ୍କ ପୂର୍ବରୁ ଯେଉଁ ଇ ମାରେୀଯମାନେ ଥିଲେ ସମାନଙ୍କେ ଅପେକ୍ଷା ଅଧିକ କୁକର୍ମ କରିଅଛ। ତାଙ୍କର ପ୍ରତିମା ଆରାଧନା ଦ୍ବାରା ସେ ଯିହୁଦାକୁ ପାପ କରାଇଛି।

ଦିତୀୟ ରାଜାବଳୀ 23:10

ତୋଫତ ବନେ-ହିନ୍ନୋମ ଉପତ୍ୟକାର ଗୋଟିଏ ସ୍ଥାନ ଥିଲା, ଯେଉଁଠା ରେ ଲୋକମାନେ ସମାନଙ୍କେର ପୁତ୍ର ଓ କନ୍ଯାମାନଙ୍କୁ ମଲକେ ମିଥ୍ଯା ଦବେତା ସମ୍ମାନାର୍ଥେ ଅଗ୍ନି ରେ ହାମେ କଲେ। ଯେତବେେଳେ ଯୋଶିୟଯ ସହେି ସ୍ଥାନକୁ ଅପବିତ୍ର କଲେ। ଲୋକମାନେ ଯେପରି ହାମେ ସ୍ଥାନକୁ ଅଧିକ ସମୟ ବ୍ଯବହାର ପାଇଁ ବନ୍ଦ କଲେ।

ଦିତୀୟ ରାଜାବଳୀ 23:15

ନବାଟଙ୍କ ପୁତ୍ର ୟାରବିଯାମ ବୈଥଲେ ରେ ଯେଉଁ ୟଜ୍ଞବଦେୀ ନିର୍ମାଣ କରି ଇଶ୍ରାୟେଲ ଲୋକଙ୍କୁ ପାପ କରାଇଥିଲେ ଓ ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶିୟଯ ସହେି ୟଜ୍ଞବଦେୀ ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ। ଯୋଶିୟଯ ସହେି ପ୍ରସ୍ତରକୁ ପଷେି ଚୁର୍ଣ୍ଣ କଲେ ଓ ଆଶରୋ ମୂର୍ତ୍ତୀକୁ ଦଗ୍ଧ କଲେ।

ଦିତୀୟ ବଂଶାବଳୀ 28:2

ଆହସ୍ ଇଶ୍ରାୟେଲର ରାଜାମାନଙ୍କର ମନ୍ଦ ଉଦାହରଣକୁ ଅନୁସରଣ କଲେ। ସେ ବାଲ୍ ଦବେତାର ପୂଜା କରିବା ନିମନ୍ତେ ମୂର୍ତ୍ତିମାନ ସ୍ଥାପନ କଲେ।

ଦିତୀୟ ବଂଶାବଳୀ 33:6

ମନଃଶି ମଧ୍ଯ ନିଜ ପୁତ୍ରକୁ ବନ୍େ-ହୋନ୍ନୋମ ଉପତ୍ୟକା ରେ ବଳିରୂପେ ଜ୍ବଳାଇଲେ। ମନଃଶି କୁହୁକ ବିଦ୍ଯା, ଭବିଷ୍ଯତ କହିବା ଓ ଅଲୌକିକ କାର୍ୟ୍ଯ କଲେ ଏବଂ ସେ ମଧ୍ଯ ୟାଦୁବିଦ୍ଯା କଲେ। ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ କଥାବାର୍ତ୍ତା କଲେ, ସଦାପ୍ରଭୁ ଯେଉଁ କର୍ମକୁ କୁକର୍ମ ବୋଲି ମହିଥିଲେ, ମନଃଶି ସହେିପରି ଅନକେ କର୍ମ କଲେ, ଆଉ ଏହା ସଦାପ୍ରଭୁଙ୍କୁ ବହୁତ କୋରଧାନ୍ବିତ କଲା।

