ହେ ଯିହୁଦା, ତୁମ୍ଭେ ଆମ୍ଭକୁ ପ୍ରାର୍ଥନା କର ଏବଂ ଆମ୍ଭେ ତୁମ୍ଭକୁ ଉତ୍ତର ଦବୋ। ଆମ୍ଭେ ତୁମ୍ଭକୁ ଗୁପ୍ତ ଓ ମହତ୍ ବିଷଯ ଶୁଣାଇବା, ଯାହା ତୁମ୍ଭେ ଜାଣି ନାହଁ।
Cross references
ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଆମ୍ଭମାନଙ୍କ ସ୍ମରଣ ରେ ଯେପରି ସର୍ବଦା ଆମ୍ଭମାନଙ୍କର ନିକଟବର୍ତ୍ତୀ ହକ୍ସ୍ଟଅନ୍ତି। ଅନ୍ୟ ଓ କୌଣସି ଗୋଷ୍ଠୀଯମାନଙ୍କ ପ୍ରତି ଏପରି ପ୍ରଦର୍ଶନ କରନ୍ତି ନାହିଁ।
କିନ୍ତୁ ସହେି ସ୍ଥାନ ରେ ଯବେେ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଅନ୍ବଷେଣ କରିବ। ତବେେ ତୁମ୍ଭମାନେେ ଯଦି ହୃଦଯତାର ସହାକା ରେ ତାଙ୍କୁ ଅନ୍ବଷେଣ କର ତବେେ ତୁମ୍ଭେ ତାଙ୍କୁ ପାଇପାରିବ।
ସହେି ଦୂର ଦେଶ ରେ ବନ୍ଦୀରୂପେ ଥିବା ବେଳେ, ଯଦି ସମାନେେ ସମାନଙ୍କେର କୁକର୍ମ ପାଇଁ ସଠାେରେ ଅନୁତାପ କରନ୍ତି ଏବଂ ସ୍ବୀକାର କରନ୍ତି, 'ଆମ୍ଭେ ପାପ କଲୁ, ବିପଥଗାମୀ ହେଲୁ ଓ ଦୁଷ୍ଟ ହେଲୁ।'
ସଦାପ୍ରଭୁ ସର୍ବଦା ଗୁପ୍ତ ବିଷଯ ସବୁ ତାଙ୍କର ଅନୁୟୋଗୀମାନଙ୍କୁ କୁହନ୍ତି। ସେ ତାଙ୍କର ବ୍ଯବସ୍ଥା ସବୁ ସମାନଙ୍କେୁ ନିଯମ ପ୍ରଦାନ କରନ୍ତି।
ପରମେଶ୍ବର କହନ୍ତି, ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡ଼ାକ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।
ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାୟ୍ଯ ପାଇଁ ଡ଼ାକିବେ, ଆମ୍ଭେ ସମାନଙ୍କେର ଡ଼ାକ ଶୁଣିବା। ସମାନଙ୍କେ କଷ୍ଟ ସମଯରେ ଆମ୍ଭେ ସମାନଙ୍କେ ସହିତ ରହିବା। ଆମ୍ଭେ ସମାନଙ୍କେୁ ରକ୍ଷା କରିବା ଏବଂ ସମ୍ମାନ ଦବୋ।
ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି, ଯେଉଁମାନେ ତାଙ୍କୁ ସାହାୟ୍ଯ ପାଇଁ ଡ଼ାକନ୍ତି।
ପୁଣି ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନ ରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦବୋ। ତାହା ହେଲେ ତୁମ୍ଭେ ଜାଣିବ ଯେ ଆମ୍ଭେ ତୁମ୍ଭର ସଦାପ୍ରଭୁ ଓ ଆମ୍ଭେ ତୁମ୍ଭର ନାମ ଧରି ଆହ୍ବାନ କରୁଥିଲୁ। ଆମ୍ଭେ ଇଶ୍ରାୟେଲର ପରମେଶ୍ବର ଏହା ମଧ୍ଯ ତୁମ୍ଭେ ଜାଣି ପାରିବ।
