ସଦାପ୍ରଭୁ କହନ୍ତି, ଯଦି ଦିବାରାତ୍ରି ସମ୍ବନ୍ଧୀଯ ଆମ୍ଭର ନିଯମ ସ୍ଥିର ନ ରହେ ଓ ଆମ୍ଭେ ଯବେେ ଆକାଶର ଓ ପୃଥିବୀର ବିଧି ସକଳ ନିରୂପଣ କରି ନ ଥାଉ, ତାହା ହେଲେ ତୁମ୍ଭେ ଆମ୍ଭକୁ ଅଗ୍ରାହ୍ଯ କରିବା।
Cross references
ଯେ ପର୍ୟ୍ଯନ୍ତ ପୃଥିବୀ ରହିଛି, ସପେର୍ୟ୍ଯନ୍ତ ବୁଣିବାର ସମୟ ଓ ଅମଳ କରିବାର ସମୟ ଥଣ୍ଡା ଓ ଗରମ, ପୁଣି ଗ୍ରୀଷ୍ମ ଓ ଶୀତକାଳ, ଦିବସ ଓ ରାତ୍ରି ଏସବୁ ପୃଥିବୀ ରେ ଚ଼ାଲିଥିବ।
ମୁଁ ବର୍ତ୍ତମାନ ତୁମ୍ଭ ପାଇଁ ଏବଂ ତୁମ୍ଭ ପରେ ରହୁଥିବା ଲୋକମାନଙ୍କ ପାଇଁ ପ୍ରତିଜ୍ଞା କରୁଛି।
ହେ ପରମେଶ୍ବର, ଦିବସ ଓ ରାତ୍ରିର ଶାସକ, ତୁମ୍ଭେ ଚନ୍ଦ୍ର ଓ ସୂର୍ୟ୍ଯ ପ୍ରସ୍ତୁତ କରିଅଛ।
ପରମେଶ୍ବର ଋତୁ ନିରୂପଣ ନିମନ୍ତେ ଚନ୍ଦ୍ର ସୃଷ୍ଟି କରିଛନ୍ତି। ସୂର୍ୟ୍ଯ ଆପଣା ଅସ୍ତଗମନ ଜାଣେ।
ସଦାପ୍ରଭୁ କହନ୍ତି, ୟିଏ ଦିବସ ରେ ଆଲୋକ ଦବୋ ପାଇଁ ସୂର୍ୟ୍ଯ ଓ ରାତ୍ରି ରେ ଜ୍ଯୋତି ପ୍ରଦାନ କରିବା ପାଇଁ ଚନ୍ଦ୍ର ଓ ନକ୍ଷତ୍ରାଦି ସୃଷ୍ଟି କରନ୍ତି, ଆଉ ଯଦି, ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜନ କରାନ୍ତି, ସହେି ହେଉଛନ୍ତି ସୈନ୍ଯାଧିପତି ସଦାପ୍ରଭୁ।
ସଦାପ୍ରଭୁ କହନ୍ତି, ଯଦି କହେି ଦିନରାତି ସହିତ ନିଯମ ଭଙ୍ଗ କରେ, ସେ ନିଯମିତ ଭାବରେ ଦଖାେ ଦିଏ ନାହିଁ। ମାତ୍ର ଯଥା ସମୟରେ ଦିବାରାତ୍ରି ହୁଏ।