ଦିତୀୟ ବଂଶାବଳୀ 33:9

ମନଃଶି ଯିହୁଦାର ଲୋକ ଓ ୟିରୁଶାଲମ ରେ ବାସ କରୁଥିବା ଲୋକମାନଙ୍କୁ ମନ୍ଦ କାର୍ୟ୍ଯ କରିବା ନିମନ୍ତେ ଉତ୍ସାହିତ କଲେ। ଇଶ୍ରାୟେଲୀୟମାନଙ୍କ ପୂର୍ବ ରେ ଦେଶର ଯେଉଁ ଜାତିଗଣ ଥିଲେ, ସମାନଙ୍କେଠାରୁ ଏହି ଲୋକମାନେ ଆହୁରି ଅଧିକ ମନ୍ଦ ହେଲେ - ଆଉ ସଦାପ୍ରଭୁ ସହେି ଅନ୍ୟ ଜାତୀଯମାନଙ୍କୁ ବିନଷ୍ଟ କରିଥିଲେ।

ଦିତୀୟ ବଂଶାବଳୀ 36:14

ଆହୁରି ମଧ୍ଯ ଯାଜକମାନଙ୍କର ନେତାଗଣ ଓ ଯିହୁଦାର ଲୋକମାନେ ଭୟଙ୍କର ପାପ କଲେ ଓ ସଦାପ୍ରଭୁଙ୍କ ନିକଟରେ ଆହୁରି ଅବିଶ୍ବସ୍ତ ହେଲେ। ସମାନେେ ଅନ୍ୟ ଦେଶମାନଙ୍କର ମନ୍ଦ ଦୃଷ୍ଟାନ୍ତକୁ ଅନୁକରଣ କଲେ। ସହେି ନେତାମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଅପବିତ୍ର କଲେ। ସଦାପ୍ରଭୁ ୟିରୁଶାଲମର ମନ୍ଦିରକୁ ପବିତ୍ର କରିଥିଲେ।

ଗୀତସଂହିତା 106:37

ଏପରିକି ପରମେଶ୍ବରଙ୍କର ଲୋକମାନେ ସମାନଙ୍କେର ପିଲାମାନଙ୍କୁ ଅନ୍ୟ ଦବେତାଙ୍କ ନିକଟରେ ବଳି ଦେଲେ।

ଯିଶାଇୟ 57:5

ଆଲୋନବୃକ୍ଷ ତଳେ ତୁମ୍ଭର କ'ଣ ଶାରୀରିକ ସମ୍ବନ୍ଧ କରି ନାହଁ ? ପ୍ରେତ୍ୟକକ ହରିତ୍ବୃକ୍ଷ ତଳେ ତୁମ୍ଭେ କ'ଣ ନିଜକୁ ଉପ ଭୋଗ କରୁ ନାହଁ ? ତୁମ୍ଭମାନେେ ଉପତ୍ୟକାଗୁଡ଼ିକର ଶୈଳଗୁଡ଼ିକର ପର୍ବତ ତଳେ ସନ୍ତାନଗଣକୁ କ'ଣ ବଳିଦାନ କରୁ ନାହଁ ?

ଯିରିମିୟ 7:30

ଏହା କର କାରଣ ଯିହୁଦାର ସନ୍ତାନଗଣ ଆମ୍ଭ ଦୃଷ୍ଟି ରେ ଯାହା ମନ୍ଦ ତାହା କଲେ। ସମାନେେ ଆମ୍ଭ ନାମ ରେ ଖ୍ଯାତ ଏହି ଗୃହକୁ 'ଅଶୁଚି' କରିବା ନିମନ୍ତେ ସମାନଙ୍କେର ଘୃଣାୟୋଗ୍ଯ ବସ୍ତ୍ର ତହିଁ ମଧିଅରେ ରଖିଛନ୍ତି।

