Home Bibles ☰ Books ଯିରିମିୟ 33:22 · ଓଡ଼ିଆ ବାଇବେଲ
ଯିରିମିୟ 33:22 · ଓଡ଼ିଆ ବାଇବେଲ

ଯେପରି ଆକାଶର ତାରା ଗଣା ୟାଇପାରିବ ନାହିଁ କି ସମୁଦ୍ରର ବାଲୁକା ମପା ୟାଇପାରିବ ନାହିଁ, ସହେିପରି ଆମ୍ଭେ ଦାଉଦ ବଂଶଧରକୁ ଓ ଲବେୀୟ ପରିବାରବର୍ଗକୁ ଏତେ ସଂଖ୍ଯା ରେ ଦାସ ଓ ପରିଚାରକ ପଠାଇବା ସଗେୁଡ଼ିକ ମଧ୍ଯ ଆକଳନ ହବେେ।

Cross references

ଆଦି ପୁସ୍ତକ 13:16

ପୃଥିବୀ ରେ ଧୂଳିପରି ମୁଁ ତୁମ୍ଭର ବଂଶ ବୃଦ୍ଧି କରାଇବି। ଯଦି କହେି ପୃଥିବୀର ଧୂଳି ଗଣିପା ରେ ତବେେ ସେ ତୁମ୍ଭର ବଂଶର ଲୋକମାନଙ୍କୁ ଗଣିପାରିବ।

ଆଦି ପୁସ୍ତକ 15:5

ଏହାପରେ ପରମେଶ୍ବର ତାଙ୍କୁ ବାହାରକୁ ନେଲେ ଓ କହିଲେ, ଉର୍ଦ୍ଧ ରେ ଆକାଶକୁ ଦେଖ ଏବଂ ତାରାଗଣ ଗଣନା କର, ତୁମ୍ଭେ ଯଦି ତାକୁ ଗଣନା କରିପାରିବ। ଏବଂ ସେ ମଧ୍ଯ କହିଲେ, ତୁମ୍ଭର ବଂଶଧର ତାରାଗଣ ପରି ବହୁସଂଖ୍ଯକ ହବେେ।

ଆଦି ପୁସ୍ତକ 22:17

ମୁଁ ତୁମ୍ଭକୁ ଆଶୀର୍ବାଦ କରିବି। ଆକାଶର ତାରାତୁଲ୍ଯ ଓ ସମୁଦ୍ର କୂଳର ଅସଂଖ୍ଯ ବାଲି ତୁଲ୍ଯ ତୁମ୍ଭର ବଂଶଧର ବଢ଼ାଇବି। ଏବଂ ତୁମ୍ଭର ଲୋକମାନେ ଯେଉଁ ସହର ଅଧିକାର କରିଛନ୍ତି ସହେି ସହର ରେ ବାସକରିବ।

ଆଦି ପୁସ୍ତକ 28:14

ତୁମ୍ଭର ବହୁତ ବଂଶ ହବେେ। ତାହା ପୃଥିବୀର ଧୂଳୀପରି ଅସଂଖ୍ଯ ହବେେ। ସମାନେେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ବ୍ଯାପିବେ। ପୃଥିବୀର ସମସ୍ତ ପରିବାର ତୁମ୍ଭ ବଂଶଧରମାନଙ୍କ ଦ୍ବାରା ଆଶୀର୍ବାଦ ପ୍ରପ୍ତ ହବେେ।

ଗୀତସଂହିତା 22:30

ଏବଂ ଭବିଷ୍ଯତରେ ଆମ୍ଭର ବଂଶଧରମାନେ ସଦାପ୍ରଭୁଙ୍କ ସବୋ କରିବେ। ଲୋକମାନେ ଚିରଦିନ ତାଙ୍କର ଗୁଣଗାନ କରିବେ।

ଗୀତସଂହିତା 89:3

ତୁମ୍ଭେ କହିଲ, ମୁଁ ଆପଣା ମନୋନୀତ ରାଜା ସଙ୍ଗେ ଏକ ଚୁକ୍ତି କରିଲି। ମୁଁ ମାରେ ଦାସ ଦାଉଦ ସହିତ ଏକ ପ୍ରତିଜ୍ଞା କଲି।

ଗୀତସଂହିତା 89:29

ଆମ୍ଭେ ତାର ବଂଶକୁ ନିତ୍ଯସ୍ଥାଯୀ ବିରାଜମାନ କରିବା ଓ ତା'ର ସିଂହାସନକୁ ଆକାଶ ଥିବା ପର୍ୟ୍ଯନ୍ତ ରହିବ।