ତୁମ୍ଭମାନେେ ଶୁଣିଅଛ, ଏବଂ ବର୍ତ୍ତମାନ ତୁମ୍ଭେ ଦେଖ ! ତୁମ୍ଭମାନେେ କ'ଣ ତାହା ପ୍ରକାଶ କରିବ ନାହିଁ ? ବର୍ତ୍ତମାନ ତୁମ୍ଭକୁ ଆମ୍ଭେ ବଡ଼ ଗୁରୁତ୍ବର କିଛି ତୁମ୍ଭକୁ ଦଖାଇଦେବେୁ, ଯାହାକି ତୁମ୍ଭର ଅଜ୍ଞାତ ଅଟେ।
ତେଣୁ ତୁମ୍ଭମାନେେ ସଦାପ୍ରଭୁଙ୍କର ଅନ୍ବଷେଣ କର, ଯେ ହତେୁ ତାଙ୍କର ଅର୍ଥାତ୍ ସଦାପ୍ରଭୁଙ୍କର ଉଦ୍ଦେଶ୍ଯ ମିଳିଅଛି। ଯେ ପର୍ୟ୍ଯନ୍ତ ସେ ନିକଟରେ ଅଛନ୍ତି, ସେ ପର୍ୟ୍ଯନ୍ତ ତାଙ୍କୁ ପ୍ରାର୍ଥନା କର।
ପୁଣି ସମାନେେ ଡ଼ାକିବା ପୂର୍ବରୁ ଆମ୍ଭେ ଉତ୍ତର ଦବୋ ଓ ସମାନେେ କଥା କହୁ କହୁ ଆମ୍ଭେ ଶୁଣିବା।
ତେଣୁ ତୁମ୍ଭମାନେେ ଆମ୍ଭକୁ ଆହ୍ବାନ କରିବ ଓ ଆମ୍ଭ ନିକଟରେ ପ୍ରାର୍ଥନା କରିବ। ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରାର୍ଥନା ପ୍ରତି ଧ୍ଯାନ ଦବୋ।
ସେ ଗଭୀର ଓ ଗୁପ୍ତ ବିଷଯ ସବୁ ପ୍ରକାଶ କରିପାରନ୍ତି। ଯେ ହତେୁ ଜ୍ଯୋତି ତାଙ୍କ ନିକଟରେ ବାସ କରେ। ଅନ୍ଧକାର ରେ ଯାହା ଅଛି ସେ ଜାଣନ୍ତି।
ହେ ମାରେ ପୂର୍ବପୁରୁଷଗଣର ପରମେଶ୍ବର, ମୁଁ ତୁମ୍ଭର ଧନ୍ଯବାଦ ଓ ପ୍ରଶଂସା କରୁଅଛି। ତୁମ୍ଭେ ମାେତେ ଜ୍ଞାନ ଓ ସାମର୍ଥ୍ଯ ଦଇେଅଛ। ତୁମ୍ଭକୁ ମୁଁ ଯାହା ନିବଦନେ କରିଅଛି, ତାହା ସମସ୍ତ ବିଷଯ ରେ ତୁମ୍ଭେ ମାେତେ ଜଣାଇ ଅଛ। ତୁମ୍ଭେ ରାଜାଙ୍କ ବିଷଯ ରେ ଆମ୍ଭମାନଙ୍କୁ ସବୁକିଛି ଜଣାଇଛ।
ସହେି ସମୟରେ, ଯେ କହେି ସଦାପ୍ରଭୁଙ୍କ ନାମକୁ ଡାକ ପକାଇବି, ସେ ହିଁ ଉଦ୍ଧାର ପାଇବ। କାରଣ ଶରଣାର୍ଥୀ ଲୋକମାନେ ୟିରୁଶାଲମର ଓ ସିୟୋନ୍ପର୍ବତ ଉପ ରେ ରକ୍ଷାପ୍ରାପ୍ତ ଲୋକମାନେ ଏକତ୍ର ହବେେ, ଯାହାକି ସଦାପ୍ରଭୁ କହିଛନ୍ତି ଏବଂ ସମାନେେ ବଞ୍ଚିଥିବା ଲୋକମାନଙ୍କ ସହିତ ଥିବେ, ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ବାନ କରୁଛନ୍ତି।
ସଦାପ୍ରଭୁ ମାରେପ୍ରଭୁ, କୌଣସି ଯୋଜନା ତାଙ୍କର ସବେକର ଅଗୋଚର ରେ କରନ୍ତି ନାହିଁ।
ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କଲାପରି ବହୁ ଆଶ୍ଚର୍ୟ୍ଯ କର୍ମ କରିବା ଏବଂ ତୁମ୍ଭମାନଙ୍କୁ ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାଇବୋ।