ଯିରିମିୟ 7:31

ସମାନେେ ନିଜ ନିଜର ପୁତ୍ରକନ୍ଯାମାନଙ୍କୁ ଅଗ୍ନି ରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକା ରେ ତୋଫତର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି। ଏହା ଆମ୍ଭେ କବେେ ଆଜ୍ଞା କରି ନାହୁଁ କିଅବା ଆମ୍ଭ ମନ ରେ ସେ ଭାବ କବେେ ଉଦଯ ହାଇେ ନାହିଁ।

ଯିରିମିୟ 19:5

ଯିହୁଦାର ରାଜାଗଣ ବାଲ୍ଦବଙ୍କେ ଉଦ୍ଦେଶ୍ଯ ରେ ଉଚ୍ଚସ୍ଥଳୀ ନିର୍ମାଣ କରିଛନ୍ତି। ସମାନେେ ନିଜର ସନ୍ତାନଗଣଙ୍କୁ ବାଲଦବେ ଉଦ୍ଦେଶ୍ଯ ରେ ହାମବେଳି ରୂପେ ଉତ୍ସର୍ଗ କରିଅଛନ୍ତି। ଆମ୍ଭେ କିନ୍ତୁ ସମାନଙ୍କେୁ ଏହା କହିବାକୁ ଆଦେଶ କରିନାହୁଁ କି କହି ନାହୁଁ ଓ ଆମ୍ଭ ମନ ରେ ଏହା ଉଦଯ ହାଇେ ନାହିଁ।

ଯିରିମିୟ 30:14

ତୁମ୍ଭେ ବହୁ ଗୋଷ୍ଠୀ ସହିତ ବନ୍ଧୁତା ସ୍ଥାପନ କରିଅଛ। ମାତ୍ର 'ବନ୍ଧୁମାନେ' ତୁମ୍ଭକୁ ପାଶୋରି ଅଛନ୍ତି। ସମାନେେ ତୁମ୍ଭକୁ ମନେ ପକାନ୍ତି ନାହିଁ। କାରଣ ତୁମ୍ଭର ବହୁ ଅଧର୍ମ ଓ ବହୁ ପାପ ୟୋଗୁଁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ଯ ଆଘାତ କରିଅଛୁ ଓ ନିର୍ଦ୍ଦଯ ଲୋକ ତୁଲ୍ଯ ଶାସ୍ତି ଦଇେଅଛୁ।

ଯିହିଜିକଲ 16:20

ମାେ ନିମନ୍ତେ ତୁମ୍ଭେ ଯେଉଁ ପୁତ୍ର ଓ କନ୍ଯାମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ସହେି ପୁତ୍ର କନ୍ଯାଗଣକୁ ବଧକରି ସମାନଙ୍କେୁ ଭଣ୍ଡ ଦବେତାର ଖାଦ୍ୟରୂପେ ଉତ୍ସର୍ଗ କଲ। ତୁମ୍ଭେ ୟଥେଷ୍ଟ ବେଶ୍ଯାବୃତ୍ତି କଲ ନାହିଁ କି ?

ଯିହିଜିକଲ 23:37

କାରଣ ଏହି ଯେ ସମାନେେ ବ୍ଯଭିଚାର ରେ ସିଦ୍ଧ ହସ୍ତ ଥିଲେ। ସମାନେେ ମଧ୍ଯ ରକ୍ତ ପାତ କରିବା ରେ ଓ ଆପଣା ପ୍ରତିମାଗଣ ସହ ବ୍ଯଭିଚାର କରିଛନ୍ତି। ସମାନେେ ମାଠାରୁେ ଜାତ ସନ୍ତାନମାନଙ୍କୁ ସମାନଙ୍କେର ଦବେତାମାନଙ୍କର ଖାଦ୍ୟ ପାଇଁ ଉତ୍ସର୍ଗ କଲେ।

Interlinear

Choose Theme