ଯିଶାଇୟ 53:10

ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣ ବଂଶ ଦେଖିବେ, ସେ ଦୀର୍ଘାଯୁ ହବେେ ଓ ତାହାଙ୍କ ହସ୍ତ ରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହବେ।

ଯିଶାଇୟ 66:21

ଆଉ ମଧ୍ଯ ସଦାପ୍ରଭୁ କୁହନ୍ତି, ଆମ୍ଭେ ସମାନଙ୍କେ ମଧ୍ଯରୁ ଯାଜକ ଓ ଲବେୀୟ ହବୋପାଇଁ ଲୋକ ଗ୍ରହଣ କରିବୁ।

ଯିରିମିୟ 31:37

ପୁଣି ସଦାପ୍ରଭୁ ଏହା କହନ୍ତି, ଯଦି ଲୋକମାନେ ଉର୍ଦ୍ଧ୍ବସ୍ଥ ଆକାଶମଣ୍ଡଳ ଓ ଅଧଃସ୍ଥ ପୃଥିବୀକୁ ମାପି ପାରିବେ। ତାହା ହେଲେ କବଳେ ଆମ୍ଭେ ମଧ୍ଯ ଇଶ୍ରାୟେଲର ବଂଶଧରଗଣ ଯାହା କଲେ ତାହା ପ୍ରତ୍ଯାଖାନ କରିଦବୋ। ଏହା ସଦାପ୍ରଭୁ କହନ୍ତି।

ଯିହିଜିକଲ 37:24

'ପୁଣି ମାରେ ଦାସ ଦାଉଦ ସମାନଙ୍କେ ଉପ ରେ ରାଜା ହବେେ। କବଳେ ସେ ହିଁ ଜଣେ ସମସ୍ତଙ୍କ ଉପ ରେ ମଷେପାଳକ ହବେେ। ଆଉ ସମାନେେ ମାରେ ବ୍ଯବସ୍ଥା ମାନି ଚଳିବେ ଓ ମାରେ ବିଧିସବୁ ରକ୍ଷାକରି ପାଳନ କରିବେ।

ଯିହିଜିକଲ 44:15

କିନ୍ତୁ ସମସ୍ତ ଲବେୀୟ ଯାଜକଗଣ, ସାଦୋକର ଭବିଷ୍ଯତ ବଂଶଧରଗଣ ଯେଉଁମାନେ ମାରେ ପବିତ୍ର ସ୍ଥାନ ନିଯମ ଅନୁସରଣ କଲେ, ଯେତବେେଳେ ଇଶ୍ରାୟେଲୀୟମାନେ ମାଠାରୁେ ବିପଥଗାମୀ ହେଲେ, ସମାନେେ ମାେ ପାଖକୁ ସବୋ କରିବା ପାଇଁ ଆସିବାକୁ ସମର୍ଥ ହବେ। ସମାନେେ ମାେ ଉଦ୍ଦେଶ୍ଯ ରେ ମଦେ ଓ ରକ୍ତ ବଳିଦାନ ହାଇେଥିବା ପଶୁମାନଙ୍କର ଉତ୍ସର୍ଗ କରିବା ନିମନ୍ତେ ମାେ ସମ୍ମୁଖ ରେ ଠିଆ ହବେ। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।

ହୋଶେୟ 1:10

ସମୁଦ୍ରର ବାଲୁକା ସଦୃଶ ଇଶ୍ରାୟେଲ ସନ୍ତାନଗଣର ସଂଖ୍ଯା ଭବିଷ୍ଯତ ରେ ବୃଦ୍ଧି ପାଇବ। ତୁମ୍ଭେ ସମୁଦ୍ରର ବାଲିକୁ ମାପି ପାରିବ ନାହିଁ କି ଗଣି ପାରିବ ନାହିଁ। ଯେଉଁ ସ୍ଥାନ ରେ ସମାନଙ୍କେୁ କୁହାୟାଇଥିଲା, ସହେି ସ୍ଥାନ ରେ ଏହା ଘଟିବ। ସମାନଙ୍କେୁ ମଧ୍ଯ କୁହାୟିବ, 'ତୁମ୍ଭମାନେେ ମାେ ଲୋକ ନୁହଁ।' 'ତୁମ୍ଭେ ଜୀବନ୍ତ ପରମେଶ୍ବରଙ୍କର ସନ୍ତାନ ଅଟ।'

Interlinear

Choose Theme