ପରମେଶ୍ବର ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ ଯାହା କହିଥିଲେ, ତାହା ପୂର୍ଣ୍ଣ ହବୋ ପାଇଁ ଏହା ହେଉଥିଲା। ପରମେଶ୍ବର କହିଥିଲେ: ମୁଁ କାହାଣୀ ଦ୍ବାରା କଥା କହିବି। ସୃଷ୍ଟିର ଆଦି କାଳରୁ ଯେଉଁସବୁ କଥା ଗୋପନୀୟ ହାଇେ ରହିଛି, ସଗେୁଡିକ ମୁଁ ପ୍ରକାଶ କରିବି।ଗୀତସଂହିତା 78:2
ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି, ବାରମ୍ବାର ମାଗୁଥାଅ। ତା ହେଲ ପରମେଶ୍ବର ତୁମ୍ଭମାନଙ୍କୁ ଦବେେ। ଖାଜେୁଥାଅ। ତୁମ୍ଭମାନେେ ପାଇବ। ଦୁଆର ଠକ୍ଠକ୍ କରି ଚାଲି ଥାଅ। ତୁମ୍ଭ ପାଇଁ ଦୁଆର ଖାଲିେଯିବ।
ସେତବେେଳେ ଯେ କହେି ପ୍ରଭୁଙ୍କ ନାମ ଉଚ୍ଚାରଣ କରିବ, ସେ ଉଦ୍ଧାର ପାଇବ।'ଯାୟେଲ 2:28-32
ଏଠା ରେ ୟିଏ ର ଅର୍ଥ ଯିହୂଦୀ ଓ ଅଣଯିହୂଦୀମାନଙ୍କ ଭିତ ରେ ଭଦେ ନଥିବା ସୂଗ୍ଭଏ। ସମସ୍ତ ଲୋକଙ୍କର ଜଣେ ପ୍ରଭୁ। ଯେଉଁ ଲୋକେ ତାହାଙ୍କୁ ବିଶ୍ବାସ କରନ୍ତି, ପରମେଶ୍ବର ସମାନଙ୍କେୁ ଅନକେ ଆଶୀର୍ବାଦ କରନ୍ତି।
କରିନ୍ଥଠା ରେ ଥିବା ପରମେଶ୍ବରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟଯୀଶୁଙ୍କଠା ରେ ପବିତ୍ର କରାଯାଇଛନ୍ତି ସମାନଙ୍କେ ନିକଟକୁ ଏହି ପତ୍ର ଲଖାେ ଯାଉଅଛି। ତୁମ୍ଭମାନେେ ଈଶ୍ବରଙ୍କ ପବିତ୍ର ଲୋକ ହବୋ ନିମନ୍ତେ ଆହୂତ ହାଇେଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ସର୍ବତ୍ର ଯେଉଁମାନେ ବିଶ୍ବାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ବାସୀଙ୍କ ସହିତ ତୁମ୍ଭମାନେେ ଆହୂତ ହାଇେଅଛ।
କିନ୍ତୁ ଆମ୍ଭମାନେେ ପରମେଶ୍ବରଙ୍କ ଗୂଢ଼ ଜ୍ଞାନର କଥା କହୁଛୁ। ଜଗତର ସୃଷ୍ଟି ହବୋ ପୂର୍ବରୁ ଆମ୍ଭର ମହିମା ପାଇଁ ପରମେଶ୍ବର ଏହି ଜ୍ଞାନର ଯୋଜନା କରିଥିଲେ।
ଆମ୍ଭ ଭିତ ରେ ପରମେଶ୍ବରଙ୍କ ଯେଉଁ ଶକ୍ତି କାର୍ୟ୍ଯ କରିଥାଏ, ତାହା ଆମ୍ଭର ମାଗିବା ବା ଭାବିବାଠାରୁ ୟଥେଷ୍ଟ ଅଧିକ ଏବଂ ପରମେଶ୍ବର ତାହାଠାରୁ ଅଧିକ ଶକ୍ତିର କାର୍ୟ୍ଯ କରି ପାରନ୍ତି।
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।